ଆଠଗଡ଼ ମେଘା ସେକ୍ଟରରେ ବିଶ୍ୱ ମାସିକ ଋତୁସ୍ରାବ ସ୍ୱଚ୍ଛତା ଦିବସ ପାଳନ
ଆଠଗଡ଼ ମେଘା ସେକ୍ଟରରେ ବିଶ୍ୱ ମାସିକ ଋତୁସ୍ରାବ ସ୍ୱଚ୍ଛତା ଦିବସ ପାଳନ [caption id="attachment_9710" align="alignnone" width="300"] News by Maheswar Behera (Athagarh)[/caption] #ଆଠଗଡ(ଏନ୍.ଏମ୍.): ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ମେଘା ସେକ୍ଟରର ସମୂହ ଗାଁ କଲ୍ୟାଣ ସମିତି ଆନୁକୁଲ୍ୟରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବ୍ରହ୍ମପୁର ଭାରପ୍ରାପ୍ତ ଚିକିତ୍ସା…




















