କଳିଙ୍ଗ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ଶିଶୁ ଉତ୍ସବ
କଳିଙ୍ଗ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ଶିଶୁ ଉତ୍ସବ [caption id="attachment_6926" align="alignnone" width="300"] News by Padmalochan Mishra (Cuttack)[/caption] କଟକ(ଏନ୍.ଏମ୍.): କଲରାବାଙ୍କରେ ଅବସ୍ଥିତ କଳିଙ୍ଗ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ଶିଶୁ ଦିବସ ଖୁବ ଉତ୍ସାହ, ଉଦ୍ଦୀପନା ତଥା ଆଡମ୍ବର ସହକାରେ ପାଳିତ ହୋଇଯାଇଛି । ଚାଚା ନେହେରୁଙ୍କ ଫୋଟୋରେ ମାଲ୍ୟାର୍ପଣ କରାଯିବା ସହ ଶିଶୁମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଥିଲା । କୁନିକୁନି ପିଲାମାନେ…




















