୫ଟି ଉପକ୍ରମରେ ନୂଆ ରୂପ ନେବ ବ୍ରହ୍ମପୁର ବୁଢୀ ଠାକୁରାଣୀ ମନ୍ଦିର
୫ଟି ଉପକ୍ରମରେ ନୂଆ ରୂପ ନେବ ବ୍ରହ୍ମପୁର ବୁଢୀ ଠାକୁରାଣୀ ମନ୍ଦିର ବ୍ରହ୍ମପୁର (ଏନ୍.ଏମ୍.): ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢୀ ଠାକୁରାଣୀଙ୍କ ମନ୍ଦିରର ବିକାଶ ଯୋଜନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି । ଦୁଇଟି ପର୍ଯ୍ୟାୟରେ ଏହି କାମ କରାଯିବ ଏବଂ ଏଥିପାଇଁ…




















