ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ହାଇକୋର୍ଟର ନୂଆ ବିଚାରପତି
ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ହାଇକୋର୍ଟର ନୂଆ ବିଚାରପତି କଟକ(ଏନ୍.ଏମ୍.): ଓଡିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ଶପଥ ନେଇଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଜଷ୍ଟିସ ମହାପାତ୍ରଙ୍କୁ ଶପଥ ପାଠ କରାଇଛନ୍ତି । ହାଇକୋର୍ଟ ସମ୍ମିଳନୀ କକ୍ଷରେ ଆୟୋଜିତ…



















