କଖଡି ଭଲିବଲ ଟୁର୍ଣ୍ଣାମେଣ୍ଟ: କଟକ ବିଜୟୀ
କଖଡି ଭଲିବଲ ଟୁର୍ଣ୍ଣାମେଣ୍ଟ: କଟକ ବିଜୟୀ [caption id="attachment_7820" align="alignnone" width="300"] News by Maheswar Behera (Athagarh)[/caption] #ଆଠଗଡ଼(ଏନ୍.ଏମ୍.): କଖଡି ୟୁଥ୍ କ୍ଲବ ପକ୍ଷରୁ ୨୦ତମ ଦିବାରାତ୍ର ଭଲିବଲ ଟୁର୍ଣ୍ଣାମେଣ୍ଟ ମହାବୀର ପଡିଆ (ଘାଟକୂଳ) ଠାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀଙ୍କ ପ୍ରତିନିଧି ତଥା ୩ନମ୍ବର ଜୋନ ଜିଲ୍ଲାପରିଷଦ ସଦସ୍ୟ ବଳଭଦ୍ର ବାଘ ଯୋଗଦେଇ ଟୁର୍ଣ୍ଣାମେଣ୍ଟକୁ ଉଦ୍ଘାଟନ କରିଥିଲେ । କଖଡି…




















