କଲେଜଛକ ପୂଜାକମିଟି ଗଣ୍ଡଗୋଳ: ମାଲଗୋଦାମ ଥାନା ଅଧିକାରୀଙ୍କ ବିରୁଦ୍ଧରେ ଡିସିପିଙ୍କୁ ଦାବିପତ୍ର
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କଲେଜଛକ ପୂଜାକମିଟି ଗଣ୍ଡଗୋଳ: ମାଲଗୋଦାମ ଥାନା ଅଧିକାରୀଙ୍କ ବିରୁଦ୍ଧରେ ଡିସିପିଙ୍କୁ ଦାବିପତ୍ର

କଲେଜଛକ ପୂଜାକମିଟି ଗଣ୍ଡଗୋଳ: ମାଲଗୋଦାମ ଥାନା ଅଧିକାରୀଙ୍କ ବିରୁଦ୍ଧରେ ଡିସିପିଙ୍କୁ ଦାବିପତ୍ର [caption id="attachment_10579" align="alignnone" width="300"] News by Umakanta Jena (Cuttack)[/caption] #କଟକ(ଏନ୍‌.ଏମ୍‌.): କଲେଜଛକ ପୂଜାକମିଟି ଗଣ୍ଡେଗୋଳ ଘଟଣାରେ ପୁଲିସର ପକ୍ଷପାତିତା ନେଇ ମାଲଗୋଦାମ ଥାନା ଅଧିକାରୀଙ୍କ ବିରୋଧରେ ଡିସିପିଙ୍କୁ ଦାବିପତ୍ର ଦିଆଯାଇଛି । କଟକ ସହରର ବହୁ ପୁରାତନ ପୂଜା ପ୍ରତିଷ୍ଠାନ ମଧ୍ୟରେ କଲେଜ ଛକ ହେଉଛି ଅନ୍ୟତମ । କଲେଜ ଛକ ପୂଜା କମିଟିର…

କଟକ ପ୍ରେସ୍‌କ୍ଲବ୍ ପରିଦର୍ଶନ କଲେ ମେୟର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କଟକ ପ୍ରେସ୍‌କ୍ଲବ୍ ପରିଦର୍ଶନ କଲେ ମେୟର

କଟକ ପ୍ରେସ୍‌କ୍ଲବ୍ ପରିଦର୍ଶନ କଲେ ମେୟର କଟକ(ଏନ୍‌.ଏମ୍‌.): ଚୌଧୁରୀବଜାରସ୍ଥିତ କଟକ ପ୍ରେସ୍‌କ୍ଲବକୁ ଆଜି କଟକ ମହାନଗର ନିଗମ ମେୟର ସୁବାସ ସିଂହ ପରିଦର୍ଶନ କରିଛନ୍ତି । ରାଜ୍ୟର ସର୍ବପୂରାତନ ଦ୍ୱିତଳ ବିଶିଷ୍ଠ ପ୍ରେସ୍‌କ୍ଲବର ଉନ୍ନତିକରଣ କାର୍ଯ୍ୟ କିପରି ତ୍ୱରାନିତ ହୋଇପାରିବ ସେନେଇ କଟକର କାର୍ଯ୍ୟରତ ସାମ୍ବାଦିକମାନଙ୍କ ପକ୍ଷରୁ ବାରମ୍ବାର ଦାବି ହୋଇ ଆସୁଥିଲା । ଏହି ଦାବିକୁ ଦୃଷ୍ଟିରେ ରଖି ଶ୍ରୀ ସିଂହ ଆଜି ପୂର୍ବାହ୍ଣରେ କଟକ ପ୍ରେସ୍‌କ୍ଲବ ବୁଲି…

୫ଟି ସଚିବ ଭି. କେ. ପାଣ୍ଡିଆନଙ୍କ ଉପରକୁ କାଳିମାଡ଼ ନେଇ କୁହୁଳୁଛି ରାଜନୈତିକ ଉଷ୍ମତା
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

୫ଟି ସଚିବ ଭି. କେ. ପାଣ୍ଡିଆନଙ୍କ ଉପରକୁ କାଳିମାଡ଼ ନେଇ କୁହୁଳୁଛି ରାଜନୈତିକ ଉଷ୍ମତା

୫ଟି ସଚିବ ଭି. କେ. ପାଣ୍ଡିଆନଙ୍କ ଉପରକୁ କାଳିମାଡ଼ ନେଇ କୁହୁଳୁଛି ରାଜନୈତିକ ଉଷ୍ମତା ପୁରୀ(ଏନ୍‌.ଏମ୍‌.): ୫ଟି ସଚିବ ଭି.କେ ପାଣ୍ଡିଆନ ବିଭିନ୍ନ ଜିଲ୍ଲାକୁ ଗସ୍ତ କରୁଥିବା ବେଳେ ଅନେକ ସ୍ଥାନରେ ତାଙ୍କୁ ବିରୋଧ ପ୍ରଦର୍ଶନ କରାଯାଉଥିବା ଦେଖିବାକୁ ମିଳିଛି । ତେବେ ଅନେକ ସ୍ଥାନରେ ତାଙ୍କ କାରକେଡକୁ ଅଣ୍ଡାମାଡ଼ ହୋଇଥିବାବେଳେ ଆଜି ସତ୍ୟବାଦୀ ଅଞ୍ଚଳରେ ଶ୍ରୀ ପାଣ୍ଡିଆନଙ୍କ ଉପରକୁ କାଳି ମାଡ଼ ହୋଇଛି । ପୁରୀ ଜିଲ୍ଲା ସତ୍ୟବାଦୀରେ…

ମଇଁଷି ଗୁହାଳ ନିକଟ ବନ୍ଦ ଘରୁ ଉଦ୍ଧାର ହେଲା ଦୁଇ ଯୁବକଙ୍କ ମୃତଦେହ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ମଇଁଷି ଗୁହାଳ ନିକଟ ବନ୍ଦ ଘରୁ ଉଦ୍ଧାର ହେଲା ଦୁଇ ଯୁବକଙ୍କ ମୃତଦେହ

ମଇଁଷି ଗୁହାଳ ନିକଟ ବନ୍ଦ ଘରୁ ଉଦ୍ଧାର ହେଲା ଦୁଇ ଯୁବକଙ୍କ ମୃତଦେହ [caption id="attachment_10568" align="alignnone" width="300"] News by Umakanta Jena (Cuttack)[/caption] #କଟକ(ଏନ୍‌.ଏମ୍‌.): ସ୍ଥାନୀୟ ବାଲିଅନ୍ତା ଠାରେ ମଇଁଷି ଗୁହାଳ ନିକଟ ବନ୍ଦ ଘରୁ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଅଧିନସ୍ଥ ବଇଁଚୁଆ କାଜ ନିକଟ ଏକ ବନ୍ଦ ଘରେ ୨ ଜଣ ବ୍ୟକ୍ତିଙ୍କ ମୃତଦେହ ପଡି…

ଅଂଶୁମାନ କାନୁନଗୋଙ୍କ ତ୍ରୁଟିପୂର୍ଣ୍ଣ ମାର୍କସିଟ୍ ମାମଲା: ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଅଂଶୁମାନ କାନୁନଗୋଙ୍କ ତ୍ରୁଟିପୂର୍ଣ୍ଣ ମାର୍କସିଟ୍ ମାମଲା: ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ଅଂଶୁମାନ କାନୁନଗୋଙ୍କ ତ୍ରୁଟିପୂର୍ଣ୍ଣ ମାର୍କସିଟ୍ ମାମଲା: ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ [caption id="attachment_10564" align="alignnone" width="300"] News by Padmalochan Mishra (Cuttack)[/caption] କଟକ(ଏନ୍‌.ଏମ୍‌.): ତ୍ରୁଟିପୂର୍ଣ୍ଣ ମାର୍କସିଟ୍ ମାମଲାରେ ସିବିଆଇ ତଦନ୍ତ ହେବ । ୨୦୨୨ ଜେଇଇ ପରୀକ୍ଷାରେ ଅଂଶୁମାନ କାନୁନଗୋଙ୍କ ମାର୍କସିଟକୁ ନକଲି କହି ରାଉରକେଲା ଏନଆଇଟି ଆଡମିଶନ ଖାରଜ କରିଥିଲା । ଏହାପରେ ମାର୍କସିଟକୁ ତ୍ରୁଟିପୂର୍ଣ୍ଣ ଦର୍ଶାଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଅଂଶୁମାନ ।…

ଇପିଏଫ ପେନସନର୍ସ ସଂଘ ପକ୍ଷରୁ ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଇପିଏଫ ପେନସନର୍ସ ସଂଘ ପକ୍ଷରୁ ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ଇପିଏଫ ପେନସନର୍ସ ସଂଘ ପକ୍ଷରୁ ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ [caption id="attachment_10557" align="alignnone" width="300"] News by Padmalochan Mishra (Cuttack)[/caption] #ଭୁବନେଶ୍ୱର(ଏନ୍‌.ଏମ୍‌.): ଅଲ ଓଡିଶା ଇପିଏଫ ପେନସନର୍ସ ଆସୋସିଏସନର ଏକ ପ୍ରତିନିଧିଦଳ ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ରାଜଭବନ ଠାରେ ସାକ୍ଷାତକରି ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି । ମହାମହିମ ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ପ୍ରଦତ୍ତ ଏହି ସ୍ମାରକ ପତ୍ରରେ ଓଡିଶା ସମେତ ସାରା ଦେଶରେ ଥିବା…

ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ପକ୍ଷରୁ ଜଗବନ୍ଧୁ ସାହାସିକତା ସମ୍ମାନ ପାଇଁ ପ୍ରସ୍ତୁତି ବୈଠକ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ପକ୍ଷରୁ ଜଗବନ୍ଧୁ ସାହାସିକତା ସମ୍ମାନ ପାଇଁ ପ୍ରସ୍ତୁତି ବୈଠକ

ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ପକ୍ଷରୁ ଜଗବନ୍ଧୁ ସାହାସିକତା ସମ୍ମାନ ପାଇଁ ପ୍ରସ୍ତୁତି ବୈଠକ [caption id="attachment_10550" align="alignnone" width="300"] News by Saroj Kumar Muduli (Khordha)[/caption] #ଖୋର୍ଦ୍ଧା(ଏନ୍‌.ଏମ୍‌.): ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ଖୋର୍ଦ୍ଧା ଜିଲ୍ଲା ବୋର୍ଡର କାର୍ଯ୍ୟକାରିଣୀ ବୈଠକ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ନବ ନିଯୁକ୍ତି ପ୍ରାପ୍ତ ଜିଲ୍ଲା ବୋର୍ଡର ସଭାପତିଙ୍କ ଅନୁପସ୍ଥିତିରେ ଉପସଭାପତି ଯୁଗଳ କିଶୋର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ…

ଚାଷ ଓ ଚାଷୀଙ୍କୁ ସ୍ୱାବଲମ୍ବି କରିବ ଜୈବିକ କୀଟନାଶକ; ସୋଆ ଛାତ୍ରଗୋଷ୍ଠୀଙ୍କ ଦ୍ୱାରା ଗ୍ରାମାଞ୍ଚଳ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଚାଷ ଓ ଚାଷୀଙ୍କୁ ସ୍ୱାବଲମ୍ବି କରିବ ଜୈବିକ କୀଟନାଶକ; ସୋଆ ଛାତ୍ରଗୋଷ୍ଠୀଙ୍କ ଦ୍ୱାରା ଗ୍ରାମାଞ୍ଚଳ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ

ଚାଷ ଓ ଚାଷୀଙ୍କୁ ସ୍ୱାବଲମ୍ବି କରିବ ଜୈବିକ କୀଟନାଶକ; ସୋଆ ଛାତ୍ରଗୋଷ୍ଠୀଙ୍କ ଦ୍ୱାରା ଗ୍ରାମାଞ୍ଚଳ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ [caption id="attachment_10547" align="alignnone" width="300"] News by B.Mishra (BBSR)[/caption] #ଭୁବନେଶ୍ୱର(ଏନ୍‌.ଏମ୍‌.): କୃଷି ଓ କୃଷି କାର୍ଯ୍ୟରେ କେମିକାଲ ନୁହଁ ବରଂ ଜୈବିକ କୀଟନାଶକ ବ୍ୟବହାରକୁ ଗୁରୁତ୍ୱ ଦେଲେ କ୍ଷେତ ଓ କୃଷକର ଲାଭ ଅଧିକ ହେବ । ଆଉ ଏହି ବାର୍ତ୍ତାକୁ ନେଇ ଚାଷୀଙ୍କୁ ସଚେତନ କରୁଛନ୍ତି ସୋଆ…

ଚୌଦ୍ୱାରରେ ବିଜେପିର ସମ୍ବର୍ଦ୍ଧନା ସଭା ଓ ବନ୍ଧୁ ମିଳନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଚୌଦ୍ୱାରରେ ବିଜେପିର ସମ୍ବର୍ଦ୍ଧନା ସଭା ଓ ବନ୍ଧୁ ମିଳନ

ଚୌଦ୍ୱାରରେ ବିଜେପିର ସମ୍ବର୍ଦ୍ଧନା ସଭା ଓ ବନ୍ଧୁ ମିଳନ [caption id="attachment_10543" align="alignnone" width="300"] News by Smrutiranjan Tripathy (Choudwar)[/caption] #ଚୌଦ୍ୱାର(ଏନ୍‌.ଏମ୍‌.): କଟକ ଜିଲ୍ଲା ଅନ୍ତର୍ଗତ ଚୌଦ୍ୱାର ସ୍ଥିତ ପୋଟଳଇ ମନ୍ଦିର ପ୍ରାଙ୍ଗଣରେ ଓବିସି ମୋର୍ଚ୍ଚା ରାଜ୍ୟ ସାଧାରଣ ସମ୍ପାଦକ ଜ୍ଞାନେନ୍ଦ୍ର କୁମାର ସ୍ୱାଇଁଙ୍କ ନେତୃତ୍ୱରେ ଏକ ସମ୍ବର୍ଦ୍ଧନା ସଭା ଓ ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି । ମିଶନ ଲାଇଭ କାର୍ଯ୍ୟକ୍ରମ ଅନ୍ତର୍ଗତ ବାଣୀପଦା ପଞ୍ଚାୟତ ବାଲୁଙ୍କେଶ୍ୱର ମନ୍ଦିର…

Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କଟକ ରେଳଷ୍ଟେସନ ହେବ ବିଶ୍ୱସ୍ତରୀୟ ଉନ୍ନୟନ କାର୍ଯ୍ୟ ତୁରନ୍ତ ସମ୍ପୂର୍ଣ୍ଣ କରିବାକୁ କେନ୍ଦ୍ର ରେଳ ମନ୍ତ୍ରୀଙ୍କ ନିର୍ଦ୍ଦେଶ [caption id="attachment_10540" align="alignnone" width="300"] News by Padmalochan Mishra (Cuttack)[/caption] #କଟକ(ଏନ୍‌.ଏମ୍‌.): କଟକ ରେଳଷ୍ଟେସନକୁ ବିଶ୍ୱସ୍ତରୀୟ ଷ୍ଟେସନରେ ପରିଣତ କରାଯିବା ପାଇଁ ଉନ୍ନୟନ କାର୍ଯ୍ୟ ଆରମ୍ଭ ହୋଇଯାଇଛି । ୩୦୦ କୋଟି ଟଙ୍କା ଅନୁଦାନରେ ଚାଲିଥିବା ଏହି କାର୍ଯ୍ୟ ଶେଷ କରିବାକୁ ଏକ ବର୍ଷ ସମୟ ଧାର୍ଯ୍ୟ କରାଯାଇଛି ।…

ବାଦାମବାଡି ଥାନାକୁ ଆଦର୍ଶ ଥାନୋର ପରିଣତ କରିବା ପାଇଁ ୫-ଟି ସଚିବଙ୍କୁ ଦାବିପତ୍ର ପ୍ରଦାନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ବାଦାମବାଡି ଥାନାକୁ ଆଦର୍ଶ ଥାନୋର ପରିଣତ କରିବା ପାଇଁ ୫-ଟି ସଚିବଙ୍କୁ ଦାବିପତ୍ର ପ୍ରଦାନ

ବାଦାମବାଡି ଥାନାକୁ ଆଦର୍ଶ ଥାନୋର ପରିଣତ କରିବା ପାଇଁ ୫-ଟି ସଚିବଙ୍କୁ ଦାବିପତ୍ର ପ୍ରଦାନ [caption id="attachment_10537" align="alignnone" width="300"] News by Padmalochan Mishra (Cuttack)[/caption] #କଟକ(ଏନ୍‌.ଏମ୍‌.): ବାଦାମବାଡି ଥାନାକୁ ଏକ ଆଦର୍ଶ ଥାନୋର ପରିଣତ କରିବା ପାଇଁ ୫-ଟି ସଚିବ ଭି କେ ପାଣ୍ଡିଆନଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ବରିଷ୍ଠ ସାମ୍ବାଦିକ ଅମ୍ଳାନ ବଦନ ପଟ୍ଟନାୟକଙ୍କ ନେତୃତ୍ୱେର ଏକ ପ୍ରତିନିଧି ଦଳ ମଙ୍ଗଳବାର ସ୍ଥାନୀୟ…

ଓଡ଼ିଶାରୁ ୪ ଜଣ ପୁଲିସ ଅଧିକାରୀ ପାଇବେ କେନ୍ଦ୍ର ଗୃହ ମନ୍ତ୍ରୀ ପଦକ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଓଡ଼ିଶାରୁ ୪ ଜଣ ପୁଲିସ ଅଧିକାରୀ ପାଇବେ କେନ୍ଦ୍ର ଗୃହ ମନ୍ତ୍ରୀ ପଦକ

ଓଡ଼ିଶାରୁ ୪ ଜଣ ପୁଲିସ ଅଧିକାରୀ ପାଇବେ କେନ୍ଦ୍ର ଗୃହ ମନ୍ତ୍ରୀ ପଦକ [caption id="attachment_10534" align="alignnone" width="300"] News by Smruti Ranjan Tripathy (Cuttack)[/caption] #କଟକ(ଏନ୍‌.ଏମ୍‌.): ପୁଲିସ ବିଭାଗରେ କାର୍ଯ୍ୟରତ ଅଧିକାରୀ ଓ କର୍ମଚାରୀଙ୍କ ନିମନ୍ତେ ତଦନ୍ତରେ ଉତ୍କର୍ଷତା ପାଇଁ ଆଜି ‘କେନ୍ଦ୍ର ଗୃହ ମନ୍ତ୍ରୀ’ ପଦକ ଘୋଷଣା ହୋଇଛି । ଚଳିତ ବର୍ଷ ଏହି ମେଡାଲ ପାଇବା ପାଇଁ ସାରା ଦେଶରୁ ୧୪୦ ଜଣ ପୁଲିସ…

ନକ୍ସଲ ଗୁଳିରେ ସହିଦ ହୋଇଗଲେ ଓଡ଼ିଆ ସିଆରପିଏଫ ଯବାନ, ୨ ମାସ ତଳେ କରିଥିଲେ ବିବାହ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ନକ୍ସଲ ଗୁଳିରେ ସହିଦ ହୋଇଗଲେ ଓଡ଼ିଆ ସିଆରପିଏଫ ଯବାନ, ୨ ମାସ ତଳେ କରିଥିଲେ ବିବାହ

ନକ୍ସଲ ଗୁଳିରେ ସହିଦ ହୋଇଗଲେ ଓଡ଼ିଆ ସିଆରପିଏଫ ଯବାନ, ୨ ମାସ ତଳେ କରିଥିଲେ ବିବାହ କେନ୍ଦୁଝର(ଏନ୍‌.ଏମ୍‌.): ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲ୍ଲାର ହୁସିପିରେ ନକ୍ସଲଙ୍କ ଆକ୍ରମଣରେ ଜଣେ ଓଡ଼ିଆ ସିଆରପିଏଫ ଯବାନ ସହିଦ ହୋଇଯାଇଛନ୍ତି । ତାଙ୍କ ନାଁ ସୁଶାନ୍ତ କୁମାର ଖୁଣ୍ଟିଆ ଏବଂ ତାଙ୍କ ଘର କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ । ଆଜି ଦିନ ପ୍ରାୟ ୧୧ଟାରୁ ସାଢ଼େ ୧୧ ମଧ୍ୟରେ ଏହି ଅଘଟଣ ଘଟିଛି ।…

କଖଡ଼ି ନୋଡାଲ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ-ଶିକ୍ଷକ ସମ୍ମିଳନୀ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

କଖଡ଼ି ନୋଡାଲ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ-ଶିକ୍ଷକ ସମ୍ମିଳନୀ

କଖଡ଼ି ନୋଡାଲ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ-ଶିକ୍ଷକ ସମ୍ମିଳନୀ [caption id="attachment_10526" align="alignnone" width="300"] News by Smrutiranjan Tripathy (Choudwar)[/caption] #ଚୌଦ୍ୱାର(ଏନ୍‌.ଏମ୍‌.): ଶିକ୍ଷାର ଉନ୍ନତି ନିମନ୍ତେ ରାଜ୍ୟସରକାର ଗୁରୁତ୍ୱ ଦେଉଛନ୍ତି । ଛାତ୍ରଛାତ୍ରୀମାନଙ୍କୁ କିଭଳି ଉନ୍ନତମାନର ଶିକ୍ଷାଦାନ କରାଯିବ ସେଥି ପାଇଁ ସ୍କୁଲରେ ଶିକ୍ଷକ ଓ ଅଭିଭାବକମାନଙ୍କ ଏକ ମିଳିତ ବୈଠକ କରି ଏହାର ନିଷ୍କର୍ଷ ଅନୁଯାୟୀ ସୁସ୍ଥ ସମାଜ ଗଠନ ଦିଗରେ ଆଉ ଗୋଟିଏ ପାଦ ଆଗେଇ ନେବାକୁ…

ବିଏମସିର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସ୍ୱତନ୍ତ୍ର ଆଲୋଚନା: ଅଧା ରହିଥିବା କାମ ସାରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ବିଏମସିର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସ୍ୱତନ୍ତ୍ର ଆଲୋଚନା: ଅଧା ରହିଥିବା କାମ ସାରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ

ବିଏମସିର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସ୍ୱତନ୍ତ୍ର ଆଲୋଚନା: ଅଧା ରହିଥିବା କାମ ସାରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ [caption id="attachment_10523" align="alignnone" width="300"] News by B.Mishra (BBSR)[/caption] #ଭୁବନେଶ୍ୱର(ଏନ୍‌.ଏମ୍‌.): ବର୍ଷା ପାଇଁ ଅଧା ରହିଥିବା କିମ୍ବା ବର୍ଷାରେ ଖରାପ ହୋଇଥିବା ରାସ୍ତା ଓ ଡ୍ରେନ କାମ ଆରମ୍ଭ କରିବାକୁ ନିର୍ଦେଶ । କେବଳ ରାସ୍ତା କି ଡ୍ରେନ କାମ ନୁହେଁ, ବିତ୍ୟୁତ୍ ମରାମତି କରିବାକୁ ମଧ୍ୟ ନିର୍ଦ୍ଦେଶ…

ରାଜ୍ୟ ବାର କାଉନସିଲ ନିର୍ବାଚନରେ ବିଭୁ ତ୍ରିପାଠୀ ନିର୍ବାଚିତ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ରାଜ୍ୟ ବାର କାଉନସିଲ ନିର୍ବାଚନରେ ବିଭୁ ତ୍ରିପାଠୀ ନିର୍ବାଚିତ

ରାଜ୍ୟ ବାର କାଉନସିଲ ନିର୍ବାଚନରେ ବିଭୁ ତ୍ରିପାଠୀ ନିର୍ବାଚିତ [caption id="attachment_10520" align="alignnone" width="300"] News by Padmalochan Mishra (Cuttack)[/caption] #କଟକ(ଏନ୍‌.ଏମ୍‌.): ଓଡ଼ିଶା ହାଇକୋର୍ଟର ଜଣାଶୁଣା ଆଇନଜୀବୀ ବିଭୁ ପ୍ରସାଦ ତ୍ରିପାଠୀ ଓଡ଼ିଶା ରାଜ୍ୟ ବାର କାଉନସିଲକୁ ଦ୍ୱିତୀୟଥର ପାଇଁ ନିର୍ବାଚିତ ହୋଇଛନ୍ତି । ନିଆରା ଢଙ୍ଗରେ ବିନା ପୋଷ୍ଟର ବ୍ୟାନର ତଥା ଅର୍ଥ ବଳକୁ ବ୍ୟବହାର ନକରି ଚଳିତବର୍ଷ ରାଜ୍ୟ ବାର କାଉନସିଲ ନିର୍ବାଚନରେ ନିର୍ବାଚନ ଲଢ଼ି…

ଦ’ ବିଆଇପିଏଫ ସ୍କୁଲରେ ଗଣିତ ଓ ବିଜ୍ଞାନ ପ୍ରଦର୍ଶନୀ ମେଳା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଦ’ ବିଆଇପିଏଫ ସ୍କୁଲରେ ଗଣିତ ଓ ବିଜ୍ଞାନ ପ୍ରଦର୍ଶନୀ ମେଳା

ଦ’ ବିଆଇପିଏଫ ସ୍କୁଲରେ ଗଣିତ ଓ ବିଜ୍ଞାନ ପ୍ରଦର୍ଶନୀ ମେଳା [caption id="attachment_10517" align="alignnone" width="300"] News by Smruti Ranjan Tripathy (Choudwar)[/caption] #ଚୌଦ୍ୱାର(ଏନ୍‌.ଏମ୍‌.): ଚୌଦ୍ୱାରସ୍ଥିତ ଦ’ ବିଆଇପିଏଫ ସ୍କୁଲ ଆନୁକୂଲ୍ୟରେ ଗଣିତ ଓ ବିଜ୍ଞାନ ମେଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଛାତ୍ରଛାତ୍ରୀମାନେ ବିଭିନ୍ନ ବିଜ୍ଞାନ ପ୍ରକଳ୍ପ ସହ ଗଣିତ ଚାତୁରୀ ପ୍ରଦର୍ଶିତ କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ନିହାର ରଞ୍ଜନ ଭୂୟାଁ ଏହି…

ପୂର୍ବତନ ବିଧାୟକ କୁମର ବେହେରାଙ୍କ ପରଲୋକ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ପୂର୍ବତନ ବିଧାୟକ କୁମର ବେହେରାଙ୍କ ପରଲୋକ

ପୂର୍ବତନ ବିଧାୟକ କୁମର ବେହେରାଙ୍କ ପରଲୋକ ବରଗଡ(ଏନ୍‌.ଏମ୍‌.): ବରଗଡ଼ ଜିଲ୍ଲା ଅନ୍ତର୍ଗତ ଭଟିଲି ବିଧାନସଭାର ପୂର୍ବତନ ବିଧାୟକ କୁମର ବେହେରାଙ୍କ ପରଲୋକ ହୋଇଯାଇଛି । ଆଜି ସକାଳ ୫ଟା ସମୟରେ ତାଙ୍କ ଅତାବିରା ବାସଭବନରେ ପରଲୋକ ହୋଇଯାଇଛି । ମୁତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ତେବେ ସେ ୧୯୯୦ମସିହାରେ ଭଟଲି ନିର୍ବାଚନ ମଣ୍ଡଳୀର ବିଧାୟକ ଥିଲେ । ସେ ଜନତା ଦଳରୁ ଟିକଟ ପାଇ…

ଭାରତରେ ୧୬୦ ବର୍ଷର ବ୍ରିଟିଶ ଆଇନରେ ହେବ ପରିବର୍ତ୍ତନ, ବଦଳିବ ଆଇପିସି, ସିଆରପିସି ଓ ଆଇଇଏ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଭାରତରେ ୧୬୦ ବର୍ଷର ବ୍ରିଟିଶ ଆଇନରେ ହେବ ପରିବର୍ତ୍ତନ, ବଦଳିବ ଆଇପିସି, ସିଆରପିସି ଓ ଆଇଇଏ

ଭାରତରେ ୧୬୦ ବର୍ଷର ବ୍ରିଟିଶ ଆଇନରେ ହେବ ପରିବର୍ତ୍ତନ, ବଦଳିବ ଆଇପିସି, ସିଆରପିସି ଓ ଆଇଇଏ [caption id="attachment_10510" align="alignnone" width="300"] News by T.Kumar (New Delhi)[/caption] #ନୂଆଦିଲ୍ଲୀ(ଏଜେନ୍ସି): ଦେଶରେ ୧୬୦ ବର୍ଷର ବ୍ରିଟିଶ ଆଇନରେ ହେବ ଆମୁଳଚୂଳ ପରିବର୍ତ୍ତନ । ଏଥର ହଟିବ ଆଇପିସି, ସିଆରପିସି ଆଇଇଏ ଆଇନ । ଭାରତୀୟ ଦଣ୍ଡବିଧି ଆଇନର ସ୍ୱରୂପ ବଦଳିବ । ଆଜି ସଂସଦର ଶେଷ ଦିନରେ ପ୍ରବଳ ହଟ୍ଟଗୋଳ…

ବିହନ ପ୍ରଣାଳୀର ପାରମ୍ପାରିକ ମାଣ୍ଡିଆର ଭୂ-ପ୍ରଜାତି ଜାରି କରିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ: କୃଷିମନ୍ତ୍ରୀ ଶ୍ରୀ ସ୍ୱାଇଁ #odisha #millet #mission
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ବିହନ ପ୍ରଣାଳୀର ପାରମ୍ପାରିକ ମାଣ୍ଡିଆର ଭୂ-ପ୍ରଜାତି ଜାରି କରିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ: କୃଷିମନ୍ତ୍ରୀ ଶ୍ରୀ ସ୍ୱାଇଁ #odisha #millet #mission

ଜନଜାତି କୃଷକମାନଙ୍କ ଦ୍ୱାରା ସଂରକ୍ଷିତ ପାରମ୍ପାରିକ ମାଣ୍ଡିଆର ଚାରିଗୋଟି ମାଣ୍ଡିଆ ଭୂ-ପ୍ରଜାତି ଜାରି ବିହନ ପ୍ରଣାଳୀର ପାରମ୍ପାରିକ ମାଣ୍ଡିଆର ଭୂ-ପ୍ରଜାତି ଜାରି କରିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ: କୃଷିମନ୍ତ୍ରୀ ଶ୍ରୀ ସ୍ୱାଇଁ [caption id="attachment_10506" align="alignnone" width="300"] News by B.Mishra (BBSR)[/caption] ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟର ଜନଜାତି କୃଷକମାନଙ୍କ ଦ୍ୱାରା ସଂରକ୍ଷିତ ମାଣ୍ଡିଆର ଭୂ-ପ୍ରଜାତିକୁ ବିହନ ପ୍ରଣାଳୀରେ ଜାରି କରିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟର ମାନ୍ୟତା ହାସଲ…