ନୂତନ ବିଶୁଦ୍ଧ ପାନୀୟଜଳ ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ବିଧାୟିକା ସୋଫିଆ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ନୂତନ ବିଶୁଦ୍ଧ ପାନୀୟଜଳ ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ବିଧାୟିକା ସୋଫିଆ

ନୂତନ ବିଶୁଦ୍ଧ ପାନୀୟଜଳ ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ବିଧାୟିକା ସୋଫିଆ #Cuttack #କଟକ(ଏନ୍‌.ଏମ୍‌.): ସ୍ଥାନୀୟ ଚହଟା ଲେନ–୩ ସ୍ଥିତ ଗ୍ରାମଦେବୀ ମନ୍ଦିର ନିକଟରେ ସର୍ବସାଧାରଣଙ୍କ ପାଇଁ ଏକ ଥଣ୍ଡା ଓ ସ୍ୱଚ୍ଛ ପାନୀୟଜଳ ପ୍ରକଳ୍ପର ଶୁଭ ଉଦ୍ଘାଟନ ବିଧାୟିକା ସୋଫିଆ ଫିର୍ଦୋଷଙ୍କ ଦ୍ୱାରା ଅନୁଷ୍ଠିତ ହୋଇଛି। ଉଦ୍ଘାଟନ କାର୍ଯ୍ୟକ୍ରମରେ ସ୍ଥାନୀୟ ବାସିନ୍ଦାମାନେ ଉପସ୍ଥିତ ଥିଲେ। ଏହି ପ୍ରକଳ୍ପ ମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କ ସହିତ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ଗ୍ରୀଷ୍ମ ଦିନରେ…

ବିକଶିତ ଭାରତର ଆଉଗୋଟେ ଝଲକ: ଲୋକସଭାରେ ତିନି ନୂଆ ବିଲ୍ ଆଗତ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବିକଶିତ ଭାରତର ଆଉଗୋଟେ ଝଲକ: ଲୋକସଭାରେ ତିନି ନୂଆ ବିଲ୍ ଆଗତ

ବିକଶିତ ଭାରତର ଆଉଗୋଟେ ଝଲକ: ଲୋକସଭାରେ ତିନି ନୂଆ ବିଲ୍ ଆଗତ @Newdelhi #ନୂଆଦିଲ୍ଲୀ (ଏଜେନ୍ସି): କେନ୍ଦ୍ର ସରକାର ଦେଶର ପ୍ରଗତି ପାଇଁ ଗୋଟିଏ ପରେ ଗୋଟିଏ ପଦକ୍ଷେପ ନେଇ ଚାଲିଛନ୍ତି। ଏବେ ବିକଶିତ ଭାରତର ଆଉ ଗୋଟିଏ ଝଲକ ମଧ୍ୟ ଦେଖିବାକୁ ମିଳିଛି। ଲୋକସଭାରେ ତିନି ନୂଆ ବିଲ୍ ଆଗତ କରାଯାଇଛି। ସୋମବାର ଆଗତ କରାଯାଇଥିବା ବିଲଗୁଡିକ ହେଲା ବିକଶିତ ଭାରତ ଶିକ୍ଷା ଅଧିସ୍ଥାନ (ଭିବିଏସ୍‌ଏ) ବିଲ୍ ୨୦୨୫,…

ଚୌଦ୍ୱାର ଇଡକୋ ଅଞ୍ଚଳ ଏବେ ମୋରମ ମାଫିଆଙ୍କ ଭୂସ୍ୱର୍ଗ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଚୌଦ୍ୱାର ଇଡକୋ ଅଞ୍ଚଳ ଏବେ ମୋରମ ମାଫିଆଙ୍କ ଭୂସ୍ୱର୍ଗ

ଚୌଦ୍ୱାର ଇଡକୋ ଅଞ୍ଚଳ ଏବେ ମୋରମ ମାଫିଆଙ୍କ ଭୂସ୍ୱର୍ଗ ଶୀତ ରାତିକୁ କମ୍ପାଉଛି ବଡ ବଡ ମେସିନ, ନିରବ ପ୍ରଶାସନ! #Tangi-Choudwar #ଟାଙ୍ଗୀ-ଚୌଦ୍ୱାର (ଏନ୍‌.ଏମ୍‌): ଚୌଦ୍ୱାର ଇଡକୋ ଅଞ୍ଚଳ ଏବେ ମୋରମ ମାଫିଆଙ୍କ ପାଇଁ ସୁରକ୍ଷିତ ଭୂସ୍ୱର୍ଗ ପାଲଟିଯାଇଛି। ଦୀର୍ଘ ଦିନ ଧରି ଏଠାରେ ଚାଲିଛି ବ୍ୟାପକ ଓ ସଂଗଠିତ ମୋରମ ଚୋରା ଚାଲାଣ। ଦିନେ ସାଧାରଣ ମୁହଁ, ରାତି ହେଲେ ବିନା ଭୟରେ ମାଟି ତାଡ଼ିବା ମେସିନ ଗର୍ଜନ…

ବିଶାଖାପଟ୍ଟନମ ବଦଳରେ ରାୟଗଡ଼ାରୁ ଡିଆରଏମ କାର୍ଯ୍ୟାଳୟ ଅପରେସନ ଦାବି କଲେ କୋରାପୁଟ ସାଂସଦ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବିଶାଖାପଟ୍ଟନମ ବଦଳରେ ରାୟଗଡ଼ାରୁ ଡିଆରଏମ କାର୍ଯ୍ୟାଳୟ ଅପରେସନ ଦାବି କଲେ କୋରାପୁଟ ସାଂସଦ

ବିଶାଖାପଟ୍ଟନମ ବଦଳରେ ରାୟଗଡ଼ାରୁ ଡିଆରଏମ କାର୍ଯ୍ୟାଳୟ ଅପରେସନ ଦାବି କଲେ କୋରାପୁଟ ସାଂସଦ #ରାୟଗଡ଼ା(ଏନ୍‌.ଏମ୍‌.): ରାୟଗଡା ଠାରେ ସ୍ଥାପିତ ହୋଇଥିବା ନୂତନ ଡିଆରଏମ କାର୍ଯ୍ୟାଳୟ ବିଶାଖାପଟ୍ଟନମ ବଦଳରେ ରାୟଗଡ଼ାରୁ ଅପରେସନ କରିବାକୁ କୋରାପୁଟ ସାଂସଦ ସପ୍ତଗିରି ଉଲାକା ଦାବି କରିଛନ୍ତି। ଏଥିସହ ଦିନବେଳେ କୋରାପୁଟ ରାୟଗଡାରୁ ଭୁବନେଶ୍ୱର ରେଳ ଚଳାଚଳ ପାଇଁ ମଧ୍ୟ ସେ ଦାବି କରିଛନ୍ତି। ରାୟଗଡ଼ା ରେଳ ଡିଭିଜନର କାର୍ଯ୍ୟକାରିତାକୁ ନେଇ କୋରାପୁଟ ସାଂସଦ ସପ୍ତଗିରି ଶଙ୍କର…

ପୁଣି ବିବାଦରେ କିଟ ବିଶ୍ୱବିଦ୍ୟାଳୟ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ପୁଣି ବିବାଦରେ କିଟ ବିଶ୍ୱବିଦ୍ୟାଳୟ

ପୁଣି ବିବାଦରେ କିଟ ବିଶ୍ୱବିଦ୍ୟାଳୟ #ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟରେ ଉଚ୍ଚ ଶିକ୍ଷାର ସଦୃଢ଼ିକରଣ ନିମନ୍ତେ ଦାୟିତ୍ୱ ନେଇଥିବା କିଟି ବିଶ୍ୱବିଦ୍ୟାଳୟ ସବୁବେଳେ ବିବାଦରେ ଛନ୍ଦି ହୋଇ ପଡ଼ୁଛି। ଅନୁଷ୍ଠାନର କର୍ତ୍ତୃପକ୍ଷଙ୍କ ଖାମଖିଆଲି ନୀତି ହେଉ ବା ପରିଚାଳନାଗତ ତ୍ରୁଟି। ବିଭିନ୍ନ ଘଟଣାକୁ ନେଇ ଏବେ କିଟ ଚର୍ଚ୍ଚାରେ। ଗତ ଫେବ୍ରୁଆରି ୧୬ ତାରିଖରେ ଘଟିଥିବା ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ‘କିଟ୍‌’କୁ ପକ୍ଷଭୁକ୍ତ କରିଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ଏହି ମାମଲାରେ…

ମୋବାଇଲ୍ ଚୋରି ସନ୍ଦେହରେ ଥାନାରେ ଅଟକ ଦୁଇ ଯୁବକ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ମୋବାଇଲ୍ ଚୋରି ସନ୍ଦେହରେ ଥାନାରେ ଅଟକ ଦୁଇ ଯୁବକ

ମୋବାଇଲ୍ ଚୋରି ସନ୍ଦେହରେ ଥାନାରେ ଅଟକ ଦୁଇ ଯୁବକ ବସ୍ତା(ଏନ୍‌.ଏମ୍‌.): ଏବେ ବିଭିନ୍ନ ଉପାୟରେ ଦୁବୃର୍ତ୍ତମାନେ ଚୋରି କରିବାରେ ଲାଗିପଡ଼ିଛନ୍ତି। ଏପରିକି ଫେରି କରିବା ବାହାନାରେ ଦୁବୃର୍ତ୍ତମାନେ ଲୋକଙ୍କ ଠା ଠିକଣା ଜାଣି ଚୋରି କରୁଛନ୍ତି ବୋଲି ଅଭିଯୋଗ ମଧ୍ୟ ଉଠୁଛି। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ବସ୍ତା ଅଞ୍ଚଳରେ। ମୋବାଇଲ ଚୋର ସନ୍ଦେହରେ ଦୁଇ ଯୁବକଙ୍କୁ ଧରି ଉତ୍ତମ ମଧ୍ୟମ ଦେଇ ପୁଲିସର ଜିମା ଦେଲେ…

ଏଚଏସସି ସାର୍ଟିଫିକେଟରେ ରେକର୍ଡ କରାଯାଇଥିବା ଜନ୍ମ ତାରିଖ ସବୁ ଉଦ୍ଦେଶ୍ୟ ପାଇଁ ଗ୍ରହଣୀୟ: ହାଇକୋର୍ଟ
Slider ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଏଚଏସସି ସାର୍ଟିଫିକେଟରେ ରେକର୍ଡ କରାଯାଇଥିବା ଜନ୍ମ ତାରିଖ ସବୁ ଉଦ୍ଦେଶ୍ୟ ପାଇଁ ଗ୍ରହଣୀୟ: ହାଇକୋର୍ଟ

ଏଚଏସସି ସାର୍ଟିଫିକେଟରେ ରେକର୍ଡ କରାଯାଇଥିବା ଜନ୍ମ ତାରିଖ ସବୁ ଉଦ୍ଦେଶ୍ୟ ପାଇଁ ଗ୍ରହଣୀୟ:ହାଇକୋର୍ଟ କଟକ(ଏନ.ଏମ) : ମାଟ୍ରିକ୍ ବା ଏଚଏସସି ସାର୍ଟିଫିକେଟରେ ରେକର୍ଡ କରାଯାଇଥିବା ଜନ୍ମ ତାରିଖ ସବୁ ଉଦ୍ଦେଶ୍ୟ ପାଇଁ ଜନ୍ମ ତାରିଖ ଭାବେ ଗ୍ରହଣ କରାଯିବ ବୋଲି ହାଇକୋର୍ଟ ରାୟ ଦେଇଛନ୍ତି। ଏଥି ସହିତ ଫୁଡ କର୍ପୋରେସନ ଅଫ୍ ଇଣ୍ଡିଆ(ଏଫସିଆଇ)ରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ଚାକିରି ସଂପର୍କିତ ରେକର୍ଡରେ ଏଚଏସସି ସାର୍ଟିଫିକେଟରେ ଥିବା ତଥ୍ୟ ଅନୁସାରେ ଜନ୍ମ…

ଆଉ ଶୁଭିବନି ସଂଗୀତର ମଧୁର ମୁର୍ଚ୍ଛନା: ଆଉ ନାହାନ୍ତି ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଆଉ ଶୁଭିବନି ସଂଗୀତର ମଧୁର ମୁର୍ଚ୍ଛନା: ଆଉ ନାହାନ୍ତି ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ

ଆଉ ଶୁଭିବନି ସଂଗୀତର ମଧୁର ମୁର୍ଚ୍ଛନା: ଆଉ ନାହାନ୍ତି ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ #ଭୁବନେଶ୍ୱର(ଏନ୍‌.ଏମ୍‌.): ଆଉ ଶୁଭିବନି ସଂଗୀତର ମଧୁର ମୁର୍ଚ୍ଛନା, ଯାହାର ଦେଖ ଉଡ଼ୁଛି ବାନା ନୀଳ ଚକ୍ରରୁ ଅନା ଭଳି ଗୀତର ଗାୟିକା ତଥା ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କର ଦେହାନ୍ତ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଯାଇଛି । ମିଳିଥିବା ସୂଚନା ମୁତାବକ ଦୀର୍ଘଦିନ ଧରି…

ଓଡ଼ିଶା ମାଟିର ସୁନା ଝିଅ ପିହୁ, ଅସାଧାରଣ ଦକ୍ଷତାରେ ହାସଲ କଲା ‘ଇଣ୍ଡିଆ ବୁକ ଅଫ ରେକର୍ଡସ’
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଓଡ଼ିଶା ମାଟିର ସୁନା ଝିଅ ପିହୁ, ଅସାଧାରଣ ଦକ୍ଷତାରେ ହାସଲ କଲା ‘ଇଣ୍ଡିଆ ବୁକ ଅଫ ରେକର୍ଡସ’

ଓଡ଼ିଶା ମାଟିର ସୁନା ଝିଅ ପିହୁ, ଅସାଧାରଣ ଦକ୍ଷତାରେ ହାସଲ କଲା ‘ଇଣ୍ଡିଆ ବୁକ ଅଫ ରେକର୍ଡସ’ #କଟକ(ଏନ୍‌.ଏମ୍‌.): ସ୍ଥାନୀୟ ଶିଖରପୁର ଅଞ୍ଚଳ ଉପର ସାହି ବାସିନ୍ଦା ତଥା ସିଏମସି ଅବସରପ୍ରାପ୍ତ କର୍ମଚାରୀ ଦୟାନିଧି ପାତ୍ର ଏବଂ ଧର୍ମପତ୍ନୀ ଜ୍ୟୋତ୍ସ୍ନା ପାତ୍ରଙ୍କ ଜ୍ୟେଷ୍ଠ ପୁତ୍ର ପ୍ରଦୀପ୍ତ ପାତ୍ର ଓ କୁଳବଧୂ ଯାଜ୍ଞସେନୀ ପଟ୍ଟନାୟକଙ୍କ ଏକ ମାତ୍ର ଝିଅ ପ୍ରିୟାନ୍ସି ପାତ୍ର (ପିହୁ) ଯାହାର ବୟସ ୨ ବର୍ଷ ୫ ମାସ…

କଟକରେ ଆରମ୍ଭ ହୋଇଗଲା ନିର୍ବାଚନୀ ସଂଗ୍ରାମ: ସଂତୃପ୍ତଙ୍କ ଆଟାକକୁ ଭର୍ତ୍ତୃହରିଙ୍କ କାଉଣ୍ଟର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

କଟକରେ ଆରମ୍ଭ ହୋଇଗଲା ନିର୍ବାଚନୀ ସଂଗ୍ରାମ: ସଂତୃପ୍ତଙ୍କ ଆଟାକକୁ ଭର୍ତ୍ତୃହରିଙ୍କ କାଉଣ୍ଟର

କଟକରେ ଆରମ୍ଭ ହୋଇଗଲା ନିର୍ବାଚନୀ ସଂଗ୍ରାମ: ସଂତୃପ୍ତଙ୍କ ଆଟାକକୁ ଭର୍ତ୍ତୃହରିଙ୍କ କାଉଣ୍ଟର #କଟକ (ଏନ୍‌.ଏମ୍‌.): କଟକରେ ଆରମ୍ଭ ହୋଇଯାଇଛି ନିର୍ବାଚନୀ ସଂଗ୍ରାମ । ପ୍ରାର୍ଥୀମାନେ ପ୍ରତିପକ୍ଷ ପ୍ରାର୍ଥୀଙ୍କ ଆଟାକ କରିବା ଭଳି ବକ୍ତବ୍ୟ ଦେଉଥିବାବେଳେ ପ୍ରତିପକ୍ଷ ମଧ୍ୟ କାଉଣ୍ଟର କରିବାରେ ଲାଗିପଡ଼ିଛନ୍ତି । ତେବେ କଟକ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ପରେ ଆରମ୍ଭ ହୋଇଛି ରାଜନୀତିର ଯୁଦ୍ଧ । ଏକାଧିକବାର ସାଂସଦ ଭାବେ ବିଜୟ ଲାଭ କରିଥିବା…

ପ୍ରକାଶ ପାଇଲା ସରକାରୀ ବିଜ୍ଞପ୍ତି: ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡ଼ି
Slider ଦେଶ ବିଦେଶ ପପୁଲାର ନିଓଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ପ୍ରକାଶ ପାଇଲା ସରକାରୀ ବିଜ୍ଞପ୍ତି: ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡ଼ି

ପ୍ରକାଶ ପାଇଲା ସରକାରୀ ବିଜ୍ଞପ୍ତି: ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡ଼ି #ଭୁବନେଶ୍ୱର(ଏନ୍‌.ଏମ୍‌.): ଆସନ୍ତାକାଲି ଠାରୁ ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡ଼ି । ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ସକାଳ ୭ଟାରୁ ଦିନ ୧୧ଟା ୩୦ ଯାଏଁ ଅଙ୍ଗନବାଡ଼ି କେନ୍ଦ୍ର ଚାଲିବ । ଏନେଇ ବିଜ୍ଞପ୍ତି ଜାରି ହୋଇଛି । ପୂର୍ବରୁ ସକାଳୁଆ ସ୍କୁଲ ପାଇଁ ଘୋଷଣା କରିଛନ୍ତି ରାଜ୍ୟ ସରକାର…

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୮ରୁ ସକାଳୁଆ କୋର୍ଟ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୮ରୁ ସକାଳୁଆ କୋର୍ଟ

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୮ରୁ ସକାଳୁଆ କୋର୍ଟ #କଟକ(ଏନ୍‌.ଏମ୍‌.) : ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନ୍ୟାୟପାଳିକା ପକ୍ଷରୁ ସକାଳୁଆ କୋର୍ଟ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁଯାୟୀ ରାଜ୍ୟରେ ସମସ୍ତ ଜିଲ୍ଲା ଓ ନିମ୍ନ ଅଦାଲତଗୁଡିକ ଆସନ୍ତା ୮ତାରିଖରୁ ସକାଳୁଆ କାର୍ଯ୍ୟ କରିବ । ସେହିଦିନ ଠାରୁ ପୂର୍ବାହ୍ନ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଅଦାଲତଗୁଡିକ ଖୋଲା ରହିବ ।…

ବିଜେଡି ଛାଡ଼ିଦେଲେ ୪ ଅଭିନେତା: ଶଙ୍ଖକୁ ବାଏ ବାଏ କଲେ ଅନୁଭବ, ଆକାଶ, ଅରିନ୍ଦମ, ସିଦ୍ଧାନ୍ତ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବିଜେଡି ଛାଡ଼ିଦେଲେ ୪ ଅଭିନେତା: ଶଙ୍ଖକୁ ବାଏ ବାଏ କଲେ ଅନୁଭବ, ଆକାଶ, ଅରିନ୍ଦମ, ସିଦ୍ଧାନ୍ତ

ବିଜେଡି ଛାଡ଼ିଦେଲେ ୪ ଅଭିନେତା: ଶଙ୍ଖକୁ ବାଏ ବାଏ କଲେ ଅନୁଭବ, ଆକାଶ, ଅରିନ୍ଦମ, ସିଦ୍ଧାନ୍ତ ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଆ ସିନେମାର ୪ ଅଭିନେତା ବିଜେଡି ଛାଡ଼ି ଦେଇଛନ୍ତି । ଅଭିନେତାରୁ ରାଜନେତା ପାଲଟିଥିବା ଏହି ୪ ଅଭିନେତାଙ୍କ ମଧ୍ୟରୁ ଦୁଇ ଜଣ ବିଜେପିରେ ଯୋଗ ଦେଇ ସାରିଥିବାବେଳେ ଆଉ ଦୁଇ ଜଣ ଆଜି ଦଳରୁ ଇସ୍ତଫା ଦେଇଛନ୍ତି । ବିଜେଡି ଛାଡ଼ିଥିବା ଏହି ୪ଅଭିନେତା ହେଉଛନ୍ତି- ସିଦ୍ଧାନ୍ତ ମହାପାତ୍ର, ଅନୁଭବ…

ଚୌଦ୍ୱାର-କଟକ ବିଧାୟକ ଭାବେ ସୌଭିକଙ୍କୁ ପୁନର୍ବାର ଟିକେଟ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଚୌଦ୍ୱାର-କଟକ ବିଧାୟକ ଭାବେ ସୌଭିକଙ୍କୁ ପୁନର୍ବାର ଟିକେଟ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା

ଚୌଦ୍ୱାର-କଟକ ବିଧାୟକ ଭାବେ ସୌଭିକଙ୍କୁ ପୁନର୍ବାର ଟିକେଟ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା #କଟକ(ଏନ୍‌.ଏମ୍‌.): ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀରେ ବିଜେଡିର ସଂଗଠନ ସୁଦୃଢ଼ ଥିବାବେଳେ ସୌଭିକ ବିଶ୍ୱାଳଙ୍କୁ ପୁନର୍ବାର ଟିକେଟ ଦିଆଯାଇଥିବାରୁ ଏହି ନିର୍ବାଚନ ମଣ୍ଡଳୀର ବିଜେଡି କର୍ମୀଙ୍କ ମଧ୍ୟରେ ଆନନ୍ଦ ଓ ଉତ୍ସାହ ପ୍ରକାଶ ପାଇଛି । ପୂର୍ବଭଳି ଏଥର ମଧ୍ୟ ବିଜେଡି ଭଲ ପ୍ରଦର୍ଶନ କରିବ ବୋଲି ବିଜେଡିର ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ କହିଛନ୍ତି । ଏହି ଅବସରରେ…

ବିଜେପି ଛାଡ଼ିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା: ବିଜେଡିରୁ ବାରବାଟୀ-କଟକରେ ଲଢ଼ିବା ନେଇ ଚର୍ଚ୍ଚା !
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବିଜେପି ଛାଡ଼ିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା: ବିଜେଡିରୁ ବାରବାଟୀ-କଟକରେ ଲଢ଼ିବା ନେଇ ଚର୍ଚ୍ଚା !

ବିଜେପି ଛାଡ଼ିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା: ବିଜେଡିରୁ ବାରବାଟୀ-କଟକରେ ଲଢ଼ିବା ନେଇ ଚର୍ଚ୍ଚା ! #କଟକ(ଏନ୍‌.ଏମ୍‌.): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା ଭାରତୀୟ ଜନତା ପାର୍ଟି ଛାଡ଼ିଛନ୍ତି । ସେ ଦଳର କଟକ ଜିଲ୍ଲା ସଭାପତି ଥିଲେ । ପ୍ରକାଶ ବେହେରା ଦଳର ପ୍ରାଥମିକ ସଦସ୍ୟ ପଦରୁ ବି ଇସ୍ତଫା ଦେଇଛନ୍ତି । ସେ ନିଜର ଇସ୍ତଫାପତ୍ର…

ଖଡିଆଶୋଳ ଗ୍ରାମର ପାନୀୟ ଜଳସଂଙ୍କଟ ନେଇ ଗ୍ରାମବାସୀ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଖଡିଆଶୋଳ ଗ୍ରାମର ପାନୀୟ ଜଳସଂଙ୍କଟ ନେଇ ଗ୍ରାମବାସୀ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ

ଖଡିଆଶୋଳ ଗ୍ରାମର ପାନୀୟ ଜଳସଂଙ୍କଟ ନେଇ ଗ୍ରାମବାସୀ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ #ରାଇରଙ୍ଗପୁର (ଏନ୍‌.ଏମ୍‌.): ଦିନକୁ ଦିନ ତାତି ବଢିଲାଣି । ତାତି ବଢିଆ ସହ ବିଭିନ୍ନ ଗ୍ରାମରେ ପାନୀୟ ଜଳ ସଂକଟ ଦେଖାଦେଇଛି । ସରକାର ହର ଘର ପିଇବା ପାଣି ବ୍ୟବସ୍ଥା କରୁଥିବାବେଳେ ବିଜାତଳା ବ୍ଳକର ବିଜାତଳା ପଞ୍ଚାୟତର ଖଡିଆଶୋଳ ଗ୍ରାମରେ ଆଜି ଯାଏଁ ସ୍ଥାୟୀ ଜଳ ସମସ୍ୟା କରାଯାଇ ପାରି ନାହିଁ । ଦୀପ ତଳ ଅନ୍ଧାର…

ସାଧାରଣ ନିର୍ବାଚନ : ଏଥର ସମ୍ବଲପୁରରେ ମହାସଂଗ୍ରାମ, ଧର୍ମେନ୍ଦ୍ରଙ୍କ ସହ ପ୍ରଣବଙ୍କ ଲଢ଼େଇ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ସାଧାରଣ ନିର୍ବାଚନ : ଏଥର ସମ୍ବଲପୁରରେ ମହାସଂଗ୍ରାମ, ଧର୍ମେନ୍ଦ୍ରଙ୍କ ସହ ପ୍ରଣବଙ୍କ ଲଢ଼େଇ

ସାଧାରଣ ନିର୍ବାଚନ : ଏଥର ସମ୍ବଲପୁରରେ ମହାସଂଗ୍ରାମ, ଧର୍ମେନ୍ଦ୍ରଙ୍କ ସହ ପ୍ରଣବଙ୍କ ଲଢ଼େଇ #ସମ୍ବଲପୁର(ଏନ୍‌.ଏମ୍‌.): ଏଥର ସାଧାରଣ ନିର୍ବାଚନ ପାଇଁ ସବୁଠୁ ରୋଚକପୂର୍ଣ୍ଣ ଲଢ଼େଇ ହେବ ସମ୍ବଲପୁର ଲୋକସଭା ନିର୍ବାଚନରେ । ଏଥର ବିଜେଡି ଓ ବିଜେପି ମଧ୍ୟରେ ହେବ ମହାସଂଗ୍ରାମ । ବିଜେପିରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଜେଡିରୁ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପ୍ରାର୍ଥୀ ହେବାପରେ ରାଜ୍ୟ ରାଜନୀତିରେ ଏହିଭଳି ଏକ ଚର୍ଚ୍ଚା…

ବିଜେପିରେ ଯୋଗ ଦେଲେ କଟକ ଲୋକ ସଭା ସାଂସଦ ଭର୍ତ୍ତୃହରି ମହତାବ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବିଜେପିରେ ଯୋଗ ଦେଲେ କଟକ ଲୋକ ସଭା ସାଂସଦ ଭର୍ତ୍ତୃହରି ମହତାବ

ବିଜେପିରେ ଯୋଗ ଦେଲେ କଟକ ଲୋକ ସଭା ସାଂସଦ ଭର୍ତ୍ତୃହରି ମହତାବ କଟକ(ଏନ୍‌.ଏମ୍‌.): କଟକ ଲୋକ ସଭା ସାଂସଦ ଭର୍ତ୍ତୃହରି ମହତାବଙ୍କୁ ନେଇ ଲାଗି ରହିଥିବା ଚର୍ଚ୍ଚାର ପୂର୍ଣ୍ଣଚ୍ଛେଦ ପଡ଼ିଛି । ବିଜେପିରେ ଯୋଗ ଦେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ । ଆଜି ଦିଲ୍ଲୀ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ଦଳର ସାଧାରଣ ସଂପାଦକ ବିନୋଦ ତାୱଡେ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ…

ଆସିଲା ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଆସିଲା ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆସିଲା ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲେ ମୁଖ୍ୟମନ୍ତ୍ରୀ #ଭୁବନେଶ୍ୱର(ଏନ୍‌.ଏମ୍‌.): ସାଧାରଣ ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ଏବେ ସମରସଜା ଆରମ୍ଭ କରିଥିବାବେଳେ ବିଜେଡି ଆଜି ତାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ତେବେ ପ୍ରାର୍ଥୀତ୍ୱକୁ ନେଇ ପୂର୍ବରୁ ବିଜେଡି ପକ୍ଷରୁ ନେତାମାନେ ଯାହା ନାଁ ଘୋଷଣା କରୁଥିଲେ ସେଥିରେ କିଛି ପରିବର୍ତ୍ତନ କରାଯାଇଥିବା ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀତାଲିକା ଘୋଷଣା ପରେ…

ଛତିଶଗଡ଼ରେ ଏନକାଉଣ୍ଟର; ଯବାନଙ୍କ ଗୁଳିରେ ୬ ନକ୍ସଲ ନିହତ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଛତିଶଗଡ଼ରେ ଏନକାଉଣ୍ଟର; ଯବାନଙ୍କ ଗୁଳିରେ ୬ ନକ୍ସଲ ନିହତ

ଛତିଶଗଡ଼ରେ ଏନକାଉଣ୍ଟର; ଯବାନଙ୍କ ଗୁଳିରେ ୬ ନକ୍ସଲ ନିହତ #ବିଜାପୁର(ଏଜେନ୍ସି): ଦେଶରେ ନକ୍ସଲ ଦମନ ପାଇଁ ସୁରକ୍ଷା ବିଭାଗ ପକ୍ଷରୁ ଅବିରତ ଉଦ୍ୟମ ଜାରି ରହିଛି । ବିଭିନ୍ନ ସ୍ଥାନରେ ନକ୍ସଲଙ୍କ ପ୍ରାଦୁର୍ଭାବ ବଢ଼ୁଥିବାବେଳେ ଏହାକୁ ନିପାତ କରିବା ପାଇଁ ଯବାନମାନେ ଲାଗିପଡ଼ିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଯବାନଙ୍କ ଗୁଳିରେ ଟଳିପଡିଲେ ୬ ନକ୍ସଲ । ମୃତାହତ ହୋଇଥିବା ୬ ନକ୍ସଲଙ୍କ ମଧ୍ୟରେ ୨ ଜଣ ମହିଳା ଥିବା…