ଓଡିଶା ମିଡିଆ ସମିଟ୍ ଓ ଓଡିଶା ମିଡ଼ିଆ ଆୱାର୍ଡ଼ ସମାରୋହ
ଓଡିଶା ମିଡିଆ ସମିଟ୍ ଓ ଓଡିଶା ମିଡ଼ିଆ ଆୱାର୍ଡ଼ ସମାରୋହ [caption id="attachment_7384" align="alignnone" width="300"] News by Ajit Kumar Mallick (Konark)[/caption] #କୋଣାର୍କ(ଏନ୍.ଏମ୍.): କୋଣାର୍କ ଠାରେ ଓଡିଶା ମିଡିଆ ସମିଟ୍ ଓ ଓଡିଶା ମିଡ଼ିଆ ଆୱାର୍ଡ଼ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହାକୁ ଓଡ଼ିଶାର ଗଣଶିକ୍ଷା ମନ୍ତ୍ରୀ ସମୀର କୁମାର ଦାସ ଉଦଘାଟନ କରିଥିଲା ବେଳେ ବିଶିଷ୍ଟଗାନ୍ଧୀବାଦି ସମାଜ ସେବୀ ଏସ ଏ ସଫିକ ଅଧ୍ୟକ୍ଷତା କରିଥିଲେ…




















