ପଡିଆ ଓ କାଲିମେଳା ବ୍ଲକରେ ଘରକୁ ଘର ବୁଲି ବିଜୁ ପକ୍କା ଘର ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କଲେ ମନ୍ତ୍ରୀ
ପଡିଆ ଓ କାଲିମେଳା ବ୍ଲକରେ ଘରକୁ ଘର ବୁଲି ବିଜୁ ପକ୍କା ଘର ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କଲେ ମନ୍ତ୍ରୀ କାଲିମେଳା(ଏନ୍.ଏମ୍.): ଆଜି ଇଲେକ୍ଟ୍ରୋନିକ୍ସ, ସୂଚନାପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ମାଲକାନଗିରି ଜିଲ୍ଲାର ପଡିଆ ଓ କାଲିମେଳା ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତ…




















