ଇଚ୍ଛାପୁର ଗ୍ରାମ ପାହାଡରୁ ଚୋରାରେ ମୋରମ ଚାଲାଣ, କାର୍ଯ୍ୟାନୁଷ୍ଠାନ ଦାବି
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଇଚ୍ଛାପୁର ଗ୍ରାମ ପାହାଡରୁ ଚୋରାରେ ମୋରମ ଚାଲାଣ, କାର୍ଯ୍ୟାନୁଷ୍ଠାନ ଦାବି

ଇଚ୍ଛାପୁର ଗ୍ରାମ ପାହାଡରୁ ଚୋରାରେ ମୋରମ ଚାଲାଣ, କାର୍ଯ୍ୟାନୁଷ୍ଠାନ ଦାବି [caption id="attachment_6195" align="alignnone" width="300"] News by Sambit Bhusan Senapati (Khandapada)[/caption] ଖଣ୍ଡପଡା(ଏନ୍‌.ଏମ୍‌.): ଖଣ୍ଡପଡା ତହସିଲ କାର୍ଯ୍ୟାଳୟ ଅଧିନ ଖଳିସାହି ପଞ୍ଚାୟତର ଇଚ୍ଛାପୁର ଗ୍ରାମ ନିକଟସ୍ଥ ପାହାଡରୁ ମାଫିଆମାନେ ଆଖପାଖ ଅଞ୍ଚଳକୁ ଅବାଧରେ ମୋରମ ଚାଲାଣ କରୁଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି । ଚୋରାରେ ମୋରମ ଚାଲାଣ ଯୋଗୁଁ ପାହାଡ ଓ ତତ୍‌ସଂଲଗ୍ନ ସଂରକ୍ଷିତ ଜଙ୍ଗଲ…

ଏନଆରଆରଆଇର ନୂତନ ନିର୍ଦ୍ଦେଶକ ଭାବେ ଡକ୍ଟର ଭାସ୍କର ଚନ୍ଦ୍ର ପାତ୍ରଙ୍କ ଦାୟିତ୍ୱ ଗ୍ରହଣ
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଏନଆରଆରଆଇର ନୂତନ ନିର୍ଦ୍ଦେଶକ ଭାବେ ଡକ୍ଟର ଭାସ୍କର ଚନ୍ଦ୍ର ପାତ୍ରଙ୍କ ଦାୟିତ୍ୱ ଗ୍ରହଣ

ଏନଆରଆରଆଇର ନୂତନ ନିର୍ଦ୍ଦେଶକ ଭାବେ ଡକ୍ଟର ଭାସ୍କର ଚନ୍ଦ୍ର ପାତ୍ରଙ୍କ ଦାୟିତ୍ୱ ଗ୍ରହଣ [caption id="attachment_6192" align="alignnone" width="300"] News by Padmalochan Mishra (Cuttack)[/caption] କଟକ(ଏନ୍‌.ଏମ୍‌.): ଜାତୀୟ ଧାନ ଗବେଷଣା କେନ୍ଦ୍ର (ଏନଆରଆରଆଇ)ରେ ନୂତନ ନିର୍ଦ୍ଦେଶକ ଭାବେ ଡକ୍ଟର ଭାସ୍କର ଚନ୍ଦ୍ର ପାତ୍ର ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବତନ ନିର୍ଦ୍ଦେଶିକା ଡକ୍‌ଟର ପଦ୍ମିନୀ ସ୍ୱାଇଁ, ଗତ କାଲି ଅଗଷ୍ଟ ୩୧ ତାରିଖରେ ଅବସର ଗ୍ରହଣ କରିଥିଲେ…

ଭାରତ ମସଲାର ୨୩ତମ ଭାରତ ପ୍ରତିଭା ସମ୍ମାନ ସମାରୋହ
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଭାରତ ମସଲାର ୨୩ତମ ଭାରତ ପ୍ରତିଭା ସମ୍ମାନ ସମାରୋହ

ଭାରତ ମସଲାର ୨୩ତମ ଭାରତ ପ୍ରତିଭା ସମ୍ମାନ ସମାରୋହ ପଦ୍ମଶ୍ରୀ ପ୍ରମୋଦଙ୍କୁ ଭାରତ ଗୌରବ ସମ୍ମାନ [caption id="attachment_6187" align="alignnone" width="300"] News By Smruti Ranjan Tripathy (Cuttack)[/caption] କଟକ(ଏନ୍‌.ଏମ୍‌.): ବିଭିନ୍ନ ପ୍ରକାର ମସଲା ପ୍ରସ୍ତୁତ କରି ଦେଶ ବିଦେଶରେ ସୁଖ୍ୟାତି ଅର୍ଜନ କରିଥିବା ଜୟଭାରତ ଫାଉଣ୍ଡେସନର ଆଜି ୨୩ତମ ପ୍ରତିଭା ସମ୍ମାନ ସମାରୋହ ରାମଦାସପୁରସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଗ୍ରାମ ନିର୍ମାଣ ବିଭାଗ…

ଆଦର୍ଶ ବିଦ୍ୟାଳୟର ଦ୍ୱାଦଶ, ଦଶମ ତଥା ଜେଇ ମେନ ପରୀକ୍ଷାର କୃତୀ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଆଦର୍ଶ ବିଦ୍ୟାଳୟର ଦ୍ୱାଦଶ, ଦଶମ ତଥା ଜେଇ ମେନ ପରୀକ୍ଷାର କୃତୀ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ

ଆଦର୍ଶ ବିଦ୍ୟାଳୟର ଦ୍ୱାଦଶ, ଦଶମ ତଥା ଜେଇ ମେନ ପରୀକ୍ଷାର କୃତୀ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ [caption id="attachment_6182" align="alignnone" width="300"] News by Dillip Kumar Muduli (BBSR)[/caption] ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡିଶା ଆଦର୍ଶ ବିଦ୍ୟାଳୟର ଦ୍ୱାଦଶ, ଦଶମ ତଥା ଜେଇଇ ମେନ ପରୀକ୍ଷାର କୃତୀ ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟରଠାରେ ଅନୁଷ୍ଟିତ ସ୍ୱତନ୍ତ୍ର ଉତ୍ସବରେ ସମ୍ବର୍ଦ୍ଧିତ କରିଥିଲେ । ଓଡିଶାର ପିଲାମାନଙ୍କୁ…

ସିବିଏସଇ ଦଶମ ଓ ଦ୍ୱାଦଶ ରେଜଲ୍ଟ ମୂଲ୍ୟାୟନ ବିବାଦରେ ଅସନ୍ତୁଷ୍ଟ ଛାତ୍ର ଛାତ୍ରୀଙ୍କ ମତାମତ ଦାଖଲ ପାଇଁ ଓଡିଶା ଅଭିଭାବକ ମହାସଂଘକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ସିବିଏସଇ ଦଶମ ଓ ଦ୍ୱାଦଶ ରେଜଲ୍ଟ ମୂଲ୍ୟାୟନ ବିବାଦରେ ଅସନ୍ତୁଷ୍ଟ ଛାତ୍ର ଛାତ୍ରୀଙ୍କ ମତାମତ ଦାଖଲ ପାଇଁ ଓଡିଶା ଅଭିଭାବକ ମହାସଂଘକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ସିବିଏସଇ ଦଶମ ଓ ଦ୍ୱାଦଶ ରେଜଲ୍ଟ ମୂଲ୍ୟାୟନ ବିବାଦରେ ଅସନ୍ତୁଷ୍ଟ ଛାତ୍ର ଛାତ୍ରୀଙ୍କ ମତାମତ ଦାଖଲ ପାଇଁ ଓଡିଶା ଅଭିଭାବକ ମହାସଂଘକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ [caption id="attachment_6177" align="alignnone" width="300"] News by Dillip Kumar Muduli (BBSR)[/caption] ଭୁବନେଶ୍ୱର (ଏନ୍‌.ଏମ୍‌.): ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀର ଫଳାଫଳ ପ୍ରକାଶ ପରେ ଅନେକ ଅଭିଭାବକ ଓ ଛାତ୍ରଛାତ୍ରୀ ବର୍ତ୍ତମାନ ସେମାନଙ୍କ ଫଳାଫଳ ଓ ବୋର୍ଡର ମୂଲ୍ୟାୟନକୁ ନେଇ…

ଜାତୀୟ କ୍ରୀଡା ଦିବସରେ ନିଯୁକ୍ତି ପତ୍ର
Slider କ୍ରୀଡା ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଜାତୀୟ କ୍ରୀଡା ଦିବସରେ ନିଯୁକ୍ତି ପତ୍ର

ଜାତୀୟ କ୍ରୀଡା ଦିବସରେ ନିଯୁକ୍ତି ପତ୍ର [caption id="attachment_6174" align="alignnone" width="300"] News by Ajit Kumar Mallick (Konark)[/caption] ପୁରୀ/କୋଣାର୍କ (ଏନ୍‌.ଏମ୍‌.): ଜାତୀୟ କ୍ରୀଡ଼ା ଦିବସ ଅବସରରେ ପୁରୀ ଜିଲ୍ଲାର କ୍ରୀଡ଼ାବିତ୍ତଙ୍କୁ ସ୍ୱତନ୍ତ୍ର ସମ୍ମାନ ପ୍ରଦାନ କରାଯାଇଛି । ପୁରୀ ଜିଲ୍ଲାର ତିନି ଜଣ ଭିନ୍ନକ୍ଷମ କ୍ରୀଡାବିତଙ୍କୁ ଜାତୀୟ କ୍ରୀଡ଼ା ଦିବସ ଅବସରରେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ପାରା ଆଥଲେଟ ଜୟନ୍ତୀ ବେହେରାଙ୍କୁ ଓଏମସିରେ ପ୍ରଥମ…

ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଜାତୀୟ କର୍ମଶାଳା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ୱାସ୍ଥ୍ୟ

ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଜାତୀୟ କର୍ମଶାଳା

ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଜାତୀୟ କର୍ମଶାଳା [caption id="attachment_6171" align="alignnone" width="300"] News by I&PR Odisha[/caption] ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟରେ ଦୀର୍ଘ ଦିନରୁ ଏକ ହେଲଞ୍ଜ୍ ୟୁନିଭରସିଟିର ଆବଶ୍ୟକତା ରହିଥିଲା, ଯାହାକି ଏବେ ପୂରଣ ହେବାକୁ ଯାଉଛି । ଏହା ଦେଶର ୧୭ତମ ହେଲଥ୍‌? ୟୁନିଭରସିଟି ଭାବେ ପରିଗଣିତ ହେବ । ରାଜ୍ୟ ସରକାର ସମସ୍ତଙ୍କୁ ହାତପାଆନ୍ତାରେ ଚିକିତ୍ସା ସେବା ଯୋଗାଇଦେବାକୁ ପ୍ରତିଶ୍ରୁତିବଦ୍ଧ । ଆମର ପ୍ରିୟ ମୁଖ୍ୟମନ୍ତ୍ରୀଙ୍କ…

କଟକ ଦୁର୍ଗାପୂଜା ନେଇ ମହାନଗର ଶାନ୍ତି କମିଟିର ଚୁଡ଼ାନ୍ତ ସମୀକ୍ଷା ବୈଠକ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

କଟକ ଦୁର୍ଗାପୂଜା ନେଇ ମହାନଗର ଶାନ୍ତି କମିଟିର ଚୁଡ଼ାନ୍ତ ସମୀକ୍ଷା ବୈଠକ

କଟକ ଦୁର୍ଗାପୂଜା ନେଇ ମହାନଗର ଶାନ୍ତି କମିଟିର ଚୁଡ଼ାନ୍ତ ସମୀକ୍ଷା ବୈଠକ [caption id="attachment_6168" align="alignnone" width="300"] News by Padmalochan Mishra (Cuttack)[/caption] କଟକ (ଏନ୍‌.ଏମ୍‌.): କଟକ ମହାନଗର ଶାନ୍ତି କମିଟି ପକ୍ଷରୁ ସ୍ଥାନୀୟ ବିଡାନାସୀସ୍ଥିତ ଚହଟା ମନ୍ଦିରରେ କଟକର ଐତିହାସିକ ଦୁର୍ଗାପୂଜାର ସଫଳତା ନେଇ ଶେଷ ପର୍ଯ୍ୟାୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଶାନ୍ତି କମିଟି ସଭାପତି ଦେବେନ୍ଦ୍ରନାଥ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଦୁର୍ଗାପୂଜା…

କୟଳପଡ଼ା ପଞ୍ଚାୟତର ସାମଗ୍ରିକ ବିକାଶ ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜନୀତି ରାଜ୍ୟ

କୟଳପଡ଼ା ପଞ୍ଚାୟତର ସାମଗ୍ରିକ ବିକାଶ ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ

କୟଳପଡ଼ା ପଞ୍ଚାୟତର ସାମଗ୍ରିକ ବିକାଶ ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ [caption id="attachment_6165" align="alignnone" width="300"] News by Smruti Ranjan Tripathy (Choudwar)[/caption] ଚୌଦ୍ୱାର(ଏନ୍‌.ଏମ୍‌.): ଟାଙ୍ଗୀ-ଚୌଦ୍ୱାର ବ୍ଲକ୍ ଅନ୍ତର୍ଗତ କୟଲପଡ଼ା ପଞ୍ଚାୟତ କଲ୍ୟାଣ ମଣ୍ଡପ ଠାରେ ବିଜେଡ଼ି କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତର ସରପଞ୍ଚ ଶୈଳବାଳା ନାୟକଙ୍କ ଅଧ୍ୟକ୍ଷତା କରିଥିଲେ । ଏହି ପଞ୍ଚାୟତରେ ସମସ୍ତ ଜନସାଧାରଣ କିଭଳି ସରକାରୀ ସୁବିଧା ପାଇ ପାରିବେ ସେଥି ପାଇଁ…

କୁଏତରେ ଆଜାଦି କି ଅମୃତ ମହୋତ୍ସବ ପାଳନ କଲା ଭାରତୀୟ ପ୍ରବାସୀ ପରିଷଦ ସଂଘ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ

କୁଏତରେ ଆଜାଦି କି ଅମୃତ ମହୋତ୍ସବ ପାଳନ କଲା ଭାରତୀୟ ପ୍ରବାସୀ ପରିଷଦ ସଂଘ

କୁଏତରେ ଆଜାଦି କି ଅମୃତ ମହୋତ୍ସବ ପାଳନ କଲା ଭାରତୀୟ ପ୍ରବାସୀ ପରିଷଦ ସଂଘ କୁଏତ (ଏଜେନ୍ସି): କୁଏତସ୍ଥିତ ଅବୁହଲିଫାର ଦୁମ୍ ହଲ୍‌ରେ ଭାରତୀୟ ପ୍ରବାସୀ ପରିଷଦ ସଂଘ ପକ୍ଷରୁ ୭୬ତମ ସ୍ୱାଧୀନତା ଦିବସ ତଥା ଆଜାଦିକା ଅମୃତ ପାଳିତ ହୋଇଯାଇଛି । ଭାରତୀୟ ପ୍ରବାସୀ ପରିଷଦ ସଂଘ ଏକ ପୁରାତନ ସାମାଜିକ ଓ ସାଂସ୍କୃତିକ ସଂଗଠନ । ଏହି ସଙ୍ଗଠନ ଆନୁକୁଲ୍ୟରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଭାରତୀୟ…

ମହାନଦୀକୁ ଡେଇଁ ଯୁବକ ନିଖୋଜ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ମହାନଦୀକୁ ଡେଇଁ ଯୁବକ ନିଖୋଜ

ମହାନଦୀକୁ ଡେଇଁ ଯୁବକ ନିଖୋଜ [caption id="attachment_6158" align="alignnone" width="300"] News by Maheswar Behera (Athagarh)[/caption] ଆଠଗଡ଼(ଏନ୍‌.ଏମ୍‌.): ଆଜି ପୂର୍ବାହ୍ନ ପ୍ରାୟ ୮ଘଟିକା ସମୟରେ ମୁଣ୍ଡଳୀ ବ୍ରିଜରୁ ଜଣେ ଯୁବକ ମହାନଦୀକୁ ଡେଇଁ ନିଖୋଜ ହୋଇଯାଇଛନ୍ତି । ତେବେ ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଖୋଜିବା ସହ ଆଠଗଡ଼ ପୁଲିସ ମଧ୍ୟ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି । ନିଖୋଜ ଯୁବକଙ୍କ ଘର…

ଭାରତର ୪୯ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କଲେ ବିଚାରପତି ୟୁ. ୟୁ. ଲଳିତ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି

ଭାରତର ୪୯ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କଲେ ବିଚାରପତି ୟୁ. ୟୁ. ଲଳିତ

ଭାରତର ୪୯ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କଲେ ବିଚାରପତି ୟୁ. ୟୁ. ଲଳିତ ନୂଆଦିଲ୍ଲୀ(ଏନ୍‌.ଏମ୍‌.): ଭାରତର ୪୯ତମ ପ୍ରଧାନ ବିଚାରପତି ଭାବେ ଆଜି ବିଚାରପତି ଉଦୟ ଉମେଶ ଲଳିତ ଶପଥ ଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ନଭେମ୍ବର ୮ ତାରିଖ ଦିନ ଅବସର ଗ୍ରହଣ କରିବା ପୂର୍ବରୁ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁଙ୍କ…

ବିନା ଟିକଟରେ ରେଳଯାତ୍ରା ୬୯ ଗିରଫ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ବିନା ଟିକଟରେ ରେଳଯାତ୍ରା ୬୯ ଗିରଫ

ବିନା ଟିକଟରେ ରେଳଯାତ୍ରା ୬୯ ଗିରଫ [caption id="attachment_6151" align="alignnone" width="275"] News by Smruti Ranjan Tripathy (Cuttack)[/caption] କଟକ(ଏନ୍‌.ଏମ୍‌.): ମାଗଣା ତଥା ବିନା ଟିକଟରେ ରେଳଯାତ୍ରା ବୃଦ୍ଧି ପାଇଉଥିବାବେଳେ ଏବେ ବହୁ ଯାତ୍ରୀଙ୍କ ପାଇଁ ମହଙ୍ଗା ପଡ଼ିଛି । ଏହାକୁ ଦୃଷ୍ଟିରେ ରଖି ଆଜି କଟକ ଆରପିଏଫ(ରେଳବାଇ ସୁରକ୍ଷା ବଳ) ପକ୍ଷରୁ ଜୋରଦାର ଯାଞ୍ଚ କରାଯାଇଥିଲା । କଟକ ରେଳଷ୍ଟେସନ ଦେଇ ଚଳାଚଳ କରୁଥିବା ବିଭିନ୍ନ ଟ୍ରେନ…

ହାଇକୋର୍ଟରୁ ଜାମିନ ପାଇଲେ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ହାଇକୋର୍ଟରୁ ଜାମିନ ପାଇଲେ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ

ହାଇକୋର୍ଟରୁ ଜାମିନ ପାଇଲେ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ [caption id="attachment_6146" align="alignnone" width="300"] News by Padmalochan Mishra (Cuttack)[/caption] କଟକ (ଏନ୍‌.ଏମ୍‌): ବରିଷ୍ଟ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କୁ ହାଇକୋର୍ଟରୁ ଜାମିନ ମିଳିଛି । ସେ ଏକ ଘରୋଇ ନ୍ୟୁଜ ଚ୍ୟାନେଲ ସଂପାଦକ ତଥା ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମଞ୍ଜୁର ହୋଇଛି । ତେବେ ଟଙ୍କା ବକେୟା ମାମଲାରେ ଅର୍ଦ୍ଧେନ୍ଦୁଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା ।…

ପୁଲିସର ନିଷ୍କ୍ରିୟତା ପ୍ରତିବାଦରେ ରାଜପଥ ଅବରୋଧ କଲେ ଗ୍ରାମବାସୀ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ପୁଲିସର ନିଷ୍କ୍ରିୟତା ପ୍ରତିବାଦରେ ରାଜପଥ ଅବରୋଧ କଲେ ଗ୍ରାମବାସୀ

ପୁଲିସର ନିଷ୍କ୍ରିୟତା ପ୍ରତିବାଦରେ ରାଜପଥ ଅବରୋଧ କଲେ ଗ୍ରାମବାସୀ [caption id="attachment_6143" align="alignnone" width="300"] News by Sudipta Narayan Badajena (Khordha)[/caption] ଖୋର୍ଦ୍ଧା(ଏନ୍‌.ଏମ୍‌.): ପୁଲିସର ନିଷ୍କ୍ରିୟତା ପ୍ରତିବାଦରେ ତାତିଲେ ଅଞ୍ଚଳବାସୀ । ଗୋଟିଏ ପଟେ ପୁଲିସ ଜନସାଧାରଣଙ୍କୁ ତୁରନ୍ତ ସେବା ଯୋଗାଇ ଦେବା ଉପରେ ଗୁରୁତ୍ୱ ଦେଉଥିବାବେଳେ ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ନୀତି ଯୋଗୁଁ ବିଭାଗ ଉପରୁ ଜନସାଧାରଣଙ୍କ ଆସ୍ଥା ତୁଟୁଥିବା ଭଳି ସଂଗୀନ ଅଭିଯୋଗ ଉଠିଛି ।…

ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷଙ୍କୁ ଭେଟିଲେ ଯୁକ୍ତରାଷ୍ଟ୍ର ଆମେରିକାର ରାଜନୈତିକ ଓ ଅର୍ଥନୈତିକ ଅଧିକାରୀ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷଙ୍କୁ ଭେଟିଲେ ଯୁକ୍ତରାଷ୍ଟ୍ର ଆମେରିକାର ରାଜନୈତିକ ଓ ଅର୍ଥନୈତିକ ଅଧିକାରୀ

ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷଙ୍କୁ ଭେଟିଲେ ଯୁକ୍ତରାଷ୍ଟ୍ର ଆମେରିକାର ରାଜନୈତିକ ଓ ଅର୍ଥନୈତିକ ଅଧିକାରୀ [caption id="attachment_6140" align="alignnone" width="300"] News by I&PR Odisha[/caption] ଭୁବନେଶ୍ୱର(ଏନ୍‌.ଏମ୍‌.): ହାଇଦ୍ରାବାଦରେ ଅବସ୍ଥାପିତ ଯୁକ୍ତରାଷ୍ଟ୍ର ଆମେରିକା କନ୍‌ସୁଲେଟ୍‌ର ରାଜନୈତିକ ଓ ଅର୍ଥନୈତିକ ବିଭାଗର ରାଜନୈତିକ ଓ ଅର୍ଥନୈତିକ ଅଧିକାରୀ ସିନ୍ ରୁଥ୍ ଆଜି ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷ ସୁବ୍ରତ ବାଗଚୀଙ୍କୁ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ସାକ୍ଷାତ କରିଛନ୍ତି ।…

ବାଲ୍ୟ ବିବାହ ଓ ଶିଶୁ ସୁରକ୍ଷା ସଚେତନତା କର୍ମଶାଳା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବାଲ୍ୟ ବିବାହ ଓ ଶିଶୁ ସୁରକ୍ଷା ସଚେତନତା କର୍ମଶାଳା

ବାଲ୍ୟ ବିବାହ ଓ ଶିଶୁ ସୁରକ୍ଷା ସଚେତନତା କର୍ମଶାଳା [caption id="attachment_6137" align="alignnone" width="300"] News by Sambit Bhusan Senapati (Khandapada)[/caption] ଖଣ୍ଡପଡା(ଏନ୍‌.ଏମ୍‌.): ଖଣ୍ଡପଡା ବ୍ଳକ ଅଧିନ ଖଳିସାହି ପଂଚାୟତ କାର୍ଯ୍ୟାଳୟ ସଭାଗୃହରେ ବାଲ୍ୟ ବିବାହ ପ୍ରଥାର ବିଲୋପ ସହ ଶିଶୁମାନଙ୍କର ସୁରକ୍ଷା ନେଇ ଏକ ସଚେତନତା କର୍ମଶାଳା ବୁଧବାର ଅନୁଷ୍ଠିତ ହୋଇଯାଇଛି । ନୟାଗଡ ଚାଇଲଡ ଲାଇନ ପକ୍ଷରୁ ଆୟୋଜିତ କର୍ମଶାଳରେ ଖଳିସାହି ସରପଂଚ ‘କୀର ମୋହନ…

ଜୟ ଭାରତ ଫାଉଣ୍ଡେସନର ୨୩ତମ ଭାରତ ପ୍ରତିଭା ସମ୍ମାନ
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଜୟ ଭାରତ ଫାଉଣ୍ଡେସନର ୨୩ତମ ଭାରତ ପ୍ରତିଭା ସମ୍ମାନ

ଜୟ ଭାରତ ଫାଉଣ୍ଡେସନର ୨୩ତମ ଭାରତ ପ୍ରତିଭା ସମ୍ମାନ ଅଲମ୍ପିୟାଡ ପ୍ରମୋଦ ଭଗତ ପାଇବେ ‘ଭାରତ ଗୌରବ’ ସମ୍ମାନ [caption id="attachment_6134" align="alignnone" width="300"] News by Smruti Ranjan Tripathy (Cuttack)[/caption] କଟକ(ଏନ୍‌.ଏମ୍‌.): ଦେଶରେ ଓଡ଼ିଶାର ଗରିମାକୁ ବଢଇଥିବା ଅନନ୍ୟ ପ୍ରତିଭାଙ୍କୁ ପ୍ରତିବର୍ଷ ପରି ଚଳିତବର୍ଷ ‘ଜୟ ଭାରତ ଫାଉଣ୍ଡେସନ’ ପକ୍ଷରୁ ସମ୍ବର୍ଦ୍ଧିତ କରାଯିବ । ଚଳିତବର୍ଷ ଦେଶ ପାଇଁ ବ୍ୟାଡମିଣ୍ଟନ ଖେଳି ସ୍ୱର୍ଣ୍ଣପଦକ ହାସଲ କରିଥିବା ପାରା…

ଦରବୃଦ୍ଧି ନିୟନ୍ତ୍ରଣ ପାଇଁ ଉଦ୍ୟମ: ମାଲଗୋଦାମରେ ଯୋଗାଣ ବିଭାଗର ଚଢ଼ାଉ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଦରବୃଦ୍ଧି ନିୟନ୍ତ୍ରଣ ପାଇଁ ଉଦ୍ୟମ: ମାଲଗୋଦାମରେ ଯୋଗାଣ ବିଭାଗର ଚଢ଼ାଉ

ଦରବୃଦ୍ଧି ନିୟନ୍ତ୍ରଣ ପାଇଁ ଉଦ୍ୟମ: ମାଲଗୋଦାମରେ ଯୋଗାଣ ବିଭାଗର ଚଢ଼ାଉ [caption id="attachment_6131" align="alignnone" width="300"] News by Padmalochan Mishra (Cuttack)[/caption] କଟକ(ଏନ୍‌.ଏମ୍‌.): ସମ୍ପ୍ରତି ରାଜ୍ୟରେ ବଜାର ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ନିୟନ୍ତ୍ରଣ କରିବା ପାଇଁ ଯୋଗାଣ ବିଭାଗର ଚଢ଼ାଉ ଆରମ୍ଭ ହୋଇଛି । ରାଜ୍ୟ ଯୋଗାଣ ବିଭାଗ ମନ୍ତ୍ରୀ ଓ ସଚିବଙ୍କ ନିର୍ଦ୍ଦେଶ କ୍ରମେ କଟକ ଜିଲ୍ଲା ଯୋଗାଣ ସ୍କ୍ୱାର୍ଡ଼ ଆଜି କଟକର…

କଟକ ସହରରେ ବିପର୍ଯ୍ୟସ୍ତ ରାସ୍ତାଘାଟ ପ୍ରତିବାଦରେ ନିଆରା ପଥ ସତ୍ୟାଗ୍ରହ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କଟକ ସହରରେ ବିପର୍ଯ୍ୟସ୍ତ ରାସ୍ତାଘାଟ ପ୍ରତିବାଦରେ ନିଆରା ପଥ ସତ୍ୟାଗ୍ରହ

କଟକ ସହରରେ ବିପର୍ଯ୍ୟସ୍ତ ରାସ୍ତାଘାଟ ପ୍ରତିବାଦରେ ନିଆରା ପଥ ସତ୍ୟାଗ୍ରହ [caption id="attachment_6128" align="alignnone" width="300"] News by Padmalochan Mishra (Cuttack)[/caption] କଟକ(ଏନ୍‌.ଏମ୍‌.): ସହର ତମାମ ବିପର୍ଯ୍ୟସ୍ତ ରାସ୍ତାଘାଟ ପ୍ରତିବାଦରେ ଆଜି ସୁଭାଷ ସଂଗଠନ ପକ୍ଷରୁ ନିଆରା ଢଙ୍ଗରେ ପଥ ସତ୍ୟାଗ୍ରହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସହର ତଥା ସହର ଉପକଣ୍ଠରେ ଜିଲ୍ଲାପ୍ରଶାସନ ଏବଂ ପୂର୍ତ୍ତ ବିଭାଗର ଅହେତୁକ ନିଷ୍କ୍ରିୟତା ହେତୁ ଅନେକ ରାସ୍ତାଘାଟ ତଥା ପ୍ରମୁଖ…