ପରଲୋକରେ ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋ
ପରଲୋକରେ ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋ [caption id="attachment_9142" align="alignnone" width="300"] News by Rajendra Pradhan (Cuttack)[/caption] #କଟକ/ଭୁବନେଶ୍ୱର(ଏନ୍.ଏମ୍.): ଆଜି ପୂର୍ବାହ୍ନରେ ଜଗତସିଂହପୁରର ପୂର୍ବତନ ସାଂସଦ ତଥା ବିଶିଷ୍ଟ ଶିକ୍ଷାବିତ୍ ଓ ଅର୍ଥନୀତିଜ୍ଞ ତ୍ରିଲୋଚନ କାନୁନଗୋଙ୍କ ବିୟୋଗ ହୋଇଯାଇଛି । ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ…



















