ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ: କୋଭିଡ୍ ନିୟମଗୁଡ଼ିକର କଡ଼ାକଡ଼ି ପ୍ରବର୍ତ୍ତନ ଉପରେ ଗୁରୁତ୍ୱ
ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ: କୋଭିଡ୍ ନିୟମଗୁଡ଼ିକର କଡ଼ାକଡ଼ି ପ୍ରବର୍ତ୍ତନ ଉପରେ ଗୁରୁତ୍ୱ #ଭୁବନେଶ୍ୱର(ଏନ୍.ଏମ୍.): କୋଭିଡ୍-୧୯ର ସମ୍ଭାବ୍ୟ ତୃତୀୟ ଲହର ପ୍ରତିରୋଧ ନିମନ୍ତେ ପୂର୍ଣ୍ଣ ପ୍ରସ୍ତୁତ ଓ ସକ୍ରିୟ ରହିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର…




















