ଓସେପା ତରଫରୁ ରାଜ୍ୟସ୍ତରୀୟ କଳା ଉତ୍ସବ : ଜାତୀୟସ୍ତରୀୟ ଉତ୍ସବରେ ଯୋଗଦେବେ ମନୋନୀତ ୧୮ ଜଣ ଛାତ୍ରଛାତ୍ରୀ
Slider କ୍ରୀଡା ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଓସେପା ତରଫରୁ ରାଜ୍ୟସ୍ତରୀୟ କଳା ଉତ୍ସବ : ଜାତୀୟସ୍ତରୀୟ ଉତ୍ସବରେ ଯୋଗଦେବେ ମନୋନୀତ ୧୮ ଜଣ ଛାତ୍ରଛାତ୍ରୀ

ଓସେପା ତରଫରୁ ରାଜ୍ୟସ୍ତରୀୟ କଳା ଉତ୍ସବ : ଜାତୀୟସ୍ତରୀୟ ଉତ୍ସବରେ ଯୋଗଦେବେ ମନୋନୀତ ୧୮ ଜଣ ଛାତ୍ରଛାତ୍ରୀ ଭୁବନେଶ୍ୱର(ଏନ୍‍.ଏମ୍‍.): ଓସେପା ଆନୁକୁଲ୍ୟରେ ଚଳିତ ମାସ ଡିସେମ୍ବର ୭ ଓ ୮ ତାରିଖରେ ରାଜ୍ୟସ୍ତରୀୟ କଳା ଉତ୍ସବ-୨୦୨୧ ଅନୁଷ୍ଠିତ ହୋଇଯାଇଛି । କରୋନା କଟକଣା ହେତୁ ଏହି କାର୍ଯ୍ୟକ୍ରମରେ ଆଭାସୀ ମାଧ୍ୟମରେ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ । ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ…

ତାମିଲନାଡୁରେ ହେଲକପ୍ଟର ଦୁର୍ଘଟଣା: ସିଡିଏସ୍ ବିପିନ ରାୱତଙ୍କ ସମେତ ୧୩ ମୃତ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ତାମିଲନାଡୁରେ ହେଲକପ୍ଟର ଦୁର୍ଘଟଣା: ସିଡିଏସ୍ ବିପିନ ରାୱତଙ୍କ ସମେତ ୧୩ ମୃତ

ତାମିଲନାଡୁରେ ହେଲକପ୍ଟର ଦୁର୍ଘଟଣା: ସିଡିଏସ୍ ବିପିନ ରାୱତଙ୍କ ସମେତ ୧୩ ମୃତ ନୂଆଦିଲ୍ଲୀ(ଏନ୍‍.ଏମ୍‍.): ତାମିଲନାଡୁରେ ଘଟିଥିବା ହେଲିକପ୍ଟର ଦୁର୍ଘଟଣାରେ ସିଡିଏସ୍ ଜେନେରାଲ ରାୱତଙ୍କ ସମେତ ମୋଟ ୧୩ ଜଣଙ୍କ ମୃତ୍ୟୁ ଘଟିଛି । ଭାରତୀୟ ବାୟୁସେନା ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆଯାଇଛି । ଜେନେରାଲ ରାୱତଙ୍କ ସମେତ ତାଙ୍କ ପତ୍ନୀ ମଧୁଲିକା ମଧ୍ୟ ପ୍ରାଣ ହରାଇଛନ୍ତି । ଏବେ କେବଳ ଗ୍ରୁପ କ୍ୟାପଟେନ ବରୁଣ ସିଂହ ୱେଲିଂଟନରେ…

ଷାଠିଏ ଦିନରେ ଷାଠିଏ ଗଳ୍ପର ସ୍ରଷ୍ଟା ପ୍ରତିଲିପି ଓଡ଼ିଆର ବିଜେତା ଜୟଶ୍ରୀ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଷାଠିଏ ଦିନରେ ଷାଠିଏ ଗଳ୍ପର ସ୍ରଷ୍ଟା ପ୍ରତିଲିପି ଓଡ଼ିଆର ବିଜେତା ଜୟଶ୍ରୀ

ଷାଠିଏ ଦିନରେ ଷାଠିଏ ଗଳ୍ପର ସ୍ରଷ୍ଟା ପ୍ରତିଲିପି ଓଡ଼ିଆର ବିଜେତା ଜୟଶ୍ରୀ କଟକ(ଏନ୍‌.ଏମ୍‌.): ଲଗାତାର ଷାଠିଏ ଦିନରେ ଷାଠିଏ ଗଳ୍ପ ଲେଖି ଚର୍ଚ୍ଚା ପାଲଟିଛନ୍ତି ଜୟଶ୍ରୀ ସାହୁ । ଅଳ୍ପ ବୟସରୁ ସାରସ୍ୱତ ସାଧନାରେ ପାଦଥାପିଥିବା କୋମଳମତି ଛାତ୍ରଛାତ୍ରୀଙ୍କ ମଧ୍ୟରେ ନିଜର ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିବାରେ ସେ ସଫଳ ହୋଇପାରିଛନ୍ତି । ଜାତୀୟସ୍ତରୀୟ ସଂସ୍ଥା ପ୍ରତିଲିପି ଓଡ଼ିଆ ପକ୍ଷରୁ ସଞ୍ଚାର ମାଧ୍ୟମରେ ଅନୁଷ୍ଠିତ ଷାଠିଏ ଦିନରେ ଷାଠିଏ…

ଜାତୀୟ ସଶସ୍ତ୍ର ବାହିନୀ ପତାକା ଦିବସରେ ଗୃହରାଷ୍ଟ୍ର ମନ୍ତ୍ରୀଙ୍କୁ ପତାକା ପ୍ରଦାନ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଜାତୀୟ ସଶସ୍ତ୍ର ବାହିନୀ ପତାକା ଦିବସରେ ଗୃହରାଷ୍ଟ୍ର ମନ୍ତ୍ରୀଙ୍କୁ ପତାକା ପ୍ରଦାନ

ଜାତୀୟ ସଶସ୍ତ୍ର ବାହିନୀ ପତାକା ଦିବସରେ ଗୃହରାଷ୍ଟ୍ର ମନ୍ତ୍ରୀଙ୍କୁ ପତାକା ପ୍ରଦାନ ଭୁବନେଶ୍ୱର(ଏନ୍‌.ଏମ୍‌.): ଜାତୀୟ ସଶସ୍ତ୍ରବାହିନୀ ପତାକା ଦିବସ ଉପଲକ୍ଷେ ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠରେ ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ ଓ ଗୃହରାଷ୍ଟ୍ର ମନ୍ତ୍ରୀ କ୍ୟାପ୍‌ଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କୁ କମୋଡର ଘନଶ୍ୟାମ୍ ଓଝା ସଶସ୍ତ୍ରବାହିନୀ ପତାକା ପ୍ରଦାନ କରିଥିଲେ । ରାଜ୍ୟ ସୈନିକ ବୋର୍ଡ ଆନୁକୂଲ୍ୟରେ ପ୍ରତିବର୍ଷ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇ ଦିବଂଗତ ସୈନିକଙ୍କ ପରିବାରବର୍ଗଙ୍କ ଆର୍ôଥକ ସହାୟତା ନିମନ୍ତେ…

ସାଟେଲାଇଟ୍ ଇମେଜରି ମାଧ୍ୟମରେ ପ୍ରକୃତ ଧାନଚାଷ ପ୍ଲଟ୍‌ର ଯାଞ୍ଚ ପ୍ରକ୍ରିୟାର ସମୀକ୍ଷା ଆରମ୍ଭ
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ସାଟେଲାଇଟ୍ ଇମେଜରି ମାଧ୍ୟମରେ ପ୍ରକୃତ ଧାନଚାଷ ପ୍ଲଟ୍‌ର ଯାଞ୍ଚ ପ୍ରକ୍ରିୟାର ସମୀକ୍ଷା ଆରମ୍ଭ

ସାଟେଲାଇଟ୍ ଇମେଜରି ମାଧ୍ୟମରେ ପ୍ରକୃତ ଧାନଚାଷ ପ୍ଲଟ୍‌ର ଯାଞ୍ଚ ପ୍ରକ୍ରିୟାର ସମୀକ୍ଷା ଆରମ୍ଭ ଭୁବନେଶ୍ୱର(ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରବର୍ତ୍ତିତ ୫-‘ଟି’ ଅନ୍ତର୍ଗତ ପ୍ରଯୁକ୍ତିବିଦ୍ୟାର ପ୍ରୟୋଗ ଦ୍ୱାରା ରାଜ୍ୟରେ ଚଳିତ ଖରିଫ ଧାନସଂଗ୍ରହ ନିମନ୍ତେ ଏକ ନିର୍ଭୁଲ ଚାଷୀ ନାମପଞ୍ଜିକରଣ ତାଲିକା ପ୍ରସ୍ତୁତ କରାଯାଉଛି । ଏଥି ନିମନ୍ତେ ଓଡ଼ିଶା ସ୍ପେସ୍ ଆପ୍ଲିକେସନ୍ ସେଣ୍ଟର ସହଯୋଗରେ ସାଟେଲାଇଟ୍‌? ଇମେଜକୁ ବ୍ୟବହାର କରାଯାଉଛି । ଏହାକୁ ପାଇଲଟ୍ ପ୍ରକଳ୍ପ ଭାବରେ ରାଜ୍ୟର ୭ଟି…

ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଓଏସଏପି ସିପାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଓଏସଏପି ସିପାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଓଏସଏପି ସିପାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କଟକ(ଏନ୍‌.ଏମ୍‌.): ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଓଏସଏପି ସିପାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିବା ଜଣାପଡ଼ିଛି । କଟକ ଓଏମପି ସ୍ଥିତ ଷଷ୍ଠ ବାଟାଲିୟନରେ କାର୍ଯ୍ୟରତ ସିପାହୀ ସହଦେବ ପରିଡ଼ାଙ୍କ ଅଫିସ, ଓଏମସି ସରକାରୀ ବାସଭବନ, ମାଳତୀ ପାଟପୁରରେ ଥିବା ଶଶୁରଘର, ପୁରୀ ଚନ୍ଦନପୁରରେ ଥିବା ପୈତୃକ ଘର, କଟକ ତିନିଘରିଆଛକ ନିକଟରେ ଥିବା…

ଜୱାଦ ଉଜାଡି ଦେଲା ଚାଷୀର ଆଶା ଭରସା: ଦୋହଲାଇ ଦେଲା ଆର୍ଥିକ ମେରୁଦଣ୍ଡ
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଜୱାଦ ଉଜାଡି ଦେଲା ଚାଷୀର ଆଶା ଭରସା: ଦୋହଲାଇ ଦେଲା ଆର୍ଥିକ ମେରୁଦଣ୍ଡ

ଜୱାଦ ଉଜାଡି ଦେଲା ଚାଷୀର ଆଶା ଭରସା: ଦୋହଲାଇ ଦେଲା ଆର୍ଥିକ ମେରୁଦଣ୍ଡ କୋଣାର୍କ (ଏନ୍‌.ଏମ୍‌.): ଦକ୍ଷିଣ-ଉତ୍ତର ଓ ସଂଲଗ୍ନ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ଜୱାଦ’ ଚାଲିଯାଇଛି କିନ୍ତୁ ଚାଷୀର ବର୍ଷକ ରୋଜଗାର ଛଡ଼ାଇନେବା ସହ ଆଶା ଭରସାକୁ ଉଜାଡ଼ି ଦେଇଛି । ଜୱାଦ ସମୁଦ୍ର ଗର୍ଭରେ ବାରମ୍ବାର ଦିଗ ବଦଳାଉଥିବାରୁ ପାଣିପାଗ ବିଭାଗର ପକ୍ଷରୁ ସଠିକ ପୂର୍ବାନୁମାନ କରିବା ସମ୍ଭବପର ହୋଇ ନଥିଲା ।…

ଜାତୀୟ ସିନିୟର ମହିଳା ଫୁଟବଲ: ସେମିରେ ଓଡ଼ିଶା
Slider କ୍ରୀଡା ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଜାତୀୟ ସିନିୟର ମହିଳା ଫୁଟବଲ: ସେମିରେ ଓଡ଼ିଶା

ଜାତୀୟ ସିନିୟର ମହିଳା ଫୁଟବଲ: ସେମିରେ ଓଡ଼ିଶା କଟକ(ଏନ୍‌.ଏମ୍‌.): କେରଳରେ ଚାଲିଥିବା ଜାତୀୟ ସିନିୟର ମହିଳା ଫୁଟବଲ ଟୁର୍ଣ୍ଣାମେଣ୍ଟରେ ଓଡ଼ିଶା ଦଳ ସେମି ଫାଇନାଲରେ ପ୍ରବେଶ କରିଛି । ଅନୁଷ୍ଠିତ କ୍ୱାର୍ଟର ଫାଇନାଲ ମ୍ୟାଚରେ ଓଡ଼ିଶା ୨-୦ ଗୋଲରେ ତାମିଲନାଡକୁ ପରାସ୍ତ କରିଥିଲା । ବିଜୟ ଦଳର ଅଧିନୟିକା କରିସ୍ମା ଓରମା ୨୭ତମ ମିନିଟରେ ପ୍ରଥମ ଗୋଲ କରି ଦଳକୁ ଅଗ୍ରଣୀ କରାଇଥିଲେ । ଏହାପରେ ସତ୍ୟବତୀ ଖଡିଆ ୩୭ତମ…

ରାଜ୍ୟରେ ଜୱାଦ ଗଭୀର ଅବପାତ ନେଇ ସୂଚନା, ବାତ୍ୟା ଦୁର୍ବଳ ହେଲା: ରାଜ୍ୟରେ ତୁହାକୁ ତୁହା ବର୍ଷା
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଜୱାଦ ଗଭୀର ଅବପାତ ନେଇ ସୂଚନା, ବାତ୍ୟା ଦୁର୍ବଳ ହେଲା: ରାଜ୍ୟରେ ତୁହାକୁ ତୁହା ବର୍ଷା

ରାଜ୍ୟରେ ଜୱାଦ ଗଭୀର ଅବପାତ ନେଇ ସୂଚନା ବାତ୍ୟା ଦୁର୍ବଳ ହେଲା: ରାଜ୍ୟରେ ତୁହାକୁ ତୁହା ବର୍ଷା ଭୁବନେଶ୍ୱର(ଏନ୍‌.ଏମ୍‌.): ବଙ୍ଗୋପସାଗର ଉତ୍ତରପଶ୍ଚିମ ଓ ପଶ୍ଚିମକେନ୍ଦ୍ରୀୟ ସ୍ଥଳରେ ଥିବା ଗଭୀର ଅବପାତ ଜୱାଦ୍ ୬ ଘଣ୍ଟା ଧରି ଘଣ୍ଟା ପ୍ରତି ୧୮ କିମି ବେଗରେ ଗତି କରୁଛି ଏବଂ ଏହା ପରବର୍ତ୍ତୀ ସମୟରେ ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି । ଏହି ଅବପାତ ଆଜି ଅପରାହ୍ନ ୨.୩୦ ମିନିଟ୍‌ରେ ଓଡ଼ିଶାର…

ହୀରାକୁଦ ଜଳ ଭଣ୍ଡାରରୁ ଉତ୍ପାଦନ ହେବ ସୌର ବିଦ୍ୟୁତ: ପ୍ରଥମ ପର୍ଯ୍ୟାୟରେ ୪୦ ମେଗାୱାଟ ଲକ୍ଷ୍ୟ
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ହୀରାକୁଦ ଜଳ ଭଣ୍ଡାରରୁ ଉତ୍ପାଦନ ହେବ ସୌର ବିଦ୍ୟୁତ: ପ୍ରଥମ ପର୍ଯ୍ୟାୟରେ ୪୦ ମେଗାୱାଟ ଲକ୍ଷ୍ୟ

ହୀରାକୁଦ ଜଳ ଭଣ୍ଡାରରୁ ଉତ୍ପାଦନ ହେବ ସୌର ବିଦ୍ୟୁତ: ପ୍ରଥମ ପର୍ଯ୍ୟାୟରେ ୪୦ ମେଗାୱାଟ ଲକ୍ଷ୍ୟ ସମ୍ୱଲପୁର (ଏନ୍‌.ଏମ୍‌.): ହୀରାକୁଦ ଜଳ ଭଣ୍ଡାରରୁ ଏବେ ଉତ୍ପାଦନ ହେବ ସୌର ବିଦ୍ୟୁତ । ଜଳଭଣ୍ଡାରରୁ ଜଳବିଦ୍ୟୁତ ଉତ୍ପାଦନ ହେଉଥିବାବେଳେ ଏଠାରୁ ସୌରବିଦ୍ୟୁତ ଉତ୍ପାଦନ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ଫଳରେ ଅଧିକ ବିଦ୍ୟୁତ ଉତ୍ପାଦନ ହୋଇ ପାରିବ ବୋଲି ଜଣାପଡ଼ିଛି । ହୀରାକୁଦ ଜଳ ଭଣ୍ଡାର…

ମହିଳା ଏସ୍‌ଏଚ୍‌ଜିମାନଙ୍କୁ ଉଦ୍ୟୋଗିତା ନିମନ୍ତେ ପ୍ରୋତ୍ସାହନ : ପ୍ରତି ବ୍ଲକ୍‌ରେ ସ୍ଥାପନ ହେବ ଛତୁଆ ପ୍ରସ୍ତୁତ ୟୁନିଟ୍‌
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ୱାସ୍ଥ୍ୟ

ମହିଳା ଏସ୍‌ଏଚ୍‌ଜିମାନଙ୍କୁ ଉଦ୍ୟୋଗିତା ନିମନ୍ତେ ପ୍ରୋତ୍ସାହନ : ପ୍ରତି ବ୍ଲକ୍‌ରେ ସ୍ଥାପନ ହେବ ଛତୁଆ ପ୍ରସ୍ତୁତ ୟୁନିଟ୍‌

ମହିଳା ଏସ୍‌ଏଚ୍‌ଜିମାନଙ୍କୁ ଉଦ୍ୟୋଗିତା ନିମନ୍ତେ ପ୍ରୋତ୍ସାହନ ପ୍ରତି ବ୍ଲକ୍‌ରେ ସ୍ଥାପନ ହେବ ଛତୁଆ ପ୍ରସ୍ତୁତ ୟୁନିଟ୍‌ ଭୁବନେଶ୍ୱର (ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସ୍ୱୟଂ ସହାୟିକା ଗୋଷ୍ଠୀଗୁଡ଼ିକ ଜରିଆରେ ମହିଳାମାନଙ୍କୁ ଉଦ୍ୟୋଗ ପ୍ରତି ପ୍ରୋତ୍ସାହିତ କରିବା ଏବଂ ଗୁଣାତ୍ମକ ଛତୁଆ ପ୍ରସ୍ତୁତ କରିବା ପାଇଁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ରାଜ୍ୟର ୩୧୪ଟି ବ୍ଲକ୍‌ରେ ଛତୁଆ ପ୍ରସ୍ତୁତ ୟୁନିଟ୍ ସ୍ଥାପନ ପାଇଁ ପଦକ୍ଷେପ ଗ୍ରହଣ କରିଛି ।…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ଆଦିବାସୀ ସେଙ୍ଗଲ ଅଭିଯାନ
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ଆଦିବାସୀ ସେଙ୍ଗଲ ଅଭିଯାନ

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ଆଦିବାସୀ ସେଙ୍ଗଲ ଅଭିଯାନ କଟକ(ଏନ୍‌.ଏମ୍‌.): ଭାରତ ଭଳି ଗୋଟିଏ ଧର୍ମନିରପେକ୍ଷ ରାଷ୍ଟ୍ରରେ ଜୋର ଜବରଦସ୍ତ ଧର୍ମବିଧି ତଥା ପୂଜା ପଦ୍ଧତି ଲଦି ଦିଆଯାଉଥିବା ଅଭିଯୋଗରେ ଆଦିବାସୀ ସେଙ୍ଗଲ ଅଭିଯାନ ପକ୍ଷରୁ ପ୍ରତିବାଦ କରାଯାଇଛି । ଝାଡ଼ଖଣ୍ଡରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ଆରଏସଏସ ଏବଂ ଲୁଗୁବୁର ଘାଣ୍ଟାବାଳି କମିଟିର ଧର୍ମକୁ ନେଇ ଜୋର ଜବରଦସ୍ତ କରିବା ଘଟଣାକୁ ନିନ୍ଦା କରାଯିବା ସହ ଅଭିଯାନର କଟକ…

ସାମୁଦ୍ରିକ ଝଡ ଜୱାଦ ପାଇଁ କୋଣାର୍କ ଉତ୍ସବ ବାତିଲ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ସାମୁଦ୍ରିକ ଝଡ ଜୱାଦ ପାଇଁ କୋଣାର୍କ ଉତ୍ସବ ବାତିଲ

ସାମୁଦ୍ରିକ ଝଡ ଜୱାଦ ପାଇଁ କୋଣାର୍କ ଉତ୍ସବ ବାତିଲ କୋଣାର୍କ(ଏନ୍‌.ଏମ୍‌.): ଓଡିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ଡିସେମ୍ବର ୧ତାରିଖରୁ ୫ତାରିଖ ପର୍ଯ୍ୟନ୍ତ କୋଣାର୍କ ମକ୍ତାକାଶ ରଙ୍ଗମଞ୍ଚରେ ଶାସ୍ତ୍ରୀୟ ନୃତ୍ୟ ସଙ୍ଗୀତର ମହାକୂମ୍ଭ ଓ ଚନ୍ଦ୍ରଭାଗାର ବେଳାଭୂମୀରେ ଆନ୍ତର୍ଜାତିକ ବାଲୁକାକଳା ଉତ୍ସବ ପାଞ୍ଚ ଦିନ ବ୍ୟାପି ଅନୁଷ୍ଠିତ ହୋଇଥାଏ । ଚଳିତ ବର୍ଷର କୋଣାର୍କ ଉତ୍ସବ ଓ ଆନ୍ତର୍ଜାତିକ ବାଲୁକା କଳା ଉତ୍ସବ ୧ ଓ ୨ତାରିଖ ଦୁଇଦିନ ଧରି ଅନୁଷ୍ଠିତ…

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ପ୍ରସ୍ତୁତି ଓ ପଦକ୍ଷେପ ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସୂଚନା
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ପ୍ରସ୍ତୁତି ଓ ପଦକ୍ଷେପ ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସୂଚନା

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ପ୍ରସ୍ତୁତି ଓ ପଦକ୍ଷେପ ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସୂଚନା ଭୁବନେଶ୍ୱର(ଏନ୍‌.ଏମ୍‌.): ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା କହିଲେ ଯେ, ଗତ ଛଅ ଘଣ୍ଟା ମଧ୍ୟରେ ଅବପାତ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅତିକ୍ରମ କରି ଉତ୍ତର-ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୩୨ କିଲୋମିଟର ବେଗରେ ଗତି କରି ଏକ…

ମାଡ଼ିଆସୁଛି ଜୱାଦ: ୫ ତାରିଖରେ ପୁରୀରେ ମାଡ଼ ହେବା ଆଶଙ୍କା!
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ମାଡ଼ିଆସୁଛି ଜୱାଦ: ୫ ତାରିଖରେ ପୁରୀରେ ମାଡ଼ ହେବା ଆଶଙ୍କା!

ମାଡ଼ିଆସୁଛି ଜୱାଦ: ୫ ତାରିଖରେ ପୁରୀରେ ମାଡ଼ ହେବା ଆଶଙ୍କା! ଭୁବନେଶ୍ୱର(ଏନ୍‌.ଏମ୍‌.): ମାଡ଼ି ଆସୁଛି ବାତ୍ୟା ‘ଜୱାଦ’ । ପଶ୍ଟିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବାତ୍ୟାରେ ପରିଣତ ହୋଇଛି । ଆଜି ପୂର୍ବାହ୍ନରେ ଏହା ବାତ୍ୟାରେ ପରିଣତ ହୋଇଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ବାତ୍ୟା ‘ଜୱାଦ’ ଏବେ ବିଶାଖାପାଟଣାରୁ ୪୨୦ କିଲୋମିଟର ଦୂରରେ ରହିଛି ।…

ଜୁନିୟର ହକି ବିଶ୍ୱକପ୨୦୨୧: ଯୁବ ବୃତ୍ତିଗତ କ୍ରୀଡ଼ାବିତଙ୍କ ପାଇଁ ଏକ ଶିକ୍ଷଣ ପ୍ଲାଟଫର୍ମ
Slider କ୍ରୀଡା ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଜୁନିୟର ହକି ବିଶ୍ୱକପ୨୦୨୧: ଯୁବ ବୃତ୍ତିଗତ କ୍ରୀଡ଼ାବିତଙ୍କ ପାଇଁ ଏକ ଶିକ୍ଷଣ ପ୍ଲାଟଫର୍ମ

ଜୁନିୟର ହକି ବିଶ୍ୱକପ୨୦୨୧: ଯୁବ ବୃତ୍ତିଗତ କ୍ରୀଡ଼ାବିତଙ୍କ ପାଇଁ ଏକ ଶିକ୍ଷଣ ପ୍ଲାଟଫର୍ମ ଭୁବନେଶ୍ୱର(ଏନ୍‌.ଏମ୍‌.): ଯେତେବେଳେ ଏଫଆଇଏଚ୍ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପ ୨୦୨୧ର କ୍ୱାର୍ଟର ଫାଇନାଲରେ ଭାରତ, ବେଲଜିୟମକୁ ପରାସ୍ତ କଲା, ସେତେବେଳେ ଏହା ସମସ୍ତଙ୍କ ପାଇଁ ଏକ ଖୁସିର ମୂହୁର୍ତ୍ତ ଥିଲା । ବିଶେଷ କରି କଳିଙ୍ଗ ଷ୍ଟାଡିୟମରେ ନିୟୋଜିତ ହୋଇଥିବା ସ୍ୱେଚ୍ଛାସେବୀମାନଙ୍କ ଭିତରେ ଏହା ସୃଷ୍ଟି କରିଥିଲା ଏକ ଅଭୂତପୂର୍ବ ଶିହରଣ । ସମ୍ମାନଜନକ…

ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ଏକାମ୍ର ହାଟସ୍ଥିତ ହସ୍ତତନ୍ତ ବଜାର ପରିଦର୍ଶନ
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ଏକାମ୍ର ହାଟସ୍ଥିତ ହସ୍ତତନ୍ତ ବଜାର ପରିଦର୍ଶନ

ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ଏକାମ୍ର ହାଟସ୍ଥିତ ହସ୍ତତନ୍ତ ବଜାର ପରିଦର୍ଶନ ଭୁବନେଶ୍ୱର(ଏନ୍‌.ଏମ୍‌.): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସହାୟତାରେ ଭୁବନେଶ୍ୱରସ୍ଥିତ ଏକାମ୍ର ହାଟରେ ‘ବୟନିକା’ ଦ୍ୱାରା ହସ୍ତତନ୍ତ ବଜାର ଗତ ୨୫ ତାରିଖରୁ ଚଳିତ ଡିସେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି । ଏହି ବଜାରକୁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ ଆଜି ପରିଦର୍ଶନ କରିଥିଲେ…

କୋଣାର୍କ ଉତ୍ସବ-୨୦୨୧ର ଦ୍ୱିତୀୟ ସନ୍ଧ୍ୟା : ସତ୍ରିୟା ଓ ଓଡିଶୀ ନୃତ୍ୟରେ ଦର୍ଶକ ବିଭୋର
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

କୋଣାର୍କ ଉତ୍ସବ-୨୦୨୧ର ଦ୍ୱିତୀୟ ସନ୍ଧ୍ୟା : ସତ୍ରିୟା ଓ ଓଡିଶୀ ନୃତ୍ୟରେ ଦର୍ଶକ ବିଭୋର

କୋଣାର୍କ ଉତ୍ସବ-୨୦୨୧ର ଦ୍ୱିତୀୟ ସନ୍ଧ୍ୟା : ସତ୍ରିୟା ଓ ଓଡିଶୀ ନୃତ୍ୟରେ ଦର୍ଶକ ବିଭୋର କୋଣାର୍କ(ଏନ୍‌.ଏମ୍‌.): ଭାରତୀୟ ଶାସ୍ତ୍ରୀୟ ନୃତ୍ୟ, ସଙ୍ଗୀତ ଓ କଳାର ଅନୁପମ ସମାରୋହ କୋଣାର୍କ ଉତ୍ସବ-୨୦୨୧ର ଦ୍ୱିତୀୟ ସନ୍ଧ୍ୟାରେ ଗୌହାଟିର ପ୍ରଖ୍ୟାତ ନୃତ୍ୟ ଶିଳ୍ପୀ ଅନିତା ଶର୍ମା ଓ ଭୁବନେଶ୍ୱରର ନିରଞ୍ଜନ ରାଉତ ଓ ସାଥୀଙ୍କ ପକ୍ଷରୁ ଓଡିଶୀ ନୃତ୍ୟର ମୁର୍ଚ୍ଛନା କଳାପ୍ରେମୀ ଦର୍ଶକଙ୍କୁ ଆତ୍ମବିଭୋର କରିଥିଲା । ଆଜି ସନ୍ଧ୍ୟାର ପ୍ରଥମ ପ୍ରସ୍ତୁତିରେ ଗୌହାଟିର…

କଟକ ସହରରେ ବୁଲା କୁକୁର ଉତ୍ପାତ: ସିଏମସି କମିଶନରଙ୍କୁ ସ୍ମାରକପତ୍ର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

କଟକ ସହରରେ ବୁଲା କୁକୁର ଉତ୍ପାତ: ସିଏମସି କମିଶନରଙ୍କୁ ସ୍ମାରକପତ୍ର

କଟକ ସହରରେ ବୁଲା କୁକୁର ଉତ୍ପାତ: ସିଏମସି କମିଶନରଙ୍କୁ ସ୍ମାରକପତ୍ର କଟକ(ଏନ୍‌.ଏମ୍‌.): କଟକ ସହରରେ ବୁଲା କୁକୁରଙ୍କ ସଂଖ୍ୟାବୃଦ୍ଧି ଯୋଗୁଁ ସିଏମସି ପକ୍ଷରୁ ପ୍ରଚଳିତ ହୋଇଥିବା କୁକୁର ବନ୍ଧ୍ୟାକରଣ ବ୍ୟବସ୍ଥା ସମ୍ପୂର୍ଣ୍ଣ ଦିଗହରା ହୋଇ ପଡ଼ିଛି। ଏନେଇ ସିଏମସି ପକ୍ଷରୁ କୁକୁର ଧରା ସ୍ୱତନ୍ତ୍ର ଗାଡ଼ି ସାଙ୍ଗକୁ କର୍ମଚାରୀମଧ୍ୟ ନିଯୁକ୍ତି ହୋଇଥିଲେ; ଏଥି ସହିତ କୁକୁରମାନଙ୍କୁ ଧରି ବନ୍ଧ୍ୟାକରଣ କରିବା ନିମନ୍ତେ ପ୍ରାଣୀ ଚିକିତ୍ସାଳୟ ଓ ଡାକ୍ତର ନିଯୁକ୍ତି ଏବଂ…

କୋଣାର୍କ ଉତ୍ସବ ଓ ବାଲୁକାକଳା ପ୍ରଦର୍ଶନୀ-୨୦୨୧ ଉଦ୍‌ଘାଟିତ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

କୋଣାର୍କ ଉତ୍ସବ ଓ ବାଲୁକାକଳା ପ୍ରଦର୍ଶନୀ-୨୦୨୧ ଉଦ୍‌ଘାଟିତ

କୋଣାର୍କ ଉତ୍ସବ ଓ ବାଲୁକାକଳା ପ୍ରଦର୍ଶନୀ-୨୦୨୧ ଉଦ୍‌ଘାଟିତ କୋଭିଡ କଟକଣା ମଧ୍ୟରେ ଓଡିଶୀ ଓ କଥକ ନୃତ୍ୟ ପ୍ରଦର୍ଶିତ କୋଣାର୍କ (ଏନ୍‌.ଏମ୍‌.): କୋଭିଡ କଟକଣା ମଧ୍ୟରେ ରାଜ୍ୟ ପର୍ଯ୍ୟଟନ ବିଭାଗ ଓ ସଂସ୍କୃତି ବିଭାଗ ପକ୍ଷରୁ କୋଣାର୍କ ଉତ୍ସବ ଓ ଅନ୍ତର୍ଜାତୀୟ ବାଲୁକା କଳା ଉତ୍ସବ-୨୦୨୧ ଉଦ୍‌ଘାଟିତ ହୋଇଯାଇଛି । ଉତ୍କଳୀୟ କଳା, ସଂସ୍କୃତି ଓ ଭାସ୍କର୍ଯ୍ୟର ଚରମ ନିଦର୍ଶନ ତଥା ପୂର୍ବ ଏସିଆର ଏକମାତ୍ର ବିଶ୍ୱଐତିହ୍ୟ ସୂର୍ଯ୍ୟମନ୍ଦିରର ଉତ୍ତର…