ସନ୍ଦେହ ଜନକ ଅବସ୍ଥାରେ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅଙ୍କ ମୃତହେହ ଉଦ୍ଧାର
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ସନ୍ଦେହ ଜନକ ଅବସ୍ଥାରେ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅଙ୍କ ମୃତହେହ ଉଦ୍ଧାର

ସନ୍ଦେହ ଜନକ ଅବସ୍ଥାରେ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅଙ୍କ ମୃତହେହ ଉଦ୍ଧାର #ଭୁବନେଶ୍ୱର (ଏନ୍‌.ଏମ୍‌.): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ ପୁଅ ମନୀଷ ଅନୁରାଗ(ଗୁଡ଼ୁ)ଙ୍କ ମୃତଦେହ ଉଦ୍ଧାର ହୋଇଛି । ଭୁବନେଶ୍ୱର ଉପକଣ୍ଠ ପାତ୍ରପଡ଼ା ଗାଁର ଏକ ପୋଖରୀରୁ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି । ଗତ କାଲି ରାତିରୁ ଅନୁରାଗ ନିଖୋଜ ଥିଲେ । କିନ୍ତୁ ଆଜି ତାଙ୍କର ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା ।…

ଘରୋଇ ଫାଇନାସ୍ ଅଫିସରୁ ଲୁଟ ଘଟଣାରେ ୩ ଗିରଫ: ଚୋରି ଟଙ୍କା ଜବତ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଘରୋଇ ଫାଇନାସ୍ ଅଫିସରୁ ଲୁଟ ଘଟଣାରେ ୩ ଗିରଫ: ଚୋରି ଟଙ୍କା ଜବତ

ଘରୋଇ ଫାଇନାସ୍ ଅଫିସରୁ ଲୁଟ ଘଟଣାରେ ୩ ଗିରଫ: ଚୋରି ଟଙ୍କା ଜବତ ଚୌଦ୍ୱାର(ଏନ୍‌.ଏମ୍‌.): କମିଶନରେଟ ପୁଲିସ ଏକ ଫାଇନାନ୍ସ ସଂସ୍ଥାରୁ ଲକ୍ଷାଧିକ ଟଙ୍କା ଲୁଟ ହେବା ଘଟଣାର ପର୍ଦ୍ଦାଫାସ କରିଛି । ସୂଚନା ଅନୁଯାୟୀ ଚୌଦ୍ୱାର ପୌରପାଳିକା ଅଞ୍ଚଳରେ ଭାରତ ଫାଇନାସ ନାମକ ଏକ ସଂସ୍ଥା ରହିଥିବାବେଳେ ସେହି ସଂସ୍ଥା କାର୍ଯ୍ୟାଳୟରୁ ଟଙ୍କା ଲୁଟ ହୋଇଥିବା ନେଇ ଚୌଦ୍ୱାର ଥାନାରେ ଅଭିଯୋଗ ହୋଇଥିଲା । ପୁଲିସ ଅଭିଯୋଗକୁ ଗୁରୁତର…

‘୧୧ରୁ ନାଇଟ୍ କର୍ଫ୍ୟୁ, ପୁଲିସ୍ ସ୍କାନରରେ ରହିବେ ଅପରାଧୀ’
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

‘୧୧ରୁ ନାଇଟ୍ କର୍ଫ୍ୟୁ, ପୁଲିସ୍ ସ୍କାନରରେ ରହିବେ ଅପରାଧୀ’

‘୧୧ରୁ ନାଇଟ୍ କର୍ଫ୍ୟୁ, ପୁଲିସ୍ ସ୍କାନରରେ ରହିବେ ଅପରାଧୀ’ ଭୁବନେଶ୍ୱର(ଏନ୍‌.ଏମ୍‌.): ପାର୍ବଣ ଆରମ୍ଭ ହୋଇ ଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ଲୋକଙ୍କ ଗହଳି ବି ବଢ଼ିବାରେ ଲାଗୁଛି । ଏପରି ସମୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାର ଅଧିକ ସମ୍ଭାବନା ରହିଛି । ତେଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଓ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । କରୋନା କମାଇବାକୁ ଆସନ୍ତା ୧୧ ତାରିଖରୁ…

ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗ ସୁପରିଣ୍ଟେଣ୍ଡେଣ୍ଟ ଇଞ୍ଜିନିୟର
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗ ସୁପରିଣ୍ଟେଣ୍ଡେଣ୍ଟ ଇଞ୍ଜିନିୟର

ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗ ସୁପରିଣ୍ଟେଣ୍ଡେଣ୍ଟ ଇଞ୍ଜିନିୟର କଟକ(ଏନ୍‌.ଏମ୍‌.): ଭିଜିଲାନ୍ସ ଜାଲରେ ଜଳ ସଂପଦ ବିଭାଗର ସୁପରିଟେଣ୍ଡଣ୍ଟ ଇଞ୍ଜିନିୟର ପଡ଼ିଯାଇଛନ୍ତି । ବୈତରଣୀ ଜଳ ସମ୍ପଦ ବିଭାଗର ସୁପରିଟେଣ୍ଡଣ୍ଟ ଇଂ.ବିଧାନଚନ୍ଦ୍ର ସାହୁ କେନ୍ଦୁଝରରୁ କଟକ ନିଜ ବାସଭବନକୁ ଯିବା ସମୟରେ ଅନୈତିକ ଉପାୟରେ ଅର୍ଥ ରୋଜଗାର କରିବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଏ ନେଇ ଭିଜିଲାନ୍ସକୁ ଏକ ବଡ଼ ସଫଳତା ମିଳିଛି । ସୂଚନା ଅନୁଯାୟୀ,…

କଟକ ସିଟି ହସ୍ପିଟାଲର ଉନ୍ନତିକରଣ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

କଟକ ସିଟି ହସ୍ପିଟାଲର ଉନ୍ନତିକରଣ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

କଟକ ସିଟି ହସ୍ପିଟାଲର ଉନ୍ନତିକରଣ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ #କଟକ(ଏନ୍‌.ଏମ୍‌.): କଟକ ସହରବାସୀଙ୍କୁ ତତ୍‌କ୍ଷଣାତ୍ ଉନ୍ନତ ଚିକିତ୍ସା ସେବା ଯୋଗାଇ ଦେବା ନିମନ୍ତେ ସରକାର ଓ ପ୍ରଶାସନିକସ୍ତରରେ ଉଦ୍ୟମ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଆଜି କଟକ ସିଟି ହସ୍ପିଟାଲରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । କଟକ ଲୋକ ସଭା ସାଂସଦ ଭର୍ତ୍ତୃହରି ମହତାବ, ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମ, ଜିଲ୍ଲାପାଳ…

ଓଡିଶା ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶିତ: ୧୫୩ଜଣ କୃତକାର୍ଯ୍ୟ, ଶ୍ରେଷ୍ଠ ୧୦ ମଧ୍ୟରେ ୩ ମହିଳା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଓଡିଶା ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶିତ: ୧୫୩ଜଣ କୃତକାର୍ଯ୍ୟ, ଶ୍ରେଷ୍ଠ ୧୦ ମଧ୍ୟରେ ୩ ମହିଳା

ଓଡିଶା ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶିତ: ୧୫୩ଜଣ କୃତକାର୍ଯ୍ୟ ଶ୍ରେଷ୍ଠ ୧୦ ମଧ୍ୟରେ ୩ ମହିଳା #କଟକ(ଏନ୍‌.ଏମ୍‌.): ଓଡିଶା ସିଭିଲ ସର୍ଭିସ ପରୀକ୍ଷା-୨୦୧୯ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଏହି ପରୀକ୍ଷାରେ ଉତୀର୍ଣ୍ଣ ହୋଇଥିବା ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ୩ଜଣ ମହିଳା ପ୍ରାର୍ଥୀ ଥିବାବେଳେ ୭ଜଣ ପୁରୁଷ ରହିଛନ୍ତି । ପରୀକ୍ଷାରେ ଅଶ୍ୱିନୀ କୁମାର ପଣ୍ଡା ଟପ୍ପର ହୋଇଥିବା ଓପିଏସସି ପକ୍ଷରୁ ସୂଚନା ଦିଆଯାଇଛି…

କ୍ରାଇମବ୍ରାଞ୍ଚର ରିପୋର୍ଟ: ଏସିଏଫ୍ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଏକ ଦୁର୍ଘଟଣା ଥିଲା
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କ୍ରାଇମବ୍ରାଞ୍ଚର ରିପୋର୍ଟ: ଏସିଏଫ୍ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଏକ ଦୁର୍ଘଟଣା ଥିଲା

କ୍ରାଇମବ୍ରାଞ୍ଚର ରିପୋର୍ଟ: ଏସିଏଫ୍ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଏକ ଦୁର୍ଘଟଣା ଥିଲା #କଟକ(ଏନ୍‌.ଏମ୍‌.): ଏସିଏଫ ମୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଆଜି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜିବ ପଣ୍ଡା ଖୁଲାସା କରିଛନ୍ତି । ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଏକ ଦୁର୍ଘଟଣା ଥିଲା ବୋଲି ତଦନ୍ତ ପରେ କ୍ରାଇମବ୍ରାଞ୍ଚ ଏଡିଜି ଶ୍ରୀ ପଣ୍ଡା ସୂଚନା ଦେଇଛନ୍ତି । ସେ ଗଣମାଧ୍ୟମ ସମ୍ମୁଖରେ କହିଛନ୍ତି ଯେ, ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀ…

ସିଏମସିରେ ବଢ଼ୁଛି ଦୁର୍ନୀତିର ତାଲିକା: ତେଲ ପିଇ ଯାଉଛନ୍ତି ପମ୍ପ ଅଧିକାରୀ ଓ କର୍ମଚାରୀ !
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ସିଏମସିରେ ବଢ଼ୁଛି ଦୁର୍ନୀତିର ତାଲିକା: ତେଲ ପିଇ ଯାଉଛନ୍ତି ପମ୍ପ ଅଧିକାରୀ ଓ କର୍ମଚାରୀ !

ସିଏମସିରେ ବଢ଼ୁଛି ଦୁର୍ନୀତିର ତାଲିକା: ତେଲ ପିଇ ଯାଉଛନ୍ତି ପମ୍ପ ଅଧିକାରୀ ଓ କର୍ମଚାରୀ ! #କଟକ(ଏନ୍‌.ଏମ୍‌.): କଟକ ମହାନଗର ନିଗମରେ ବଢ଼ୁଛି ଦୁର୍ନୀତିର ତାଲିକା । ଏପରିକି ସିଏମସିର ବିଭାଗୀୟ ଯନ୍ତ୍ରୀଙ୍କ ସହାୟତାରେ କର୍ମଚାରୀମାନେ ତେଲ ପିଇ ଯାଉଥିବା ଭଳି ସଂଗୀନ ଅଭିଯୋଗ ଉଠିଛି । ଏ ନେଇ ସିଏମସି କମିଶନରଙ୍କୁ ଆମ୍ବେଦକର ସ୍ମୃତି ପରିଷଦ ପକ୍ଷରୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇ ସିଏମସି ରାଜକୋଷରୁ ଲୁଟ ହେଉଥିବା…

ଶୀତଦିନକୁ ଦୃଷ୍ଟିରେ ରଖି କରୋନା କଟକଣା ବଢ଼ାଇଲା ସିଏମସି
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ଶୀତଦିନକୁ ଦୃଷ୍ଟିରେ ରଖି କରୋନା କଟକଣା ବଢ଼ାଇଲା ସିଏମସି

ଶୀତଦିନକୁ ଦୃଷ୍ଟିରେ ରଖି କରୋନା କଟକଣା ବଢ଼ାଇଲା ସିଏମସି #କଟକ(ଏନ୍‌.ଏମ୍‌.): ଶୀତଦିନକୁ ଦୃଷ୍ଟିରେ ରଖି କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ କରୋନା କଟକଣାକୁ ଅଧିକ କଡ଼ାକଡ଼ି କରାଯାଇଛି । କରୋନା ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା ରହିଥିବା ଯୋଗୁଁ ପୂର୍ବରୁ ଯେତିକି ଜନସମାଗମ ପାଇଁ ପ୍ରଶାସନ ପକ୍ଷରୁ ଅନୁମତି ଦିଆଯାଇଥିଲା ଏବେ କଟକଣା ଲାଗୁ କରାଯାଇଛି । କଟକ ସହରରେ ବାହାଘର, ଅନ୍ତେଷ୍ଟିକ୍ରିୟା ତଥା ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ…

ସିଏମସି ସ୍ୱାସ୍ଥ୍ୟ ବିଭାଗର ଚଢ଼ାଉ: କେକ୍‍, ପାଉଁରୁଟି ଓ ବିସ୍କୁଟରେ ମିଶୁଥିଲା ପଚା ଅଣ୍ଡା
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ସିଏମସି ସ୍ୱାସ୍ଥ୍ୟ ବିଭାଗର ଚଢ଼ାଉ: କେକ୍‍, ପାଉଁରୁଟି ଓ ବିସ୍କୁଟରେ ମିଶୁଥିଲା ପଚା ଅଣ୍ଡା

ସିଏମସି ସ୍ୱାସ୍ଥ୍ୟ ବିଭାଗର ଚଢ଼ାଉ: କେକ୍‍, ପାଉଁରୁଟି ଓ ବିସ୍କୁଟରେ ମିଶୁଥିଲା ପଚା ଅଣ୍ଡା #କଟକ(ଏନ୍‍.ଏମ୍‍.): ଖାଦ୍ୟରେ ଜହର । ବିଭିନ୍ନ ଅପମିଶ୍ରଣ ସାଙ୍ଗକୁ ମିଶୁଛି ଅଖାଦ୍ୟ । ଯାହା ଫଳରେ ସୃଷ୍ଟି ହେଉଛି ବିଭିନ୍ନ ରୋଗ । ଲୋକେ ଖାଇବା ନାଁରେ କିଣୁଛନ୍ତି ଜହର । ଏଭଳି ଏକ ଘଟଣା ସମସ୍ତଙ୍କୁ ବିସ୍ମିତ କରିଛି । କଟକ ସହରରେ ଥିବା ଏକ ପାଉଁରୁଟି (ବେକେରୀ) କାରଖାନାରେ ଖାଦ୍ୟ ଅନୁପୋଯୋଗୀ…

ଜଗତପୁର ଖବରକାଗଜ ବିକ୍ରେତା ସଂଘ ସଦସ୍ୟ ସମ୍ମାନିତ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଜଗତପୁର ଖବରକାଗଜ ବିକ୍ରେତା ସଂଘ ସଦସ୍ୟ ସମ୍ମାନିତ

ଜଗତପୁର ଖବରକାଗଜ ବିକ୍ରେତା ସଂଘ ସଦସ୍ୟ ସମ୍ମାନିତ #ଜଗତପୁର(ଏନ୍‍.ଏମ୍‍.): ଜଗତପୁର ପ୍ରେସ କ୍ଲବ ପରିସରରେ କ୍ରୀଡ଼ାବିତ୍ ରଞ୍ଜନ କୁମାର ବିଶ୍ୱାଳଙ୍କ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ଜଗତପୁର ଶାନ୍ତିକମିଟି ସମ୍ପାଦକ ତଥା ଟ୍ରକ ମାଲିକ ସଂଘ ସଭାପତି ଦିଲ୍ଲୀପ କୁମାର ଜେନା ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ କୈଳାସ ଚନ୍ଦ୍ର ଜେନା ଯୋଗଦେଇ ସ୍ୱର୍ଗତ ବିଶ୍ୱାଳଙ୍କ ସ୍ମୃତିଚାରଣ କରିଥିଲେ…

ଉତ୍ତର ପ୍ରଦେଶ ଚାଷୀ ହତ୍ୟା ଓ ପ୍ରିୟଙ୍କାଗାନ୍ଧୀ ଗରିଫ ପ୍ରତିବାଦରେ ଚୌଦ୍ୱାର-କଟକ ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଉତ୍ତର ପ୍ରଦେଶ ଚାଷୀ ହତ୍ୟା ଓ ପ୍ରିୟଙ୍କାଗାନ୍ଧୀ ଗରିଫ ପ୍ରତିବାଦରେ ଚୌଦ୍ୱାର-କଟକ ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ

ଉତ୍ତର ପ୍ରଦେଶ ଚାଷୀ ହତ୍ୟା ଓ ପ୍ରିୟଙ୍କାଗାନ୍ଧୀ ଗରିଫ ପ୍ରତିବାଦରେ ଚୌଦ୍ୱାର-କଟକ ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ #ଜଗତପୁର(ଏନ୍‍.ଏମ୍‍.): ଉତ୍ତର ପ୍ରଦେଶର ଲକ୍ଷ୍ମୀପୁର ଠାରେ ଚାଷୀ ଆନ୍ଦୋଳନକାରୀଙ୍କୁ ଗାଡି ଚଢ଼େଇ ମାରିଦେବା ଘଟଣାର ଅର୍ଥ ଗଣତନ୍ତ୍ରକୁ ହତ୍ୟା କରିବା । ନିଜର ହକ ପାଇଁ ଗଣତାନ୍ତ୍ରୀକ ପଦ୍ଧତିରେ ଆନ୍ଦୋଳନ ଚାଲିଥିବାବେଳେ ସେମାନଙ୍କୁ ଇଂରେଜ ଶାସକଙ୍କ ଭଳି ହତ୍ୟା କରିବା ଭଳି ବର୍ବରତା ଦୁର୍ଭାଗ୍ୟଜନକ ବୋଲି ଜଗତପୁର ଠାରେ ଚୌଦ୍ୱାର-କଟକ ଯୁବ…

କମିଶନରେଟ ପୁଲିସ ହାତରେ ଚୋରା ବନ୍ଧୁକ ବ୍ୟବସାୟୀ: ଆଲ୍‌ବମ୍ ଅଭିନେତା ସହ ୪ ଗିରଫ, ୩ଟି ବନ୍ଧୁକ ସହ ୧୨ ଜୀବନ୍ତ ଗୁଳି ଜବତ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କମିଶନରେଟ ପୁଲିସ ହାତରେ ଚୋରା ବନ୍ଧୁକ ବ୍ୟବସାୟୀ: ଆଲ୍‌ବମ୍ ଅଭିନେତା ସହ ୪ ଗିରଫ, ୩ଟି ବନ୍ଧୁକ ସହ ୧୨ ଜୀବନ୍ତ ଗୁଳି ଜବତ

କମିଶନରେଟ ପୁଲିସ ହାତରେ ଚୋରା ବନ୍ଧୁକ ବ୍ୟବସାୟୀ: ଆଲ୍‌ବମ୍ ଅଭିନେତା ସହ ୪ ଗିରଫ, ୩ଟି ବନ୍ଧୁକ ସହ ୧୨ ଜୀବନ୍ତ ଗୁଳି ଜବତ #କଟକ(ଏନ୍‌.ଏମ୍‌.): ସବୁବର୍ଷ ପରି ଏଥର ମଧ୍ୟ ଶାରଦୀୟ ପୂଜା ପୂର୍ବରୁ କଟକରେ ଅପରାଧୀମାନ ସକ୍ରିୟ ହୋଇଉଠିଛନ୍ତି । ଗତକାଲି ଦିନ ଦିପ୍ରହରରେ ଜଗତପୁର ଅଂଚଳରେ ଗୁଳିଫୁଟାଇ ଲକ୍ଷାଧିକ ଟଙ୍କା ଲୁଟ ହୋଇଥିଲା ବେଳେ ଆଜି ବନ୍ଧୁକ କାରବାରରେ ସଂପୃକ୍ତ ୪ ଜଣଙ୍କୁ ବାଦାମବାଡି ଥାନା…

ଉପଭୋକ୍ତାଙ୍କ ବିଦ୍ୟୁତ ଶୁଳ୍କ: ଘରେ ବସିବ ପ୍ରିପେଡ଼ ସ୍ମାର୍ଟ ମିଟର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଉପଭୋକ୍ତାଙ୍କ ବିଦ୍ୟୁତ ଶୁଳ୍କ: ଘରେ ବସିବ ପ୍ରିପେଡ଼ ସ୍ମାର୍ଟ ମିଟର

ଉପଭୋକ୍ତାଙ୍କ ବିଦ୍ୟୁତ ଶୁଳ୍କ: ଘରେ ବସିବ ପ୍ରିପେଡ଼ ସ୍ମାର୍ଟ ମିଟର #ଭୁବନେଶ୍ୱର(ଏନ୍‌.ଏମ୍‌.): ବିଦ୍ୟୁତ ଶୁଳ୍କ ଆଦାୟ ପାଇଁ ରହିଥିବା ସମସ୍ୟାର ସମାଧ୍‌ାନ ପାଇଁ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଉଛି । ବିଦ୍ୟୁତ ବ୍ୟବହାର କରିବା ପରେ ଉପଭୋକ୍ତାଙ୍କ ଠାରୁ ବିଦ୍ୟୁତ ବିଲ ଆଦାୟ ହେଉଥିବାବେଳେ ଶୁଳ୍କ ବକେୟା ରହିଯାଉଥିଲା । ହେଲେ ଏଣିକି ଆଉ ବିଦ୍ୟୁତ ଶୁଳ୍କ ବାକିଆ ରହିବ ନାହିଁ ; ବରଂ ଆଗୁଆ ପଇଠ…

ହଠାତ ଫେଲ ହେଲା ଫେସବୁକ୍‌, ହ୍ୱାଟ୍ସଆପ୍ ଓ ଇନଷ୍ଟାଗ୍ରାମ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ହଠାତ ଫେଲ ହେଲା ଫେସବୁକ୍‌, ହ୍ୱାଟ୍ସଆପ୍ ଓ ଇନଷ୍ଟାଗ୍ରାମ

ହଠାତ ଫେଲ ହେଲା ଫେସବୁକ୍‌, ହ୍ୱାଟ୍ସଆପ୍ ଓ ଇନଷ୍ଟାଗ୍ରାମ ନୂଆଦିଲ୍ଲୀ (ଏଜେନ୍ସି): ହଠାତ ଫେଲ ହୋଇଯାଇଛି ସୋସିଆଲ ମିଡିଆ । ଫେସବୁକ୍‌, ହ୍ୱାଟ୍ସଆପ୍ ଓ ଇନଷ୍ଟାଗ୍ରାମ ସେବା ଠପ୍ ହୋଇ ଯାଇଛି । ସୋମବାର ରାତି ପ୍ରାୟ ୯.୧୫ ମିନିଟରେ ବିଶ୍ୱର ବିଭିନ୍ନ ସ୍ଥାନରେ ଏହି ସେବାର ସର୍ଭର ଡାଉନ୍ ହୋଇଥିବା ଜଣାପଡ଼ିଛି । ଏହି କାରଣରୁ ୟୁଜରମାନେ ନାହିଁ ନଥିବା ସମସ୍ୟାର ସାମ୍ନା କରିଥିବା ଜଣାପଡ଼ିଛି । ସୋମବାର…

କଟକ ବିଜେପି ବାରବାଟୀ ମଣ୍ଡଳ ପକ୍ଷରୁ ସ୍ୱଚ୍ଛତା ଅଭିଯାନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

କଟକ ବିଜେପି ବାରବାଟୀ ମଣ୍ଡଳ ପକ୍ଷରୁ ସ୍ୱଚ୍ଛତା ଅଭିଯାନ

କଟକ ବିଜେପି ବାରବାଟୀ ମଣ୍ଡଳ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କଟକ(ଏନ୍‌.ଏମ୍‌.): କଟମ ମହାନଗର ନିଗମ ବିଜେପି ବାରବାଟୀ ମଣ୍ଡଳ ପକ୍ଷରୁ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ସମ୍ପ୍ରତି କଟକ ସହରରେ ଆବର୍ଜନା ପରିଚାଳନା ବିପର୍ଯ୍ୟସ୍ତ ହୋଇ ପଡ଼ିଥିବାବେଳେ ବିଜେପି ପକ୍ଷରୁ ଆବର୍ଜନା ସଫେଇ କରାଯାଇଥିଲା । ମଣ୍ଡଳ ସଭାନେତ୍ରୀ ପୁଷ୍ପିତା ମହାପାତ୍ରଙ୍କ ନେତୃତ୍ୱରେ ସ୍ଥାନୀୟ ଗଡ଼ଗଡିଆ ମନ୍ଦିର ଆଖପାଖରେ ଦୀର୍ଘ ଦିନ ଧରି ପଡ଼ି ରହିଥିବା ଆବର୍ଜନାକୁ ସଫେଇ…

ଓଡ଼ିଶା ପରିବହନ ଚାଳକ ସଂଘ କର୍ମକର୍ତ୍ତା ନିର୍ବାଚନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଓଡ଼ିଶା ପରିବହନ ଚାଳକ ସଂଘ କର୍ମକର୍ତ୍ତା ନିର୍ବାଚନ

ଓଡ଼ିଶା ପରିବହନ ଚାଳକ ସଂଘ କର୍ମକର୍ତ୍ତା ନିର୍ବାଚନ ଟାଙ୍ଗୀ-ଚୌଦ୍ୱାର(ଏନ୍‌.ଏମ୍‌.): ଓଡ଼ିଶା ପରିବହନ ଚାଳକ ସଂଘ, ଟାଙ୍ଗୀ-ଚୌଦ୍ୱାର ବ୍ଳକ ଶାଖାର କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ମୋଟରଯାନ ଚାଳକମାନଙ୍କର ଏକ ସାଧାରଣ ସଭା ଗରୁଡ଼ଗାଁ ପଞ୍ଚାୟତ ବିଶ୍ୱନାହାକାଣୀ ହାଟ ପଡ଼ିଆରେ ଆୟୋଜିତ ହୋଇଥିଲା । ସଂଘର ରାଜ୍ୟ ସଭାପତି ବିଜ୍ଞାନ ଦାସ ପୌରହିତ୍ୟ କରିଥିôବାବେଳେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ ସରପଞ୍ଚ ସୁବୋଧ କୁମାର ସାମଲ ଯୋଗ ଦେଇଥିଲେ…

ପେଟାନାଳ ଉନ୍ନତିକରଣ ଲାଗ ଡ୍ରେନେଜ ମୁଖ୍ୟଯନ୍ତ୍ରୀଙ୍କ ସହ ଆଲୋଚନା କଲେ ଇଂ. ମୋକିମ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

ପେଟାନାଳ ଉନ୍ନତିକରଣ ଲାଗ ଡ୍ରେନେଜ ମୁଖ୍ୟଯନ୍ତ୍ରୀଙ୍କ ସହ ଆଲୋଚନା କଲେ ଇଂ. ମୋକିମ

ପେଟାନାଳ ଉନ୍ନତିକରଣ ଲାଗ ଡ୍ରେନେଜ ମୁଖ୍ୟଯନ୍ତ୍ରୀଙ୍କ ସହ ଆଲୋଚନା କଲେ ଇଂ. ମୋକିମ କଟକ(ଏନ୍‌.ଏମ୍‌.): ବାରବାଟୀ କଟକ ବିଧାୟକ ଇଂ.ମହମ୍ମଦ ମୋକିମ ଶିଖରପୁର-ଗଣ୍ଡରପୁର ସ୍ଥିତ ଡ୍ରେନେଜ ବିଭାଗ ଉଚ୍ଚ ଅଧିକାରୀମାନଙ୍କ ସହିତ ମର୍କତନଗର ପେଟାନାଳର ସୁରକ୍ଷା ଓ ଉନ୍ନତିକରଣ ସମ୍ପର୍କରେ ଆଲୋଚନା କରିଛନ୍ତି । ପେଟାନାଳକୁ ସୌନ୍ଦର୍ଯ୍ୟକରଣ କରିବା ମଧ୍ୟରେ ଆଲୋକିକରଣ, ନୌଚାଳନା ଏବଂ ପେଟାନାଳର ଉଭୟ ପାଶ୍ୱର୍ର ସୁରକ୍ଷା ଓ ମନୋରଞ୍ଜନ ବ୍ୟବସ୍ଥା ଲାଗି ପଦକ୍ଷେପ ନେବାକୁ ବିଧାୟକ…

ଜୟ ଜଗନ୍ନାଥ ସେବା ସମିତି ଟ୍ରଷ୍ଟର ତୃତୀୟ ବାର୍ଷିକ ଉତ୍ସବ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଜୟ ଜଗନ୍ନାଥ ସେବା ସମିତି ଟ୍ରଷ୍ଟର ତୃତୀୟ ବାର୍ଷିକ ଉତ୍ସବ

ଜୟ ଜଗନ୍ନାଥ ସେବା ସମିତି ଟ୍ରଷ୍ଟର ତୃତୀୟ ବାର୍ଷିକ ଉତ୍ସବ #କଟକ(ଏନ୍‌.ଏମ୍‌.): ସ୍ୱେଚ୍ଛାସେବୀ ଅନୁଷ୍ଠାନ ଜୟ ଜଗନ୍ନାଥ ସେବା ସମିତି ଟ୍ରଷ୍ଟ ପକ୍ଷରୁ ତୃତୀୟ ବାର୍ଷିକ ଉତ୍ସବ ସ୍ଥାନୀୟ ସହିଦ ଭବନରେ ଅନୁଷ୍ଠିତ ହୋଇଯାଇଛି । ଉତ୍ସବକୁ ରୁଚି ଉଦ୍ୟୋଗର ପ୍ରତିଷ୍ଠାତା ଡକ୍ଟର ଶରତ ଚନ୍ଦ୍ର ସାହୁ ଉଦ୍‌ଘାଟନ କରିଥିବାବେଳେ ମୁଖ୍ୟଅତିଥି ଭାବେ ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମ ଯୋଗଦେଇ ଟ୍ରଷ୍ଟ ପକ୍ଷରୁ କଟକ ସହରରେ ଅନେକ ଅତୁଳନୀୟ…

ପିପିଲି ଉପ ନିର୍ବାଚନ: ପିତାଙ୍କ ଗଡ଼ ବଜାୟ ରଖିଲେ ପୁତ୍ର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ପିପିଲି ଉପ ନିର୍ବାଚନ: ପିତାଙ୍କ ଗଡ଼ ବଜାୟ ରଖିଲେ ପୁତ୍ର

ପିପିଲି ଉପ ନିର୍ବାଚନ: ପିତାଙ୍କ ଗଡ଼ ବଜାୟ ରଖିଲେ ପୁତ୍ର ପିପିଲି/ଭୁବନେଶ୍ୱର(ଏନ୍‌.ଏମ୍‌.): ପିପିଲି ଉପନିର୍ବାଚନରେ ବାଜିମାତ୍ କରିଛି ବିଜେଡି । ପିପିଲିରେ ବିଜେଡି ପ୍ରାର୍ଥୀ ତଥା ସ୍ୱଗର୍ତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀ ବଡ଼ ବ୍ୟବଧାନରେ ବିଜୟୀ ହୋଇଛନ୍ତି । ସେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ୨୦,୯୧୬ ଭୋଟରେ ପରାସ୍ତ କରିଛନ୍ତି । ଏହି ପରାଜୟ ସହ ଆଶ୍ରିତଙ୍କର ବିଜୟ ଆଶା ଧୂଳିସାତ୍ ହୋଇଛି ।…