ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ [caption id="attachment_12026" align="alignnone" width="300"] News by Nimain Chrana Mohanty (PURI)[/caption] #ପୁରୀ(ଏନ୍.ଏମ୍.): ଜଗତର ଠାକୁର ଶ୍ରୀ ଜଗନ୍ନାଥଙ୍କ ବଡଦେଉଳର ଉନ୍ନତିକରଣ ନିମନ୍ତେ ଚାଲିଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ । ଏହାକୁ ରାଜ୍ୟସରକାର ଖୁବ ଶିଘ୍ର ଲୋକାର୍ପଣ କରିବା ପାଇଁ ଯାଉଛନ୍ତି । ତେଣୁ ଭବ୍ୟ ଲୋକାର୍ପଣ କାର୍ଯ୍ୟକ୍ରମ ପାଇଁ ଜୋରଦାର ପ୍ରସ୍ତୁତି ମଧ୍ୟ ଚାଲିଛି…




















