ଢିଙ୍କିଆରେ ବର୍ବର ଲାଠି ଚାଳନାକୁ ବିରୋଧ କରି ଆର୍ଡିସିଙ୍କ ଜରିଆରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର
ଢିଙ୍କିଆରେ ବର୍ବର ଲାଠି ଚାଳନାକୁ ବିରୋଧ କରି ଆର୍ଡିସିଙ୍କ ଜରିଆରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର [caption id="attachment_3643" align="alignnone" width="300"] ଫଟୋ- ପଦ୍ମଲୋଚନ ମିଶ୍ର[/caption] କଟକ(ଏନ୍.ଏମ୍.): ଢିଙ୍କିଆବାସୀଙ୍କ ଉପରେ ପୁଲିସର ବର୍ବର ଲାଠି ଚାଳନା ଓ ଆତଙ୍କରାଜ ବିରୁଦ୍ଧରେ ମହାନଗର ନାଗରିକ ମଞ୍ଚ ପକ୍ଷରୁ ଆରଡିସିଙ୍କ ଅଫିସ୍ ସମ୍ମୁଖରେ ପ୍ରତିବାଦ ସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଆରଡିସିଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ସେ ଅଞ୍ଚଳରେ ପୁଲିସ୍ ଆତଙ୍କରାଜ ବନ୍ଦ କରିବା…




















