ନିଖିଳ ଉତ୍କଳ ଶ୍ରୀଅରବିନ୍ଦ ପାଠଚକ୍ର ସମ୍ମିଳନୀ ଉଦ୍ଘାଟିତ
ନିଖିଳ ଉତ୍କଳ ଶ୍ରୀଅରବିନ୍ଦ ପାଠଚକ୍ର ସମ୍ମିଳନୀ ଉଦ୍ଘାଟିତ ‘ନୂତନ ଜଗତ ପ୍ରତିଷ୍ଠା ପାଇଁ ବ୍ୟକ୍ତିଗତ ପ୍ରୟାସ ଆବଶ୍ୟକ’ [caption id="attachment_8953" align="alignnone" width="300"] News by Smruti Ranjan Tripathy (Cuttack)[/caption] #କଟକ(ଏନ୍.ଏମ୍.): ସ୍ଥାନୀୟ ମାତୃଭବନଠାରେ ୫୨ତମ ନିଖିଳ ଉତ୍କଳ ଶ୍ରୀଅରବିନ୍ଦ ପାଠଚକ୍ର ସମ୍ମିଳନୀ ଆଜି ସନ୍ଧ୍ୟାରେ ଉଦ୍ଘାଟିତ ହୋଇଯାଇଛି । ଏହି ଅବସରରେ ନୂତନ ‘ଜଗତକୁ ସ୍ୱାଗତ’ ଶୀର୍ଷକ ଆଲୋଚନାରେ ପଣ୍ଡିଚେରୀସ୍ଥିତ ଶ୍ରୀଅରବିନ୍ଦ ଆଶ୍ରମ ବିଶିଷ୍ଠ ସାଧକ ଆଲୋକ…




















