ମାଓ ନିୟନ୍ତ୍ରଣରେ ଓଡ଼ିଶା ପୁଲିସକୁ ସଫଳତା: ସିନିୟର କ୍ୟାଡର ମାଓବାଦୀ ନିହତ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ମାଓ ନିୟନ୍ତ୍ରଣରେ ଓଡ଼ିଶା ପୁଲିସକୁ ସଫଳତା: ସିନିୟର କ୍ୟାଡର ମାଓବାଦୀ ନିହତ

ମାଓ ନିୟନ୍ତ୍ରଣରେ ଓଡ଼ିଶା ପୁଲିସକୁ ସଫଳତା: ସିନିୟର କ୍ୟାଡର ମାଓବାଦୀ ନିହତ ଭୁବନେଶ୍ୱର (ଏନ୍‌.ଏମ୍‌.): ମାଓବାଦୀ ନିୟନ୍ତ୍ରଣରେ ଓଡ଼ିଶା ପୁଲିସକୁ ବଡ଼ ସଫଳତା ମିଳିଛି । ପୁଲିସ ଏନକାଉଣ୍ଟରରେ ଜଣେ ସିନିୟର କ୍ୟାଡର ମାଓବାଦୀ ନିହତ ହୋଇଛି । ଏ ନେଇ ଡିଜିପି ଅଭୟ ସୂଚନା ଦେଇଛନ୍ତି । ଡିଜିପିଙ୍କ ସୂଚନା ଅନୁଯାୟୀ, ବରଗଡ଼ ଜିଲ୍ଲା ପଦ୍ମପୁର ଥାନା ଅନ୍ତର୍ଗତ ଭଞ୍ଜଗୁଣ୍ଡା ନିକଟ ଝାଞ୍ଜ ସଂରକ୍ଷିତ ଜଙ୍ଗଲରେ ରାଜ୍ୟ ପୁଲିସରଏକ…

ଜିଲ୍ଲାରେ ବର୍ଦ୍ଧିତ ପ୍ରଦୂଷଣ ନିୟନ୍ତ୍ରଣ ଦାବି : ପର୍ଯ୍ୟାବରଣ ମଞ୍ଚ ପକ୍ଷରୁ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ଜିଲ୍ଲାରେ ବର୍ଦ୍ଧିତ ପ୍ରଦୂଷଣ ନିୟନ୍ତ୍ରଣ ଦାବି : ପର୍ଯ୍ୟାବରଣ ମଞ୍ଚ ପକ୍ଷରୁ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର

ଜିଲ୍ଲାରେ ବର୍ଦ୍ଧିତ ପ୍ରଦୂଷଣ ନିୟନ୍ତ୍ରଣ ଦାବି ପର୍ଯ୍ୟାବରଣ ମଞ୍ଚ ପକ୍ଷରୁ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର କଟକ(ଏନ୍‌.ଏମ୍‌.): ଭାରତୀୟ ମଜଦୁର ସଂଘ ସହବନ୍ଧିତ ଓଡ଼ିଶା ପର୍ଯ୍ୟାବରଣ ମଞ୍ଚର କଟକ ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲାରେ ବର୍ଦ୍ଧିତ ପ୍ରଦୂଷଣ ନିୟନ୍ତ୍ରଣ ଦାବିରେ କଟକ ଜିଲ୍ଲାପାଳଙ୍କୁ ସ୍ମରକପତ୍ର ପ୍ରଦାନ କରାଯାଇଛି । ଦାବିଗୁଡ଼ିକ ମଧ୍ୟରେ ମାତ୍ରାଧିକ ପ୍ରଦୂଷଣ ସୃଷ୍ଟି କରୁଥିବା ଯାନବାହାନ ଗୁଡ଼ିକୁ ବନ୍ଦ କରାଯିବା, ନିର୍ଦ୍ଧାରିତ ମାନକ ଠାରୁ ଅଧିକ ପ୍ରଦୂଷଣ ସୃଷ୍ଟି କରୁଥିବା…

ରେଲୱେ ଷ୍ଟେସନ ଅଟୋ ଚାଳକଙ୍କୁ ରିଲିଫ ବିତରଣ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ରେଲୱେ ଷ୍ଟେସନ ଅଟୋ ଚାଳକଙ୍କୁ ରିଲିଫ ବିତରଣ

ରେଲୱେ ଷ୍ଟେସନ ଅଟୋ ଚାଳକଙ୍କୁ ରିଲିଫ ବିତରଣ କଟକ(ଏନ୍‌.ଏମ୍‌.): କଟକ ରେଳଷ୍ଟେସନ ଠାରେ ଖୋଲାଯାଇଥିବା କଟକର ପ୍ରଥମ ପ୍ରିପେଡ଼ ଅଟୋ ସେବା ଏବେ ବନ୍ଦ ହେବାକୁ ଯାଉଥିବା ଅଟୋ ଚାଳକ ସଂଘ ପକ୍ଷରୁ କୁହାଯାଇଛି । ଦୀର୍ଘ ଦିନ ଧରି ଏହି ସେବାରେ ନିୟୋଜିତ ଥିବା ଅଟୋଚାଳକଙ୍କୁ ମୌଳିକ ସୁବିଧା ଯୋଗାଇବାରେ ପ୍ରଶାସନର ବିଫଳତା ଯୋଗୁଁ ସେମାନେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି । ତେବେ…

ପାରାଦୀପ ପୋର୍ଟ ଓ କେନ୍ଦ୍ରାପଡ଼ା ସାଂସଦଙ୍କ ପକ୍ଷରୁ ବିଏଲଏସ ଆମ୍ବୁଲାନ୍ସ ପ୍ରଦାନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ପାରାଦୀପ ପୋର୍ଟ ଓ କେନ୍ଦ୍ରାପଡ଼ା ସାଂସଦଙ୍କ ପକ୍ଷରୁ ବିଏଲଏସ ଆମ୍ବୁଲାନ୍ସ ପ୍ରଦାନ

ପାରାଦୀପ ପୋର୍ଟ ଓ କେନ୍ଦ୍ରାପଡ଼ା ସାଂସଦଙ୍କ ପକ୍ଷରୁ ବିଏଲଏସ ଆମ୍ବୁଲାନ୍ସ ପ୍ରଦାନ କଟକ (ଏନ୍‌.ଏମ୍‌.): ସମ୍ପ୍ରତି କଟକ ଜିଲ୍ଲାରେ କରୋନା ସଂକ୍ରମଣ ଜାରି ରହିଛି । ତେବେ ଏହାକୁ ପ୍ରତିହତ କରିବା ଲାଗି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି । ଜଣେ କରୋନା ସଂକ୍ରମିତ ହେଲେ ଆମ୍ବୁଲନ୍ସ ଯୋଗେ କୋଭିଡ ହସ୍ପିଟାଲ ଓ କୋଭିଡ କେୟାର ସେଣ୍ଟରକୁ ରୋଗୀମାନଙ୍କୁ ନିଆଯାଉଛି । କରୋନା ଆକ୍ରାନ୍ତଙ୍କୁ ହସ୍ପିଟାଲ ନେବାରେ…

ପେଟ୍ରୋଲ ପମ୍ପ ଲୁଟ୍ ଯୋଜନା ପଣ୍ଡ ; ୬ ଆନ୍ତଃଜିଲ୍ଲା ଡକାୟତ ଗିରଫ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ପେଟ୍ରୋଲ ପମ୍ପ ଲୁଟ୍ ଯୋଜନା ପଣ୍ଡ ; ୬ ଆନ୍ତଃଜିଲ୍ଲା ଡକାୟତ ଗିରଫ

ପେଟ୍ରୋଲ ପମ୍ପ ଲୁଟ୍ ଯୋଜନା ପଣ୍ଡ ; ୬ ଆନ୍ତଃଜିଲ୍ଲା ଡକାୟତ ଗିରଫ ୫ ବନ୍ଧୁକ, ୩୦ ଗୁଳି, ମୋଟରସାଇକେଲ, ମୋବାଇଲ ଜବତ କଟକ(ଏନ୍‌.ଏମ୍‌.): ମଙ୍ଗଳାବାଗ ଥାନା ପୁଲିସ ଯଥା ସମୟରେ ଚଢାଉ କରି ଏକ ଡକାୟତି ଯୋଜନା ପଣ୍ଡ କରିବାରେ ସଫଳ ହୋଇଛି । ସ୍ଥାନୀୟ ପେଟ୍ରୋଲ ପମ୍ପରୁ ଲୁଟ୍ ପାଇଁ ଯୋଜନା କରୁଥିବା ବେଳେ ମଙ୍ଗଳାବାଗ ଥାନା ପୁଲିସ ଚଢାଉ କରି ଏକ ଆନ୍ତଃଜିଲ୍ଲା ପେସାଦାର ଡକାୟତ…

୪୧୮.୪୭ ଲକ୍ଷ ଟନ ଗହମ କିଣିଲେ ସରକାର
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

୪୧୮.୪୭ ଲକ୍ଷ ଟନ ଗହମ କିଣିଲେ ସରକାର

୪୧୮.୪୭ ଲକ୍ଷ ଟନ ଗହମ କିଣିଲେ ସରକାର ନୂଆଦିଲ୍ଲୀ (ଏଜେନ୍ସି): ଚଳିତ ବର୍ଷ ଏପ୍ରିଲ ମାସରେ ଆରମ୍ଭ ହୋଇଥିବା ବିପଣନ ଋତୁରେ ସରକାର ଏପର୍ଯ୍ୟନ୍ତ ରେକର୍ଡ ପରିମାଣ ୪୧୮.୪୭ ଲକ୍ଷ ଟନ୍ ଗହମ ଖରିଦ କରିଛନ୍ତି । ଏ ସମ୍ପର୍କରେ ସରକାରୀ ସୂତ୍ରରୁ କୁହାଯାଇଛି ଯେ, ଗହମ କ୍ରୟ ବାବଦରେ ସରକାର ୮୧, ୬୪୮ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି । ଦିଲ୍ଲୀ ସୀମାନ୍ତରେ କୃଷକଙ୍କ ଆନ୍ଦୋଳନ ଗତବର୍ଷ ନଭେମ୍ବରରୁ…

ବାତ୍ୟା ‘ୟାସ’ ପ୍ରଭାବିତ କୃଷକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବାତ୍ୟା ‘ୟାସ’ ପ୍ରଭାବିତ କୃଷକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ବାତ୍ୟା ‘ୟାସ’ ପ୍ରଭାବିତ କୃଷକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା ଭୁବନେଶ୍ୱର (ଏନ୍‌.ଏମ୍‌.) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବାତ୍ୟା ୟାସ ପ୍ରଭାବିତ ଅଞ୍ଚଳର କୃଷକ ମାନଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି । ୩୩ପ୍ରତିଶତ ବା ତାଠାରୁ ଅଧିକ ଫସଲ କ୍ଷତି ସହିଥିବା ଛୋଟ ଓ ନାମମାତ୍ର ଚାଷୀଙ୍କ ପାଇଁ ଇନପୁଟ ସହାୟତା ଘୋଷଣା କରିଥିବା ବେଳେ ୩୩ପ୍ରତିଶତ ବା ଅଧିକ କ୍ଷତି ସହିଥିବା ଛୋଟ ଓ…

ଭାରତୀୟ ରେଳବାଇକୁ ମିଳିବ ୫ ମେଗାହର୍ଜ ସ୍ପେକ୍ଟ୍ରମ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଭାରତୀୟ ରେଳବାଇକୁ ମିଳିବ ୫ ମେଗାହର୍ଜ ସ୍ପେକ୍ଟ୍ରମ

ଭାରତୀୟ ରେଳବାଇକୁ ମିଳିବ ୫ ମେଗାହର୍ଜ ସ୍ପେକ୍ଟ୍ରମ ନୂଆଦିଲ୍ଲୀ (ଏଜେନ୍ସି): ଭାରତୀୟ ରେଳବାଇକୁ ୫ ମେଗାହର୍ଜ ସ୍ପେକ୍ଟ୍ରମ ଯୋଗାଇ ଦିଆଯିବ । ୭୦୦ ମେଗାହର୍ଜ ବ୍ୟାଣ୍ଡ୍‌ରେ ଏହି ସ୍ପେକ୍ଟ୍ରମ ଉପଲବ୍ଧ କରାଯିବ । ଏହାଦ୍ୱାରା ରେଳବାଇର ସଂଚାର ଓ ସିଗନାଲ ବ୍ୟବସ୍ଥାରେ ଉନ୍ନତି ଅଣାଯାଇପାରିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି । ତେବେ କେନ୍ଦ୍ର କ୍ୟାବିନେଟ ଏ ସମ୍ପର୍କିତ ଏକ ପ୍ରସ୍ତାବକୁ ଅନୁମୋଦନ କରିଛି । କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଡକର…

କରୋନା ଯୋଗୁଁ କେବଳ ପୁରୀରେ ହେବ ରଥଯାତ୍ରା- ଏସଆରସି
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

କରୋନା ଯୋଗୁଁ କେବଳ ପୁରୀରେ ହେବ ରଥଯାତ୍ରା- ଏସଆରସି

କରୋନା ଯୋଗୁଁ କେବଳ ପୁରୀରେ ହେବ ରଥଯାତ୍ରା- ଏସଆରସି ଭୁବନେଶ୍ୱର(ଏନ୍‌.ଏମ୍‌.): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ପୁରୀ ଛଡା ଅନ୍ୟ କେଉଁଠାରେ ରଥଯାତ୍ରାହୋଇ ପାରିବ ନାହିଁ । ଏନେଇ ଆଜି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଗତ ବର୍ଷ ଭଳି ଚଳିତ ବର୍ଷ ପୁରୀ ଛଡା ଅନ୍ୟ ସମସ୍ତ ସ୍ଥାନରେ ରଥଯାତ୍ରା ନିଷେଧ କରାଯାଇଛି । ତେବେ ଗତ…

ସହରରେ ବକ୍ସ ଡ୍ରେନ ନେଇ ଗୁରୁତ୍ୱ: ଜୁଲାଇ ୧ରୁ ଆରମ୍ଭ ହେବ କାର୍ଯ୍ୟ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ସହରରେ ବକ୍ସ ଡ୍ରେନ ନେଇ ଗୁରୁତ୍ୱ: ଜୁଲାଇ ୧ରୁ ଆରମ୍ଭ ହେବ କାର୍ଯ୍ୟ

ସହରରେ ବକ୍ସ ଡ୍ରେନ ନେଇ ଗୁରୁତ୍ୱ: ଜୁଲାଇ ୧ରୁ ଆରମ୍ଭ ହେବ କାର୍ଯ୍ୟ କଟକରେ ଜଳନିଷ୍କାସନ ଓ ଟ୍ରାଫିକ ସମସ୍ୟାର ସ୍ଥାୟୀ ସମାଧାନ ହୋଇ ପାରିବ- ପ୍ରତାପ ଜେନା କଟକ(ଏନ୍‌.ଏମ୍‌.): କଟକ ସହରରେ ଜଳ ନିଷ୍କାସନ ଓ ଟ୍ରାଫିକ ସମସ୍ୟାର ସ୍ଥାୟୀ ସମାଧାନ ଦିଗରେ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି । ବିଶେଷ କରି କଟକ ସହରେ ଥିବା ଡ୍ରେନଜ ଗୁଡ଼ିକ ମୁଖ୍ୟତଃ ଖୋଲା ରହୁଥିବାରୁ ଅଳିଆ ଆବର୍ଜନା…

ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜଗତପୁର ଅଞ୍ଚଳର ଏସିଡ୍ ପୀଡିତକୁ ସହାୟତା ରାଶି ପ୍ରଦାନ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜଗତପୁର ଅଞ୍ଚଳର ଏସିଡ୍ ପୀଡିତକୁ ସହାୟତା ରାଶି ପ୍ରଦାନ

ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜଗତପୁର ଅଞ୍ଚଳର ଏସିଡ୍ ପୀଡିତକୁ ସହାୟତା ରାଶି ପ୍ରଦାନ କଟକ(ଏନ.ଏମ.): କଟକ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜଗତପୁର ଅଞ୍ଚଳର ଏସିଡ୍ ପୀଡିତ ଏକ ଯୁବକକୁ ସହାୟତା ଯୋଗାଇ ଦିଆଯାଇଛି । ସୁଚନା ଥାଉକି, ୨୦୧୯ ମସିହା ନଭେମ୍ବର ମାସରେ ଉକ୍ତ ଅଞ୍ଚଳର ଜଣେ ୩୨ ବର୍ଷୀୟ ଯୁବକକୁ ତାର ପ୍ରେମିକା ଓ ପ୍ରେମିକାର ମା’ ଘରକୁ ଡାକି ତା’ ମୁହଁକୁ ଏସିଡ ପକାଇ…

କଟକ ଅଟୋ ଚାଳକ ମହାସଂଘ ପକ୍ଷରୁ ମହାମାରୀରେ ରିଲିଫ ବଣ୍ଟନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

କଟକ ଅଟୋ ଚାଳକ ମହାସଂଘ ପକ୍ଷରୁ ମହାମାରୀରେ ରିଲିଫ ବଣ୍ଟନ

କଟକ ଅଟୋ ଚାଳକ ମହାସଂଘ ପକ୍ଷରୁ ମହାମାରୀରେ ରିଲିଫ ବଣ୍ଟନ କଟକ(ଏନ୍‌.ଏମ୍‌.): କଟକର ସିଟି କଲେଜ ,ରାଜା ବଗିଚା ଠାରେ କଟକ ଅଟୋ ଚାଳକ ମହାସଂଘ ପକ୍ଷରୁ ଅଟୋଚାଳକ ମାନଙ୍କୁ ମହାମାରୀରେ ରିଲିଫ ବିତରଣ କରାଯାଇଛି । ରାଜ୍ୟସଭା ସାଂସଦ ଓ ଓଡିଶା ଅଟୋଚାଳକ ମହାସଂଘର ସଭାପତି ସୁବାସ ସିଂହ, ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସଂପାଦକ ପ୍ରଫୁଲ୍ଲ ସିଂହ, ଓଡିଶା ମୋପରିବାର କଟକ ଜିଲ୍ଲ୍‌ା ସଂଯୋଜକ ରଞ୍ଜନ…

ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବଢାଇଲେ କେନ୍ଦ୍ର ସରକାର -କେନ୍ଦ୍ର କୃଷି ମନ୍ତ୍ରୀ
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବଢାଇଲେ କେନ୍ଦ୍ର ସରକାର -କେନ୍ଦ୍ର କୃଷି ମନ୍ତ୍ରୀ

ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବଢାଇଲେ କେନ୍ଦ୍ର ସରକାର -କେନ୍ଦ୍ର କୃଷି ମନ୍ତ୍ରୀ ନୂଆଦିଲ୍ଲୀ(ଏନ୍‌.ଏମ୍‌.): ଚାଷୀମାନଙ୍କ ଉନ୍ନତି ପାଇଁ କେନ୍ଦ୍ର ସରକାର ସର୍ବଦା ଉଦ୍ୟମ ଜାରି ରଖିଛନ୍ତି । ଏହି ପରିପ୍ରେକ୍ଷୀରେ କେନ୍ଦ୍ରସରକାର ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରିଛନ୍ତି । ଧାନ କ୍ୱିଣ୍ଟାଲ ପିଛା ଏମ୍‌ଏସପି ୧୯୪୦ଟଙ୍କାକୁ ବୃଦ୍ଧି ନେଇ ନିଷ୍ପତ୍ତି ନିଆଯାଇଛି । ୨୦୨୦-୨୧ ବର୍ଷରେ ରେ ୧୮୬୮ଟଙ୍କା ଦର ଥିଲା, ତେବେ ୨୦୨୧-୨୨ ବର୍ଷରେ…

ଆତ୍ମସମର୍ପଣ ପରେ ହତ୍ୟା ଅଭିଯୁକ୍ତ ଥାନାରୁ ନିଖୋଜ !, ଖୋଜି ଆଣିବାକୁ ପରିବାର ଲୋକଙ୍କ ଧାରଣା
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଆତ୍ମସମର୍ପଣ ପରେ ହତ୍ୟା ଅଭିଯୁକ୍ତ ଥାନାରୁ ନିଖୋଜ !, ଖୋଜି ଆଣିବାକୁ ପରିବାର ଲୋକଙ୍କ ଧାରଣା

ଆତ୍ମସମର୍ପଣ ପରେ ହତ୍ୟା ଅଭିଯୁକ୍ତ ଥାନାରୁ ନିଖୋଜ ! ଖୋଜି ଆଣିବାକୁ ପରିବାର ଲୋକଙ୍କ ଧାରଣା ବଲାଙ୍ଗୀର (ଏନ୍‌.ଏମ୍‌.): ହତ୍ୟା ଅଭିଯୋଗରେ ଫେରାର ଥିବା ଜଣେ ଅଭିଯୁକ୍ତ ଥାନାରେ ଆତ୍ମସମର୍ପଣ କରିବାର ଦିନକ ପରେ ହତ୍ୟା ଅଭିଯୁକ୍ତ ଥାନାରୁ ନିଖୋଜ ହୋଇଯିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି । ତେବେ ଥାନାରୁ ଅଭିଯୁକ୍ତ ଖସିଯାଇଛି ନା ତା’ ସହ ଆଉ କ’ଣ ଘଟିଛି, ତାକୁ ନେଇ ସନ୍ଦେହ ସୃଷ୍ଟି…

ଡ୍ରିମସ କୋଭିଡ଼୍ କେୟାର ସେଣ୍ଟରରେ ଅଘଟଣ : ଛୁରି ପଶିଥିବା ଯୁବକଙ୍କ ମୃତ୍ୟୁ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ଡ୍ରିମସ କୋଭିଡ଼୍ କେୟାର ସେଣ୍ଟରରେ ଅଘଟଣ : ଛୁରି ପଶିଥିବା ଯୁବକଙ୍କ ମୃତ୍ୟୁ

ଡ୍ରିମସ କୋଭିଡ଼୍ କେୟାର ସେଣ୍ଟରରେ ଅଘଟଣ : ଛୁରି ପଶିଥିବା ଯୁବକଙ୍କ ମୃତ୍ୟୁ କଟକ(ଏନ.ଏମ.): କଟକ ଜିଲ୍ଲା ଟାଙ୍ଗୀ ସ୍ଥିତ ଡ୍ରିମସ କୋଭିଡ଼୍ କେୟାର ସେଣ୍ଟରେ ବେକରେ ଛୁରି ପଶି ଯାଇଥିବା ଜଣେ କୋଭିଡ ଆକ୍ରାନ୍ତ ଯୁବକଙ୍କ ମୃତ୍ୟୁ ହୋଇଛି । ଗତ ୪ତାରିଖ ଦିନ ଉକ୍ତ ଯୁବକଙ୍କ ବେକରେ ଛୁରି ପଶି ଯିବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ଏସସିବିକୁ ଅଣାଯାଇ ଅସ୍ତ୍ରୋପଚାର ପରେ ଆଇସିୟୁରେ ରହିଥିଲେ…

ଡକାୟତି ଯୋଜନା ପଣ୍ଡ: ଗିରଫ ହେଲେ ୫ ହାଇୱେ ଲୁଟରା, ଜବତ ହେଲା ମାରଣାସ୍ତ୍ର
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଡକାୟତି ଯୋଜନା ପଣ୍ଡ: ଗିରଫ ହେଲେ ୫ ହାଇୱେ ଲୁଟରା, ଜବତ ହେଲା ମାରଣାସ୍ତ୍ର

ଡକାୟତି ଯୋଜନା ପଣ୍ଡ: ଗିରଫ ହେଲେ ୫ ହାଇୱେ ଲୁଟରା, ଜବତ ହେଲା ମାରଣାସ୍ତ୍ର କଟକ(ଏନ୍.ଏମ୍.): କଟକ କମିଶନରେଟ ଥାନା ଅଞ୍ଚଳରେ ଏକ ବଡ଼ ଧରଣର ଡକାୟତି ଯୋଜନା ଚାଲିଥିବାବେଳେ ଚାଉଳିଆଗଞ୍ଜ ଥାନା ପୁଲିସ ଏହାର ପର୍ଦ୍ଦାଫାସ କରିଛି । ଖବର ପାଇ ପୁଲିସ ଅତର୍କିତ ଚଢାଉ କରି ୫ ଜଣ ହାଇୱେ ଲୁଟେରାଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ଗୋଟିଏ ଦେଶୀ ରିଭଲଭର, ଗୋଟିଏ ଖେଳନା ବନ୍ଧୁକ,…

ସିଏମସି ୧ ଓ ୨୫ ନମ୍ବର ୱାର୍ଡ ଅଞ୍ଚଳରେ ବିଧାୟକ ମୋକିମଙ୍କ ସହାୟତା ପ୍ରଦାନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜନୀତି ରାଜ୍ୟ

ସିଏମସି ୧ ଓ ୨୫ ନମ୍ବର ୱାର୍ଡ ଅଞ୍ଚଳରେ ବିଧାୟକ ମୋକିମଙ୍କ ସହାୟତା ପ୍ରଦାନ

ସିଏମସି ୧ ଓ ୨୫ ନମ୍ବର ୱାର୍ଡ ଅଞ୍ଚଳରେ ବିଧାୟକ ମୋକିମଙ୍କ ସହାୟତା ପ୍ରଦାନ କଟକ(ଏନ୍.ଏମ.): ବାରବାଟୀ-କଟକ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ଅନୁଦାନରେ କଟକ ମହାନଗର ନିଗମ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ କୋଭିଡ ସହାୟତା ପ୍ରଦାନ କରାଯାଇଛି । ସିଏମସି ୧ନମ୍ବର ୱାର୍ଡର ବିଡାନାସୀ ଅଞ୍ଚଳ ଓ ୨୫ ନମ୍ବର ୱାର୍ଡÿର ବାସ୍ତରି ମଠ, ଆଖାଡା ଗଳି, ମସ୍ତାନ ଦର୍ଘା, ମଣିସାହୁ ଛକ ଠାରେ କୋଭିଡ ସଂକ୍ରମିତ ପରିବାର,…

ନରସିଂପୁର ଆଜି ୨୬ ଜଣ କୋରୋନା ସଂକ୍ରମିତ ଚିହ୍ନଟ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ସ୍ୱାସ୍ଥ୍ୟ

ନରସିଂପୁର ଆଜି ୨୬ ଜଣ କୋରୋନା ସଂକ୍ରମିତ ଚିହ୍ନଟ

ନରସିଂପୁର ଆଜି ୨୬ ଜଣ କୋରୋନା ସଂକ୍ରମିତ ଚିହ୍ନଟ ନରସିଂପୁର(ଏନ୍.ଏମ୍.): ଆଜି ନରସିଂହପୁର ଅଞ୍ଚଳର ବିଭିନ୍ନ ମେଡିକାଲ ରେ କୋରୋନା ପରୀକ୍ଷା ପାଇଁ ଦେଇଥିବା ରକ୍ତ ନମୁନା ରୁ ସମୁଦାୟ ୨୬ ଜଣ ଙ୍କୁ କୋରୋନା ସଂକ୍ରମିତ ରୂପେ ଚିହ୍ନଟ କରାଯାଇଛି। ଆଜି କାନପୁର ମେଡିକାଲ ରେ ସମୁଦାୟ ୧୬ଜଣ ଆଣ୍ଟି ଜେନ ପରୀକ୍ଷା ଦେଇଥିଲେ ସେଥିରୁ କେହି ସଂକ୍ରମିତ ନାଂହାନ୍ତି। ସେହିପରି ନରସିଂପୁର ମେଡିକାଲ ରେ ସମୁଦାୟ ୪୪…

ଡ୍ରଗ୍ସ କାରବାର ରୋକିବା ପାଇଁ ଓଡ଼ିଶା ପୁଲିସର ଦୃଢ଼ ପଦକ୍ଷେପ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଡ୍ରଗ୍ସ କାରବାର ରୋକିବା ପାଇଁ ଓଡ଼ିଶା ପୁଲିସର ଦୃଢ଼ ପଦକ୍ଷେପ

ଡ୍ରଗ୍ସ କାରବାର ରୋକିବା ପାଇଁ ଓଡ଼ିଶା ପୁଲିସର ଦୃଢ଼ ପଦକ୍ଷେପ କଟକ (ଏନ୍.ଏମ୍.): ଡ୍ରଗ୍ସ କାରବାର ବିରୋଧରେ ଓଡ଼ିଶା ପୁଲିସ୍ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି । ଡ୍ରଗ୍ସ କାରବାର ଦମନ କରିବାରେ ସ୍ପେଶାଲ ଟାସ୍କଫୋର୍ସ (ଏସ୍ଟିଏଫ୍) ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛିବୋଲି ରାଜ୍ୟ ଆରକ୍ଷୀ ମହାନିଦେ୍ର୍ଦଶକ ଅଭୟ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଆଜି ପୂର୍ବାହ୍ନରେ ରାଜ୍ୟ ପୋଲିସ୍ ମୁଖ୍ୟକାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିବା ଉକ୍ତ…

କେନ୍ଦ୍ର ସରକାରଙ୍କ ମାଗଣା ଟିକା ଘୋଷଣା ପରେ ଜାରି ହେଲା ନୂଆ ଗାଇଡଲାଇନ: ଜୁନ ୨୧ରୁ ଲାଗୁହେବ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

କେନ୍ଦ୍ର ସରକାରଙ୍କ ମାଗଣା ଟିକା ଘୋଷଣା ପରେ ଜାରି ହେଲା ନୂଆ ଗାଇଡଲାଇନ: ଜୁନ ୨୧ରୁ ଲାଗୁହେବ

କେନ୍ଦ୍ର ସରକାରଙ୍କ ମାଗଣା ଟିକା ଘୋଷଣା ପରେ ଜାରି ହେଲା ନୂଆ ଗାଇଡଲାଇନ: ଜୁନ ୨୧ରୁ ଲାଗୁହେବ ନୂଆଦିଲ୍ଲୀ (ଏଜେନ୍ସି): ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ମାଗଣାରେ ଟିକା ଦିଆଯିବ ଘୋଷଣା କରିବା ପରେ କେନ୍ଦ୍ର ସରକାର ଟିକାକରଣକୁ ନେଇ ନୂଆ ଗାଇଡଲାଇନ ଜାରି କରିଛନ୍ତି । ପୂର୍ବରୁ ୪୫ବର୍ଷରୁ ଉଦ୍ଧ୍ୱର୍ ବର୍ଗର ଲୋକଙ୍କୁ କେନ୍ଦ୍ର ସରକାର ମାଗଣାରେ ଟିକା ଦେଉଥିବାବେଳେ ଏବେ ଜୁନ୍ ୨୧ଠାରୁ ସବୁ ବର୍ଗର ଲୋକଙ୍କୁ ମାଗଣାରେ ଟିକାକରଣ…