ଷ୍ଟାଫ୍ ସିଲେକ୍ସନ କମିଶନ ସଦସ୍ୟ ପିଏସ୍ଙ୍କ ଘରେ ରେଡ୍: ବିପୁଳ ପରିମାଣର ଟଙ୍କା ଜବତ
ଷ୍ଟାଫ୍ ସିଲେକ୍ସନ କମିଶନ ସଦସ୍ୟ ପିଏସ୍ଙ୍କ ଘରେ ରେଡ୍: ବିପୁଳ ପରିମାଣର ଟଙ୍କା ଜବତ ଭୁବନେଶ୍ୱର (ଏନ୍.ଏମ୍.): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଷ୍ଟାଫ୍ ସିଲେକ୍ସନ କମିଶନ ସଦସ୍ୟଙ୍କ ପିଏସ୍ ବିରଞ୍ଚି ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । କଟକ ଓ ଭୁବନେଶ୍ୱରରେ ମୋଟ ୬ଟି…




















