ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଜାତୀୟ କର୍ମଶାଳା
ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଜାତୀୟ କର୍ମଶାଳା [caption id="attachment_6171" align="alignnone" width="300"] News by I&PR Odisha[/caption] ଭୁବନେଶ୍ୱର(ଏନ୍.ଏମ୍.): ରାଜ୍ୟରେ ଦୀର୍ଘ ଦିନରୁ ଏକ ହେଲଞ୍ଜ୍ ୟୁନିଭରସିଟିର ଆବଶ୍ୟକତା ରହିଥିଲା, ଯାହାକି ଏବେ ପୂରଣ ହେବାକୁ ଯାଉଛି । ଏହା ଦେଶର ୧୭ତମ ହେଲଥ୍? ୟୁନିଭରସିଟି ଭାବେ ପରିଗଣିତ ହେବ । ରାଜ୍ୟ ସରକାର ସମସ୍ତଙ୍କୁ ହାତପାଆନ୍ତାରେ ଚିକିତ୍ସା ସେବା ଯୋଗାଇଦେବାକୁ ପ୍ରତିଶ୍ରୁତିବଦ୍ଧ । ଆମର ପ୍ରିୟ ମୁଖ୍ୟମନ୍ତ୍ରୀଙ୍କ…




















