୫ମ ଜିଲ୍ଲା ଉନ୍ନୟନ, ସମନ୍ୱୟ ଓ ତଦାରଖ କମିଟି ବୈଠକ
୫ମ ଜିଲ୍ଲା ଉନ୍ନୟନ, ସମନ୍ୱୟ ଓ ତଦାରଖ କମିଟି ବୈଠକ କଟକ(ଏନ୍.ଏମ୍.): ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ପଞ୍ଚମ ଜିଲ୍ଲା ଉନ୍ନୟନ, ସମନ୍ୱୟ ଓ ତଦାରଖ କମିଟି (ଦିଶା) ବୈଠକ ଅନୁଷ୍ଠିତ ହୋଇଯାଇଛି । କମିଟି ଅଧ୍ୟକ୍ଷ ତଥା ଲୋକ ସଭା ସାଂସଦ ଭର୍ତ୍ତୁହରି ମହତାବଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ କୃଷି, ଜଳ ଛାୟା, ସାମାଜିକ ସୁରକ୍ଷା, ଜାତୀୟ ଗ୍ରାମୀଣ ଜୀବିକା ମିଶନ, ଦୀନଦୟାଲ ଉପାଧ୍ୟାୟ ଗ୍ରାମ କଲ୍ୟାଣ ଯୋଜନା,…




















