ବିଧାୟକଙ୍କ ଦ୍ୱାରା ନୂତନ ଶ୍ରେଣୀ ଗୃହ ଉଦ୍ଘାଟନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ବିଧାୟକଙ୍କ ଦ୍ୱାରା ନୂତନ ଶ୍ରେଣୀ ଗୃହ ଉଦ୍ଘାଟନ

ବିଧାୟକଙ୍କ ଦ୍ୱାରା ନୂତନ ଶ୍ରେଣୀ ଗୃହ ଉଦ୍ଘାଟନ #ଚୌଦ୍ୱାର(ଏନ୍‌.ଏମ୍‌.): ଟାଙ୍ଗୀ-ଚୌଦ୍ୱାର ବ୍ଳକ୍ ଅନ୍ତର୍ଗତ କୟଳପଡ଼ା ପଞ୍ଚାୟତରେ ଥିବା କୟଳପଡ଼ା ପ୍ରାଥମିକ ବିଦ୍ୟାଳୟର ନୂତନ ଶ୍ରେଣୀ ଗୃହକୁ ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ । ତେବେ ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ବିଭିନ୍ନ ଯୋଜନା ସହ ଶୈଖିକ ବାତାବରଣ ସୃଷ୍ଟି କରି ଶିକ୍ଷାର ମାନ ବୃଦ୍ଧି କରିବା ସହ…

କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା; ଓସେପାର ମେରିଟ୍ ଲିଷ୍ଟ ଖାରଜ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା; ଓସେପାର ମେରିଟ୍ ଲିଷ୍ଟ ଖାରଜ

କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା; ଓସେପାର ମେରିଟ୍ ଲିଷ୍ଟ ଖାରଜ #କଟକ (ଏନ.ଏମ୍‌.): କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲାରେ ହାଇକୋର୍ଟ ଚୂଡ଼ାନ୍ତ ରାୟ ଶୁଣାଇଛନ୍ତି । ଓସେପାର ମେରିଟ୍ ଲିଷ୍ଟ ସହ ଜିଲ୍ଲାୱାରୀ ମେରିଟ୍ ଲିଷ୍ଟକୁ ମଧ୍ୟ ହାଇକୋର୍ଟ ଖାରଜ କରିଛନ୍ତି । ଏଥିସହ ନିଯୁକ୍ତି ସର୍ତ୍ତାବଳୀ ଅନୁଯାୟୀ ସାନି ମେରିଟ୍ ଲିଷ୍ଟ ପ୍ରସ୍ତୁତ କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଓସେପା ପକ୍ଷରୁ ପ୍ରଥମେ…

ମେଣ୍ଟ ଚର୍ଚ୍ଚା ଭିତରେ ଧର୍ମେନ୍ଦ୍ରଙ୍କ ଘରେ ଗୁରୁତ୍ୱପୂର୍ଣ୍ଣ ବୈଠକ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ମେଣ୍ଟ ଚର୍ଚ୍ଚା ଭିତରେ ଧର୍ମେନ୍ଦ୍ରଙ୍କ ଘରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ମେଣ୍ଟ ଚର୍ଚ୍ଚା ଭିତରେ ଧର୍ମେନ୍ଦ୍ରଙ୍କ ଘରେ ଗୁରୁତ୍ୱପୂର୍ଣ୍ଣ ବୈଠକ #ନୂଆଦିଲ୍ଲୀ(ଏନ୍‌.ଏମ୍‌.): ବିଜେପି-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଚାଲିଥିବାବେଳେ ଏହା ଏକ ପ୍ରକାର ଚୁଡ଼ାନ୍ତ ହୋଇସାରିଛି । କେବଳ ବିଧିବଦ୍ଧ ଘୋଷଣାକୁ ଅପେକ୍ଷା । ଏ ନେଇ ଏଯାବତ ଶେଷ ହୋଇନି ବିଚାର ବିମର୍ଶ । ଦିଲ୍ଲୀରେ ଅଛନ୍ତି ରାଜ୍ୟ ବିଜେପିର ଶୀର୍ଷ ନେତୃତ୍ୱ । ଏହି ଚର୍ଚ୍ଚା ମଧ୍ୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନରେ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ…

ପଞ୍ଚାୟତିରାଜ ପ୍ରତିନିଧିଙ୍କ ପାରିତୋଷିକ ବୃଦ୍ଧି କଲେ ରାଜ୍ୟ ସରକାର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ପଞ୍ଚାୟତିରାଜ ପ୍ରତିନିଧିଙ୍କ ପାରିତୋଷିକ ବୃଦ୍ଧି କଲେ ରାଜ୍ୟ ସରକାର

ପଞ୍ଚାୟତିରାଜ ପ୍ରତିନିଧିଙ୍କ ପାରିତୋଷିକ ବୃଦ୍ଧି କଲେ ରାଜ୍ୟ ସରକାର #ଭୁବନେଶ୍ୱର(ଏନ୍‌.ଏମ୍‌.): ଏଥର ସରପଞ୍ଚ ଓ ସମିତି ସଭ୍ୟଙ୍କ ପାଇଁ ଆସିଛି ଖୁସିର ଖବର । ରାଜ୍ୟ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ଦୀର୍ଘ ଦିନର ଦାବି ପୂରଣ କରିଛନ୍ତି ରାଜ୍ୟ ସରକାର । ଶେଷରେ ସେମାନଙ୍କ ପାରିତୋଷିକ ଓ ଭତ୍ତା ବୃଦ୍ଧି କରାଯାଇଛି । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ସରକାରଙ୍କ ନୂତନ ବିଜ୍ଞପ୍ତି…

ଶେଷ ପର୍ଯ୍ୟାୟରେ ମେଣ୍ଟ ଚର୍ଚ୍ଚା: ଶେଷ ହେଲା ବିଜେପିର ଚୁଡ଼ାନ୍ତ ବୈଠକ, ଅମିତ ଶାହ କରିପାରନ୍ତି ଘୋଷଣା !
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଶେଷ ପର୍ଯ୍ୟାୟରେ ମେଣ୍ଟ ଚର୍ଚ୍ଚା: ଶେଷ ହେଲା ବିଜେପିର ଚୁଡ଼ାନ୍ତ ବୈଠକ, ଅମିତ ଶାହ କରିପାରନ୍ତି ଘୋଷଣା !

ଶେଷ ପର୍ଯ୍ୟାୟରେ ମେଣ୍ଟ ଚର୍ଚ୍ଚା: ଶେଷ ହେଲା ବିଜେପିର ଚୁଡ଼ାନ୍ତ ବୈଠକ, ଅମିତ ଶାହ କରିପାରନ୍ତି ଘୋଷଣା ! #ଭୁବନେଶ୍ୱର/ନୂଆଦିଲ୍ଲୀ(ଏନ୍‌.ଏମ୍‌.): ରାଜ୍ୟରେ ବିଜେପି-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତକାଲି ରାଜ୍ୟ ବିଜେପି ନେତୃତ୍ୱ ଦିଲ୍ଲୀରେ ପହଞ୍ଚିବା ପରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମେଣ୍ଟକୁ ନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି । ତେବେ ଆଗାମୀ ନିର୍ବାଚନରେ ବିଜେପି ଓ…

ଓଡ଼ିଶା ରାଜନୀତିରେ ବଢ଼ୁଛି ମେଣ୍ଟ ଚର୍ଚ୍ଚା: ବିଜେପିର ଦିଲ୍ଲୀରେ ଚାଲିଛି ଉଚ୍ଚସ୍ତରୀୟ ଆଲୋଚନା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଓଡ଼ିଶା ରାଜନୀତିରେ ବଢ଼ୁଛି ମେଣ୍ଟ ଚର୍ଚ୍ଚା: ବିଜେପିର ଦିଲ୍ଲୀରେ ଚାଲିଛି ଉଚ୍ଚସ୍ତରୀୟ ଆଲୋଚନା

ଓଡ଼ିଶା ରାଜନୀତିରେ ବଢ଼ୁଛି ମେଣ୍ଟ ଚର୍ଚ୍ଚା: ବିଜେପିର ଦିଲ୍ଲୀରେ ଚାଲିଛି ଉଚ୍ଚସ୍ତରୀୟ ଆଲୋଚନା #ଭୁବନେଶ୍ୱର(ଏନ୍‌.ଏମ୍‌.): ସାଧାରଣ ନିର୍ବାଚନ ପାଖେଇ ଆସୁଥିବାବେଳେ ଏବେ ବିଜେପି-ବିଜେଡି ମେଣ୍ଟକୁ ନେଇ ଜୋରଦାର ଚର୍ଚ୍ଚା ଚାଲିଛି । ଗୋଟିଏ ପଟେ ବିଜେପି-ବିଜେଡି ମଧ୍ୟରେ ପୂର୍ବଭଳି କାଦୁଅ ଫିଙ୍ଗା ହେଉନଥିବାବେଳେ ସ୍ପଷ୍ଟ ହେଉନି ମେଣ୍ଟ ନିଷ୍ପତ୍ତି । ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାଗସ୍ତରେ ଆସି ଥିବାବେଳେ କର୍ମୀମାନେ ଭାବିଥିଲେ ଏଥର ବିଜେଡି ସରକାର ବିରୋଧରେ ବର୍ଷିବା…

କମିଶନରେଟ ପୁଲିସର ସଫଳତା: ଚୋରାବନ୍ଧୁକ କାରବାରର ଖୋଲିଲା ଗୁମର, ୪ ବନ୍ଧୁକ ୧୨ରାଉଣ୍ଡ ଗୁଳି ଜବତ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କମିଶନରେଟ ପୁଲିସର ସଫଳତା: ଚୋରାବନ୍ଧୁକ କାରବାରର ଖୋଲିଲା ଗୁମର, ୪ ବନ୍ଧୁକ ୧୨ରାଉଣ୍ଡ ଗୁଳି ଜବତ

କମିଶନରେଟ ପୁଲିସର ସଫଳତା: ଚୋରାବନ୍ଧୁକ କାରବାରର ଖୋଲିଲା ଗୁମର, ୪ ବନ୍ଧୁକ ୧୨ରାଉଣ୍ଡ ଗୁଳି ଜବତ ବିହାରରୁ ବନ୍ଧୁକ ଆଣି କରୁଥିଲେ ବେପାର, ୩ ଗିରିଫ ଜଗତପୁର(ଏନ୍‌.ଏମ୍‌.): କଟକ କମିଶନରେଟ ପୁଲିସକୁ ମିଳିଛି ବଡ଼ ଧରଣର ସଫଳତା । ବିଭିନ୍ନ ଅପରାଧ ନିମନ୍ତେ ବ୍ୟବହୃତ ଚୋରା ବନ୍ଧୁକ ଯୋଗାଉଥିବା ଗ୍ୟାଙ୍ଗର ୩ଜଣ ସଦସ୍ୟଙ୍କୁ ପୁଲିସ ଗିରଫ କରିଛି । ତେବେ ଏହି ବନ୍ଧୁକଗୁଡ଼ିକ ବିହାରଣୁ ଆଣି ଏଠାରେ ବିଭିନ୍ନ ଅପରାଧୀମାନଙ୍କୁ…

ପାଣ୍ଡିଆନଙ୍କ ଉପରେ ଅସନ୍ତୋଷ ଝାଡ଼ିଲେ ସ୍ୱଚ୍ଛ ଓ ଜଳ ସାଥୀ ମହିଳା: ଅଭିଯୋଗ ଜଣାଇବାକୁ ଛାଡ଼ିଲାନି ପୁଲିସ୍‌
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ପାଣ୍ଡିଆନଙ୍କ ଉପରେ ଅସନ୍ତୋଷ ଝାଡ଼ିଲେ ସ୍ୱଚ୍ଛ ଓ ଜଳ ସାଥୀ ମହିଳା: ଅଭିଯୋଗ ଜଣାଇବାକୁ ଛାଡ଼ିଲାନି ପୁଲିସ୍‌

ପାଣ୍ଡିଆନଙ୍କ ଉପରେ ଅସନ୍ତୋଷ ଝାଡ଼ିଲେ ସ୍ୱଚ୍ଛ ଓ ଜଳ ସାଥୀ ମହିଳା: ଅଭିଯୋଗ ଜଣାଇବାକୁ ଛାଡ଼ିଲାନି ପୁଲିସ୍‌ #କଟକ(ଏନ୍‌.ଏମ୍‌.): ସିଏମସି ଅଧୀନରେ କାର୍ଯ୍ୟରତ ସ୍ୱଚ୍ଛ ସାଥୀ ଓ ଜଳ ସାଥୀ ମହିଳାମାନଙ୍କୁ ଆଜି ନିରାଶ ହେବାକୁ ପଡ଼ିଛି । କଟକ ଗସ୍ତରେ ଆସିଥିବା ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନଙ୍କୁ ସେମାନେ ଭେଟିବାକୁ ଚାହୁଁଥିଲେ । ପାଣ୍ଡିଆନଙ୍କୁ ଭେଟି ସେମାନେ ନିଜର ସମସ୍ୟା ସମ୍ପର୍କରେ କହିଥାଆନ୍ତେ । କିନ୍ତୁ…

ଚଚରାଭଟା ଗାଁରେ ଦୋକାନକୁ ମାଡ଼ି ଗଲା ଗଞ୍ଜେଇ ବୋଝେଇ ଟାଟାସୁମୋ ଗାଡି
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଚଚରାଭଟା ଗାଁରେ ଦୋକାନକୁ ମାଡ଼ି ଗଲା ଗଞ୍ଜେଇ ବୋଝେଇ ଟାଟାସୁମୋ ଗାଡି

ଚଚରାଭଟା ଗାଁରେ ଦୋକାନକୁ ମାଡ଼ି ଗଲା ଗଞ୍ଜେଇ ବୋଝେଇ ଟାଟାସୁମୋ ଗାଡି #ଖପ୍ରାଖୋଲ(ଏନ୍‌.ଏମ୍‌.): ବଲାଙ୍ଗୀର ଅଞ୍ଚଳରେ ଚୋରା ଗଞ୍ଜେଇ କାରବାର ବଢ଼ିବାରେ ଲାଗିଛି । ବିଶେଷ କରି ଅବକାରୀ ବିଭାଗର ନିଷ୍କ୍ରିୟତା ଯୋଗୁଁ ବେଆଇନ ନିଶା କାରବାର ରୋକିବାରେ ପ୍ରଶାସନ ବିଫଳ ହେଉଥିବା ଚର୍ଚ୍ଚା ହେଉଛି । ବେଆଇନ ଗଞ୍ଜେଇ ଚାଲଣ ସମୟରେ ଏକ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହେବା ପରେ ଏସବୁର ଗୁମର ଖୋଲିଛି । ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ…

ରାଜ୍ୟରେ ମେଣ୍ଟ ଚର୍ଚ୍ଚା ନେଇ ନୂଆମୋଡ଼: ବିଜେପି ଦୋହରାଇଲା ଏକା ଲଢ଼ିବୁ, ବିଜେଡି ନୀରବ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ରାଜ୍ୟରେ ମେଣ୍ଟ ଚର୍ଚ୍ଚା ନେଇ ନୂଆମୋଡ଼: ବିଜେପି ଦୋହରାଇଲା ଏକା ଲଢ଼ିବୁ, ବିଜେଡି ନୀରବ

ରାଜ୍ୟରେ ମେଣ୍ଟ ଚର୍ଚ୍ଚା ନେଇ ନୂଆମୋଡ଼: ବିଜେପି ଦୋହରାଇଲା ଏକା ଲଢ଼ିବୁ, ବିଜେଡି ନୀରବ #ଭୁବନେଶ୍ୱର(ଏନ୍‌.ଏମ୍‌.): ଆଗାମୀ ସାଧାରଣ ନିର୍ବାଚନରେ ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ନିର୍ବାଚନୀ ମେଣ୍ଟକୁ ନେଇ ଚାଲିଥିବା ଚର୍ଚ୍ଚା ଆଜି ପୁଣି ଥରେ ନୂଆମୋଡ଼ ନେଇଛି । ସମ୍ଭାବ୍ୟ ମେଣ୍ଟକୁ ନେଇ ଗତ ଦୁଇଦିନ ଧରି ଚାଲିଥିବା ରାଜନୀତିକ ହଟଚମଟ ଓ ଚର୍ଚ୍ଚାରେ ରାଜ୍ୟ ବିଜେପି ସଭାପତି ଆଜି ପୂର୍ଣ୍ଣଚ୍ଛେଦ ପକାଇଛନ୍ତି । ପୂର୍ବରୁ…

ଜାଗର ପାଇଁ ଗଜାନନ ସେବା ସମିତି ପକ୍ଷରୁ ପାନୀୟ ଜଳ ବିତରଣ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଜାଗର ପାଇଁ ଗଜାନନ ସେବା ସମିତି ପକ୍ଷରୁ ପାନୀୟ ଜଳ ବିତରଣ

ଜାଗର ପାଇଁ ଗଜାନନ ସେବା ସମିତି ପକ୍ଷରୁ ପାନୀୟ ଜଳ ବିତରଣ #ଜଗତପୁର(ଏନ୍‌.ଏମ୍‌.): ସ୍ଥାନୀୟ ନିମପୁରସ୍ଥିତ ବାବା କୃଷ୍ଣେଶ୍ୱର ମନ୍ଦିର ପ୍ରାଙ୍ଗଣରେ ମହାଶିବ ରାତ୍ରୀ ବା ଜାଗର ଯାତ୍ରା ବଡ଼ ଯାକଜମକରେ ପାଳିତ ହୋଇଯାଇଛି । ଏହି ଅବସରରେ ସହଶ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବାବେଳେ ଗଜାନନ ସେବା ସମିତି ପକ୍ଷରୁ ଶ୍ରଦ୍ଧାଳୁ ମାନଙ୍କୁ ପାଣି ବୋତଲ ବିତରଣ କରାଯାଇଛି । ସମିତି ପକ୍ଷରୁ ପ୍ରତି ବର୍ଷ ଏହି ଜାଗର ଯାତ୍ରାରେ…

ପବିତ୍ର ମହାଶିବରାତ୍ରି
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ପବିତ୍ର ମହାଶିବରାତ୍ରି

ପବିତ୍ର ମହାଶିବରାତ୍ରି ଆଜି ପବିତ୍ର ମହାଶିବରାତ୍ରୀ । ଫଗୁଣ ମାସର କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ଶିବରାତ୍ରୀ । ଜାଗର ଜାଳି ଉପବାସ ରହୁଥିବାରୁ ଏହାକୁ ଜାଗର ବୋଲି କୁହାଯାଏ । ଶିବ... ଏହି ଶବ୍ଦର ଅର୍ଥ ହେଉଛି ମଙ୍ଗଳ । ସେ ଶାଶ୍ୱତ, ଚିରନ୍ତନ, ସତାତନ, ସର୍ବଜ୍ଞ, ସତ୍ୟ, ସୁନ୍ଦର ଏବଂ ସକଳ ବେଦ ସ୍ୱରୂପ । ସେ ଆଶୁବର ପ୍ରଦାନକାରୀ ଆଶୁତୋଷ ଏବଂ ଅକାଳମୃତ୍ୟୁ ହରଣକାରୀ…

ରାଜ୍ୟରେ ମେଣ୍ଟକୁ ନେଇ ଲାଗି ରହିଛି ସସପେନ୍ସ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ରାଜ୍ୟରେ ମେଣ୍ଟକୁ ନେଇ ଲାଗି ରହିଛି ସସପେନ୍ସ

ରାଜ୍ୟରେ ମେଣ୍ଟକୁ ନେଇ ଲାଗି ରହିଛି ସସପେନ୍ସ ରାଜ୍ୟରେ ବିଜେପି ଏକା ଲଢ଼ିବାର ବହୁ ସମ୍ଭାବନା ରହିଛି - ପୃଥ୍ୱୀରାଜ ହରିଚନ୍ଦନ #ଭୁବନେଶ୍ୱର(ଏନ୍‌.ଏମ୍‌.): ସାଧାରଣ ନିର୍ବାଚନକୁ ନେଇ ଏବେ ଜୋରଦାର ଚର୍ଚ୍ଚା ଚାଲିଛି । ବିଭିନ୍ନ ରାଜନୈତିକ ଦଳରୁ ନେତାମାନଙ୍କ ଦଳବଦଳ ଘଟଣା ଯେତିକି ଚର୍ଚ୍ଚାକୁ ଆସୁଛି ତା’ ଠାରୁ ଅଧିକ ଚର୍ଚ୍ଚାର ବିଷୟବସ୍ତୁ ହୋଇଛି ବିଜେଡି-ବିଜେପି ମେଣ୍ଟ ଆଲୋଚନା । ତେବେ ଉଭୟ ଦଳ ପକ୍ଷରୁ ମେଣ୍ଟକୁ ନେଇ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଟି ଆରୋହୀ ଗୁରୁତର
Uncategorized ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଟି ଆରୋହୀ ଗୁରୁତର

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଟି ଆରୋହୀ ଗୁରୁତର #ଜଗତପୁର(ଏନ୍‌.ଏମ୍‌.): କଟକ-ଚୌଦ୍ୱାର ରିଙ୍ଗବନ୍ଧରେ ଏକ ସଡକ ଦୁର୍ଘଟଣା ଘଟିବା ଦ୍ୱାରା ଜଣେ ସ୍କୁଟି ଆରୋହୀ ଗୁରୁତର ଆହତ ହୋଇଛନ୍ତି । ସ୍କୁଟି ଆରୋହୀ ଜଣକ ଗୁରୁତର ଆହତ ହୋଇ ପଡ଼ିଥିବା ବେଳେ ଜଗତପୁର ଥାନା ପୁଲିସ ଏବଂ ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ କଟକ ବଡ଼ମେଡ଼ିକାଲକୁ ପଠା ଯାଇଛି । ପ୍ରାପ୍ତ ସୂଚନା ଅନୁଯାୟୀ, ଓଡି୦୫ଏଏକ୍ସ ୫୮୫୨ନମ୍ବର ବିଶିଷ୍ଟ ସ୍କୁଟି ନେଇ…

ରାଜ୍ୟସରକାର ବଢ଼ାଇଦେଲେ ଆଉଟସୋର୍ସିଂ କର୍ମଚାରୀଙ୍କ ପାରିଶ୍ରମିକ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ରାଜ୍ୟସରକାର ବଢ଼ାଇଦେଲେ ଆଉଟସୋର୍ସିଂ କର୍ମଚାରୀଙ୍କ ପାରିଶ୍ରମିକ

ରାଜ୍ୟସରକାର ବଢ଼ାଇଦେଲେ ଆଉଟସୋର୍ସିଂ କର୍ମଚାରୀଙ୍କ ପାରିଶ୍ରମିକ #ଭୁବନେଶ୍ୱର(ଏନ୍‌.ଏମ୍‌.): ନିର୍ବାଚନ ପାଖେଇ ଆସୁଥିବାବେଳେ ଏବେ ରାଜ୍ୟସରକାର ବିଭିନ୍ନ ବର୍ଗର କର୍ମଚାରୀଙ୍କ ପାଇଁ ହାତ ଖୋଲି ଦେଇଛନ୍ତି । ସମସ୍ତ ବର୍ଗର କର୍ମଚାରୀଙ୍କ ନିମନ୍ତେ ବେତନ ବୃଦ୍ଧି ଠାରୁ ଆରମ୍ଭ କରି ବିଭିନ୍ନ ସୁବିଧା ସୁଯୋଗ ମଧ୍ୟ ଘୋଷଣା କରିଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ସର୍ଭିସ ପ୍ରୋଭାଇଡିଂ ଏଜେନ୍ସି ଦ୍ୱାରା ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ଆଉଟସୋର୍ସିଂ କର୍ମଚାରୀମାନଙ୍କ…

ଦୀର୍ଘଦିନର ଦାବି ପୁରଣ କଲେ ମୁଖ୍ୟମନ୍ତ୍ରୀ: ଆନ୍ଦୋଳନରୁ ଓହରି କୃତଜ୍ଞତା ଜଣାଇଲା କଟକ ଜିଲ୍ଲା ଆଶାକର୍ମୀ ସଂଘ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଦୀର୍ଘଦିନର ଦାବି ପୁରଣ କଲେ ମୁଖ୍ୟମନ୍ତ୍ରୀ: ଆନ୍ଦୋଳନରୁ ଓହରି କୃତଜ୍ଞତା ଜଣାଇଲା କଟକ ଜିଲ୍ଲା ଆଶାକର୍ମୀ ସଂଘ

ଦୀର୍ଘଦିନର ଦାବି ପୁରଣ କଲେ ମୁଖ୍ୟମନ୍ତ୍ରୀ: ଆନ୍ଦୋଳନରୁ ଓହରି କୃତଜ୍ଞତା ଜଣାଇଲା କଟକ ଜିଲ୍ଲା ଆଶାକର୍ମୀ ସଂଘ #କଟକ(ଏନ୍‌.ଏମ୍‌.): ରାଜ୍ୟସରକାର ଆଶାକର୍ମୀମାନଙ୍କ ବେତନ ବୃଦ୍ଧି କରିବାସହ ଅନ୍ୟାନ୍ୟ ସୁବିଧା ସୁଯୋଗ ନିମନ୍ତେ ଘୋଷଣା କରିଛନ୍ତି । ଏଥି ପୂର୍ବରୁ ଦାବି ନେଇ ଆଶାକର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଥିବାବେଳେ ସରକାରଙ୍କ ଘୋଷଣା ଯୋଗୁଁ ଆନ୍ଦୋଳନକୁ ବନ୍ଦ କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ କୃତଜ୍ଞତା ଜ୍ଞାପନ କରାଯାଇଛି । ସୂଚନା ଅନୁଯାୟୀ,…

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ #ଭୁବନେଶ୍ୱର (ଏନ୍‌.ଏମ୍‌.): ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସମେତ ଅନ୍ୟ ସମସ୍ତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ କମିଶନର ତଥା ଶାସନ ସଚିବମାନେ…

ଏପ୍ରିଲ ୮ରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଏପ୍ରିଲ ୮ରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ

ଏପ୍ରିଲ ୮ରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ ସୂର୍ଯ୍ୟ ପରାଗ ଯୋଗୁଁ ଦିନ ହୋଇଯିବ ରାତି #ଭୁବନେଶ୍ୱର (ଏନ୍‌.ଏମ୍‌.): ଚଳିତ ବର୍ଷ ପୃଥିବାବାସୀ ଏକ ବିରଳ ମହାଜାଗତିକ ଦୃଶ୍ୟର ମୂକସାକ୍ଷୀ ହେବାକୁ ଯାଉଛନ୍ତି । ଏହି ମହାଜାଗତିକ ଦୃଶ୍ୟ ହେଉଛି ଆସନ୍ତା ମାସ ୮ ତାରିଖରେ ହେବାକୁ ଥିବା ପୂର୍ଣ୍ଣ ସୂର୍ଯ୍ୟ ପରାଗ । କାରଣ ଏହି ସମୟରେ ପରାଗ ସମ୍ପୂର୍ଣ୍ଣ ରୂପେ ସୂର୍ଯ୍ୟଙ୍କୁ ଗ୍ରାସ କରିବ, ଯାହା ଫଳରେ…

କଳ୍ପନା ଜଳ୍ପନାର ଅନ୍ତ: ଶଙ୍ଖ ଧରିଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

କଳ୍ପନା ଜଳ୍ପନାର ଅନ୍ତ: ଶଙ୍ଖ ଧରିଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ

କଳ୍ପନା ଜଳ୍ପନାର ଅନ୍ତ: ଶଙ୍ଖ ଧରିଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ #ଭୁବନେଶ୍ୱର/ କେନ୍ଦ୍ରାପଡ଼ା (ଏନ୍‌.ଏମ୍‌.): ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ରଙ୍କ ପୁଅ ଶଙ୍ଖ ଧରିଛନ୍ତି । ଦୀର୍ଘ ଦିନ ଧରି ଚାଲିଥିବା ଚର୍ଚ୍ଚାରେ ଆଜି ପୂର୍ଣ୍ଣଛେଦ ପଡ଼ିଛି ; ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ବିଜେଡିରେ ମିଶିଛନ୍ତି । ନବୀନ ନିବାସରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ…

ରାଜ୍ୟରେ ମେଣ୍ଟ ହେବା ନେଇ ସବୁଜ ସଂକେତ: ୧୨ରେ ଓଡ଼ିଶା ଆସିବେ ଅମିତ ଶାହ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ରାଜ୍ୟରେ ମେଣ୍ଟ ହେବା ନେଇ ସବୁଜ ସଂକେତ: ୧୨ରେ ଓଡ଼ିଶା ଆସିବେ ଅମିତ ଶାହ

ରାଜ୍ୟରେ ମେଣ୍ଟ ହେବା ନେଇ ସବୁଜ ସଂକେତ: ୧୨ରେ ଓଡ଼ିଶା ଆସିବେ ଅମିତ ଶାହ ! #ଭୁବନେଶ୍ୱର(ଏନ୍‌.ଏମ୍‌.): ସମ୍ପ୍ରତି ସାଧାରଣ ନିର୍ବାଚନ ନିମନ୍ତେ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ପ୍ରସ୍ତୁତି ଜୋରଦାର ଚାଲିଥିବାବେଳେ ଓଡ଼ିଶାରେ ବିଜେପି-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଜୋର ଧରିଛି । ତେବେ ଆଜି ଉଭୟ ଦଳପକ୍ଷରୁ କର୍ମକର୍ତ୍ତାଙ୍କୁ ନେଇ ହୋଇଥିବା ବୈଠକରେ ମେଣ୍ଟକୁ ସବୁଜ ସଂକେତ ମିଳିଥିବା ସୂଚନା ମିଳୁଛି । ଗୋଟିଏ ପଟେ ନବୀନ…