କଟକରେ ଆରମ୍ଭ ହୋଇଗଲା ନିର୍ବାଚନୀ ସଂଗ୍ରାମ: ସଂତୃପ୍ତଙ୍କ ଆଟାକକୁ ଭର୍ତ୍ତୃହରିଙ୍କ କାଉଣ୍ଟର
କଟକରେ ଆରମ୍ଭ ହୋଇଗଲା ନିର୍ବାଚନୀ ସଂଗ୍ରାମ: ସଂତୃପ୍ତଙ୍କ ଆଟାକକୁ ଭର୍ତ୍ତୃହରିଙ୍କ କାଉଣ୍ଟର #କଟକ (ଏନ୍.ଏମ୍.): କଟକରେ ଆରମ୍ଭ ହୋଇଯାଇଛି ନିର୍ବାଚନୀ ସଂଗ୍ରାମ । ପ୍ରାର୍ଥୀମାନେ ପ୍ରତିପକ୍ଷ ପ୍ରାର୍ଥୀଙ୍କ ଆଟାକ କରିବା ଭଳି ବକ୍ତବ୍ୟ ଦେଉଥିବାବେଳେ ପ୍ରତିପକ୍ଷ ମଧ୍ୟ କାଉଣ୍ଟର କରିବାରେ ଲାଗିପଡ଼ିଛନ୍ତି । ତେବେ କଟକ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ପରେ ଆରମ୍ଭ ହୋଇଛି ରାଜନୀତିର ଯୁଦ୍ଧ । ଏକାଧିକବାର ସାଂସଦ ଭାବେ ବିଜୟ ଲାଭ କରିଥିବା…




















