ଅକ୍ଟୋବର ୩୧ ତାରିଖ ଯାଏଁ ସ୍ଥଗିତ ରହିଲା ବସ୍ ଧର୍ମଘଟ
ଅକ୍ଟୋବର ୩୧ ତାରିଖ ଯାଏଁ ସ୍ଥଗିତ ରହିଲା ବସ୍ ଧର୍ମଘଟ [caption id="attachment_11171" align="alignnone" width="300"] News by B.Mishra (BBSR)[/caption] #ଭୁବନେଶ୍ୱର(ଏନ୍.ଏମ୍.): ଆସନ୍ତା ୧୦ ତାରିଖରେ ଦିଆଯାଇଥିବା ରାଜ୍ୟବ୍ୟାପୀ ବସ୍ ଧର୍ମଘଟ ସ୍ଥଗିତ ରହିଛି । ବସ୍ ଧର୍ମଘଟ ସ୍ଥଗିତ ରଖିବା ପାଇଁ ନିଷ୍ପତ୍ତି ନେଇଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ । ଆସନ୍ତା ଅକ୍ଟୋବର ୩୧ ଯାଏଁ ଧର୍ମଘଟ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଛି ।…




















