ଭୁବନେଶ୍ୱରରେ ପହଁଞ୍ଚିଲେ ମଣିପୁରରେ ପଢୁଥିବା ଓଡ଼ିଆ ଛାତ୍ରଛାତ୍ରୀ: ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା
ଭୁବନେଶ୍ୱରରେ ପହଁଞ୍ଚିଲେ ମଣିପୁରରେ ପଢୁଥିବା ଓଡ଼ିଆ ଛାତ୍ରଛାତ୍ରୀ: ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା [caption id="attachment_9424" align="alignnone" width="300"] News by B.Mishra (BBSR)[/caption] #ଭୁବନେଶ୍ୱର (ଏନ୍.ଏମ୍.): ମଣିପୁରର କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟରେ ପଢୁଥିବା ୧୦ ଜଣ ଓଡିଆ ଛାତ୍ରଛାତ୍ରୀମାନେ ଆଜି ସୁରକ୍ଷିତ ଭାବରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଓଡିଶା ପରିବାର ପକ୍ଷରୁ ଜାତିଗତ ହିଂସାରେ କ୍ଷତିଗ୍ରସ୍ତ ମଣିପୁରରେ ପାଠ ପଢୁଥିବା ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ…




















