ସଂସ୍କୃତି ବିଭାଗ ସଚିବ ହେଲେ ରଞ୍ଜନ ଦାସ
ସଂସ୍କୃତି ବିଭାଗ ସଚିବ ହେଲେ ରଞ୍ଜନ ଦାସ ଭୁବନେଶ୍ୱର(ଏନ୍.ଏମ୍.): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ସଚିବ ଆଇଏଏସ୍ ଅଧିକାରୀ ରଞ୍ଜନ କୁମାର ଦାସଙ୍କୁ ବିଭାଗର ସଚିବ ଭାବେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ସାଧାରଣ ପ୍ରଶାସନ ବିଭାଗ…



















