ବାଦାମପାହାଡ ଯୁବକ ସଂଘ ତରଫରୁ ୫୨ତମ ବାର୍ଷିକ କ୍ରୀଡ଼ା ଓ ନୃତ୍ୟ ପ୍ରତିଯୋଗିତା
ବାଦାମପାହାଡ ଯୁବକ ସଂଘ ତରଫରୁ ୫୨ତମ ବାର୍ଷିକ କ୍ରୀଡ଼ା ଓ ନୃତ୍ୟ ପ୍ରତିଯୋଗିତା [caption id="attachment_8380" align="alignnone" width="300"] News by Akshya Kumar Biswal (Rairangpur)[/caption] #ରାଇରଙ୍ଗପୁର (ଏନ୍.ଏମ୍.): ମୟୂରଭଞ୍ଜ ଜିଲ୍ଲାର କୁସୁମୀ ବ୍ଲକ୍ ଅନ୍ତର୍ଗତ ବାଦାମପାହାଡର ଶିବ ମନ୍ଦିର ଯୁବକ ସଂଘ ଆନୁକୂଲ୍ୟରେ ୫୨ତମ ବାର୍ଷିକ କ୍ରୀଡ଼ା ଓ ନୃତ୍ୟ ପ୍ରତିଯୋଗିତା ଆନନ୍ଦ ଓ ଉଲ୍ଲାସର ସହ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବୟସ୍କ ମାନଙ୍କର ମାରାଥନ…




















