ପୁଣି କୋଳାହଳ ହୋଇଉଠିବ ଶିଳ୍ପନଗରୀ ଚୌଦ୍ୱାର: ଅଞ୍ଚଳବାସୀଙ୍କ ମୁହଁରେ ଫୁଟୁଛି ହସ ; ଓଟିଏମ ଜମିରେ ଖୋଲିବ ଟେକ୍ସଟାଇଲ ଆଣ୍ଡ ଲଜିଷ୍ଟିକ ପାର୍କ : ଆସନ୍ତା ୧୭ରେ ମୁଖ୍ୟମନ୍ତ୍ରୀ କରିବେ ଶିଳାନ୍ୟାସ !
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ପୁଣି କୋଳାହଳ ହୋଇଉଠିବ ଶିଳ୍ପନଗରୀ ଚୌଦ୍ୱାର: ଅଞ୍ଚଳବାସୀଙ୍କ ମୁହଁରେ ଫୁଟୁଛି ହସ ; ଓଟିଏମ ଜମିରେ ଖୋଲିବ ଟେକ୍ସଟାଇଲ ଆଣ୍ଡ ଲଜିଷ୍ଟିକ ପାର୍କ : ଆସନ୍ତା ୧୭ରେ ମୁଖ୍ୟମନ୍ତ୍ରୀ କରିବେ ଶିଳାନ୍ୟାସ !

ପୁଣି କୋଳାହଳ ହୋଇଉଠିବ ଶିଳ୍ପନଗରୀ ଚୌଦ୍ୱାର: ଅଞ୍ଚଳବାସୀଙ୍କ ମୁହଁରେ ଫୁଟୁଛି ହସ ଓଟିଏମ ଜମିରେ ଖୋଲିବ ଟେକ୍ସଟାଇଲ ଆଣ୍ଡ ଲଜିଷ୍ଟିକ ପାର୍କ : ଆସନ୍ତା ୧୭ରେ ମୁଖ୍ୟମନ୍ତ୍ରୀ କରିବେ ଶିଳାନ୍ୟାସ ! #ଚୌଦ୍ୱାର/କଟକ(ଏନ୍‌.ଏମ୍‌.): ଶିଳ୍ପନଗରୀ ଚୌଦ୍ୱାରର ହୃତ ଗୌରବ ପୁଣି ଫେରିବ । ବର୍ଷ ବର୍ଷ ଧରି ଶିଳ୍ପଶୂନ୍ୟ ହୋଇ ଶ୍ରୀହୀନ ହୋଇ ପଡ଼ିଥିବା ଚୌଦ୍ୱାର ପୁନର୍ବାର ଶିଳ୍ପ ସମୃଦ୍ଧ ହେବ । ଏଥି ପାଇଁ ରାଜ୍ୟସରକାର ଜୋରଦାର ଉଦ୍ୟମ…

ଆସନ୍ତାକାଲି ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଆସନ୍ତାକାଲି ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଆସନ୍ତାକାଲି ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ #ସମ୍ବଲପୁର(ଏନ୍‌.ଏମ୍‌.): ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି । ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ମୋଦୀ ଜନ ସାଧାରଣଙ୍କୁ ଉଦବୋଧନ ଦେବେ । ସମ୍ବଲପୁର ଆଇଆଇଏମର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନର କାର୍ଯ୍ୟକ୍ରମ ରହିଛି । ସେଥିପାଇଁ ଆଇଆଇଏମ ପରିସରରେ ବ୍ୟାପକ ପ୍ରସ୍ତୁତି ଚାଲିଛି । ହେଲିପ୍ୟାଡ…

ରାଜଭବନରେ ଦିଲ୍ଲୀ ଗଣତନ୍ତ୍ର ଦିବସ ପ୍ୟାରେଡ୍‌ର ଓଡ଼ିଶା କଂଟିଜେଣ୍ଟ, ରାଷ୍ଟ୍ର ନିର୍ମାଣରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ଭୂମିକା ପ୍ରଶଂସନୀୟ- ରାଜ୍ୟପାଳ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ରାଜଭବନରେ ଦିଲ୍ଲୀ ଗଣତନ୍ତ୍ର ଦିବସ ପ୍ୟାରେଡ୍‌ର ଓଡ଼ିଶା କଂଟିଜେଣ୍ଟ, ରାଷ୍ଟ୍ର ନିର୍ମାଣରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ଭୂମିକା ପ୍ରଶଂସନୀୟ- ରାଜ୍ୟପାଳ

ରାଜଭବନରେ ଦିଲ୍ଲୀ ଗଣତନ୍ତ୍ର ଦିବସ ପ୍ୟାରେଡ୍‌ର ଓଡ଼ିଶା କଂଟିଜେଣ୍ଟ ରାଷ୍ଟ୍ର ନିର୍ମାଣରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ଭୂମିକା ପ୍ରଶଂସନୀୟ- ରାଜ୍ୟପାଳ #ଭୁବନେଶ୍ୱର(ଏନ୍‌.ଏମ୍‌.): ଭାରତ ପୃଥିବୀର ଏକ ଯୁବ ଦେଶ । ଯୁବ ଶକ୍ତି ହିଁ ରାଷ୍ଟ୍ର ଶକ୍ତି ଓ ଦେଶର ଭବିଷ୍ୟତ । ଏନସିସି ଯୁବଛାତ୍ରମାନଙ୍କୁ ଅନୁଶାସନ, ସମର୍ପଣ ଏବଂ ଦେଶ ସେବାର ଭାବ ଓ ଭାବନାରେ ଉଦ୍‌ବୁଦ୍ଧ କରେ । ବିଭିନ୍ନ ସାମାଜିକ ଓ ସାଂସ୍କୃତିକ କ୍ରିୟାଶୀଳତାରେ…

କଂଗ୍ରେସର ଭାରତ ଯୋଡ ନ୍ୟାୟ ଯାତ୍ରା: ଫେବୃଆରୀ ୬ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

କଂଗ୍ରେସର ଭାରତ ଯୋଡ ନ୍ୟାୟ ଯାତ୍ରା: ଫେବୃଆରୀ ୬ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି

କଂଗ୍ରେସର ଭାରତ ଯୋଡ ନ୍ୟାୟ ଯାତ୍ରା: ଫେବୃଆରୀ ୬ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି #ଭୁବନେଶ୍ୱର(ଏନ୍‌.ଏମ୍‌.): ସମ୍ପ୍ରତି ଦେଶରେ ସାଧାରଣ ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳରେ ପ୍ରସ୍ତୁତି ଆରମ୍ଭ ହୋଇଛି । ନେତାମାନେ କିଭଳି ଜନତାଙ୍କୁ ନିଜ ଆଡକୁ ଆକୃଷ୍ଟ କରି ପାରିବେ ସେ ନେଇ ଜୋରଦାର ଉଦ୍ୟମ ଚଳାଇଛନ୍ତି । ଏହି ପରିପ୍ରେକ୍ଷୀରେ ଆସନ୍ତା ଫେବ୍ରୁଆରୀ ୬ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି…

ନୂଆ ଦାୟିତ୍ୱ ଗ୍ରହଣ କଲେ ସମର୍ଥ ବର୍ମା, କାର୍ଯ୍ୟରେ ଯୋଗଦେଲେ ପୁରୀର ନୂଆ ଜିଲ୍ଲାପାଳ
Slider ଦେଶ ବିଦେଶ ପପୁଲାର ନିଓଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ନୂଆ ଦାୟିତ୍ୱ ଗ୍ରହଣ କଲେ ସମର୍ଥ ବର୍ମା, କାର୍ଯ୍ୟରେ ଯୋଗଦେଲେ ପୁରୀର ନୂଆ ଜିଲ୍ଲାପାଳ

ନୂଆ ଦାୟିତ୍ୱ ଗ୍ରହଣ କଲେ ସମର୍ଥ ବର୍ମା, କାର୍ଯ୍ୟରେ ଯୋଗଦେଲେ ପୁରୀର ନୂଆ ଜିଲ୍ଲାପାଳ ପୁରୀ(ଏନ୍‌.ଏମ୍‌.): ଶ୍ରୀମନ୍ଦିରର ଅତିରିକ୍ତ ମୁଖ୍ୟ ପ୍ରଶାସକ ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ସମର୍ଥ ବର୍ମା । ପୂର୍ବରୁ ସେ ପୁରୀ ଜିଲ୍ଲାପାଳ ଥିଲେ । ୮ ଦିନ ତଳେ ତାଙ୍କୁ ଶ୍ରୀମନ୍ଦିରର ଅତିରିକ୍ତ ମୁଖ୍ୟ ପ୍ରସାଶକ ଭାବେ ବଦଳି କରାଯାଇଥିଲା । ଅନ୍ୟପକ୍ଷରେ ପୁରୀ ଜିଲ୍ଲାପାଳ ଭାବେ ଆଜି ଦାୟିତ୍ୱ ନେଇଛନ୍ତି ବିଜୟ…

ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ; ପୂରଣ ହେବ ୫୬ ଆସନ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ; ପୂରଣ ହେବ ୫୬ ଆସନ

ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ; ପୂରଣ ହେବ ୫୬ ଆସନ #ନୂଆଦିଲ୍ଲୀ(ଏଜେନ୍ସି): ଦେଶରେ ଖୁବ ଶିଘ୍ର ଆରମ୍ଭ ହେବାକୁ ଯାଉଛି ନିର୍ବାଚନ ପ୍ରକ୍ରିୟା । ଲୋକସଭା ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟସଭା ନିର୍ବାଚନ ହେବ । ତେବେ ଫେବ୍ରୁଆରୀ ୨୭ତାରଖରେ ରାଜ୍ୟସଭା ନିର୍ବାଚନ ହେବା ନେଇ ନିର୍ବାଚନ କମିଶନରଙ୍କ ପକ୍ଷରୁ ଘୋଷଣା କରାଯାଇଛି । ଦେଶର ୧୫ଟି ରାଜ୍ୟରେ ଖାଲି ପଡିବାକୁ ଥିବା ୫୬ ଆସନ ପାଇଁ ନିର୍ବାଚନ ହେବ…

ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବ ଉଦ୍‌ଘାଟିତ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବ ଉଦ୍‌ଘାଟିତ

ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବ ଉଦ୍‌ଘାଟିତ #ଭୁବନେଶ୍ୱର(ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବକୁ ଉଦ୍‌ଘାଟନ କରିଛନ୍ତି । ଏସିଆର ସର୍ବବୃହତ୍ ଲୁଣା ହ୍ରଦ ଚିଲିକା ହେଉଛି ଲକ୍ଷାଧିକ ବିଦେଶାଗତ ପକ୍ଷୀମାନଙ୍କ ବିଚରଣସ୍ଥଳୀ । ଏହି ମହୋତ୍ସବ ପକ୍ଷୀପ୍ରେମୀମାନଙ୍କୁ ଅତି ନିକଟରୁ ଚିଲିକା ଓ ବିଦେଶାଗତ ପକ୍ଷୀମାନଙ୍କୁ ଜାଣିବାର ସୁଯୋଗ ଆଣିଦେବ । ପର୍ଯ୍ୟଟନ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଓ ଚିଲିକା…

ଲୋକାର୍ପିତ ହେଲା ସମଲେଇ ପ୍ରକଳ୍ପ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଲୋକାର୍ପିତ ହେଲା ସମଲେଇ ପ୍ରକଳ୍ପ

ଲୋକାର୍ପିତ ହେଲା ସମଲେଇ ପ୍ରକଳ୍ପ #ସମ୍ବଲପୁର(ଏନ୍‌.ଏମ୍‌.): ଲୋକାର୍ପିତ ହୋଇଛି ବହୁ ପ୍ରତିକ୍ଷିତ ସମଲେଇ ପ୍ରକଳ୍ପ । ସମ୍ବଲପୁରରେ ହୋଇଥିବା ମା’ ସମଲେଇ ପ୍ରକଳ୍ପକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ମଧ୍ୟାହ୍ନ ସମୟରେ ଜମାଦାରପାଲି ଏୟାରଷ୍ଟ୍ରିପରେ ବିମାନ ଯୋଗେ ପହଞ୍ଚିଥିଲେ । ସେଠାରୁ ସମଲେଇ ମନ୍ଦିରକୁ ଯାଇ ଅପରାହ୍ନ ପ୍ରାୟ ୧ଟାରେ ଏହି ମନ୍ଦିର ଲୋକାର୍ପଣ କରିଥିବା ଜଣାଯାଇଛି…

ଭାରତୀୟ ଶ୍ରମସମ୍ମିଳନୀ-୨୦୨୪
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଭାରତୀୟ ଶ୍ରମସମ୍ମିଳନୀ-୨୦୨୪

ଭାରତୀୟ ଶ୍ରମସମ୍ମିଳନୀ-୨୦୨୪ ଭୁବନେଶ୍ୱର(ଏନ୍‌.ଏମ୍‌.): କେରଳର କୋଝିକୋଡ଼ି ଠାରେ ଭାରତୀୟ ଶ୍ରମ ସମ୍ମିଳନୀ-୨୦୨୪ ଅନୁଷ୍ଠିତ ହୋଇ ଯାଇଛି । ଏହି ସମ୍ମିଳନୀରେ ଭାରତର ବିଭିନ ରାଜ୍ୟରୁ ଶ୍ରମ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ । ଓଡିଶାରୁ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ଅତିରିକ୍ତ ଶାସନ ସଚିବ ନୀତିରଞ୍ଜନ ସେନ,ସମ୍ମାନିତ ବକ୍ତାଭାବରେ ସମ୍ମିଳନୀରେ ଯୋଗଦେଇ ବିଭାଗର କାର୍ଯ୍ୟକ୍ରମ ବିଷୟରେ ଅତିଥିମାନଙ୍କୁ ବକ୍ତବ୍ୟ ପ୍ରଦାନ କରିଥିଲେ । ଶେଷରେ ଭାରତର ବିଭିନ୍ନ…

ଅଯୋଧ୍ୟାରେ ରାମ ଲାଲାଙ୍କ ପ୍ରାଣପ୍ରତିଷ୍ଠା ନେଇ ସମ୍ପୂର୍ଣ୍ଣ ଦେଶ ଉତ୍ସବ ମୁଖର
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଅଯୋଧ୍ୟାରେ ରାମ ଲାଲାଙ୍କ ପ୍ରାଣପ୍ରତିଷ୍ଠା ନେଇ ସମ୍ପୂର୍ଣ୍ଣ ଦେଶ ଉତ୍ସବ ମୁଖର

ଅଯୋଧ୍ୟାରେ ରାମ ଲାଲାଙ୍କ ପ୍ରାଣପ୍ରତିଷ୍ଠା ନେଇ ସମ୍ପୂର୍ଣ୍ଣ ଦେଶ ଉତ୍ସବ ମୁଖର କଟକ/ଅଯୋଧ୍ୟା(ଏଜେନ୍ସି): ଅଯୋଧ୍ୟାରେ ବିରାଜିଲେ ପ୍ରଭୁ ରାମଲଲା । ଅଯୋଧ୍ୟା ରାମ ମନ୍ଦିରରେ ସଂପନ୍ନ ହେଲା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ । କାଶୀ ପୀଠର ବେଦଜ୍ଞ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସଂପନ୍ନ କରିଛନ୍ତି । ମୁଖ୍ୟ ଯଜମାନ ଭାବେ ଦାୟିତ୍ୱ ନିର୍ବାହ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗର୍ଭଗୃହରେ ସୁନା ବେଶରେ ରାମଲଲାଙ୍କ ମନୋରମ ଛବି ମନ…

ପୂର୍ବତନ ସାଂସଦ ଅନାଦି ସାହୁଙ୍କ ପରଲୋକ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ପୂର୍ବତନ ସାଂସଦ ଅନାଦି ସାହୁଙ୍କ ପରଲୋକ

ପୂର୍ବତନ ସାଂସଦ ଅନାଦି ସାହୁଙ୍କ ପରଲୋକ #କଟକ(ଏନ୍‌.ଏମ୍‌.): ପୂର୍ବତନ ସାଂସଦ ଅନାଦି ସାହୁଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ହୋଇଥିଲା । କଟକର ସିଡିଏ ସ୍ଥିତ ବାସଭବନରେ ଗତକାଲି ବିଳମ୍ବିତ ରାତିରେ ଅନାଦି ସାହୁ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଦୀର୍ଘଦିନ ଧରି ଅନାଦି ସାହୁ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ । ୨ରୁ୩ ବର୍ଷ ହେବ ସେ ଶଯ୍ୟାଶାୟୀ ଥିଲେ ।…

ଏନ.ଆର.ଆର.ଆଇରେ ପେନସନର୍ସ ସମ୍ମିଳନୀ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଏନ.ଆର.ଆର.ଆଇରେ ପେନସନର୍ସ ସମ୍ମିଳନୀ

ଏନ.ଆର.ଆର.ଆଇରେ ପେନସନର୍ସ ସମ୍ମିଳନୀ #କଟକ(ଏନ୍‌.ଏମ୍‌.): ସ୍ଥାନୀୟ ବିଦ୍ୟାଧରପୁର ସ୍ଥିତ ଆଇସିଏଆର ପୂର୍ବାଞ୍ଚଳ ପେନସନର୍ସ ଆସୋସିଏସନର ଦ୍ୱିତୀୟ ବାର୍ଷିକ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ଆଇସିଏଆର ପୂର୍ବାଞ୍ଚଳର ୧୫୦ରୁ ଉର୍ଦ୍ଧ୍ୱ ପେନସନର୍ସ ଯୋଗ ଦେଇଥିଲେ । ସଭାପତି ଡ. ଶରତ ଚନ୍ଦ୍ର ସାହୁ ସ୍ୱାଗତ ଭାଷଣ ଦେବା ସହ ଆସୋସିଏସନ ଗଠନର ଲକ୍ଷ୍ୟ ଏବଂ କାର୍ଯ୍ୟକଳାପ ସମ୍ପର୍କରେ ଅବଗତ କରିଥିଲେ । ସର୍ବଭାରତୀୟ କେନ୍ଦ୍ରୀୟ ପେନସନର ଆସୋସିଏସନ,…

ନଦୀବନ୍ଧ ପୁନର୍ବାସ ଓ ଉନ୍ନତିକରଣ ପ୍ରକଳ୍ପ କାର୍ଯ୍ୟଧାରାର ମଧ୍ୟବର୍ତ୍ତୀକାଳୀନ ସମୀକ୍ଷା
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ନଦୀବନ୍ଧ ପୁନର୍ବାସ ଓ ଉନ୍ନତିକରଣ ପ୍ରକଳ୍ପ କାର୍ଯ୍ୟଧାରାର ମଧ୍ୟବର୍ତ୍ତୀକାଳୀନ ସମୀକ୍ଷା

ନଦୀବନ୍ଧ ପୁନର୍ବାସ ଓ ଉନ୍ନତିକରଣ ପ୍ରକଳ୍ପ କାର୍ଯ୍ୟଧାରାର ମଧ୍ୟବର୍ତ୍ତୀକାଳୀନ ସମୀକ୍ଷା ଡ୍ୟାମ୍ ସୁରକ୍ଷା କ୍ଷେତ୍ରରେ ଓଡ଼ିଶାର ଭୂମିକାକୁ ବିଶ୍ୱ ବ୍ୟାଙ୍କ ସମେତ ବିଭିନ୍ନ ସଂଗଠନର ପ୍ରଶଂସା #ଭୁବନେଶ୍ୱର (ଏନ୍‌.ଏମ୍‌.): ନଦୀବନ୍ଧ ପୁନର୍ବାସ ଓ ଉନ୍ନତିକରଣ ପ୍ରକଳ୍ପ (ଡିଆରଆଇପି)ର କାର୍ଯ୍ୟଧାରାର ସମୀକ୍ଷା ପାଇଁ ବିଶ୍ୱବ୍ୟାଙ୍କ ପକ୍ଷରୁ ଜାନୁଆରୀ ୧୮ ଓ ୧୯ ତାରିଖ ଦୁଇଦିନ ଧରି ଭୁବନେଶ୍ୱରରେ ମଧ୍ୟବର୍ତ୍ତୀକାଳୀନ ସମୀକ୍ଷା ମିଶନ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପଶ୍ଚିମବଙ୍ଗ, ମଧ୍ୟପ୍ରଦେଶ,…

ଅଶ୍ରୁଳ ଶ୍ରଦ୍ଧାଞ୍ଜଳି
Slider କୃଷି କ୍ରୀଡା ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ୱାସ୍ଥ୍ୟ

ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ପ୍ରଥମ ବାର୍ଷିକ ଶ୍ରାଦ୍ଧ ଦିବସ ଅବସରରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସ୍ଥିତି ଅନୁଧ୍ୟାନ କଲେ ଡିଜିପି
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସ୍ଥିତି ଅନୁଧ୍ୟାନ କଲେ ଡିଜିପି

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସ୍ଥିତି ଅନୁଧ୍ୟାନ କଲେ ଡିଜିପି #ପୁରୀ(ଏନ୍‌.ଏମ୍‌.): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆସନ୍ତା ୧୭ରେ ଲୋକାର୍ପଣ ଉତ୍ସବ ପୂର୍ବରୁ ଆଜି ପୁରୀରେ ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିଛନ୍ତି ପୁଲିସ ମହାନିର୍ଦ୍ଦେଶକ ଅରୁଣ ଷଡ଼ଙ୍ଗୀ । ତାଙ୍କ ସହ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀମାନେ ଆଜି ଯଜ୍ଞ ସ୍ଥଳ, ଶ୍ରୀସେତୁ, ଶ୍ରୀମାର୍ଗ, ଜଗନ୍ନାଥ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ଭାସ୍କର୍ଯ୍ୟରେ ଚମକୁଛି ପୁରୀ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ଭାସ୍କର୍ଯ୍ୟରେ ଚମକୁଛି ପୁରୀ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ଭାସ୍କର୍ଯ୍ୟରେ ଚମକୁଛି ପୁରୀ ପୁରୀ(ଏନ୍‌.ଏମ୍‌.): ମର୍ତ୍ତ୍ୟର ବୈକୁଣ୍ଠ କୁହାଯାଉଥିବା ଶ୍ରୀକ୍ଷେତ୍ର ଧାମ ଏବେ ଚମକୁଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦ୍‌ଘାଟନ ନିମନ୍ତେ ପୁରୀ ସହର ଏବେ ନବ ବଧୂ ଭଳି ସଜେଇ ହୋଇଛି । କେବଳ ସେତିକି ନୁହେଁ ଶ୍ରୀସେତୁର ଶିରି ବଢ଼ାଉଛି ପଥର କାରୁକାର୍ଯ୍ୟ । ସେତୁର ଉଭୟ ପାର୍ଶ୍ୱରେ ଶ୍ରୀଜଗନ୍ନାଥ ସଂସ୍କୃତିର ଅନୁଭବ ଦେଉଛି ପଥର ଭାସ୍କର୍ଯ୍ୟ । ସେତୁ କାନ୍ଥରେ…

କଟକ ଜିଲ୍ଲାରେ ପ୍ରଶାସନିକ ଅଧିକାରୀଙ୍କ ଉପରେ ତେଜୁଛି ଅସନ୍ତୋଷ: ୭ ମାସ ହେଲା ଚାଉଳ ମିଳିନଥିବାରୁ ଅର୍ପଣ ରଥକୁ ଅଟକାଇଲେ ଗ୍ରାମବାସୀ
Slider ଦେଶ ବିଦେଶ ପପୁଲାର ନିଓଜ ରାଜନୀତି ରାଜ୍ୟ

କଟକ ଜିଲ୍ଲାରେ ପ୍ରଶାସନିକ ଅଧିକାରୀଙ୍କ ଉପରେ ତେଜୁଛି ଅସନ୍ତୋଷ: ୭ ମାସ ହେଲା ଚାଉଳ ମିଳିନଥିବାରୁ ଅର୍ପଣ ରଥକୁ ଅଟକାଇଲେ ଗ୍ରାମବାସୀ

କଟକ ଜିଲ୍ଲାରେ ପ୍ରଶାସନିକ ଅଧିକାରୀଙ୍କ ଉପରେ ତେଜୁଛି ଅସନ୍ତୋଷ: ୭ ମାସ ହେଲା ଚାଉଳ ମିଳିନଥିବାରୁ ଅର୍ପଣ ରଥକୁ ଅଟକାଇଲେ ଗ୍ରାମବାସୀ #ନରସିଂହପୁର(ଏନ୍‌.ଏମ୍‌.): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦ୍‌ଘାଟନର ଅବ୍ୟବହିତ ପୂର୍ବରୁ ରାଜ୍ୟ ବ୍ୟାପୀ ଶ୍ରୀଜଗନ୍ନାଥ ଅର୍ପଣ ରଥ ପରିକ୍ରମା କରୁଥିବାବେଳେ ସବୁଆଡେ ଭବ୍ୟ ସ୍ୱାଗତ କରାଯାଉଛି । ମାତ୍ର କଟକ ଜିଲ୍ଲା ନରସିଂହପୁର ଅଞ୍ଚଳରେ ଗ୍ରାମବାସୀମାନେ ଅର୍ପଣ ରଥକୁ ଅଟକାଇ ବିରୋଧ ପ୍ରଦର୍ଶନ କରିବା ଘଟଣା ସମସ୍ତଙ୍କୁ ଚକିତ…

ଆକାଶ ପଥ ସହ ଯୋଡ଼ିହେଲା ମାଲକାନଗିରି
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଆକାଶ ପଥ ସହ ଯୋଡ଼ିହେଲା ମାଲକାନଗିରି

ଆକାଶ ପଥ ସହ ଯୋଡ଼ିହେଲା ମାଲକାନଗିରି ମାଲକାନାଗିରି(ଏନ୍‌.ଏମ୍‌.): ଆକାଶ ପଥ ସହ ଯୋଡ଼ି ହୋଇଛି ମାଲକାନଗିରି । ଲୋକାର୍ପିତ ହୋଇଛି ମାଲକାନଗିରି ଏୟାରପୋର୍ଟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଠାରେ ନୂତନ ବିମାନବନ୍ଦରକୁ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍ ମାଲକାନଗିରିରେ ପହଞ୍ଚି ଉଦ୍‌ଘାଟନ କରିଥିଲେ । ଏହାଛଡ଼ା ପରିବହନ ମନ୍ତ୍ରୀ ଟୁକୁନି ସାହୁ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଅଛନ୍ତି । ଲୋକାର୍ପଣ ପରେ…

ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ [caption id="attachment_12048" align="alignnone" width="300"] News by Smruti Ranjan Tripathy (Choudwar)[/caption] #ଚୌଦ୍ୱାର(ଏନ୍‌.ଏମ୍‌.): ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପହଞ୍ଚି ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିଛନ୍ତି । ଶନିବାର ରାତିରେ ଧବଳେଶ୍ୱରରେ ପହଞ୍ଚିିବା ପରେ ସେଠାରେ ଥିବା ଗେଷ୍ଟ ହାଉସରେ ରାତ୍ରିଯାପନ କରିଥିଲେ । ରବିବାର ଦିନ ସକାଳ ୮ଟା ବେଳେ…

ସର୍ବଭାରତୀୟ ନବମ କରାଟେ ପ୍ରତିଯୋଗୀତା
Slider କ୍ରୀଡା ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ସର୍ବଭାରତୀୟ ନବମ କରାଟେ ପ୍ରତିଯୋଗୀତା

ସର୍ବଭାରତୀୟ ନବମ କରାଟେ ପ୍ରତିଯୋଗୀତା #କଟକ(ଏନ୍‌.ଏମ୍‌.): ସର୍ବଭାରତୀୟ ନବମ କରାଟେ ପ୍ରତିଯୋଗୀତା ଟିଏସ୍‌କେଏଫଆଇ (ଟ୍ରାଡିସନାଲ ସୋଟୋକମ୍ କରାଟେ ଫେଡେରେସନ ଅଫ ଇଣ୍ଡିଆ) କରାଟେ -୨୦୨୪ ପ୍ରତିଯୋଗୀତା ଚାଉଳିଆଗଞ୍ଜ ସ୍ଥିତ ଶ୍ରୀକ୍ଷେତ୍ର ମଣ୍ଡପ ଠାରେ ଉଦଘାଟନୀ ହୋଇଯାଇଥିବାବେଳେ ୭ରେ ଉଦଯାପନୀ ସମାରୋହ ଅନୁଷ୍ଠିତ ହେବ । ଟିଏସକେଏଫଆଇର ନିର୍ଦ୍ଦେଶକ ଆଦିତ୍ୟ ମିଶ୍ରଙ୍କ ନେତୃତ୍ୱରେ ଆୟୋଜିତ ପ୍ରତିଯୋଗୀତାରେ ଭାରତ ବର୍ଷର ଓଡିଶା, ମହାରାଷ୍ଟ୍ର, ଛତିଷିଗଡ, ଝାଡଖଣ୍ଡ ଏବଂ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟରୁ ୫ବର୍ଷରୁ…