କଟକ ଜିଲ୍ଲା ଉତ୍କଳ ସମ୍ମିଳନୀ ପକ୍ଷରୁ ଜିଲ୍ଲାପାଳଙ୍କୁ ସମ୍ବର୍ଦ୍ଧନା
କଟକ ଜିଲ୍ଲା ଉତ୍କଳ ସମ୍ମିଳନୀ ପକ୍ଷରୁ ଜିଲ୍ଲାପାଳଙ୍କୁ ସମ୍ବର୍ଦ୍ଧନା #କଟକ(ଏନ୍.ଏମ୍.): କଟକ ଜିଲ୍ଲାପାଳ ଭିନିତ ଭରଦ୍ୱାଜଙ୍କୁ କଟକ ଜିଲ୍ଲା ଉତ୍କଳ ସମ୍ମିଳନୀ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି । କଟକ ଜିଲ୍ଲା ଉତ୍କଳ ସମ୍ମିଳନୀର ସଭାପତି ଆଇନଜୀବୀ ମହମ୍ମଦ କମରୂଲ୍ ହୁସେନ ପୁଷ୍ପଗୁଚ୍ଛ ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ…




















