ଟାଙ୍ଗୀ-ଚୌଦ୍ୱାର ବୈଦିକ ବ୍ରାହ୍ମଣ ସମିତିର ବାର୍ଷିକ ଉତ୍ସବରେ ଯୋଗ ଦେଲେ କୃଷି ମନ୍ତ୍ରୀ
ଟାଙ୍ଗୀ-ଚୌଦ୍ୱାର ବୈଦିକ ବ୍ରାହ୍ମଣ ସମିତିର ବାର୍ଷିକ ଉତ୍ସବରେ ଯୋଗ ଦେଲେ କୃଷି ମନ୍ତ୍ରୀ [caption id="attachment_10583" align="alignnone" width="300"] News by Smruti Ranjan Tripathy (Choudwar)[/caption] #ଚୌଦ୍ୱାର(ଏନ୍.ଏମ୍.): ଚୌଦ୍ୱାର ସ୍ଥିତ ଗାନ୍ଧୀ ଛକ ଟାଉନ ହଲ ପରିସରରେ ଆଜି ଟାଙ୍ଗୀ-ଚୌଦ୍ୱାର ବୈଦିକ ବ୍ରାହ୍ମଣ ସମିତିର ବାର୍ଷିକ ଉତ୍ସବ ମହାସମାହୋରହରେ ପାଳିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଯୋଗ ଦେଇ ବ୍ରାହ୍ମଣମାନଙ୍କ ଏକତା…




















