ୟୁରୋପର ସର୍ବୋଚ୍ଚ ଶୃଙ୍ଗ ଚଢ଼ିବେ ସୌଭାଗ୍ୟ, ଭୁବନେଶ୍ୱରରେ ଶୁଭେଚ୍ଛା ସଭା
ୟୁରୋପର ସର୍ବୋଚ୍ଚ ଶୃଙ୍ଗ ଚଢ଼ିବେ ସୌଭାଗ୍ୟ, ଭୁବନେଶ୍ୱରରେ ଶୁଭେଚ୍ଛା ସଭା [caption id="attachment_10354" align="alignnone" width="300"] News by B.Mishra (BBSR)[/caption] #ଭୁବନେଶ୍ୱର(ଏନ୍.ଏମ୍.): ନୟାଗଡ଼ର ଗୌରବ ଆଇରନ୍ ମ୍ୟାନ୍ ଓ ପର୍ବତାରୋହୀ ସୌଭାଗ୍ୟ କୁମାର ରଥ ଅଗଷ୍ଟ ମାସରେ ୟୁରୋପ୍ ଓ ରୁଷ୍ର ସର୍ବୋଚ୍ଚ ଶୃଙ୍ଗ ୧୮୫୧୦ ଫୁଟ ଉଚ୍ଚ ମାଉଣ୍ଟ୍ ଏଲ୍ବ୍ରସ୍ ଚଢ଼ିବାକୁ ଯାଉଛନ୍ତି । ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ସଫଳତା କାମନା କରିବା ପାଇଁ…




















