ଲୋକାର୍ପିତ ହେଲା ସମଲେଇ ପ୍ରକଳ୍ପ
ଲୋକାର୍ପିତ ହେଲା ସମଲେଇ ପ୍ରକଳ୍ପ #ସମ୍ବଲପୁର(ଏନ୍.ଏମ୍.): ଲୋକାର୍ପିତ ହୋଇଛି ବହୁ ପ୍ରତିକ୍ଷିତ ସମଲେଇ ପ୍ରକଳ୍ପ । ସମ୍ବଲପୁରରେ ହୋଇଥିବା ମା’ ସମଲେଇ ପ୍ରକଳ୍ପକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ମଧ୍ୟାହ୍ନ ସମୟରେ ଜମାଦାରପାଲି ଏୟାରଷ୍ଟ୍ରିପରେ ବିମାନ…



















