ଶ୍ରୀ ଶ୍ରୀ ରଘୁନାଥ ଜୀଉ ଡିଗ୍ରୀ ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ
ଶ୍ରୀ ଶ୍ରୀ ରଘୁନାଥ ଜୀଉ ଡିଗ୍ରୀ ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ [caption id="attachment_11246" align="alignnone" width="300"] news by Priyabrata Sarangi (Gania)[/caption] #ଗଣିଆ(ଏନ୍.ଏମ୍.): ଶ୍ରୀ ଶ୍ରୀ ରଘୁନାଥ ଜୀଉ ଡିଗ୍ରୀ ମହାବିଦ୍ୟାଳୟ ଗଣିଆରେ ପ୍ରଥମ ବାର୍ଷିକ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ଲକ୍ଷ୍ମୀକାନ୍ତ ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ…



















