ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀର ଜଳସମ୍ପଦ ବିଭାଗ ସମ୍ପର୍କିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ବୈଠକ
ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀର ଜଳସମ୍ପଦ ବିଭାଗ ସମ୍ପର୍କିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ବୈଠକ [caption id="attachment_4884" align="alignnone" width="300"] Photo From I&PR Odisha[/caption] ଭୁବନେଶ୍ୱର(ଏନ୍.ଏମ୍.): ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଂଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱରସ୍ଥିତ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ…




















