ବନ୍ୟା ଜଳରେ ଫୁଲିଲା ମହାନଦୀ: ଜଳମଗ୍ନ ମା’ ଭଟ୍ଟାରିକାଙ୍କ ପୀଠ
ବନ୍ୟା ଜଳରେ ଫୁଲିଲା ମହାନଦୀ: ଜଳମଗ୍ନ ମା’ ଭଟ୍ଟାରିକାଙ୍କ ପୀଠ [caption id="attachment_6047" align="alignnone" width="300"] News by Maheswar Behera (Athagarh)[/caption] ଆଠଗଡ଼(ଏନ୍.ଏମ୍.): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ରାଜ୍ୟସାରା ଜଳମଗ୍ନ ହୋଇଛି । ଛତିଶଗଡ଼ରେ ଅଧିକ ବର୍ଷା ହେବା ଫଳରେ ଏବେ ମହାନଦୀ ଫୁଲିବାରେ ଲାଗିଛି । ଏହା ଦ୍ୱାରା ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବଢ଼ିବାରେ ଲାଗିଛି । ଉଦ୍ବୁଦ୍ଦ ଜଳ ନିଷ୍କାସନ ନିମନ୍ତେ ହୀରାକୁଦ…




















