୨୦ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ଆଇଆଇସି
୨୦ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ଆଇଆଇସି [caption id="attachment_3837" align="alignnone" width="300"] ଫଟୋ- ପଦ୍ମଲୋଚନ ମିଶ୍ର[/caption] ନରସିଂହପୁର(ଏନ୍.ଏମ୍.): ଏକ ମାମଲାର ସମାଧାନ କରିଦେବା ପାଇଁ ୨୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି କଟକ ଜିଲ୍ଲା ନରସିଂହପୁର ଥାନା ଆଇଆଇସି…




















