ପ୍ରଧାନମନ୍ତ୍ରୀ ଆବାସ ଦୁର୍ନୀତି ନେଇ ଆଠଗଡ ବ୍ଲକ ଘେରିଲା ବିଜେପି
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ପ୍ରଧାନମନ୍ତ୍ରୀ ଆବାସ ଦୁର୍ନୀତି ନେଇ ଆଠଗଡ ବ୍ଲକ ଘେରିଲା ବିଜେପି

ପ୍ରଧାନମନ୍ତ୍ରୀ ଆବାସ ଦୁର୍ନୀତି ନେଇ ଆଠଗଡ ବ୍ଲକ ଘେରିଲା ବିଜେପି [caption id="attachment_8151" align="alignnone" width="300"] News by Maheswar Behera (Athagarh)[/caption] #ଆଠଗଡ (ଏନ୍‌.ଏମ୍‌.): ଆଠଗଡ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଦୁର୍ନୀତି ନେଇ ବିଜେପି କର୍ମୀମାନଙ୍କ ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ହୋଇଯାଇଛି । ବିଜେପି ନେତା ବ୍ରଜେନ୍ଦ୍ର ରାୟଙ୍କ ନେତୃତ୍ୱରେ ଆଠଗଡ ବିଜେପି କାର୍ଯ୍ୟାଳୟ ଠାରୁ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିବା…

କୁସୁପୁରରେ ଖୋଲିଲା ନୂଆ ପରିବା ହାଟ
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

କୁସୁପୁରରେ ଖୋଲିଲା ନୂଆ ପରିବା ହାଟ

କୁସୁପୁରରେ ଖୋଲିଲା ନୂଆ ପରିବା ହାଟ ସାଲେପୁର(ଏନ୍‌.ଏମ୍‌.): ସାଲେପୁର ବ୍ଲକ ଭୀମଦାସପୁର ଗ୍ରାମପଞ୍ଚାୟତ କୁସୁପୁର ରଥକଳ ଛକରେ ଏକ ନୂତନ ସାପ୍ତାହିକ ପରିବା ହାଟ ବୁଧବାର ଉଦ୍‌ଘାଟିତ ହୋଇଯାଇଛି । ଭୀମଦାସପୁର ସରପଞ୍ଚ ନଳିନୀପ୍ରଭା ନାୟକ, ସମିତିସଭ୍ୟା ପ୍ରଭାତୀ ସେଠୀ, ଓଡାସିଂହ ପଞ୍ଚାୟତ ସରପଞ୍ଚ ଜ୍ୟୋତିରେଖା ନାୟକ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଏହି ହାଟକୁ ଲୋକାର୍ପିତ କରିଥିଲେ । ହାଟ ଉଦ୍‌ଘାଟନ ସମୟରେ ହାଟ କମିଟିର ସଭାପତି, ସଂପାଦକ,…

ତେଲେଙ୍ଗାପେଣ୍ଠସ୍ଥିତ ଗାନ୍ଧୀସ୍ମୃତି ପୀଠ ଠାରେ ତ୍ରିଦିବସୀୟ ପଲ୍ଲିଶ୍ରୀ ମେଳା ଉଦଘାଟିତ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ତେଲେଙ୍ଗାପେଣ୍ଠସ୍ଥିତ ଗାନ୍ଧୀସ୍ମୃତି ପୀଠ ଠାରେ ତ୍ରିଦିବସୀୟ ପଲ୍ଲିଶ୍ରୀ ମେଳା ଉଦଘାଟିତ

ତେଲେଙ୍ଗାପେଣ୍ଠସ୍ଥିତ ଗାନ୍ଧୀସ୍ମୃତି ପୀଠ ଠାରେ ତ୍ରିଦିବସୀୟ ପଲ୍ଲିଶ୍ରୀ ମେଳା ଉଦଘାଟିତ [caption id="attachment_8143" align="alignnone" width="300"] News by Umakanta Jena (Cuttack Sadar)[/caption] #କଟକ ସଦର(ଏନ୍‍.ଏମ୍‍.): ଗାନ୍ଧୀ ଦର୍ଶନ ସମଗ୍ର ବିଶ୍ୱରେ ଆଦୃତ ଓ ଅନୁକରଣୀୟ । ସୃଷ୍ଟି ଓ ସ୍ରଷ୍ଟାର ନିର୍ଦ୍ଦେଶ ମୁତାବକ ସମଗ୍ର ବିଶ୍ୱରେ ଶାନ୍ତିର ବାର୍ତ୍ତା ପ୍ରଚାର ଓ ପ୍ରସାର କରି ଜାତିର ଜନକ ମହାତ୍ମା ଗାନ୍ଧୀ ଯେଉଁ ଆଦର୍ଶ ଓ ଅନୁପ୍ରେରଣା ସୃଷ୍ଟି…

ଆଜି ରାତି ୩ଟାରୁ ଦେଖିବାକୁ ମିଳିବ ମହା ଜାଗତିକ ଦୃଶ୍ୟ: ଉତ୍ତର ଆକାଶରେ ଧୂମକେତୁ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଆଜି ରାତି ୩ଟାରୁ ଦେଖିବାକୁ ମିଳିବ ମହା ଜାଗତିକ ଦୃଶ୍ୟ: ଉତ୍ତର ଆକାଶରେ ଧୂମକେତୁ

ଆଜି ରାତି ୩ଟାରୁ ଦେଖିବାକୁ ମିଳିବ ମହା ଜାଗତିକ ଦୃଶ୍ୟ: ଉତ୍ତର ଆକାଶରେ ଧୂମକେତୁ [caption id="attachment_8139" align="alignnone" width="300"] News by B.Mishra (BBSR)[/caption] #ଭୁବନେଶ୍ୱର(ଏନ୍‍.ଏମ୍‍.): ଆଜି ରାତି ୩ଟାରୁ ଉତ୍ତର ଆକାଶରେ ଧୂମକେତୁ ଦୃଶ୍ୟମାନ ହେବ । ତେବେ ଗ୍ରାମାଞ୍ଚଳରେ ରହୁଥିବା ଲୋକମାନେ ଏହି ଧୂମକେତୁକୁ ଖାଲି ଆଖିରେ ଝାପ୍ସା ଭାବେ ଦେଖିପାରିବେ । ମାତ୍ର ସହରାଞ୍ଚର ଲୋକମାନେ ଦେଖିପାରିବେ ନାହିଁ । କାରଣ ସହରାଞ୍ଚଳରେ ଆଲୋକ…

୨୦୨୩-୨୪ ସାଧାରଣ ବଜେଟ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

୨୦୨୩-୨୪ ସାଧାରଣ ବଜେଟ

୨୦୨୩-୨୪ ସାଧାରଣ ବଜେଟ: ସମସ୍ତ ବର୍ଗର ସ୍ୱପ୍ନ ପୂରଣ କରିବ ବୋଲି କହିଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ (ଏଜେନ୍ସି): ୨୦୨୩-୨୪ ବର୍ଷର ସାଧାରଣ ବଜେଟ୍ ସଂସଦରେ ଉପସ୍ଥାପନ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପଞ୍ଚମ ଥର ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି । ତେବେ ଏହି ସାଧାରଣ ବଜେଟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ୱାଗତ କରିବା ସହ ଚଳିତ ବଜେଟ୍ ସମସ୍ତଙ୍କ ସ୍ୱପ୍ନ ପୂରଣ କରିବ ବୋଲି କହିଛନ୍ତି ।…

ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କାହ୍ନୁଚରଣ ବେହେରାଙ୍କୁ ମୟୂରବନ୍ଧୁ ସମ୍ମାନ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କାହ୍ନୁଚରଣ ବେହେରାଙ୍କୁ ମୟୂରବନ୍ଧୁ ସମ୍ମାନ

ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କାହ୍ନୁଚରଣ ବେହେରାଙ୍କୁ ମୟୂରବନ୍ଧୁ ସମ୍ମାନ [caption id="attachment_8132" align="alignnone" width="300"] News by Basanta Ratha (Cuttack)[/caption] #ନରାଜ(ଏନ୍‍.ଏମ୍‍.): ଜାତୀୟ ପକ୍ଷୀ ମୟୂରକୁ ଦେଖିବାକୁ ସମସ୍ତଙ୍କ ମନରେ ଉତ୍କଣ୍ଠା ଥାଏ । ତା’ର ରୂପ ଏମିତି ସୁନ୍ଦର ଯାହା ସମସ୍ତଙ୍କ ମନ ମୁଗ୍ଧ କରି ଥାଏ । ଯାହା ଦେଖିବାକୁ ମିଳିଥାଏ କଟକ ଜିଲ୍ଲା ମଣ୍ଡଳୀ ସ୍ଥିତ ନରାଜ ଅଞ୍ଚଳରେ । କାହ୍ନୁଚରଣ…

ଓଏସଆରଟିସି ଅଧିକାରୀଙ୍କ ଶୋଷଣ ନୀତିକୁ ବସଷ୍ଟାଣ୍ଡ ବ୍ୟବସାୟୀଙ୍କ ଦୋକାନ ବନ୍ଦ କରି ପ୍ରତିବାଦ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଓଏସଆରଟିସି ଅଧିକାରୀଙ୍କ ଶୋଷଣ ନୀତିକୁ ବସଷ୍ଟାଣ୍ଡ ବ୍ୟବସାୟୀଙ୍କ ଦୋକାନ ବନ୍ଦ କରି ପ୍ରତିବାଦ

ଓଏସଆରଟିସି ଅଧିକାରୀଙ୍କ ଶୋଷଣ ନୀତିକୁ ବସଷ୍ଟାଣ୍ଡ ବ୍ୟବସାୟୀଙ୍କ ଦୋକାନ ବନ୍ଦ କରି ପ୍ରତିବାଦ [caption id="attachment_8129" align="alignnone" width="300"] News by Smruti Ranjan Tripathy (Cuttack)[/caption] #କଟକ(ଏନ୍‌.ଏମ୍‌.): ପ୍ରଶାସନିକ ଶୋଷଣର ପ୍ରତିବାଦ କରି ଆଜି ବାଦାମବାଡ଼ି ବସ ଷ୍ଟାଣ୍ଡର ସମସ୍ତ ବ୍ୟବସାୟୀ ଦୋକାନ ବନ୍ଦ କରି ପ୍ରତିବାଦ ଜଣାଇଛନ୍ତି । ବାଦାମବାଡ଼ି ବସଷ୍ଟାଣ୍ଡ ପରିସରରେ ବ୍ୟବସାୟୀମାନେ ଛୋଟ ଛୋଟ ପ୍ରତିଷ୍ଠାନ ଖୋଲି ରାଜ୍ୟର ବିଭିନ୍ନ ସ୍ଥାନରୁ ଆସୁଥିବା ଯାତ୍ରୀଙ୍କ…

ସିଡିଏର ୧୩୩ ତମ ବୈଠକ: ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା, ଖୁବ୍ ଶୀଘ୍ର ‘ଐତିହ୍ୟ ଗ୍ରାମ’
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ସିଡିଏର ୧୩୩ ତମ ବୈଠକ: ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା, ଖୁବ୍ ଶୀଘ୍ର ‘ଐତିହ୍ୟ ଗ୍ରାମ’

ସିଡିଏର ୧୩୩ ତମ ବୈଠକ: ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା, ଖୁବ୍ ଶୀଘ୍ର ‘ଐତିହ୍ୟ ଗ୍ରାମ’ [caption id="attachment_8126" align="alignnone" width="300"] News by Smruti Ranjan Mishra (Cuttack)[/caption] #କଟକ(ଏନ୍‌.ଏମ୍‌.): କଟକ ଉନ୍ନୟନ କର୍ତ୍ତୃପକ୍ଷ(ସିଡିଏ) ପକ୍ଷରୁ ଆଜି ପୂର୍ବାହ୍ନରେ ସିଡିଏ ସମ୍ମିଳନୀ କକ୍ଷରେ କର୍ତ୍ତୃପକ୍ଷର ୧୩୩ତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷ ଅନୀଲ କୁମାର ସାମଲ ପୌରୋହିତ୍ୟ କରିଥିଲେ । ବୈଠକରେ କଟକ ସହରରେ…

ସଂସଦୀୟ ଅଧିବେଶନର ପ୍ରାରମ୍ଭରେ ରାଷ୍ଟ୍ରପତିଙ୍କ ସମ୍ବୋଧନ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ

ସଂସଦୀୟ ଅଧିବେଶନର ପ୍ରାରମ୍ଭରେ ରାଷ୍ଟ୍ରପତିଙ୍କ ସମ୍ବୋଧନ

ସଂସଦୀୟ ଅଧିବେଶନର ପ୍ରାରମ୍ଭରେ ରାଷ୍ଟ୍ରପତିଙ୍କ ସମ୍ବୋଧନ ‘ସରକାରଙ୍କ ଉଦ୍ୟମ ଯୋଗୁଁ ଏବେ ଦେଶ ଉନ୍ନତିର ପଥରେ ଆଗେଇ ଚାଲୁଛି’ #ନୂଆଦିଲ୍ଲୀ(ଏଜେନ୍ସି): ସଂସଦରେ ବଜେଟ୍ ଅଧିବେଶନ ଆରମ୍ଭ ହୋଇଯାଇଛି । ଏହା ହେଉଛି ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ଶେଷ ପୂର୍ଣ୍ଣାଙ୍ଗ ବଜେଟ୍ । ଏହି ଅବସରରେ ଆଜି ପ୍ରଥମ ଦିନରେ ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରି ସରକାରଙ୍କ ଉଦ୍ୟମ ଯୋଗୁଁ ଏବେ ଦେଶ ଉନ୍ନତିର…

ସବ ରେଜିଷ୍ଟ୍ରର ଅଫିସରେ ଅଗ୍ନିକାଣ୍ଡ: ୨ ଆହତ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ସବ ରେଜିଷ୍ଟ୍ରର ଅଫିସରେ ଅଗ୍ନିକାଣ୍ଡ: ୨ ଆହତ

ସବ ରେଜିଷ୍ଟ୍ରର ଅଫିସରେ ଅଗ୍ନିକାଣ୍ଡ: ୨ ଆହତ [caption id="attachment_8120" align="alignnone" width="300"] News by Padmalochan Mishra (Cuttack)[/caption] #କଟକ(ଏନ୍‌.ଏମ୍‌.): ଆଜି ପୂର୍ବାହ୍ନରେ କଟକ ସବ ରେଜିଷ୍ଟ୍ରର ଅଫିସରେ ଆକସ୍ମିକ ଅଗ୍ନିକାଣ୍ଡ ଘଟିଥିବା ଦେଖିବାକୁ ମିଳିଛି । ତେବେ କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଛି ତାହା ସ୍ପଷ୍ଟ ହୋଇ ନଥିବାବେଳେ ସେଠାରେ ରହିଥିବା ଦେଶୀମଦ ପୋଚଗୁଡ଼ିକ ଜଳୁଥିବା ଦେଖିବାକୁ ମିଳିଥିଲା । ଏହି ଘଟଣାରେ ୨ ଜଣ ଆହତ…

ବିଶ୍ୱ କୁଷ୍ଠ ଦିବସ ଅବସରରେ ବ୍ୟାପକ ସଚେତନତା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ବିଶ୍ୱ କୁଷ୍ଠ ଦିବସ ଅବସରରେ ବ୍ୟାପକ ସଚେତନତା

ବିଶ୍ୱ କୁଷ୍ଠ ଦିବସ ଅବସରରେ ବ୍ୟାପକ ସଚେତନତା [caption id="attachment_8116" align="alignnone" width="300"] News by Maheswar Behera (Athagarh)[/caption] #ଆଠଗଡ଼(ଏନ୍‌.ଏମ୍‌.): ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ମେଘା ସେକ୍ଟରର ରାଧାଗୋବିନ୍ଦପୁର ପଞ୍ଚାୟତର ଲକ୍ଷ୍ମୀନାରାୟଣପୁର ଓ ଜୋରନ୍ଦା ମେଡିକାଲ ଠାରେ ବିଶ୍ୱ କୁଷ୍ଠ ଦିବସ ପାଳିତ ହୋଇଯାଇଛି । ମେଘା ସେକ୍ଟରର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବ୍ରହ୍ମପୁର ରାଷ୍ଟ୍ରୀୟ ବାଲ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଓ ସମୂହ ଗାଁ କଲ୍ୟାଣ ସମିତିର ମିଳିତ…

ଝାରସୁଗୁଡ଼ା ଲୋକାରଣ୍ୟ: ପଞ୍ଚଭୁତରେ ଲୀନ ହେଲେ ନବ ଦାସ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଝାରସୁଗୁଡ଼ା ଲୋକାରଣ୍ୟ: ପଞ୍ଚଭୁତରେ ଲୀନ ହେଲେ ନବ ଦାସ

ଝାରସୁଗୁଡ଼ା ଲୋକାରଣ୍ୟ: ପଞ୍ଚଭୁତରେ ଲୀନ ହେଲେ ନବ ଦାସ [caption id="attachment_8113" align="alignnone" width="300"] News by B. Mishra (Brajarajnagar)[/caption] #ବ୍ରଜରାଜନଗର(ଏନ୍‌.ଏମ୍‌.): ଗୁଳିକାଣ୍ଡରେ ଆଖିବୁଜିଥିବା ଓଡ଼ିଶା ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଆଜି ପଞ୍ଚଭୂତରେ ଲୀନ ହୋଇ ଛନ୍ତି । ହଜାର ହଜାର ସମର୍ଥକଙ୍କ ଗହଣରେ ତାଙ୍କର ଜୁଇ ଜଳୁଥିବାବେଳେ ସମସ୍ତ ଆଖିରୁ ଝରି ପଡ଼ୁଥିଲା ଧାର ଧାର ଅଶ୍ରୁ । ଅବିଭକ୍ତ ସମ୍ୱଲପୁରରେ ଜନ୍ମଗ୍ରହଣ କରିଥିବା ନବ କିଶୋର…

ହ୍ୟୁମାନ ସାଗର-ଶ୍ରେୟା ବିବାଦରେ ପୂର୍ଣ୍ଣଛେଦ: ଏକାଠି ରହିବେ ଦମ୍ପତି
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ହ୍ୟୁମାନ ସାଗର-ଶ୍ରେୟା ବିବାଦରେ ପୂର୍ଣ୍ଣଛେଦ: ଏକାଠି ରହିବେ ଦମ୍ପତି

ହ୍ୟୁମାନ ସାଗର-ଶ୍ରେୟା ବିବାଦରେ ପୂର୍ଣ୍ଣଛେଦ: ଏକାଠି ରହିବେ ଦମ୍ପତି [caption id="attachment_8109" align="alignnone" width="300"] News by Smruti Ranjan Tripathy (Cuttack)[/caption] #କଟକ(ଏନ୍‌.ଏମ୍‌.): ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାରିବାରିକ କଳିର ପୂର୍ଣ୍ଣଛେଦ ପଡ଼ିଛି । ଆଜି ମହିଳା ଥାନାରେ କାଉନସେଲିଂ ପରେ ସ୍ୱାମୀ-ସ୍ତ୍ରୀ ପୂର୍ବଭଳି ଗୋଟିଏ ସ୍ଥାନରେ ରହିବେ ବୋଲି ନିଷ୍ପତ୍ତି ନେଇଛନ୍ତି । ଏହା ତାଙ୍କ ମଧ୍ୟରେ ଗୋଟିଏ ଭୁଲ ବୁଝାମଣା ଥିଲା ବୋଲି ହ୍ୟୁମାନ…

ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ

ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ [caption id="attachment_8106" align="alignnone" width="300"] News by B.Mishra (BBSR)[/caption] #ଭୁବନେଶ୍ଚର(ଏନ୍‌.ଏମ୍‌.): ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ଗତକାଲି ବ୍ରଜରାଜନଗର ଠାରେ ଏଏସ୍‌ଆଇ ଗୋପାଳ ଦାସଙ୍କ ଗୁଳରେ ମୃତ୍ୟୁ ବରଣ କରିବା ପରେ ଆଜି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

କୂଳକଳପଡ଼ା ଗ୍ରାମରେ ବିଶ୍ୱଶାନ୍ତି ମହାଯଜ୍ଞ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

କୂଳକଳପଡ଼ା ଗ୍ରାମରେ ବିଶ୍ୱଶାନ୍ତି ମହାଯଜ୍ଞ

କୂଳକଳପଡ଼ା ଗ୍ରାମରେ ବିଶ୍ୱଶାନ୍ତି ମହାଯଜ୍ଞ [caption id="attachment_8102" align="alignnone" width="300"] News by Umakanta Jena (Cuttack Sadar)[/caption] #କଟକ(ଏନ୍‌.ଏମ୍‌.): ସ୍ଥାନୀୟ ବୟାଳିଶ ମୌଜା ଅନ୍ତର୍ଗତ କୂଳକଳପଡ଼ା ଗ୍ରାମରେ ୧୧ତମ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ସମଗ୍ର ବିଶ୍ୱରୁ ରୋଗ, ଶୋକ ତଥା ବିଭିନ୍ନ ବିପର୍ଯ୍ୟୟକୁ ମୁକ୍ତି ପାଇବା ପାଇଁ ବୈଦିକ ରୀତିରେ ଏହି ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଇଥିଲା । ଅଞ୍ଚଳର ବିଜ୍ଞ ପଣ୍ଡିତମାନଙ୍କୁ ନେଇ ଆୟୋଜିତ ତ୍ରି…

ପୁଲିସ ଏଏସଆଇଙ୍କ ଗୁଳିରେ ଆଖିବୁଜିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ପୁଲିସ ଏଏସଆଇଙ୍କ ଗୁଳିରେ ଆଖିବୁଜିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ

ପୁଲିସ ଏଏସଆଇଙ୍କ ଗୁଳିରେ ଆଖିବୁଜିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ [caption id="attachment_8098" align="alignnone" width="300"] News by B.Mishra (Bhubaneswar)[/caption] #ଭୁବନେଶ୍ୱର (ଏନ୍‌.ଏମ୍‌.): ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରର ଗାନ୍ଧି ଛକରେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବାବେଳେ ତାଙ୍କୁ ଗୁଳିମାଡ଼ ହୋଇଥିଲା । ଗୁଳିବାଜିବା ଫଳରେ ସେ ଗୁରୁତର ହୋଇ ପଡ଼ିବାରୁ ପ୍ରଥମେ ଝାରସୁଗୁଡ଼ା ମୁଖ୍ୟ ଚିକିତ୍ସାଳୟ ଓ ପରେ ଏୟାର ଲିଫ୍ଟରେ ଭୁବନେଶ୍ୱର ଆପୋଲ…

ବାଡ଼ଯଦି ଫସଲ ଖାଏ: ସ୍ୱାସ୍ଥ୍ୟମନ୍ତ୍ରୀ ନବଦାସଙ୍କୁ ସୁରକ୍ଷା ଦାୟିତ୍ୱରେ ଥିବା ପୁଲିସଙ୍କ ଦ୍ୱାରା ଗୁଳିମାଡ଼
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବାଡ଼ଯଦି ଫସଲ ଖାଏ: ସ୍ୱାସ୍ଥ୍ୟମନ୍ତ୍ରୀ ନବଦାସଙ୍କୁ ସୁରକ୍ଷା ଦାୟିତ୍ୱରେ ଥିବା ପୁଲିସଙ୍କ ଦ୍ୱାରା ଗୁଳିମାଡ଼

ବାଡ଼ଯଦି ଫସଲ ଖାଏ: ସ୍ୱାସ୍ଥ୍ୟମନ୍ତ୍ରୀ ନବଦାସଙ୍କୁ ସୁରକ୍ଷା ଦାୟିତ୍ୱରେ ଥିବା ପୁଲିସଙ୍କ ଦ୍ୱାରା ଗୁଳିମାଡ଼ [caption id="attachment_8095" align="alignnone" width="300"] News by B.Mishra (Brajarajnagar)[/caption] #ବ୍ରଜରାଜନଗର(ଏନ୍‌.ଏମ୍‌.): କଥାରେ ଅଛି ବାଡ଼ ଯଦି ଫସଲ ଖାଏ ତେବେ ସୁରକ୍ଷା ଦେବ କିଏ? ଆଜି ସେହିଭଳି ଗୋଟିଏ ହୃଦୟ ବିଦାରକ ଘଟଣା ଘଟିବା ସହ ସୁରକ୍ଷା କର୍ମୀଙ୍କ ଉପରେ ଜନସାଧାରଣଙ୍କ ଆସ୍ଥା ତୁଟିବାରେ ଲାଗିଛି । ଆଜି ପୂର୍ବାହ୍ନରେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ…

ବିଚାର ବିଭାଗୀୟ ସଂଗ୍ରହାଳୟ, ଷ୍ଟାଫ୍ କ୍ୱାର୍ଟର ଭିତ୍ତିଭୂମିର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବିଚାର ବିଭାଗୀୟ ସଂଗ୍ରହାଳୟ, ଷ୍ଟାଫ୍ କ୍ୱାର୍ଟର ଭିତ୍ତିଭୂମିର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ବିଚାର ବିଭାଗୀୟ ସଂଗ୍ରହାଳୟ, ଷ୍ଟାଫ୍ କ୍ୱାର୍ଟର ଭିତ୍ତିଭୂମିର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ [caption id="attachment_8091" align="alignnone" width="300"] News by Padmalochan Mishra (Cuttack)[/caption] #କଟକ(ଏନ୍‌.ଏମ୍‌.): କଟକରେ ବିଚାର ବିଭାଗୀୟ ସଂଗ୍ରହାଳୟ ଓ ଷ୍ଟାଫ କ୍ୱାର୍ଟର ଭିତ୍ତିଭୂମିର ଶିଳାନ୍ୟାସ ସମାରୋହ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଗୋଟିଏ ସଂଗ୍ରହାଳୟରେ କେବଳ ଦେଶ ଐତିହ୍ୟର ଡକ୍ୟୁମେଣ୍ଟ ସ୍ଥାନ ପାଇନଥାଏ ସେଠାରେ ଗୋଟେ ଅନୁଷ୍ଠାନର…

ନିମପୁର ସାଇ ନାଥ ସେବା ଟ୍ରଷ୍ଟ ପକ୍ଷରୁ ବାବାଙ୍କ ଦ୍ୱାଦଶ ବାର୍ଷିକ ଉତ୍ସବରେ କଳସ ଶୋଭାଯାତ୍ରା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ନିମପୁର ସାଇ ନାଥ ସେବା ଟ୍ରଷ୍ଟ ପକ୍ଷରୁ ବାବାଙ୍କ ଦ୍ୱାଦଶ ବାର୍ଷିକ ଉତ୍ସବରେ କଳସ ଶୋଭାଯାତ୍ରା

ନିମପୁର ସାଇ ନାଥ ସେବା ଟ୍ରଷ୍ଟ ପକ୍ଷରୁ ବାବାଙ୍କ ଦ୍ୱାଦଶ ବାର୍ଷିକ ଉତ୍ସବରେ କଳସ ଶୋଭାଯାତ୍ରା [caption id="attachment_8088" align="alignnone" width="300"] News by Kanhu charan Panda (Jagatpur)[/caption] #ଜଗତପୁର(ଏନ୍‌.ଏମ୍‌.): ନିମପୁର ସାଇ ନାଥ ସେବା ଟ୍ରଷ୍ଟ ପକ୍ଷରୁ ସାଇ ମନ୍ଦିର ଦ୍ୱାଦଶ ବାର୍ଷିକ ଉତ୍ସବର ପ୍ରଥମ ଦିନରେ କଳସ ଶୋଭାଯାତ୍ରା ଅନୁଷ୍ଟିତ ହୋଇଯାଇଛି । ଏହି ଶୋଭାଯାତ୍ରାରେ ଶତାଧିକ ମହିଳା ଓ ପୁରୁଷ ମହାନଦୀରୁ ଜଳ ପୂର୍ଣ୍ଣ…

ସାଧାରଣତନ୍ତ୍ର ଦିବସରେ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ତ୍ରିରଙ୍ଗା ପଦଯାତ୍ରା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ସାଧାରଣତନ୍ତ୍ର ଦିବସରେ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ତ୍ରିରଙ୍ଗା ପଦଯାତ୍ରା

ସାଧାରଣତନ୍ତ୍ର ଦିବସରେ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ତ୍ରିରଙ୍ଗା ପଦଯାତ୍ରା [caption id="attachment_8085" align="alignnone" width="300"] News by Smruti Ranjan Tripathy (Cuttack)[/caption] #କଟକ(ଏନ୍‌.ଏମ୍‌.): ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ରେଭେନ୍ସା ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଚୌଦ୍ୱାର-କଟକ ବିଧାୟକ ସୌଭିକ୍ ବିଶ୍ୱାଳ ମହୋଦୟ ଏବଂ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ସଞ୍ଜୟ କୁମାର ନାୟକ ଏହି ଶୋଭାଯାତ୍ରାକୁ ଉଦଘାଟନ କରିଥିଲେ । ଏହି ତ୍ରିରଙ୍ଗା ପଦଯାତ୍ରାରେ…