ବସ୍ତି ବାସିନ୍ଦାଙ୍କ ଘର ଭଙ୍ଗା ସହାୟତା ଓ ସ୍ଥାୟୀ ଘର ଦାବିରେ ସିଏମସି ସମ୍ମୁଖରେ ବିକ୍ଷୋଭ
ବସ୍ତି ବାସିନ୍ଦାଙ୍କ ଘର ଭଙ୍ଗା ସହାୟତା ଓ ସ୍ଥାୟୀ ଘର ଦାବିରେ ସିଏମସି ସମ୍ମୁଖରେ ବିକ୍ଷୋଭ [caption id="attachment_9641" align="alignnone" width="300"] News by Padmalochan Mishra (Cuttack)[/caption] #କଟକ(ଏନ୍.ଏମ୍.): ବସ୍ତି ବାସିନ୍ଦାଙ୍କ ଘର ଭଙ୍ଗା ସହାୟତା ଓ ପଟ୍ଟା ସହ ସ୍ଥାୟୀ ଘର ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚ ପକ୍ଷରୁ ସିଏମସି ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି ବିକ୍ଷୋଭରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚରଲ…




















