ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିରରେ ପୋଷାକ କଟକଣା: ଜାରି ହେଲା ଗାଇଡ଼ଲାଇନ୍
ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିରରେ ପୋଷାକ କଟକଣା: ଜାରି ହେଲା ଗାଇଡ଼ଲାଇନ୍ #ପୁରୀ(ଏନ୍.ଏମ୍.): ଶ୍ରୀମନ୍ଦିରକୁ ଯିବାକୁ ହେଲେ କେଉଁ ଭଳି ପୋଷାକ ପିନ୍ଧିବେ, କେଉଁ ପୋଷାକକୁ ବାରଣ କରାଯାଇଛି ଏନେଇ ବିସ୍ତୁତ ଭାବେ ଗାଇଡ଼ଲାଇନ୍ ଜାରି ହୋଇଛି । ଏନେଇ ଶ୍ରୀମନ୍ଦିର ସୂଚନା କେନ୍ଦ୍ରରୁ ଭକ୍ତଙ୍କୁ ଅବଗତ କରାଯାଇଛି ।…



















