କାର୍ତ୍ତିକ ମାସର ଦ୍ୱିତୀୟ ଶନିବାର ନବଗ୍ରହପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
କାର୍ତ୍ତିକ ମାସର ଦ୍ୱିତୀୟ ଶନିବାର ନବଗ୍ରହପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ କୋଣାର୍କ (ଏନ୍.ଏମ୍.): ପବିତ୍ର କାର୍ତ୍ତିକ ମାସର ଦ୍ୱିତୀୟ ଶନିବାର । ଏଥିପାଇଁ ବିଶ୍ୱ ଐତିହ୍ୟ କେଣାର୍କ ସୂର୍ଯ୍ୟମନ୍ଦିର ବେଢ଼ା ନିକଟରେ ଥିବା ନବଗ୍ରହ ମନ୍ଦିର ପରିସରରେ ଦିନତମାମ ଲକ୍ଷାଧିକ ଶ୍ରଦ୍ଧାଳୁ ନବଗ୍ରହଙ୍କୁ ଦର୍ଶନ କରିଛନ୍ତି । ରାଜ୍ୟର ବିଭିନ୍ନ…




















