ରାଜ୍ୟରେ ବଢ଼ୁଛି ବନ୍ୟା: ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ଗେଟ୍
ରାଜ୍ୟରେ ବଢ଼ୁଛି ବନ୍ୟା: ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ଗେଟ୍ ସମ୍ୱଲପୁର/ଭୁବନେଶ୍ୱର/କଟକ(ଏନ୍.ଏମ୍.): ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ବିଭିନ୍ନ ଜିଲ୍ଲାର ବହୁ ଗ୍ରାମ ଜଳମଗ୍ନ ହେବା ସହ ବାହ୍ୟ ଜଗତରୁ ବିଛିନ୍ନ ହୋଇ ପଡ଼ିଛି । ଅନ୍ୟପକ୍ଷରେ ତୁହାକୁ ତୁହା ବର୍ଷା…




















