ଏପ୍ରିଲ ୮ରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଏପ୍ରିଲ ୮ରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ

ଏପ୍ରିଲ ୮ରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ ସୂର୍ଯ୍ୟ ପରାଗ ଯୋଗୁଁ ଦିନ ହୋଇଯିବ ରାତି #ଭୁବନେଶ୍ୱର (ଏନ୍‌.ଏମ୍‌.): ଚଳିତ ବର୍ଷ ପୃଥିବାବାସୀ ଏକ ବିରଳ ମହାଜାଗତିକ ଦୃଶ୍ୟର ମୂକସାକ୍ଷୀ ହେବାକୁ ଯାଉଛନ୍ତି । ଏହି ମହାଜାଗତିକ ଦୃଶ୍ୟ ହେଉଛି ଆସନ୍ତା ମାସ ୮ ତାରିଖରେ ହେବାକୁ ଥିବା ପୂର୍ଣ୍ଣ ସୂର୍ଯ୍ୟ ପରାଗ । କାରଣ ଏହି ସମୟରେ ପରାଗ ସମ୍ପୂର୍ଣ୍ଣ ରୂପେ ସୂର୍ଯ୍ୟଙ୍କୁ ଗ୍ରାସ କରିବ, ଯାହା ଫଳରେ…

ରାଜ୍ୟରେ ମେଣ୍ଟ ହେବା ନେଇ ସବୁଜ ସଂକେତ: ୧୨ରେ ଓଡ଼ିଶା ଆସିବେ ଅମିତ ଶାହ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ରାଜ୍ୟରେ ମେଣ୍ଟ ହେବା ନେଇ ସବୁଜ ସଂକେତ: ୧୨ରେ ଓଡ଼ିଶା ଆସିବେ ଅମିତ ଶାହ

ରାଜ୍ୟରେ ମେଣ୍ଟ ହେବା ନେଇ ସବୁଜ ସଂକେତ: ୧୨ରେ ଓଡ଼ିଶା ଆସିବେ ଅମିତ ଶାହ ! #ଭୁବନେଶ୍ୱର(ଏନ୍‌.ଏମ୍‌.): ସମ୍ପ୍ରତି ସାଧାରଣ ନିର୍ବାଚନ ନିମନ୍ତେ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ପ୍ରସ୍ତୁତି ଜୋରଦାର ଚାଲିଥିବାବେଳେ ଓଡ଼ିଶାରେ ବିଜେପି-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଜୋର ଧରିଛି । ତେବେ ଆଜି ଉଭୟ ଦଳପକ୍ଷରୁ କର୍ମକର୍ତ୍ତାଙ୍କୁ ନେଇ ହୋଇଥିବା ବୈଠକରେ ମେଣ୍ଟକୁ ସବୁଜ ସଂକେତ ମିଳିଥିବା ସୂଚନା ମିଳୁଛି । ଗୋଟିଏ ପଟେ ନବୀନ…

କଳ୍ପନା ଜଳ୍ପନାର ଅନ୍ତ, ନବୀନ ନିବାସ ବୈଠକ: ବିଜେପି ସହ ମେଣ୍ଟ ନେଇ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

କଳ୍ପନା ଜଳ୍ପନାର ଅନ୍ତ, ନବୀନ ନିବାସ ବୈଠକ: ବିଜେପି ସହ ମେଣ୍ଟ ନେଇ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

କଳ୍ପନା ଜଳ୍ପନାର ଅନ୍ତ, ନବୀନ ନିବାସ ବୈଠକ: ବିଜେପି ସହ ମେଣ୍ଟ ନେଇ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ #ଭୁବନେଶ୍ୱର(ଏନ୍‌.ଏମ୍‌.): ଚଳିତ ସାଧାରଣ ନିର୍ବାଚନରେ ବିଜେପି-ବିଜେଡି ମେଣ୍ଟ ପାଇଁ ରାସ୍ତା ଧିରେ ଧିରେ ପ୍ରଶସ୍ତ ହେବାରେ ଲାଗିଛି । ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ଠିକ୍ ୧୫ବର୍ଷ ପରେ ପୁଣିଥରେ ନିର୍ବାଚନୀ ମେଣ୍ଟ ହେବାକୁ ଯାଉଛି । ଗତ ଦେଢ଼ମାସରୁ ଅଧିକ ସମୟ ଧରି ଚାଲିଥିବା…

ହାଇକୋର୍ଟରେ ପ୍ରକାଶ ପାଇଲା ରାୟ: ମୋକିମଙ୍କ ନିର୍ବାଚନ ଅସିଦ୍ଧ, ହରାଇଲେ ବିଧାୟକ ପଦ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ହାଇକୋର୍ଟରେ ପ୍ରକାଶ ପାଇଲା ରାୟ: ମୋକିମଙ୍କ ନିର୍ବାଚନ ଅସିଦ୍ଧ, ହରାଇଲେ ବିଧାୟକ ପଦ

ହାଇକୋର୍ଟରେ ପ୍ରକାଶ ପାଇଲା ରାୟ: ମୋକିମଙ୍କ ନିର୍ବାଚନ ଅସିଦ୍ଧ, ହରାଇଲେ ବିଧାୟକ ପଦ #କଟକ(ଏନ୍‌.ଏମ୍‌.): ହାଇକୋର୍ଟରେ ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମଙ୍କୁ ଛାଟ । ତାଙ୍କର ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି ହାଇକୋର୍ଟ । ବାରବାଟୀ-କଟକ ବିଧାୟକ ଇଂ. ମୋକିମ ନାମାଙ୍କନ ଦାଖଲ ସମୟରେ କେତେକ ତଥ୍ୟ ଦେଇନଥିବା ଅଭିଯୋଗର ମାମଲାରେ ଶୁଣାଣି କରି ଏପରି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ । ଗତ ବିଧାନସଭା ନିର୍ବାଚନରେ ନାମାଙ୍କନ…

ପାରାଦୀପରୁ କେନ୍ଦ୍ରାପଡ଼ା ଦେଇ କେନ୍ଦୁଝର ଯିବ ମେମୋ: ୫ରେ ପ୍ରଧାନମନ୍ତ୍ରୀ କରିବେ ଶୁଭାରମ୍ଭ !
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ପାରାଦୀପରୁ କେନ୍ଦ୍ରାପଡ଼ା ଦେଇ କେନ୍ଦୁଝର ଯିବ ମେମୋ: ୫ରେ ପ୍ରଧାନମନ୍ତ୍ରୀ କରିବେ ଶୁଭାରମ୍ଭ !

ପାରାଦୀପରୁ କେନ୍ଦ୍ରାପଡ଼ା ଦେଇ କେନ୍ଦୁଝର ଯିବ ମେମୋ: ୫ରେ ପ୍ରଧାନମନ୍ତ୍ରୀ କରିବେ ଶୁଭାରମ୍ଭ ! #କେନ୍ଦ୍ରାପଡ଼ା(ଏନ୍‌.ଏମ୍‌.): ଦୀର୍ଘ ଦିନ ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି । ଏଣିକି ବହୁ ପ୍ରତିକ୍ଷୀତ ପରାଦୀପ-ହରିଦାସପୁର ରେଳ ଲାଇନରେ ଗଡ଼ିବ ଯାତ୍ରୀବାହୀ ଟ୍ରେନ୍ । ପାରାଦୀପରୁ କେନ୍ଦ୍ରାପଡ଼ା ଦେଇ କେନ୍ଦୁଝର ଗଡ଼ିବ ମେମୋ ଟ୍ରେନ୍ । ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା ଦେଖାଇ ଟ୍ରେନ ଯାତ୍ରାର…

୬ରେ ରାଜ୍ୟ ନିର୍ବାଚନ କମିଟି ବୈଠକ ପରେ ଆସିବ ଓଡ଼ିଶାର ବିଜେପି ପ୍ରାର୍ଥୀ ତାଲିକା: ମନମୋହନ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

୬ରେ ରାଜ୍ୟ ନିର୍ବାଚନ କମିଟି ବୈଠକ ପରେ ଆସିବ ଓଡ଼ିଶାର ବିଜେପି ପ୍ରାର୍ଥୀ ତାଲିକା: ମନମୋହନ

୬ରେ ରାଜ୍ୟ ନିର୍ବାଚନ କମିଟି ବୈଠକ ପରେ ଆସିବ ଓଡ଼ିଶାର ବିଜେପି ପ୍ରାର୍ଥୀ ତାଲିକା: ମନମୋହନ #ଭୁବନେଶ୍ୱର(ଏନ୍‌.ଏମ୍‌.): ସାଧାରଣ ନିର୍ବାଚନ ପାଇଁ ବିଜେପିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଥିବାବେଳେ ଓଡ଼ିଶାରେ ବିଜେପି କର୍ମୀଙ୍କ ମଧ୍ୟରେ ନୈରାଶ୍ୟ ଭାବ ସୃଷ୍ଟି ହୋଇଛି । ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର କୌଣସି ପ୍ରାର୍ଥୀଙ୍କ ନାମ ନରହିବା ଏବଂ ପରବର୍ତ୍ତୀ ସମୟରେ ପ୍ରକାଶ କରାଯିବା ନେଇ ସ୍ପଷ୍ଟ କରିଛନ୍ତି ରାଜ୍ୟ ବିଜେପି ସଭାପତି…

୫ରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ସଚିବ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

୫ରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ସଚିବ

୫ରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ସଚିବ #ଭୁବନେଶ୍ୱର(ଏନ୍‌.ଏମ୍‌.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାର୍ଚ୍ଚ ୫ତାରିଖରେ ଓଡ଼ିଶା ଗସ୍ତରେ ଆସି ଚଣ୍ଡିଖୋଲଠାରେ ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ ଉତ୍ସବରେ ଯୋଗଦେବା ସହ ବିଜେପିର ଏକ ଦଳୀୟ ସଭାକୁ ସମ୍ବୋଧିତ କରିବେ ବୋଲି ଜଣାପଡ଼ିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ଗସ୍ତ ପାଇଁ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ଏକ ଉଚ୍ଚସ୍ତରୀୟ…

ନୂଆଦିଲ୍ଲୀରେ ବିଜେପି ଓ ବିଜେଡି ମଧ୍ୟରେ ମେଣ୍ଟ ଚୂଡ଼ାନ୍ତ!
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ନୂଆଦିଲ୍ଲୀରେ ବିଜେପି ଓ ବିଜେଡି ମଧ୍ୟରେ ମେଣ୍ଟ ଚୂଡ଼ାନ୍ତ!

ନୂଆଦିଲ୍ଲୀରେ ବିଜେପି ଓ ବିଜେଡି ମଧ୍ୟରେ ମେଣ୍ଟ ଚୂଡ଼ାନ୍ତ ! #ନୂଆଦିଲ୍ଲୀ (ଏନ୍‌.ଏମ୍‌.): ଏଠାରେ ଭାରତୀୟ ଜନତା ପାର୍ଟି ଓ ବିଜୁ ଜନତା ଦଳ ମଧ୍ୟରେ ନିର୍ବାଚନୀ ମେଣ୍ଟ ଚୂଡ଼ାନ୍ତ କରାଯାଇଥିବା ଜଣାଯାଇଛି । ଏନେଇ ଆନୁଷ୍ଠାନିକ ଘୋଷଣା ଖୁବଶୀଘ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବିଜେଡି ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ହେବାକୁ ଯାଉଛି । ଏଠାରେ ଉଲ୍ଲେଖଯୋଗ୍ୟ ଯେ ପ୍ରଧାନମନ୍ତ୍ରୀଙ୍କର ଆସନ୍ତା ସପ୍ତାହରେ ଓଡ଼ିଶା…

ଭୁବନେଶ୍ୱରରେ ଆସୋଚାମ୍ ପକ୍ଷରୁ ଓଡିଶା ମାନୁଫ୍ୟାକ୍‌ଚରିଂ କନ୍‌କ୍ଲେଭ ୨୦୨୪
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଭୁବନେଶ୍ୱରରେ ଆସୋଚାମ୍ ପକ୍ଷରୁ ଓଡିଶା ମାନୁଫ୍ୟାକ୍‌ଚରିଂ କନ୍‌କ୍ଲେଭ ୨୦୨୪

ବ୍ୟବସାୟ କରିବାର ସହଜତା ଓ ସୁଗମତା ଦୃଷ୍ଟିରୁ ଓଡିଶା ଅନ୍ୟତମ ସର୍ବୋତମ ରାଜ୍ୟ: ଇପିକଲ ଏମ୍‌ଡି ଭୁବନେଶ୍ୱରରେ ଆସୋଚାମ୍ ପକ୍ଷରୁ ଓଡିଶା ମାନୁଫ୍ୟାକ୍‌ଚରିଂ କନ୍‌କ୍ଲେଭ ୨୦୨୪ #ଭୁବନେଶ୍ୱର(ଏନ୍‌.ଏମ୍‌.): ଇପିକଲ ଓ ଇଡ୍‌କୋର ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଭୂପେନ୍ଦ୍ର ସିଂହ ପୁନିଆ ଓଡିଶାକୁ ବ୍ୟବସାୟ କରିବାର ଖର୍ଚ୍ଚ ଓ ସୁଗମ ବ୍ୟବସ୍ଥା ଦୃଷ୍ଟିରୁ ଦେଶର ଅନ୍ୟତମ ସର୍ବୋତମ ରାଜ୍ୟ ଭାବେ ଆଲୋକପାତ କରିଛନ୍ତି । ଭୁବନେଶ୍ୱରରେ ଆସୋଚାମ ଦ୍ୱାରା ଆୟୋଜିତ ମାନୁଫ୍ୟାକ୍‌ଚରିଂ…

ଦାଦନ ଶ୍ରମିକକୁ ବନ୍ଧକ ଘଟଣା: ସର୍ଦାର ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରମ ବିଭାଗ ତତ୍ପର, ନିଦାବିଷ୍ଣୁ ପାଲଟିଛି ପୁଲିସ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଦାଦନ ଶ୍ରମିକକୁ ବନ୍ଧକ ଘଟଣା: ସର୍ଦାର ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରମ ବିଭାଗ ତତ୍ପର, ନିଦାବିଷ୍ଣୁ ପାଲଟିଛି ପୁଲିସ

ଦାଦନ ଶ୍ରମିକକୁ ବନ୍ଧକ ଘଟଣା: ସର୍ଦ୍ଦାର ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରମ ବିଭାଗ ତତ୍ପର, ନିଦାବିଷ୍ଣୁ ପାଲଟିଛି ପୁଲିସ #ପାଟଣାଗଡ଼(ଏନ୍‌.ଏମ୍‌.): ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଥାନା ଖଲିଆ ଗାଁର ଦାଦନ ଶ୍ରମିକ ପରିବାରକୁ ସର୍ଦ୍ଦାର ବନ୍ଧକ ରଖି ଟଙ୍କା ଅସୁଲ କରିବା ଘଟଣାରେ ଶ୍ରମ ବିଭାଗ ପକ୍ଷରୁ ତତ୍ପରତା ଦେଖା ଦେଇଛି ସମ୍ପୃକ୍ତ ଦାଦନ ସର୍ଦ୍ଦାର ବିରୁଦ୍ଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବା ପାଇଁ ଶ୍ରମ ଅଧିକାରୀ ସୂଚନା ଦେଇଛନ୍ତି…

ଆନ୍ଧ୍ରପ୍ରଦେଶ ଚାଲାଣ ହେଉଥିଲେ ଦାଦନ ଶ୍ରମିକ; ଅଟକାଇଲେ ଯବାନ
Slider ଅପରାଧ ଦେଶ ବିଦେଶ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଆନ୍ଧ୍ରପ୍ରଦେଶ ଚାଲାଣ ହେଉଥିଲେ ଦାଦନ ଶ୍ରମିକ; ଅଟକାଇଲେ ଯବାନ

ଆନ୍ଧ୍ରପ୍ରଦେଶ ଚାଲାଣ ହେଉଥିଲେ ଦାଦନ ଶ୍ରମିକ; ଅଟକାଇଲେ ଯବାନ #ନାରାୟଣପାଟଣା(ଏନ୍‌.ଏମ୍‌.): ରାଜ୍ୟରେ ଶ୍ରମିକ ଚାଲଣ ଥମିବାରେ ନାଁ ଧରୁନି । ବିଶେଷ କରି ଘର ପାଖରେ ଧନ୍ଦା ନମିଳିବା ଯୋଗୁଁ ରାଜ୍ୟବାହାରକୁ ଦାଦନ ଖଟିବା ପାଇଁ ରାଜ୍ୟରୁ ଲୋକ ଚାଲିଯାଉଛନ୍ତି । ମାତ୍ର ସେଠାରେ ବିଭିନ୍ନ ନିର୍ଯ୍ୟାତନାର ଶିକାର ହୋଇ ମଧ୍ୟ ଘରକୁ ସହଜରେ ଫେରି ପାରୁନାହାନ୍ତି । ବ୍ୟାପକ ସଚେତନତା ସତ୍ତ୍ୱେ ବେଆଇନ ଦାଦନ ଚାଲାଣ କମୁନାହିଁ ।…

ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପେ୍ଲକ୍ସ ପାଇଁ ଚୌଦ୍ୱାରରେ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପେ୍ଲକ୍ସ ପାଇଁ ଚୌଦ୍ୱାରରେ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପେ୍ଲକ୍ସ ପାଇଁ ଚୌଦ୍ୱାରରେ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ୩୦୦୦ କୋଟି ଟଙ୍କା ପୁଞ୍ଜିନିବେଶ, ପ୍ରତ୍ୟେକ୍ଷ ୧୦ ହଜାର ଓ ପରୋକ୍ଷ ୨୦ହଜାର ନିଯୁକ୍ତି ସୁଯୋଗ ପୁଞ୍ଜି ଆକର୍ଷଣରେ ଓଡିଶା ଶ୍ରେଷ୍ଠ ରାଜ୍ୟ- ୱେଲସ୍ପନ ଗ୍ରୁପ ଅଧ୍ୟକ୍ଷ ଶ୍ରୀ ଗୋଏଙ୍କା ୫୦ ଦଶକରେ ବିଜୁ ବାବୁ ଚୌଦ୍ୱାରରେ ଶିଳ୍ପ ବିକାଶରେ ଭିତ୍ତି ରଖିଥିଲେ, ଆଜି ଚୌଦ୍ୱାର ତା’ର ହୃତଗୌରବ ଫେରି ପାଇବାକୁ ଯାଉଛି-…

ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ଚଢ଼ାଉ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ଚଢ଼ାଉ

ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ଚଢ଼ାଉ #ଭଦ୍ରକ(ଏନ୍‌.ଏମ୍‌.): ଇଡିର ସ୍କାନରରେ ଏବେ ରାଜନେତା । ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ସରଗରମ ଆରମ୍ଭ ହୋଇଥିବାବେଳେ ରାଜନେତାଙ୍କ ଘରେ ଏଭଳି ଚଢ଼ାଉକୁ ନେଇ ସମସ୍ତେ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି । ଏହାର ଫଳାଫଳକୁ ଜନତା ଚାହିଁ ରହିଛନ୍ତି । ଜମି କାରବାରରେ ଦୁର୍ନୀତି ହୋଇଥିବା ଅଭିଯୋଗରେ ଆଜି ଭଦ୍ରକ ଭଣ୍ଡାରିପୋଖରୀ ବିଧାୟକ ତଥା ବିଜେଡିର ପୂର୍ବତନ ମନ୍ତ୍ରୀ…

ବିଜେପି ପକ୍ଷରୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ବିଜେଡିର ସମର୍ଥନ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବିଜେପି ପକ୍ଷରୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ବିଜେଡିର ସମର୍ଥନ

ବିଜେପି ପକ୍ଷରୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ବିଜେଡିର ସମର୍ଥନ #ଭୁବନେଶ୍ୱର(ଏନ୍‌.ଏମ୍‌.): ବିଜେପି ପକ୍ଷରୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଆଜି ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିବା ବେଳେ ତାହାକୁ ପୂର୍ବଭଳି ବିଜେଡି ସମର୍ଥନ ଜଣାଇଛି । ଫଳରେ ଏପର ବି ବିଜେଡି ସମର୍ଥନରେ ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭା ଯିବାକୁ ରାସ୍ତା ପରିଷ୍କାର ହୋଇଛି । ଓଡ଼ିଶାରୁ ୩ଜଣ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଶେଷ…

ରାଜ୍ୟସଭା ପାଇଁ ୨ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ବିଜେଡି
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ରାଜ୍ୟସଭା ପାଇଁ ୨ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ବିଜେଡି

ରାଜ୍ୟସଭା ପାଇଁ ୨ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ବିଜେଡି #ଭୁବନେଶ୍ୱର (ଏନ୍‌.ଏମ୍‌.): ଶେଷରେ କଳ୍ପନାଜଳ୍ପନାର ଅନ୍ତ ଘଟାଇ ବିଜେଡି ପକ୍ଷରୁ ଆଜି ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ତେବେ ରାଜ୍ୟରୁ ୩ଜଣ ସାଂସଦଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଥିବାବେଳେ ଆଜି ବିଜେଡି ୨ଜଣଙ୍କ ନାମ ଘୋଷଣା କରିଛି । କଟକ ଜିଲ୍ଲା ବିଜେଡି ସଭାପତି ତଥା ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ଯୁବ…

ଷ୍ଟେଟ ୟୁନିଅନ ଅଫ ଜର୍ଣ୍ଣାଲିଷ୍ଟର ବାର୍ଷିକ ଉତ୍ସବ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଷ୍ଟେଟ ୟୁନିଅନ ଅଫ ଜର୍ଣ୍ଣାଲିଷ୍ଟର ବାର୍ଷିକ ଉତ୍ସବ

ଷ୍ଟେଟ ୟୁନିଅନ ଅଫ ଜର୍ଣ୍ଣାଲିଷ୍ଟର ବାର୍ଷିକ ଉତ୍ସବ #ଭୁବନେଶ୍ୱର(ଏନ୍‌.ଏମ୍‌.): ଷ୍ଟେଟ ୟୁନିଅନ ଅଫ ଜର୍ଣ୍ଣାଲିଷ୍ଟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଜୟଦେବ ଭବନ ଠାରେ ଆୟୋଜିତ ସମାବେଶରେ ମୁଖ୍ୟଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ,ଆଇନ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗଦେଇ ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା ଓ ସମାଧାନ ସମ୍ପର୍କରେ ଆଲୋକପାତ କରିଥିଲେ। ମୁଖ୍ୟବକ୍ତା ଭାବେ ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା…

ଭାରତୀୟ ସାମ୍ବାଦିକ ଉନ୍ନୟନ ପରିଷଦ ପକ୍ଷରୁ ପ୍ରେସ ଲୋଗୋ ଉନ୍ମୋଚିତ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଭାରତୀୟ ସାମ୍ବାଦିକ ଉନ୍ନୟନ ପରିଷଦ ପକ୍ଷରୁ ପ୍ରେସ ଲୋଗୋ ଉନ୍ମୋଚିତ

ଭାରତୀୟ ସାମ୍ବାଦିକ ଉନ୍ନୟନ ପରିଷଦ ପକ୍ଷରୁ ପ୍ରେସ ଲୋଗୋ ଉନ୍ମୋଚିତ #କଟକ(ଏନ୍‌.ଏମ୍‌.): ସାମ୍ବାଦିକତାର ପରିପୃଷ୍ଟତା, ସାମ୍ବାଦିକ ସମୂହର ବୃତ୍ତିଗତ ଓ ଅର୍ଥନୈତିକ କଲ୍ୟାଣ ତଥା ସାମାଜିକ ସୁରକ୍ଷା ଉଦ୍ଦେଶ୍ୟରେ ଭାରତୀୟ ସାମ୍ବାଦିକ ଉନ୍ନୟନ ପରିଷଦ ଗଠନ କରାଯାଇଛି । ସାମ୍ବାଦିକତା କ୍ଷେତ୍ରରେ ଦେଶରେ ତଥା ଦେଶ ବାହାରେ ଘଟୁଥିବା ଘଟଣା ପ୍ରବାହ ଚିନ୍ତାର ବିଷୟ ହୋଇଥିବାବେଳେ ଏ କ୍ଷେତ୍ରରେ ବେଳହୁଁ ସଚେତନତାର ଆବଶ୍ୟକତା ରହିଛି । ସାମ୍ବାଦିକତାର ସୁରକ୍ଷା ଓ…

ଶ୍ରୀମନ୍ଦିର ହୁଣ୍ଡି ଟଙ୍କା ଚୋରି କରି ଧରାପଡ଼ିଲେ ପିଅନ: ଶ୍ରଦ୍ଧାଳୁଙ୍କ ମଧ୍ୟରେ ନୈରାଶ୍ୟ ଭାବ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଶ୍ରୀମନ୍ଦିର ହୁଣ୍ଡି ଟଙ୍କା ଚୋରି କରି ଧରାପଡ଼ିଲେ ପିଅନ: ଶ୍ରଦ୍ଧାଳୁଙ୍କ ମଧ୍ୟରେ ନୈରାଶ୍ୟ ଭାବ

ଶ୍ରୀମନ୍ଦିର ହୁଣ୍ଡି ଟଙ୍କା ଚୋରି କରି ଧରାପଡ଼ିଲେ ପିଅନ: ଶ୍ରଦ୍ଧାଳୁଙ୍କ ମଧ୍ୟରେ ନୈରାଶ୍ୟ ଭାବ #ପୁରୀ(ଏନ୍‌.ଏମ୍‌.): କଥାରେ ଅଛି ବାଡ଼ ଯଦି ଫସଲ ଖାଇବ ତେବେ ଜଗିବ କିଏ? ଏଭଳି ଘଟଣା ଦେଖିବାକୁ ମିଳିଛି ଜଗନ୍ନାଥ ଧାମ ପୁରୀରେ । ସୂଚନା ଅନୁଯାୟୀ ଶ୍ରୀମନ୍ଦିର ହୁଣ୍ଡି ଟଙ୍କା ଗଣତି ବେଳେ ଚୋରି କରି ଜଣେ ପିଅନ ଧରାପଡ଼ିଛନ୍ତି । ତାଙ୍କ ନାଁ ପ୍ରଦୀପ୍ତ କୁମାର ମହାପାତ୍ର । ତାଙ୍କ ଠାରୁ…

ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ #କଟକ(ଏନ୍‌.ଏମ୍‌.): ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଆଜି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଶପଥ ନେଇଛନ୍ତି । ରାଜ୍ୟପାଳ ରଘୁବର ଦାସ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ରାଜ୍ୟପାଳ, ପୁଲିସ ଡିଜିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ…

ଆଦିବାସୀ ସେବା ସଂଘ ପକ୍ଷରୁ ମାଘେ ପରବ
Slider ଦେଶ ବିଦେଶ ପପୁଲାର ନିଓଜ ମନୋରଞ୍ଜନ ରାଜ୍ୟ

ଆଦିବାସୀ ସେବା ସଂଘ ପକ୍ଷରୁ ମାଘେ ପରବ

ଆଦିବାସୀ ସେବା ସଂଘ ପକ୍ଷରୁ ମାଘେ ପରବ #କଟକ(ଏନ୍‌.ଏମ୍‌.): ସ୍ଥାନୀୟ ସିଡିଏ ସେକ୍ଟର ୧୧ କାଠଯୋଡ଼ି କୂଳ ଗାଙ୍ଗୁଲି ବସ୍ତିରେ ଆଦିବାସୀ ସେବା ସଂଘ ପକ୍ଷରୁ ପାରମ୍ପରିକ ଭାବେ ଆଦିବାସୀ ସମ୍ପ୍ରଦାୟର ମାଘେ ପରବ ଉତ୍ସାହର ସହ ପାଳିତ ହୋଇ ଯାଇଛି । ଏହି ମାଘେ ପରବ ଉପଲକ୍ଷେ ଆଦିବାସୀ ପିଲାମାନଙ୍କ ନିମନ୍ତେ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ହୋଇଥିଲା । ଏହି ଅବସରରେ ଆଦିବାସୀ ବାଦ୍ୟର ତାଳେତାଳେ ଦୁଇ ଦିନ…