ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜୁ ଜୟନ୍ତୀ
ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜୁ ଜୟନ୍ତୀ [caption id="attachment_8512" align="alignnone" width="300"] News by Akshaya Biswal (Rairangpur)[/caption] #ରାଇରଙ୍ଗପୁର(ଏନ୍.ଏମ୍.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ବିଜୁ ଜନତା ଦଳ, ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀ ପକ୍ଷରୁ ମୟୂରଭଞ୍ଜ ୨ ଜିଲ୍ଲା ବିଜେଡି ସଭାପତି କାଶୀନାଥ ହେମ୍ବ୍ରମ, ଯୁବ ବିଜେଡି ସଭାପତି ଅଭିଷେକ ପଟ୍ଟନାୟକ ଏବଂ ମହିଳା ବିଜେଡି ସଭାନେତ୍ରୀଙ୍କ ବଳିଷ୍ଠ ନେତୃତ୍ୱରେ ୧୦୭ ତମ ଜୟନ୍ତୀ ମହାସମାରୋହରେ ପାଳିତ…




















