ଜଗତପୁର ଆଇ.ବି ରୋଡରେ ଉଚ୍ଛେଦ ପୂର୍ବରୁ ରାତାରାତି ଦୋକାନ ଖାଲି କଲେ ବ୍ୟବସାୟୀ
ଜଗତପୁର ଆଇ.ବି ରୋଡରେ ଉଚ୍ଛେଦ ପୂର୍ବରୁ ରାତାରାତି ଦୋକାନ ଖାଲି କଲେ ବ୍ୟବସାୟୀ ସରକାରୀ ଜମି ନିରୂପଣ ନକରି ଭଙ୍ଗାରୁଜାକୁ ନେଇ ତେଜୁଛି ଅସନ୍ତୋଷ [caption id="attachment_9105" align="alignnone" width="300"] News by Kanhucharn Panda (Jagatpur)[/caption] #ଜଗତପୁର(ଏନ୍.ଏମ୍.): ପ୍ରଶାସନର ମନମୁଖୀ କାର୍ଯ୍ୟକୁ ନେଇ କଟକରେ ଅସନ୍ତୋଷ ଦାନା…



















