ରାଇରଙ୍ଗପୁରରେ ଜିଲ୍ଲା ଦାବି ନେଇ ଆସନ୍ତା ଏପ୍ରିଲ ୧୦ରେ ବାମନଘାଟି ଉପଖଣ୍ଡରେ ୧୨ଘଣ୍ଟିଆ ବନ୍ଦ
ରାଇରଙ୍ଗପୁରରେ ଜିଲ୍ଲା ଦାବି ନେଇ ଆସନ୍ତା ଏପ୍ରିଲ ୧୦ରେ ବାମନଘାଟି ଉପଖଣ୍ଡରେ ୧୨ଘଣ୍ଟିଆ ବନ୍ଦ [caption id="attachment_8968" align="alignnone" width="300"] News by Akshya Biswal (Rairangpur)[/caption] #ରାଇରଙ୍ଗପୁର(ଏନ୍.ଏମ୍.): ବାମନଘାଟୀ ଉପଖଣ୍ଡକୁ ସ୍ୱତନ୍ତ୍ର ଏବଂ ରାଇରଙ୍ଗପୁର ଜିଲ୍ଲା ଗଠନ ଆନ୍ଦୋଳନ ନେଇ ସ୍ଥାନୀୟ ପିସିଏମ କଲ୍ୟାଣ ମଣ୍ଡପ ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଇରଙ୍ଗପୁର ଓକିଲ ସଂଘର ସଭାପତି ଅକ୍ଷୟ ମହାନ୍ତିଙ୍କ ସଭାପତିତ୍ୱରେ ଏକ…




















