ପ୍ରେମ ହେଲା ତୋ ସାଥିରେ ରିଲିଜ
ପ୍ରେମ ହେଲା ତୋ ସାଥିରେ ରିଲିଜ କଟକ (ଏନ୍.ଏମ୍.) : ନୂଆ ଓଡ଼ିଆ ରୋମାଣ୍ଟିକ ଗୀତ ପ୍ରେମ ହେଲା ତୋ ସାଥିରେ ରିଲିଜ ହୋଇଯାଇଛି । କୁନା ରାଉଳଙ୍କ ଫୋର ସାଇଟ ୟୁ ଟ୍ୟୁବ ଚାନେଲରେ ଏହି ନୂଆ ଓଡ଼ିଆ ସ୍ମୃତି ମଧୁର ଗୀତଟି ରିଲିଜ ହୋଇଯାଇଛି ।…
ପ୍ରେମ ହେଲା ତୋ ସାଥିରେ ରିଲିଜ କଟକ (ଏନ୍.ଏମ୍.) : ନୂଆ ଓଡ଼ିଆ ରୋମାଣ୍ଟିକ ଗୀତ ପ୍ରେମ ହେଲା ତୋ ସାଥିରେ ରିଲିଜ ହୋଇଯାଇଛି । କୁନା ରାଉଳଙ୍କ ଫୋର ସାଇଟ ୟୁ ଟ୍ୟୁବ ଚାନେଲରେ ଏହି ନୂଆ ଓଡ଼ିଆ ସ୍ମୃତି ମଧୁର ଗୀତଟି ରିଲିଜ ହୋଇଯାଇଛି ।…
ହୀରାକୁଦ ଜଳଭଣ୍ଡାରରୁ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ସମ୍ବଲପୁର (ଏନ୍.ଏମ୍.): ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ହୀରାକୁଦ ଜଳଭଣ୍ଡାରରୁ ଆଜି ଛଡ଼ାଯାଇଛି । ହୀରାକୁଦ ଜଳଭଣ୍ଡାରରୁ ମୋଟ ୨ଟି ଗେଟ୍ ଦେଇ ଏବେ ବନ୍ୟାଜଳ ନିଷ୍କାସିତ ହେଉଛି । ଆଜି ପୂର୍ବାହ୍ନ ୧୧ଟା ବେଳେ ସ୍ୱତନ୍ତ୍ର ପୂଜାର୍ଚ୍ଚନା…
ଘୋଷଯାତ୍ରା ପାଇଁ ପ୍ରସ୍ତୁତ ରଥ, ପଥ ଜଗନ୍ନାଥ: ସିଂହଦ୍ୱାର ନିକଟରେ ଲାଗିଲା ତିନି ରଥ ପୁରୀ (ଏନ୍.ଏମ୍.): ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ବିଜେ ହେବେ ମହାପ୍ରଭୁ । ଏଥିପାଇଁ ରଥ, ପଥ, ଜଗନ୍ନାଥ ସମସ୍ତେ ପ୍ରସ୍ତୁତ । ଏହି ଅବସରରେ ଆଜି ସିଂହଦ୍ୱାର…
ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା-ଅନୁଭବ; ହୋଇପାରିଲାନି ସହମତି, ପୁଣି ଏକ ତାରିଖ ଧାର୍ଯ୍ୟ କଟକ(ଏନ୍.ଏମ୍.): ବହୁ ବାଦବିବାଦ ଭିତରେ ଆଜି ଅଭିନେତା ତଥା ବିଜେଡି ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ କଟକ ଫ୍ୟାମିଲି କୋର୍ଟ ହାଜର ହୋଇଛନ୍ତି । ସ୍ୱାମୀ-ସ୍ତ୍ରୀଙ୍କ ଭିତରେ…
ଇମ୍ଫା ପକ୍ଷରୁୁ ଚୌଦ୍ୱାର ତ୍ରିନାଥ ପଲ୍ଲୀରେ ଟିକାକରଣ ଚୌଦ୍ୱାର(ଏନ୍.ଏମ୍.): ସ୍ଥାନୀୟ ଇମ୍ଫା କାରଖାନା ତରଫରୁ ଚୌଦ୍ୱାର ପୌରପାଳିକା ୧୭ ନମ୍ବର ୱାର୍ଡ଼ସ୍ଥିତ ତ୍ରିନାଥ ପଲ୍ଲୀରେ କରୋନା ଟିକାକରଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଆପୋଲୋ ହସପିଟାଲ ସହଭାଗିତାରେ ଆୟୋଜିତ ଏହି ଶିବିରରେ କଲୋନୀରେ ରହୁଥିବା କୁଷ୍ଠ ରୋଗୀ…
ବିଦ୍ୟୁତ ଆଘାତରେ ପ୍ରାଣହରାଇଲା ଗଜରାଜ ଅନୁଗୋଳ (ଏନ୍.ଏମ୍.): ଅନୁଗୋଳ ବନଖଣ୍ଡର ବନ୍ତଳା ରେଞ୍ଜ ଅନ୍ତର୍ଗତ ତଳଗଡ଼ ଗାଁରେ ବିଦ୍ୟୁତ୍ ଆଘାତରେ ପ୍ରାଣ ହରାଇଛି ଗଜରାଜ । ଆଜି ଉକ୍ତ ଗାଁ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଥିଲା । ମୃତ ହାତୀକୁ ଆନୁମାନିକ ୧୦ ବର୍ଷ…
ଭୁବନେଶ୍ୱରରୁ ୫ ସାଇବର ଠକ ଗିରଫ [caption id="attachment_1320" align="alignnone" width="300"] Photo by OB[/caption] ଭୁବନେଶ୍ୱର (ଏନ୍.ଏମ୍.): ଦ୍ୱୈତ୍ୟନଗରୀ ଭୁବନେଶ୍ୱରରୁ ୫ ଜଣ ସାଇବର ଠକ ଗିରଫ ହୋଇଛନ୍ତି । ଭରତପୁର ଥାନା ପୁଲିସ୍ ସହାୟତାରେ ହାଇଦ୍ରାବାଦ ପୁଲିସ୍ ସେମାନଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ…
ଢାକାର ଏକ କାରଖାନାରେ ଅଗ୍ନିକାଣ୍ଡ:୪୦ ମୃତ ଢାକା (ଏଜେନ୍ସି): ବାଙ୍ଗଲାଦେଶର ରାଜଧାନୀ ଢାକା ଅଞ୍ଚଳର ଏକ କାରଖାନାରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି । ଏହି ଅଗ୍ନିକାଣ୍ଡରେ ପ୍ରାୟ ୪୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ୩୦ ରୁ ଅଧିକ ଲୋକେ ଗୁରୁତର ଆହତ ହୋଇଛନ୍ତି ।…
ବୃଦ୍ଧି ପାଉଛି କରୋନା ସଂକ୍ରମଣ: ୮ଟି ରାଜ୍ୟକୁ କେନ୍ଦ୍ରର ସତର୍କ ନୂଆଦିଲ୍ଲୀ (ଏଜେନ୍ସି): ଦେଶରେ ଦୈନିକ କୋଭିଡ ଆରୋଗ୍ୟ ସଂଖ୍ୟା ତୁଳନାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ କେନ୍ଦ୍ର ସରକାର ଓଡ଼ିଶା ସମେତ ୮ ରାଜ୍ୟକୁ ସତର୍କ ସୂଚନା ଦେଇଛନ୍ତି । ଦେଶର ଓଡ଼ିଶା, ଆସାମ, ମେଘାଳୟ,…
ଜୁଲାଇ ୩୧ ସୁଦ୍ଧା ଯୁକ୍ତ ଦୁଇ ରେଜଲ୍ଟ ଭୁବନେଶ୍ୱର (ଏନ୍.ଏମ୍.): ଆସନ୍ତା ଜୁଲାଇ ୩୧ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ପାଇବ ପାରେ । ଏ ନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ,…
୧୧ରେ ଖୋଲିବ ହୀରାକୁଦ ଗେଟ: ବଢ଼ିବ ଶାଖା ନଦୀର ଜଳସ୍ତର ଭୁବନେଶ୍ୱର (ଏନ୍.ଏମ୍.): ଆସନ୍ତା ୧୧ତାରିଖ ପୂର୍ବାହ୍ନ ୧୧ଟାରେ ହୀରାକୁଦରୁ ବନ୍ୟା ଜଳ ନିଷ୍କାସନ ପାଇଁ ଗେଟ ଖୋଲିବ । ଉପର ମୁଣ୍ଡରେ ବର୍ଷା ହେବା ସହ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି । ଆଜି ସୁଦ୍ଧା ହୀରାକୁଦ…
ଯୋବ୍ରା ଅଞ୍ଚଳରେ ହିତାଧିକାରୀଙ୍କୁ ମଶାରୀ ବଣ୍ଟନ କଟକ(ଏନ୍.ଏମ୍.): କଟକରେ ଡେଙ୍ଗୁ ସଂକ୍ରମଣ ଦେଖାଯିବା ପରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଉଛି । ଜିଲ୍ଲାପ୍ରଶାସନ, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ଓ କଟକ ମହାନଗର ନିଗମ ପକ୍ଷରୁ ସମସ୍ତ ବସ୍ତିବାସିନ୍ଦା ତଥା ଗରିବ ଲୋକମାନଙ୍କୁ ଔଷଧିୟ ମଶାରୀ ପ୍ରଦାନ…
ଯୁକ୍ତ ଦୁଇ ଶେଷ ବର୍ଷ ପ୍ରୋଜେକ୍ଟ ପେପର ହ୍ୱାଟସ୍ ଆପରେ ସବମିଟ୍ ହେବ ଭୁବନେଶ୍ୱର(ଏନ୍.ଏମ୍.): ଚଳିତ ବର୍ଷ +୨ ଶେଷ ବର୍ଷର ପ୍ରୋଜେକ୍ଟ ପେପର ହ୍ୱାଟସ୍ ଆପରେ ସବମିଟ୍ ହେବ । ତେବେ ଏହା ସବୁ ବିଭାଗ ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ ହେବନାହିଁ । ଇଣ୍ଡିଆନ ମ୍ୟୁଜିକ, ଡ୍ୟାନ୍ସ,…
ମୋଦୀ ସରକାରଙ୍କ ନୂତନ ମନ୍ତ୍ରୀମଣ୍ଡଳ ନୂଆଦିଲ୍ଲୀ (ଏନ୍.ଏମ୍.): ପ୍ରଧାମମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱିତୀୟ ପାଳିରେ ପ୍ରଥମ ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ ହୋଇଛି । କ୍ୟାବିନେଟରେ ନୂଆ ଓ ପୁରୁଣାଙ୍କୁ ମିଶାଇ ୪୩ଜଣ ମନ୍ତ୍ରୀ ଶପଥ ନେଇଛନ୍ତି । ଏଥିରେ ୧୫ଜଣଙ୍କୁ କ୍ୟାବିନେଟ ଓ ୨୮ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି…
ପରିବହନ ଶ୍ରମିକଙ୍କ ସମସ୍ୟା ନେଇ ପ୍ରତିବାଦ କଟକ(ଏନ୍.ଏମ୍.): ପରିବହନ ଶ୍ରମିକ ମାନଙ୍କ ସମସ୍ୟା ସମ୍ପର୍କରେ କଟକ ମୋଟର କର୍ମଚାରୀ ୟୁନିୟନ ତରଫରୁ ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । କଟକ ବାଦାମବାଡ଼ି ବସ ଷ୍ଟାଣ୍ଡରେ ପ୍ରାୟ ୧ହଜାର ବସ୍ ଦୈନିକ ଚଳାଚଳ କରୁଥିବାବେଳେ ବସ୍ ଡ୍ରାଇଭର,…
କଟକ ମୁଣ୍ଡଳୀ ନିକଟରୁ ୧୨ଫୁଟ ଲମ୍ବର ଅଜଗର ଉଦ୍ଧାର କଟକ (ଏନ୍.ଏମ୍.): କଟକ ଜିଲ୍ଲା ବାରଙ୍ଗ ଥାନା ଅନ୍ତର୍ଗତ ମୁଣ୍ଡଳୀ ଗ୍ରାମ ନିକଟବର୍ତ୍ତୀ ମହାନଦୀ ପୋଲରୁ ଏକ ବିଶାଳ ଅଜଗର ସାପ ଉଦ୍ଧାର ହୋଇଛି । ସୂଚନା ଅନୁଯାୟୀ ମୁଣ୍ଡଳୀ ଗ୍ରାମର ସନ୍ତୋଷ କୁମାର ଦଳାଇ ଗତକାଲି ବିଳମ୍ବିତ…
ମୋଦୀଙ୍କ ମନ୍ତ୍ରୀମଣ୍ଡଳର ବଦଳିବ ରୂପରେଖ: ୪୩ ଜଣ ନେବେ ଶପଥ ନୂଆଦିଲ୍ଲୀ (ଏନ୍.ଏମ୍.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟରେ ନୂଆ ଓ ପୁରୁଣାଙ୍କୁ ମିଶାଇ ମୋଟ ୪୩ ଜଣ ସଦସ୍ୟ ମନ୍ତ୍ରୀ ଭାବେ ଶପଥ ନେବେ । ୨୦୧୯ ଲୋକସଭା ନିର୍ବାଚନ ଜିତିବା ପରେ ଏହା ମୋଦି ସରକାରଙ୍କ…
ଶୈଳବାଳା ମହାବିଦ୍ୟାଳୟକୁ ହେରିଟେଜ ବିଶ୍ୱବିଦ୍ୟାଳୟର ମାନ୍ୟତା ନିମନ୍ତେ ଦାବି କଟକ(ଏନ.ଏମ୍.): କଟକର ଐତିହାସିକ ଶୈଳବାଳା ମହିଳା ମହାବିଦ୍ୟାଳୟକୁ ହେରିଟେଜ ବିଶ୍ୱବିଦ୍ୟାଳୟର ମାନ୍ୟତା ପାଇଁ ଦାବି ଉଠିଛି । ୧୯୧୩ ମସିହାରେ ଭାରତ ବର୍ଷ ସ୍ୱାଧୀନତା ସଂଗ୍ରାମ ମଧ୍ୟ ଦେଇ ମହିଳା ଶିକ୍ଷା ପ୍ରତି ଗୁରୁତ୍ୱ ଆରୋପ କରି ସମଗ୍ର…
ଦେଶର ବିଭିନ୍ନ ରାଜ୍ୟରେ ରାଜ୍ୟପାଳଙ୍କ ବଦଳି: ୮ଟି ରାଜ୍ୟରେ ନୂଆ ରାଜ୍ୟପାଳ ନୂଆଦିଲ୍ଲୀ (ଏଜେନ୍ସି): ଦେଶର ୮ ରାଜ୍ୟରେ ରାଜ୍ୟପାଳଙ୍କ ବଦଳି କରାଯାଇଛି । ଏଥିସହ ରାଷ୍ଟ୍ରପତି ରାମନାଥ କୋବିନ୍ଦ ୮ଟି ଯାକ ରାଜ୍ୟ ପାଇଁ ୮ ଜଣ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଇଛନ୍ତି । ନୂଆ ବିଜ୍ଞପ୍ତି…
ସୁପ୍ରିମକୋର୍ଟରେ ଆବେଦନ ଖାରଜ: ପୁରୀ ଛଡ଼ା ଅନ୍ୟ କେଁଉଠି ହେବନି ରଥଯାତ୍ରା ନୂଆଦିଲ୍ଲୀ(ଏଜେନ୍ସି): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହେବ ନାହିଁ ବୋଲି ନିର୍ଦ୍ଦେଶ ଦେବା ସହ ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ଆୟୋଜନ ପାଇଁ ହୋଇଥିବା ଏକାଧିକ…
© 2026 Nishkarsha Media Entertainment & Publication. All rights reserved | Design & develop by AmpleThemes