ସୀମା ସୁରକ୍ଷା ବଳ ସୀମାନ୍ତ ସାମରିକ ମୁଖ୍ୟାଳୟ ଠାରେ ସ୍ୱର୍ଣ୍ଣିମ ବିଜୟ ମଶାଲକୁ ଭବ୍ୟ ସମ୍ମାନ
ସୀମା ସୁରକ୍ଷା ବଳ ସୀମାନ୍ତ ସାମରିକ ମୁଖ୍ୟାଳୟ ଠାରେ ସ୍ୱର୍ଣ୍ଣିମ ବିଜୟ ମଶାଲକୁ ଭବ୍ୟ ସମ୍ମାନ ଭୁବନେଶ୍ୱର(ଏନ୍.ଏମ୍.): ଭୁବନେଶ୍ୱର ସ୍ଥିତ ସୀମା ସୁରକ୍ଷା ବଳ ସୀମାନ୍ତ ସାମରିକ ମୁଖ୍ୟାଳୟ (ସ୍ୱତନ୍ତ୍ର ଅପରେସନ) ଠାରେ ସ୍ୱର୍ଣ୍ଣିମ ବିଜୟ ମଶାଲକୁ ଭବ୍ୟ ସ୍ୱାଗତ କରାଯାଇଛି । ଆଜି ପୂର୍ବାହ୍ଣରେ ବିଜୟ ମଶାଲକୁ…




















