କଳକୀ ସେନା ପକ୍ଷରୁ ଶାରଦୀୟ ସନାତନ ବନ୍ଧୁମିଳନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କଳକୀ ସେନା ପକ୍ଷରୁ ଶାରଦୀୟ ସନାତନ ବନ୍ଧୁମିଳନ

କଳକୀ ସେନା ପକ୍ଷରୁ ଶାରଦୀୟ ସନାତନ ବନ୍ଧୁମିଳନ [caption id="attachment_11290" align="alignnone" width="300"] News by Padmalochan Mishra (Cuttack)[/caption] #କଟକ(ଏନ୍‌.ଏମ୍‌.): ବିଶ୍ୱ ସତ୍ୟ -ସନାତନ-ଧର୍ମ ପ୍ରଚାରିଣୀ ମହାସଂଘ କଳକୀ ସେନା ପକ୍ଷରୁ ଶାରଦୀୟ ସନାତନ ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି । ଆଜି ପୂର୍ବାହ୍ନରେ ସିଡିଏ ସେକ୍ଟର -୬ ସ୍ଥିତ ସିଦ୍ଧ ମହାବୀର ମନ୍ଦିର ପରିସରରେ ସେନାର କଟକ ମହାନଗର ସଭାପତି କଳକୀରତ୍ନ ଲଷ୍ମୀଧର ଦାସଙ୍କ ସଭାପତିତ୍ୱରେ ଆୟୋଜିତ ବନ୍ଧୁମିଳନକୁ…

ଚୌଦ୍ୱାର ଅଞ୍ଚଳରେ ଶାରଦୀୟ ଦୂର୍ଗାପୂଜା: ମନ୍ତ୍ର ଧ୍ୱନୀରେ ପ୍ରକମ୍ପିତ ଅଞ୍ଚଳ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଚୌଦ୍ୱାର ଅଞ୍ଚଳରେ ଶାରଦୀୟ ଦୂର୍ଗାପୂଜା: ମନ୍ତ୍ର ଧ୍ୱନୀରେ ପ୍ରକମ୍ପିତ ଅଞ୍ଚଳ

ଚୌଦ୍ୱାର ଅଞ୍ଚଳରେ ଶାରଦୀୟ ଦୂର୍ଗାପୂଜା: ମନ୍ତ୍ର ଧ୍ୱନୀରେ ପ୍ରକମ୍ପିତ ଅଞ୍ଚଳ [caption id="attachment_11287" align="alignnone" width="268"] News by Smrutiranjan Tripathy (Choudwar)[/caption] #ଚୌଦ୍ୱାର(ଏନ୍.ଏମ.): ପବିତ୍ର ଷଷ୍ଠୀତିଥିରୁ ଚୌଦ୍ୱାରରେ ଆରମ୍ଭ ହୋଇଛି ଶାରଦୀୟ ଦୁର୍ଗାପୂଜା ଉତ୍ସବ । ଅଞ୍ଚଳର ବିଭିନ୍ନ ମଣ୍ଡପରେ ଦେବୀ ଦୁର୍ଗାଙ୍କ ମୃଣ୍ମୟୀ ପ୍ରତିମାକୁ ଯଥା ବିଧି ପୂଜାର୍ଚ୍ଚନା କରାଯାଉଥିବାବେଳେ ଅଞ୍ଚଳର ବିଭିନ୍ନ ପୀଠ ମାନଙ୍କରେ ମଧ୍ୟ ମା’ଙ୍କର ସ୍ୱତନ୍ତ୍ର ପୂଜାର୍ଚ୍ଚନା ଚାଲିଛି । ପଣ୍ଡିତଙ୍କ ମନ୍ତ୍ର…

କଟକରେ ଦଶହରା ବୁଲିଲେ ସଂସ୍କୃତି ମନ୍ତ୍ରୀ: ସ୍ୱାଗତ କଲେ ସିଏମସି ମେୟର ଓ ନିରାମୟ ଉପଦେଷ୍ଟା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

କଟକରେ ଦଶହରା ବୁଲିଲେ ସଂସ୍କୃତି ମନ୍ତ୍ରୀ: ସ୍ୱାଗତ କଲେ ସିଏମସି ମେୟର ଓ ନିରାମୟ ଉପଦେଷ୍ଟା

କଟକରେ ଦଶହରା ବୁଲିଲେ ସଂସ୍କୃତି ମନ୍ତ୍ରୀ: ସ୍ୱାଗତ କଲେ ସିଏମସି ମେୟର ଓ ନିରାମୟ ଉପଦେଷ୍ଟା [caption id="attachment_11280" align="alignnone" width="300"] News by Padmalochan Mishra (Cuttack)[/caption] #କଟକ(ଏନ୍‌.ଏମ୍‌.): କଳା ସଂସ୍କୃତିର ସହର କଟକ ଆଜି ଉତ୍ସବ ମୁଖର । ଶକ୍ତି ଆରଧନାର ପ୍ରମୁଖସ୍ଥଳ ଭାବେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା କଟକ କେବଳ ରାଜ୍ୟ କାହିଁକି ରାଜ୍ୟ ବାହାରୁ ମଧ୍ୟ ଲୋକଙ୍କୁ ଆକୃଷ୍ଟ କରିଥାଏ । ସୁନା…

ଇତିହାସ ପୃଷ୍ଠାରେ ଆଉଏକ ଫର୍ଦ୍ଧ ଯୋଡ଼ିଲା ଇସ୍ରୋ; ଗଗନଯାନ ପରୀକ୍ଷଣ ସଫଳ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ

ଇତିହାସ ପୃଷ୍ଠାରେ ଆଉଏକ ଫର୍ଦ୍ଧ ଯୋଡ଼ିଲା ଇସ୍ରୋ; ଗଗନଯାନ ପରୀକ୍ଷଣ ସଫଳ

ଇତିହାସ ପୃଷ୍ଠାରେ ଆଉଏକ ଫର୍ଦ୍ଧ ଯୋଡ଼ିଲା ଇସ୍ରୋ; ଗଗନଯାନ ପରୀକ୍ଷଣ ସଫଳ #ନୂଆଦିଲ୍ଲୀ(ଏଜେନ୍ସି): ଚଳିତ ବର୍ଷ ଇସ୍ରୋ ଗୋଟିଏ ପଟେ ଗୋଟିଏ ଫଳତାର ପାହାଚ ଚଢ଼ିବା ସହ ଇତିହାସ ସୃଷ୍ଟି କରିବାରେ ଲାଗିଛି । ବିଭିନ୍ନ ବାଧା, ବିଘ୍ନକୁ ଅତିକ୍ରମ କରି ଇସ୍ରୋ ଆଜି ପୁଣି ଥରେ ଇତିହାସ ସୃଷ୍ଟି କରିଛି । ପ୍ରତିକୂଳ ପାଗ ସହ ବୈଷୟିକ ତ୍ରୁଟି ଯୋଗୁ ସ୍ଥଗିତ ରଖାଯାଇଥିବା ଗଗନଯାନକୁ ଆଜି ସଫଳତା ପୂର୍ବକ…

ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ

ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ ନୂଆଦିଲ୍ଲୀ(ଏଜେନ୍ସି): ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ମିଳିଛି ନୂଆ ଦାୟିତ୍ୱ । ତାଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତ କରିଛନ୍ତି । ଓଡ଼ିଶାର ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲ କାର୍ଯ୍ୟ କରୁଥିଲେ । ତାଙ୍କ ସ୍ଥାନ ଏବେ ରଘୁବର ନେଇଛନ୍ତି । ପ୍ରଫେସର ଶ୍ରୀ ଲାଲ ୨୦୧୮ରେ ଓଡ଼ିଶାର ରାଜ୍ୟପାଳ ହୋଇଥିଲେ । ତାଙ୍କ କାର୍ଯ୍ୟକାଳ…

ଚୌଦ୍ୱାର କୁମାରୋତ୍ସବ ଓ ରୂପଯାତ୍ରା ନେଇ ଦ୍ୱିତୀୟ ପର୍ଯ୍ୟାୟ ପ୍ରସ୍ତୁତି ବୈଠକ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଚୌଦ୍ୱାର କୁମାରୋତ୍ସବ ଓ ରୂପଯାତ୍ରା ନେଇ ଦ୍ୱିତୀୟ ପର୍ଯ୍ୟାୟ ପ୍ରସ୍ତୁତି ବୈଠକ

ଚୌଦ୍ୱାର କୁମାରୋତ୍ସବ ଓ ରୂପଯାତ୍ରା ନେଇ ଦ୍ୱିତୀୟ ପର୍ଯ୍ୟାୟ ପ୍ରସ୍ତୁତି ବୈଠକ [caption id="attachment_11269" align="alignnone" width="300"] News by Smruti Ranjan Tripathy (Choudwar)[/caption] #ଚୌଦ୍ୱାର (ଏନ୍‌.ଏମ୍‌.): ଚୌଦ୍ୱାରର ପ୍ରସିଦ୍ଧ କୁମାରୋତ୍ସବ ଓ ରୂପଯାତ୍ରା ଆୟୋଜନ ପାଇଁ ପୌରପାଳିକା, ରୂପଯାତ୍ରା କମିଟି, କମିଶନରେଟ ପୁଲିସଙ୍କ ସମେତ ବିଭିନ୍ନ ସେବା ଯୋଗାଉଥିବା ସମସ୍ତ ସରକାରୀ ବିଭାଗ ଅଧିକାରୀଙ୍କୁ ନେଇ ଏକ ମିଳିତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି ।…

ଗାଁସାଥୀ (ମେଟ୍‌)ଙ୍କ ପ୍ରତିଶ୍ରୁତି ପୂରଣରେ ଟାଳଟୁଳ ନୀତି: ଧାରଣାସ୍ଥଳରେ ଅଭିନବ ଶୈଳୀରେ ପ୍ରତିବାଦ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଗାଁସାଥୀ (ମେଟ୍‌)ଙ୍କ ପ୍ରତିଶ୍ରୁତି ପୂରଣରେ ଟାଳଟୁଳ ନୀତି: ଧାରଣାସ୍ଥଳରେ ଅଭିନବ ଶୈଳୀରେ ପ୍ରତିବାଦ

ଗାଁସାଥୀ (ମେଟ୍‌)ଙ୍କ ପ୍ରତିଶ୍ରୁତି ପୂରଣରେ ଟାଳଟୁଳ ନୀତି: ଧାରଣାସ୍ଥଳରେ ଅଭିନବ ଶୈଳୀରେ ପ୍ରତିବାଦ [caption id="attachment_11266" align="alignnone" width="300"] News by B.Mishra (Cuttack)[/caption] #ଭୁବନେଶ୍ୱର(ଏନ୍‌.ଏମ୍‌.): ଗାଁସାଥୀ (ମେଟ୍‌)ଙ୍କ ଦାବି ପୂରଣ ପ୍ରସଙ୍ଗରେ କଥା ଦେଇ କଥା ରଖୁ ନାହାଁନ୍ତି ସରକାର । ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ଗାଁସାଥୀଙ୍କୁ ବିଧିବଦ୍ଧ ସରକାରୀ ମିଳିତ ବୈଠକରେ ମାସିକ ୮ ହଜାର ଟଙ୍କାର ପ୍ରତିଶ୍ରୁତି ଦେଇ ଶେଷଯାଏ କଥା ରଖିପାରି ନଥିଲେ…

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ବର୍ଷ ବର୍ଷର ଜମିଜମା ସମସ୍ୟାର ତୁରନ୍ତ ସମାଧାନ
Slider କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ବର୍ଷ ବର୍ଷର ଜମିଜମା ସମସ୍ୟାର ତୁରନ୍ତ ସମାଧାନ

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ବର୍ଷ ବର୍ଷର ଜମିଜମା ସମସ୍ୟାର ତୁରନ୍ତ ସମାଧାନ ରେଙ୍ଗାଲୀ ତହସିଲର ହୀରାକୁଦ ବାସଚ୍ୟୁତ ଲୋକମାନଙ୍କ ଜମି ସମସ୍ୟାର ହେବ ସମାଧାନ, ହାଇଟେକ୍ ସର୍ଭେ ପାଇଁ ନିର୍ଦ୍ଦେଶ ପୂର୍ବରୁ ଝାରସୁଗୁଡାର ହୀରାକୁଦ ବନ୍ଧ ବିସ୍ଥାପିତ, ଗଞ୍ଜାମ ସୋରଡା ବ୍ଲକ୍‌, ପୁରୀ ପୌରପାଳିକାରେ ଜମିଜମା ସମସ୍ୟାର ସମାଧାନ ପାଇଁ ହୋଇଥିଲା ନୀତିଗତ ନିଷ୍ପତ୍ତି [caption id="attachment_11263" align="alignnone" width="300"] News by B.Mishra (BBSR)[/caption] #ଭୁବନେଶ୍ୱର(ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଶାରଳା ସଂଗୀତ କଳା କେନ୍ଦ୍ର ଫାଉଣ୍ଡେସନ ପକ୍ଷରୁ ସାରସ୍ୱତ ସମାରୋହ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଶାରଳା ସଂଗୀତ କଳା କେନ୍ଦ୍ର ଫାଉଣ୍ଡେସନ ପକ୍ଷରୁ ସାରସ୍ୱତ ସମାରୋହ

ଶାରଳା ସଂଗୀତ କଳା କେନ୍ଦ୍ର ଫାଉଣ୍ଡେସନ ପକ୍ଷରୁ ସାରସ୍ୱତ ସମାରୋହ [caption id="attachment_11258" align="alignnone" width="300"] News From Smruti Ranjan Tripathy (Cuttack)[/caption] #କଟକ(ଏନ୍‌.ଏମ୍‌.): ଓଡ଼ିଶା ସଂଗୀତ ଅନୁଷ୍ଠାନ ଶାରଳା ସଂଗୀତ କଳା କେନ୍ଦ୍ର ଫାଉଣ୍ଡେସନ ପକ୍ଷରୁ ଏକ ସାରସ୍ୱତ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶାରଳା ଭବନରେ ହେମନ୍ତ କୁମାର ସ୍ୱାଇଁଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ହିନ୍ଦୁସ୍ତାନୀ କଣ୍ଠଶିଳ୍ପୀ ଅରୂପ ଲାଲ…

ଗୋପବନ୍ଧୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାସିକ ଋତୁସ୍ରାବ ସ୍ୱଚ୍ଛତା ନିମନ୍ତେ ସଚେତନତା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ଗୋପବନ୍ଧୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାସିକ ଋତୁସ୍ରାବ ସ୍ୱଚ୍ଛତା ନିମନ୍ତେ ସଚେତନତା

ଗୋପବନ୍ଧୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାସିକ ଋତୁସ୍ରାବ ସ୍ୱଚ୍ଛତା ନିମନ୍ତେ ସଚେତନତା [caption id="attachment_11255" align="alignnone" width="300"] News by Maheswar Behera (Athagarh)[/caption] #ଆଠଗଡ଼ (ଏନ୍‌.ଏମ୍‌.): ଗୋପବନ୍ଧୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁବ ରେଡକ୍ରସ ଆନୁକୁଲ୍ୟରେ ମାସିକ ଋତୁସ୍ରାବ ସ୍ୱଚ୍ଛତା ନିମନ୍ତେ ଏକ ସ୍ୱତନ୍ତ୍ର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଯୁବ ରେଡକ୍ରସ ଉପଦେଷ୍ଟା ପୁଷ୍ପମଞ୍ଜରୀ ଦାସଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି…

ସେଲିବ୍ରିଟି ବିବାହ ବିଚ୍ଛେଦ ମାମଲା: ହାଇକୋର୍ଟ ଗଲେ ଅନୁଭବ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ସେଲିବ୍ରିଟି ବିବାହ ବିଚ୍ଛେଦ ମାମଲା: ହାଇକୋର୍ଟ ଗଲେ ଅନୁଭବ

ସେଲିବ୍ରିଟି ବିବାହ ବିଚ୍ଛେଦ ମାମଲା: ହାଇକୋର୍ଟ ଗଲେ ଅନୁଭବ [caption id="attachment_11252" align="alignnone" width="300"] News by Padmalochan Mishra (Cuttack)[/caption] #କଟକ (ଏନ୍‌.ଏମ୍‌.): ଓଡ଼ିଶାରେ ସେଲିବ୍ରିଟି ବିବାହ ବିଚ୍ଛେଦ ଘଟଣା ଦିନକୁ ଦିନ ଭିନ୍ନ ମୋଡ଼ ନେବାରେ ଲାଗିଛି । ଫଳରେ ଏହାର ଅନ୍ତ କେବେ କେମିତି ହେଉଛି ତାହା ଦେଖିବାକୁ ରାଜ୍ୟବାସୀ ଅପେକ୍ଷା କରିଛନ୍ତି । ସମ୍ପ୍ରତି ବେଶ ଚର୍ଚ୍ଚାରେ ରହିଛି ଅନୁଭବ ଓ ବର୍ଷାଙ୍କ ବିବାହ…

ଫକିରମୋହନ ବିଶ୍ୱବିଦ୍ୟାଳୟ ଏବଂ ନନ୍ଦି ଫାଉଣ୍ଡେସନ ମଧ୍ୟରେ ଏମଓୟୁ ସ୍ୱାକ୍ଷର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଫକିରମୋହନ ବିଶ୍ୱବିଦ୍ୟାଳୟ ଏବଂ ନନ୍ଦି ଫାଉଣ୍ଡେସନ ମଧ୍ୟରେ ଏମଓୟୁ ସ୍ୱାକ୍ଷର

ଫକିରମୋହନ ବିଶ୍ୱବିଦ୍ୟାଳୟ ଏବଂ ନନ୍ଦି ଫାଉଣ୍ଡେସନ ମଧ୍ୟରେ ଏମଓୟୁ ସ୍ୱାକ୍ଷର ବାଲେଶ୍ୱର(ଏନ୍‌.ଏମ୍‌.): ନ୍ୟାକ ତରଫରୁ "ଏ’ ଗ୍ରେଡର ମାନ୍ୟତା ପାଇବା ପରେ ନୂଆପାଢୀ ସ୍ଥିତ ଫକୀରମୋହନ ବିଶ୍ୱବିଦ୍ୟାଳୟର ପିଜି କେନ୍ଦ୍ରୀୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ବିଶ୍ୱବିଦ୍ୟାଳୟ ସହ ନନ୍ଦି ଫାଉଣ୍ଡେସନ ଏକ ବୁଝାମଣାପତ୍ର ସ୍ୱାକ୍ଷର ସମାରୋହ ବୈଠକ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମର ସଞ୍ଚାଳକ, ଛାତ୍ର କଲ୍ୟାଣ ନିର୍ଦ୍ଦେଶକ ଡକ୍ଟର ନିହାର ରଞ୍ଜନ ରାଉତ ଏହି କାର୍ଯ୍ୟକ୍ରମ ସମ୍ପର୍କିତ…

ଶ୍ରୀ ଶ୍ରୀ ରଘୁନାଥ ଜୀଉ ଡିଗ୍ରୀ ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଶ୍ରୀ ଶ୍ରୀ ରଘୁନାଥ ଜୀଉ ଡିଗ୍ରୀ ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ

ଶ୍ରୀ ଶ୍ରୀ ରଘୁନାଥ ଜୀଉ ଡିଗ୍ରୀ ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ [caption id="attachment_11246" align="alignnone" width="300"] news by Priyabrata Sarangi (Gania)[/caption] #ଗଣିଆ(ଏନ୍‌.ଏମ୍‌.): ଶ୍ରୀ ଶ୍ରୀ ରଘୁନାଥ ଜୀଉ ଡିଗ୍ରୀ ମହାବିଦ୍ୟାଳୟ ଗଣିଆରେ ପ୍ରଥମ ବାର୍ଷିକ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ଲକ୍ଷ୍ମୀକାନ୍ତ ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ…

ଚୌଦ୍ୱାର ରାସ୍ତା ଓ ପରିମଳ ବିପର୍ଯ୍ୟସ୍ତ ପ୍ରତିବାଦରେ ନଗର କଂଗ୍ରେସ ପକ୍ଷରୁ ଦାବିପତ୍ର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଚୌଦ୍ୱାର ରାସ୍ତା ଓ ପରିମଳ ବିପର୍ଯ୍ୟସ୍ତ ପ୍ରତିବାଦରେ ନଗର କଂଗ୍ରେସ ପକ୍ଷରୁ ଦାବିପତ୍ର

ଚୌଦ୍ୱାର ରାସ୍ତା ଓ ପରିମଳ ବିପର୍ଯ୍ୟସ୍ତ ପ୍ରତିବାଦରେ ନଗର କଂଗ୍ରେସ ପକ୍ଷରୁ ଦାବିପତ୍ର [caption id="attachment_11243" align="alignnone" width="300"] News by Smrutiranjan Tripathy (Choudwar)[/caption] #ଚୌଦ୍ୱାର(ଏନ୍‌.ଏମ୍‌.): ଚୌଦ୍ୱାର ଅଞ୍ଚଳରେ ଐତିହାସିକ ଲକ୍ଷ୍ମୀପୂଜା ଓ ରୂପଯାତ୍ରା ପାଖେଇ ଆସୁଥିବାବେଳେ ସହରର ବିପର୍ଯ୍ୟସ୍ତ ରାସ୍ତା ଓ ପରିମଳ ସ୍ଥିତିକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ବାରମ୍ବାର ଅଭିଯୋଗ ସତ୍ତ୍ୱେ ପୌରପାଳିକା କର୍ତ୍ତୃପକ୍ଷ କୌଣସି ପ୍ରଦକ୍ଷେପ ଗ୍ରହଣ କରୁନାହାନ୍ତି…

ଫାଷ୍ଟ ଟ୍ରାକ୍ କୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତିଙ୍କ ଦ୍ୱାରା ଉଦ୍‌ଘାଟିତ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଫାଷ୍ଟ ଟ୍ରାକ୍ କୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତିଙ୍କ ଦ୍ୱାରା ଉଦ୍‌ଘାଟିତ

ଫାଷ୍ଟ ଟ୍ରାକ୍ କୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତିଙ୍କ ଦ୍ୱାରା ଉଦ୍‌ଘାଟିତ [caption id="attachment_10564" align="alignnone" width="300"] News by Padmalochan Mishra (Cuttack)[/caption] #କଟକ(ଏନ୍‌.ଏମ୍‌.): ରାଉରକେଲା ଫାଷ୍ଟ ଟ୍ରାକ୍ ସ୍ପେଶାଲ କୋର୍ଟ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡ. ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀଙ୍କ ଦ୍ୱାରା ଆଭାସୀ ମାଧ୍ୟମରେ ଉଦ୍‌ଘାଟିତ ହୋଇଯାଇଛି । କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ଯୋଜନା ଅନୁସାରେ ପୋକ୍ସୋ ଆଇନ ଓ ମହିଳାଙ୍କ କ୍ଷେତ୍ରରେ ଘଟୁଥିବା ଅପରାଧ…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନ ଅବସରରେ ମାଗଣା ରକ୍ତଦାନ ଶିବିର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନ ଅବସରରେ ମାଗଣା ରକ୍ତଦାନ ଶିବିର

ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନ ଅବସରରେ ମାଗଣା ରକ୍ତଦାନ ଶିବିର [caption id="attachment_11233" align="alignnone" width="300"] News by Smruti Ranjan Tripathy (Choudwar)[/caption] #ଚୌଦ୍ୱାର(ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୮ତମ ଜନ୍ମ ଦିବସ ଉପଲକ୍ଷେ ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅନ୍ତର୍ଗତ କଖଡ଼ି ଗ୍ରାମପଞ୍ଚାୟତ ଠାରେ ଓଡିଶା ମୋ ପରିବାର ଓ ଜୀବନ ବିନ୍ଦୁ ଆଠଗଡ଼ ପକ୍ଷରୁ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ କଖଡି ମହାବିଦ୍ୟାଳୟ ପରିସରରେ…

‘ବିଶ୍ୱ ଧଳାବାଡ଼ି ଦିବସ’ ଅବସରରେ ସଚେତନତା ପଦଯାତ୍ରା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

‘ବିଶ୍ୱ ଧଳାବାଡ଼ି ଦିବସ’ ଅବସରରେ ସଚେତନତା ପଦଯାତ୍ରା

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ: ‘ବିଶ୍ୱ ଧଳାବାଡ଼ି ଦିବସ’ ଅବସରରେ ସଚେତନତା ପଦଯାତ୍ରା ଦୃଷ୍ଟିବାଧିତଙ୍କ ସୁରକ୍ଷା ଓ ସ୍ୱାଧୀନତା ଉପରେ ଗୁରୁତ୍ୱାରୋପ [caption id="attachment_11228" align="alignnone" width="300"] News By I&PR (Odisha)[/caption] #ଭୁବନେଶ୍ୱର(ଏନ୍‌.ଏମ୍‌.): ଆନ୍ତର୍ଜାତିକସ୍ତରରେ ଦୃଷ୍ଟିବାଧିତମାନଙ୍କ ନିମନ୍ତେ ସମର୍ପିତ ‘ବିଶ୍ୱ ଧଳାବାଡ଼ି ଦିବସ’ ଅବସରରେ ସକାଳେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଏକ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି ।…

ରାଜ୍ୟରେ ଲାଗିଛି ହାତୀ ମଣିଷଙ୍କ ଲଢ଼େଇ: କେତେବେଳେ ହାତୀ ତ ଆଉ କେତେବେଳେ ମଣିଷ ଚାଲିଯାଉଛି ଆରପାରିକୁ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ରାଜ୍ୟରେ ଲାଗିଛି ହାତୀ ମଣିଷଙ୍କ ଲଢ଼େଇ: କେତେବେଳେ ହାତୀ ତ ଆଉ କେତେବେଳେ ମଣିଷ ଚାଲିଯାଉଛି ଆରପାରିକୁ

ରାଜ୍ୟରେ ଲାଗିଛି ହାତୀ ମଣିଷଙ୍କ ଲଢ଼େଇ: କେତେବେଳେ ହାତୀ ତ ଆଉ କେତେବେଳେ ମଣିଷ ଚାଲିଯାଉଛି ଆରପାରିକୁ [caption id="attachment_11225" align="alignnone" width="300"] News by Special Reporter (BBSR)[/caption] #ଭୁବନେଶ୍ୱର/ଢେଙ୍କାନାଳ(ଏନ୍‌.ଏମ୍‌.): ସମ୍ପ୍ରତି ହାତୀ ମଣିଷଙ୍କ ଯୁଦ୍ଧ ବଢ଼ିବାରେ ଲାଗିଛି । କେଉଁଠି ମଣିଷର ଛଳନା ଭିତରେ ଛନ୍ଦି ହୋଇ ହାତୀର ପ୍ରାଣ ଯାଉଛି ତ ଆଉ କେଉଁଠି ହାତୀର ବଳ ଆଗରେ ମଣିଷ ଶୋଇ ଯାଉଛି ଚିର ନିଦ୍ରାରେ…

ଐତିହାସିକ ଚୌଦ୍ୱାର ଲକ୍ଷ୍ମୀପୂଜା ଓ ରୂପଯାତ୍ରା ନେଇ କମିଶନରେଟ ପୁଲିସ ପକ୍ଷରୁ ପ୍ରସ୍ତୁତି ବୈଠକ, ବାଣ ଓ ଡିଜେକୁ ନା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ଐତିହାସିକ ଚୌଦ୍ୱାର ଲକ୍ଷ୍ମୀପୂଜା ଓ ରୂପଯାତ୍ରା ନେଇ କମିଶନରେଟ ପୁଲିସ ପକ୍ଷରୁ ପ୍ରସ୍ତୁତି ବୈଠକ, ବାଣ ଓ ଡିଜେକୁ ନା

ଐତିହାସିକ ଚୌଦ୍ୱାର ଲକ୍ଷ୍ମୀପୂଜା ଓ ରୂପଯାତ୍ରା ନେଇ କମିଶନରେଟ ପୁଲିସ ପକ୍ଷରୁ ପ୍ରସ୍ତୁତି ବୈଠକ, ବାଣ ଓ ଡିଜେକୁ ନା [caption id="attachment_11222" align="alignnone" width="300"] News by Smrutiranjan Tripathy (Choudwar)[/caption] #ଚୌଦ୍ୱାର(ଏନ୍‌.ଏମ୍‌.): ଚଳିତ ବର୍ଷ କିଭଳି ଶାନ୍ତିଶୃଙ୍ଖଳାର ସହ ଐତିହାସିକ ଚୌଦ୍ୱାର ଲକ୍ଷ୍ମୀପୂଜା ଓ ରୁପଯାତ୍ରା ପାଳନ ହେବ ସେ ନେଇ କମିଶନରେଟ ପୁଲିସ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଗାନ୍ଧିଛକ ସ୍ଥିତ…

ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବନ ଜଗୁଆଳିଙ୍କ ମୃତ୍ୟୁ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବନ ଜଗୁଆଳିଙ୍କ ମୃତ୍ୟୁ

ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବନ ଜଗୁଆଳିଙ୍କ ମୃତ୍ୟୁ [caption id="attachment_11218" align="alignnone" width="300"] News by Priyabrata Sarangi (Gania)[/caption] #ନୟାଗଡ଼(ଏନ୍‌.ଏମ୍‌.): ବାରହା ଶିକାର ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବନ ଜଗୁଆଳିଙ୍କ ମୃତ୍ୟୁ ହେବା ଖବର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଉକ୍ତ ଅଞ୍ଚଳରେ ବନ୍ୟଜନ୍ତୁ ଶିକାର ପାଇଁ ଦୁବୃର୍ତ୍ତମାନେ ବିଦ୍ୟୁତ ତାର ବିଛା ଦେଉଥିବା…