ବିଶ୍ୱକବି ରବୀନ୍ଦ୍ରନାଥ ଟାଗୋରଙ୍କ ଜୟନ୍ତୀ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ବିଶ୍ୱକବି ରବୀନ୍ଦ୍ରନାଥ ଟାଗୋରଙ୍କ ଜୟନ୍ତୀ

ବିଶ୍ୱକବି ରବୀନ୍ଦ୍ରନାଥ ଟାଗୋରଙ୍କ ଜୟନ୍ତୀ କଟକ(ଏନ୍‌.ଏମ୍‌.): କଟକ ସହରର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ବିଶ୍ୱକବି ତଥା କବିଗୁରୁ ରବୀନ୍ଦ୍ରନାଥ ଟାଗୋରଙ୍କ ଜୟନ୍ତୀ ପାଳିତ ହୋଇ ଯାଇଛି । ଏହି ଅବସରରେ ରବୀନ୍ଦ୍ରନାଥ ଠାକୁର ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯିବା ସହ ତାଙ୍କ ସ୍ମୃତିଚାରଣ କରାଯାଇଥିଲା । ସେହିଭଳି କଟକ ମହାନଗର ନିଗମ ୪୬ନମ୍ବର ୱାର୍ଡ଼ କଂଗ୍ରେସ କମିଟି ପକ୍ଷରୁ ଅନୁରୂପ ଭାବେ ଶ୍ରୀ ଟାଗୋରଙ୍କ ଜୟନ୍ତୀ ପାଳିତ ହୋଇଥିଲା । ୱାର୍ଡ଼…

ଆସାନି ମୁକାବିଲା ନେଇ ସିଏମସିର ପଙ୍କୋଦ୍ଧାର କାର୍ଯ୍ୟର ସ୍ଥିତି ଯାଞ୍ଚ କଲେ ମେୟର ସୁବାସ ସିଂହ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଆସାନି ମୁକାବିଲା ନେଇ ସିଏମସିର ପଙ୍କୋଦ୍ଧାର କାର୍ଯ୍ୟର ସ୍ଥିତି ଯାଞ୍ଚ କଲେ ମେୟର ସୁବାସ ସିଂହ

ଆସାନି ମୁକାବିଲା ନେଇ ସିଏମସିର ପଙ୍କୋଦ୍ଧାର କାର୍ଯ୍ୟର ସ୍ଥିତି ଯାଞ୍ଚ କଲେ ମେୟର ସୁବାସ ସିଂହ [caption id="attachment_4805" align="alignnone" width="300"] Photo By Padmalochan Mishra[/caption] କଟକ(ଏନ୍‌.ଏମ୍‌.): ସମ୍ଭାବ୍ୟ ବାତ୍ୟା ଆସାନି ମୁକାବିଲା ପାଇଁ ସରକାର ଓ ପ୍ରଶାସନିକ ପ୍ରସ୍ତୁତି ଶେଷ ହୋଇଛି । ଏବେ ୮୬୨ଟି ସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରଖାଯାଇଛି । ସେଥିରେ କୋଭିଡ୍ ଗାଇଡଲାଇନ ପାଳନ କରି ପ୍ରାୟ ୧.୬୦ଲକ୍ଷ ଲୋକ…

ଇଡକୋ ଓ ସିଏମସି ମଧ୍ୟରେ କଳି ଶେଷ ହେବ କେବେ: ଇଡକୋ ନୋଟିସ ଦେଖି ଛାନିଆ ବାଲିସାହି ବସ୍ତି ବାସିନ୍ଦା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଇଡକୋ ଓ ସିଏମସି ମଧ୍ୟରେ କଳି ଶେଷ ହେବ କେବେ: ଇଡକୋ ନୋଟିସ ଦେଖି ଛାନିଆ ବାଲିସାହି ବସ୍ତି ବାସିନ୍ଦା

ଇଡକୋ ଓ ସିଏମସି ମଧ୍ୟରେ କଳି ଶେଷ ହେବ କେବେ: ଇଡକୋ ନୋଟିସ ଦେଖି ଛାନିଆ ବାଲିସାହି ବସ୍ତି ବାସିନ୍ଦା [caption id="attachment_4801" align="alignnone" width="300"] ଫଟୋ- କାହ୍ନୁଚରଣ ପଣ୍ଡା[/caption] ଜଗତପୁର(ଏନ୍‌.ଏମ୍‌.): କଟକ ମହାନଗର ନିଗମ ଜଗତପୁର ନୂତନ ଶିଳ୍ପାଞ୍ଚଳରେ ଇଡକୋ ଉଚ୍ଛେଦ ପାଇଁ ନୋଟିସ ମାରିବା ଘଟଣାକୁ ନେଇ ବାଲିସାହି ବସ୍ତି ବାସିନ୍ଦା ଛାନିଆ ହୋଇ ପଡ଼ିଛନ୍ତି । ଏଭଳି ପରିସ୍ଥିତିରେ ଇଡ଼କୋ ଉଚ୍ଛେଦ ବସ୍ତିବାସିନ୍ଦାଙ୍କୁ ଥଇଥାନ କରିବ…

ସମ୍ଭାବ୍ୟ ବାତ୍ୟା ‘ଆସାନି’ ନେଇ କଂଗ୍ରେସ କର୍ପୋରେଟର ଦଳ ପକ୍ଷରୁ ସିଏମସି କମିଶନରଙ୍କୁ ଦାବିପତ୍ର
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ସମ୍ଭାବ୍ୟ ବାତ୍ୟା ‘ଆସାନି’ ନେଇ କଂଗ୍ରେସ କର୍ପୋରେଟର ଦଳ ପକ୍ଷରୁ ସିଏମସି କମିଶନରଙ୍କୁ ଦାବିପତ୍ର

ସମ୍ଭାବ୍ୟ ବାତ୍ୟା ‘ଆସାନି’ ନେଇ କଂଗ୍ରେସ କର୍ପୋରେଟର ଦଳ ପକ୍ଷରୁ ସିଏମସି କମିଶନରଙ୍କୁ ଦାବିପତ୍ର କଟକ(ଏନ୍‌.ଏମ୍‌.): ଆଜି କଟକ ମହାନଗର ନିଗମ କଂଗ୍ରେସ କର୍ପୋରେଟର ଦଳ ପକ୍ଷରୁ ବିରୋଧୀ ଦଳ ନେତା ସନ୍ତୋଷ କୁମାର ଭୋଳଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳ ସିଏମସି ଆୟୁକ୍ତଙ୍କୁ ଭେଟି ସମ୍ଭାବ୍ୟ ବାତ୍ୟା ‘ଆସାନି’ ବାତ୍ୟା ମୁକାବିଲା ପାଇଁ ପ୍ରତିକାର ଓ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରି ଏକ ଦାବିପତ୍ର ପ୍ରଦାନ କରାଯାଇଛି ।…

ଟିପିସିଓଡିଏଲର ଉପଭୋକ୍ତା ଶୋଷଣ ନୀତି ନେଇ କୁହୁଳୁଛି ଅସନ୍ତୋଷ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଟିପିସିଓଡିଏଲର ଉପଭୋକ୍ତା ଶୋଷଣ ନୀତି ନେଇ କୁହୁଳୁଛି ଅସନ୍ତୋଷ

ଟିପିସିଓଡିଏଲର ଉପଭୋକ୍ତା ଶୋଷଣ ନୀତି ନେଇ କୁହୁଳୁଛି ଅସନ୍ତୋଷ ଜଗତପୁର(ଏନ୍‌.ଏମ୍‌.): ଟିପିସିଓଡିଏଲ ବିଦ୍ୟୁତ ବଣ୍ଟନ ଦାୟିତ୍ୱ ନେବା ପରେ ଉପଭୋକ୍ତାଙ୍କୁ ବିଭିନ୍ନ ଉପାୟରେ ଶୋଷଣ କରୁଥିବା ଅଭିଯୋଗ ହୋଇଛି । ଟାଟା ଏକ ପୁରୁଣା ଏବଂ ପ୍ରତିଷ୍ଟିତ କମ୍ପାନୀ ହୋଇଥିବାରୁ ସାଧାରଣ ଲୋକଙ୍କର ଧାରଣା ଥିଲା ଯେ, ଟାଟା ଦାୟିତ୍ୱ ନେବା ପରେ ଉପଭୋକ୍ତାମାନେ ଅଧିକ ସୁଫଳ ପାଇବେ । ବିଦ୍ୟୁତ ବଣ୍ଟନ, ପରିଚାଳନାରେ ଅଧିକ ସୁଧାର ଆସିପାରିବ ।…

ନିର୍ମାଣ ଶ୍ରମିକ ସଂଗଠନ ପକ୍ଷରୁ ଅନଲାଇନକୁ ବିରୋଧ କରି ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ନିର୍ମାଣ ଶ୍ରମିକ ସଂଗଠନ ପକ୍ଷରୁ ଅନଲାଇନକୁ ବିରୋଧ କରି ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ନିର୍ମାଣ ଶ୍ରମିକ ସଂଗଠନ ପକ୍ଷରୁ ଅନଲାଇନକୁ ବିରୋଧ କରି ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ [caption id="attachment_4788" align="alignnone" width="300"] Photo By Padmalochan Mishra[/caption] କଟକ(ଏନ୍‌.ଏମ୍‌.): ନିର୍ମାଣ ଶ୍ରମିକ ପଞ୍ଜିକରଣ, ସମସ୍ତ ସହାୟତା ଆବେଦନକୁ ଅନଲାଇନ କରିବା ବିରୁଧ୍ୟରେ କଟକ ଜିଲ୍ଲା ଶ୍ରମ କର୍ଯ୍ୟାଳୟରେ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଶ୍ରମଅଧିକାରୀଙ୍କ ଜରିଆରେ ସରକାରଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ଆଜି ଏ ନେଇ…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୪୮ ଘଣ୍ଟାରେ ନେବ ଅବପାତର ରୂପ
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୪୮ ଘଣ୍ଟାରେ ନେବ ଅବପାତର ରୂପ

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୪୮ ଘଣ୍ଟାରେ ନେବ ଅବପାତର ରୂପ ଭୁବନେଶ୍ୱର(ଏନ୍‌.ଏମ୍‌.): ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଗତ ୪ ତାରିଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି । ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।…

କିନ୍ନରମାନଙ୍କୁ ବିଭିନ୍ନ ସୁବିଧା ଯୋଗାଇଦେବାକୁ ସରକାର ପ୍ରତିବଦ୍ଧ : ମନ୍ତ୍ରୀ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

କିନ୍ନରମାନଙ୍କୁ ବିଭିନ୍ନ ସୁବିଧା ଯୋଗାଇଦେବାକୁ ସରକାର ପ୍ରତିବଦ୍ଧ : ମନ୍ତ୍ରୀ

ଭୁବନେଶ୍ୱରରେ କିନ୍ନର କଲ୍ୟାଣ ନେଇ ପୂର୍ବାଞ୍ଚଳ କର୍ମଶାଳା ‘ସ୍ୱୀକୃତି’ କାର୍ଯ୍ୟକ୍ରମ ଦେଶରେ ଏକ ମାଇଲଖୁଣ୍ଟ ପଦକ୍ଷେପ କିନ୍ନରମାନଙ୍କୁ ବିଭିନ୍ନ ସୁବିଧା ଯୋଗାଇଦେବାକୁ ସରକାର ପ୍ରତିବଦ୍ଧ : ମନ୍ତ୍ରୀ ଭୁବନେଶ୍ୱର(ଏନ୍‌.ଏମ୍‌.): କିନ୍ନରମାନଙ୍କ ଜବୀନ ଧାରାରେ ଉନ୍ନତି ସାଙ୍ଗକୁ ସମତା ଓ ନ୍ୟାୟ ସୁରକ୍ଷିତ କରିବାକୁ ରାଜ୍ୟ ସରକାରଙ୍କ ‘ସ୍ୱୀକୃତି’ କାର୍ଯ୍ୟକ୍ରମ ଦେଶରେ ଏକ ମାଇଲଖୁଣ୍ଟ ପଦକ୍ଷେପ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମତବ୍ୟକ୍ତ…

ବୟନିକାର ୬୬ତମ ପ୍ରତିଷ୍ଠା ଦିବସ ସମାରୋହ
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବୟନିକାର ୬୬ତମ ପ୍ରତିଷ୍ଠା ଦିବସ ସମାରୋହ

ବୟନିକାର ୬୬ତମ ପ୍ରତିଷ୍ଠା ଦିବସ ସମାରୋହ [caption id="attachment_4778" align="alignnone" width="300"] Photo From I&PR Odisha[/caption] ଭୁବନେଶ୍ୱର (ଏନ୍‌.ଏମ୍‌.): ଉତ୍କର୍ଷ କଳାର ଦେଶ, ଉତ୍କଳ, ଯାହା ଆଜି ଓଡ଼ିଶା ରାଜ୍ୟ ଭାବେ ବିଶ୍ୱବିଦିତ, ନିଜର କଳା, ସଂସ୍କୃତି ଓ ସ୍ଥାପତ୍ୟ ପାଇଁ । ଉତ୍କଳୀୟ କଳା ସଂସ୍କୃତି ପାଇଁ ‘ହସ୍ତତନ୍ତ ବସ୍ତ୍ର’ର ଭୂମିକା ସ୍ୱତନ୍ତ୍ର । ଭାରତର ଐତିହ୍ୟ, ପରମ୍ପରା ଓ ସଂସ୍କୃତିର ସଂରକ୍ଷଣ କ୍ଷେତ୍ରରେ ଯୁଗଯୁଗରୁ ଓଡ଼ିଶା…

ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସୂଚନା
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସୂଚନା

ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସୂଚନା ଭୁବନେଶ୍ୱର(ଏନ୍‌.ଏମ୍‌.): ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ରାଜୀବ ଭବନଠାରେ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା କହିଲେ ଯେ, ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଘୂର୍ଣ୍ଣିବଳୟ ଅବପାତର ରୂପ ନେଇପାରେ । ଅବପାତରୁ ତୀବ୍ର ଅବପାତ ଓ ବାତ୍ୟା ହେବ କି ନାହିଁ ଆସନ୍ତା କାଲି ସନ୍ଧ୍ୟାବେଳକୁ ଏହା ସ୍ପଷ୍ଟ ହୋଇଯିବ । ପରିସ୍ଥିତିକୁ ଆଖି ଆଗରେ…

ଭିଜିଲାନ୍ସ ଜାଲରେ କୋଟିପତି ପ୍ରାଣୀଧନ ନିରୀକ୍ଷକ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଭିଜିଲାନ୍ସ ଜାଲରେ କୋଟିପତି ପ୍ରାଣୀଧନ ନିରୀକ୍ଷକ

ଭିଜିଲାନ୍ସ ଜାଲରେ କୋଟିପତି ପ୍ରାଣୀଧନ ନିରୀକ୍ଷକ କଟକ (ଏନ୍‌.ଏମ୍‌.): ଭିଜିଲାନ୍ସ ଜାଲରେ କୋଟିପତି ପ୍ରାଣୀଧନ ନିରୀକ୍ଷକ । ଭୁବନେଶ୍ୱର ରଘୁନାଥପୁରର ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ପାଖାପାଖି ୧୦ କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଛି । ଚଢାଉ ବେଳେ ୫୦୦ଗ୍ରାମ ସୁନା, ୨୫୦ ଗ୍ରାମର ଚାନ୍ଦି ଓ ୧୦ ଗ୍ରାମରୁ ଅଧିକ ହୀରା ଜବତ ହୋଇଥିବା ସୂଚନା ମିଳିଛି । ଏଥିସହିତ ୩୯.୪୮ଲକ୍ଷ ଟଙ୍କାର ବୀମା ପଲିସ ମଧ୍ୟ…

କୁମ୍ଭକର୍ଣ୍ଣ ନିଦ୍ରାରେ ବିଭାଗୀୟ ଅଧିକାରୀ : କେନ୍ଦ୍ରାପଡ଼ା-ପଟ୍ଟାମୁଣ୍ଡାଇ କେନାଲ ରାସ୍ତା ଉପରେ ଗଦାହେଉଛି କୁଢ଼କୁଢ଼ ଆବର୍ଜନା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କୁମ୍ଭକର୍ଣ୍ଣ ନିଦ୍ରାରେ ବିଭାଗୀୟ ଅଧିକାରୀ : କେନ୍ଦ୍ରାପଡ଼ା-ପଟ୍ଟାମୁଣ୍ଡାଇ କେନାଲ ରାସ୍ତା ଉପରେ ଗଦାହେଉଛି କୁଢ଼କୁଢ଼ ଆବର୍ଜନା

କୁମ୍ଭକର୍ଣ୍ଣ ନିଦ୍ରାରେ ବିଭାଗୀୟ ଅଧିକାରୀ କେନ୍ଦ୍ରାପଡ଼ା-ପଟ୍ଟାମୁଣ୍ଡାଇ କେନାଲ ରାସ୍ତା ଉପରେ ଗଦାହେଉଛି କୁଢ଼କୁଢ଼ ଆବର୍ଜନା [caption id="attachment_4768" align="alignnone" width="300"] ଫଟୋ- କାହ୍ନୁଚରଣ ପଣ୍ଡା[/caption] କଟକ(ଏନ୍‌.ଏମ୍‌.): କଟକ ମହାନଗର ନିଗମ ୪୮ନମ୍ବର ୱାର୍ଡ ଜଗତପୁରସ୍ଥିତ କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ହାଇଲେବୁଲ କେନାଲ ବନ୍ଧ ଏବେ ମରଣଯନ୍ତା ପାଲଟିଛି । କେନାଲର ଜିରୋପଏଣ୍ଟ ଠାରୁ ପୁରୁଣା ଶିଳ୍ପାଞ୍ଚଳ ପର୍ଯ୍ୟନ୍ତ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଥିଲେ ମଧ୍ୟ ଏଥି ପ୍ରତି ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି…

ତାତିଲେ ଅଭିଭାବକ: ବିଦ୍ୟାଳୟରେ ପିଲାଙ୍କୁ ପରସା ଯାଉଛି ପୋକ ମିଶା ବିଷାକ୍ତ ଖାଦ୍ୟ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ୱାସ୍ଥ୍ୟ

ତାତିଲେ ଅଭିଭାବକ: ବିଦ୍ୟାଳୟରେ ପିଲାଙ୍କୁ ପରସା ଯାଉଛି ପୋକ ମିଶା ବିଷାକ୍ତ ଖାଦ୍ୟ

ତାତିଲେ ଅଭିଭାବକ ବିଦ୍ୟାଳୟରେ ପିଲାଙ୍କୁ ପରସା ଯାଉଛି ପୋକ ମିଶା ବିଷାକ୍ତ ଖାଦ୍ୟ ସାଲେପୁର(ଏନ୍‌.ଏମ୍‌.): ବିଦ୍ୟାଳୟରେ ପିଲା ଖାଉଛନ୍ତି ପୋକ ମିଶା ବିଷାକ୍ତ ଖାଦ୍ୟ । କଟକ ଜିଲ୍ଲା ସାଲେପୁର ବ୍ଲକ ମଧ୍ୟକଛ ଗ୍ରାମରେ ଥିବା ମଧ୍ୟକଛ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏଭଳି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ପିଲାମାନଙ୍କୁ ନିମ୍ନମାନର ପୋକମିଶା ବିଷାକ୍ତ ଖାଦ୍ୟ ଦିଆଯାଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି । ସରକାର ସର୍ବଶିକ୍ଷା…

ବାଚସ୍ପତିଙ୍କୁ ବିଜୁବାବୁଙ୍କ ସ୍ୱତନ୍ତ୍ର ଚିତ୍ର ଉପହାର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ବାଚସ୍ପତିଙ୍କୁ ବିଜୁବାବୁଙ୍କ ସ୍ୱତନ୍ତ୍ର ଚିତ୍ର ଉପହାର

ବାଚସ୍ପତିଙ୍କୁ ବିଜୁବାବୁଙ୍କ ସ୍ୱତନ୍ତ୍ର ଚିତ୍ର ଉପହାର [caption id="attachment_4761" align="alignnone" width="300"] Photo From I&PR Odisha[/caption] ଭୁବନେଶ୍ୱର (ଏନ୍‍.ଏମ୍‍.):ପ୍ରବାଦ ପୁରୁଷ ବିଜୁବାବୁଙ୍କ ଉତ୍ତୁଙ୍ଗ ବ୍ୟକ୍ତିତ୍ୱ ଏବଂ ଜୀବନୀ ଉପରେ ପର୍ଯ୍ୟବସିତ ପାଞ୍ଚଟି ସ୍ୱତନ୍ତ୍ର ଚିତ୍ର ଓଡ଼ିଶା ଲାଇଭ୍‌ ମେଡ଼ିଆ ନେଟ୍‌ୱାର୍କ ପକ୍ଷରୁ ଓଡ଼ିଶା ବିଧାନସଭାର ବାଚସ୍ପତି ଡଃ. ସୂର୍ଯ୍ୟନାରାୟଣ ପାତ୍ରଙ୍କୁ ପ୍ରଦାନ କରାଯାଇଛି । ଏହି ଚିତ୍ରଗୁଡ଼ିକୁ ପ୍ରସିଦ୍ଧ ଓଡ଼ିଆ ଚିତ୍ରକାର ଶ୍ରୀ ବଳଦେବ ମହାରଥା ପ୍ରସ୍ତୁତ କରିଛନ୍ତି…

ଶିକ୍ଷା ଧ୍ୱଂସକାରୀ ଏନଇପି-୨୦୨୦ ବାତିଲ ଦାବିରେ ୧ କୋଟି ଦସ୍ତଖତ ସଂଗ୍ରହ ଅଭିଯାନ ଉଦଘାଟିତ
ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଶିକ୍ଷା ଧ୍ୱଂସକାରୀ ଏନଇପି-୨୦୨୦ ବାତିଲ ଦାବିରେ ୧ କୋଟି ଦସ୍ତଖତ ସଂଗ୍ରହ ଅଭିଯାନ ଉଦଘାଟିତ

ଶିକ୍ଷା ଧ୍ୱଂସକାରୀ ଏନଇପି-୨୦୨୦ ବାତିଲ ଦାବିରେ ୧ କୋଟି ଦସ୍ତଖତ ସଂଗ୍ରହ ଅଭିଯାନ ଉଦଘାଟିତ କଟକ  (ଏନ୍‍.ଏମ୍‍.):  ଶିକ୍ଷାକୁ ଧ୍ୱଂସ କରିବାର ନୀଳ ନକ୍ସା ଜାତୀୟ ଶିକ୍ଷା ନୀତି ୨୦୨୦ ବାତିଲ ଦାବିରେ ଦେଶବ୍ୟାପୀ ୧ କୋଟି ଦସ୍ତଖତ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ କଟକରେ ଆଜି ଏଆଇଡିଏସଓ ଉଦ୍ୟୋଗରେ ରେଭେନ୍ସା ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସଂଗ୍ରାମୀ ଫୋରମର ଆବାହକ ପ୍ରଶାନ୍ତ ଦାସ, ଅବସରପ୍ରାପ୍ତ ପ୍ରଧାନ…

ବିପଦ ସାଜିଛି ମୁକୁଳା ଡ୍ରେନ, ସ୍ଲାବ ପଡ଼ିବା ନେଇ ପ୍ରଶ୍ନବାଚୀ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ୱାସ୍ଥ୍ୟ

ବିପଦ ସାଜିଛି ମୁକୁଳା ଡ୍ରେନ, ସ୍ଲାବ ପଡ଼ିବା ନେଇ ପ୍ରଶ୍ନବାଚୀ

ବିପଦ ସାଜିଛି ମୁକୁଳା ଡ୍ରେନ, ସ୍ଲାବ ପଡ଼ିବା ନେଇ ପ୍ରଶ୍ନବାଚୀ [caption id="attachment_4753" align="alignnone" width="300"] ଫଟୋ- କାହ୍ନୁଚରଣ ପଣ୍ଡା[/caption] ଜଗତପୁର (ଏନ୍‍.ଏମ୍‍.): କଟକ ମହାନଗର ନିଗମ ଦିନକୁ ଦିନ ଉନ୍ନତିର ସୋପାନରେ ରହିଥିବାବେଳେ ସହରର ଗ୍ରୀନଫିଲ୍ଡ କୁହାଯାଉଥିବା ୬ଟି ଯାକ ୱାର୍ଡ଼ରେ ଜନସାଧାରଣ ଆଜିବି ମୌଳିକ ସୁବିଧାରୁ ବଞ୍ôଚତ ହୋଇଛନ୍ତି । କେଉଁ ପାନୀୟ ଜଳ ତ ଆଉ କେଉଁଠି ରାସ୍ତାଘାଟ ଆଲୋକିଗରଣ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇଛି…

ଭୁବନେଶ୍ୱର ବସ୍ ମାଲିକ ସଂଘର ଅଫିସ ଗୃହର ଉଦଘାଟନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ଭୁବନେଶ୍ୱର ବସ୍ ମାଲିକ ସଂଘର ଅଫିସ ଗୃହର ଉଦଘାଟନ

ଭୁବନେଶ୍ୱର ବସ୍ ମାଲିକ ସଂଘର ଅଫିସ ଗୃହର ଉଦଘାଟନ ଭୁବନେଶ୍ୱର(ଏନ୍‍.ଏମ୍‍.): ଭୁବନେଶ୍ୱର ବସ୍ ମାଲିକ ସଂଘର ଅଫିସ ଗୃହ ଉଦଘାଟିତ ହୋଇଯାଇଛି । ଏହି ଅବସରରେ ରୋଟାରୀ କ୍ଲବ ରୋୟାଲ ତରଫରୁ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ମଧ୍ୟ ଉଦଘାଟନ ହୋଇଥିଲା । କାର୍ଯ୍ୟକ୍ରମରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ରାଜ୍ୟ ସରକାରଙ୍କର ପବ୍ଲିକ ଏଣ୍ଟରପ୍ରାଇଜ ମନ୍ତ୍ରୀ ଅଶୋକ କୁମାର ପଣ୍ଡା, ବିଧାୟକ ପ୍ରଣବ ପ୍ରକାଶ ଦାସ, ରୋଟାରୀ ୩୨୬୨ର…

ଲକ୍ଷ୍ମଣପୁର ମା’ ତାରିଣୀ ବଜାର ନଳକୂପରୁ ବାହାରୁଛି ବିଷାକ୍ତ ପାଣି !
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ଲକ୍ଷ୍ମଣପୁର ମା’ ତାରିଣୀ ବଜାର ନଳକୂପରୁ ବାହାରୁଛି ବିଷାକ୍ତ ପାଣି !

ଲକ୍ଷ୍ମଣପୁର ମା’ ତାରିଣୀ ବଜାର ନଳକୂପରୁ ବାହାରୁଛି ବିଷାକ୍ତ ପାଣି ! [caption id="attachment_4745" align="alignnone" width="300"] ଫଟୋ- କାହ୍ନୁଚରଣ ପଣ୍ଡା[/caption] ଜଗତପୁର (ଏନ୍‌.ଏମ୍‌.): ଅସହ୍ୟ ଖରାରେ ଲୋକେ ପାଣି ଟୋପେ ପାଇଁ ଡହଳ ବିକଳ ହେଉଥିବାବେଳେ ନଳକୂଅର ପାଣି କାମରେ ଆସୁନି । ଏହି ନଳକୂଅରୁ ମାଟିଆ ରଙ୍ଗର ପାଣି ବାହାରୁଥିବାବେଳେ ଏହାକୁ ମୁହଁରେ ଦେଇ ହେଉନାହିଁ । ତେବେ ଏହି ଅଞ୍ଚଳର ଲୋକେ ଦୀର୍ଘ ଦିନ ଧରି…

ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ପ୍ରଦାନ: ୪୦ ଲକ୍ଷରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୮୦୦ କୋଟି ଟଙ୍କା
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ପ୍ରଦାନ: ୪୦ ଲକ୍ଷରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୮୦୦ କୋଟି ଟଙ୍କା

ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ପ୍ରଦାନ ୪୦ ଲକ୍ଷରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୮୦୦ କୋଟି ଟଙ୍କା [caption id="attachment_4741" align="alignnone" width="300"] Photo By I&PR Odisha[/caption] ଭୁବନେଶ୍ୱର(ଏନ୍‌.ଏମ୍‌.): ପବିତ୍ର ଅକ୍ଷୟ ତୃତୀୟ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀମାନଙ୍କୁ କାଳିଆ ସହାୟତା ପ୍ରଦାନ କରିବା ସହ କୃଷି ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ଏହାଦ୍ୱାରା ଝାରସୁଗୁଡା…

ମନ୍ଦିରରେ ପୂଜା ପାଉଛନ୍ତି କୃଷକ ଦେବତା
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ୱାସ୍ଥ୍ୟ

ମନ୍ଦିରରେ ପୂଜା ପାଉଛନ୍ତି କୃଷକ ଦେବତା

ମନ୍ଦିରରେ ପୂଜା ପାଉଛନ୍ତି କୃଷକ ଦେବତା ମାହାଙ୍ଗା(ଏନ୍‌.ଏମ୍‌.): ଜୟ ଯବାନ ଜୟ କିଶାନ ଏହି ଉକ୍ତିଟି ଯେତିକି ଶୁଣିବାକୁ ଭଲଲାଗେ ସେତିକି ଦୁଃଖ ଲାଗେ କାରଣ । କୃଷକ ଦେଶର ମେରୁଦଣ୍ଡ, ଭାରତ ଏକ କୃଷି ପ୍ରଧାନ ଦେଶ ହୋଇଥିବାବେଳେ ଆଜି ମଧ୍ୟ୍ୟ କୃଷକଟିଏ ଅବହେଳିତ ଓ ନିଷ୍ପେସିତ । କୃଷକ ନିଜର ଲୁହ ଲହୁ ଏକ କରି ଖାଦ୍ୟ, ବସ୍ତ୍ର, ଯୋଗାଉଥିବା ବେଳେ ମହାନ କୃଷକ କେବଳ ପୁସ୍ତକଗୁଡ଼ିକରେ…