ଆଠଗଡ଼ରେ ସାଇବର ସଚେତନତା ଶିବିର
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଆଠଗଡ଼ରେ ସାଇବର ସଚେତନତା ଶିବିର

ଆଠଗଡ଼ରେ ସାଇବର ସଚେତନତା ଶିବିର [caption id="attachment_11159" align="alignnone" width="300"] News By Maheswar Behera (Athagarh)[/caption] #ଆଠଗଡ଼(ଏନ୍‌.ଏମ୍‌.): ଓଡିଶା ପୁଲିସ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସାଇବର କ୍ରାଇମ ଉପରେ ସଚେତନତା କରିବାକୁ ଆରମ୍ଭ ହୋଇଥିବା ସାଇବର ରଥ ଆଠଗଡ ଥାନା ଅଞ୍ଚଳରେ ପହଞ୍ଚିଛି । ଏହି ଉପଲକ୍ଷେ କଟକ ଜିଲ୍ଲା ପୁଲିସ ପ୍ରଶାସନ ପକ୍ଷରୁ ଏକ ମିନି ମାରାଥନ ରେସ ଅନୁଷ୍ଠିତ ହୋଇଥିଲା । ଏହି ମାରାଥନ ରେସରେ…

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବାଦାମବାଡ଼ି ଅନୁଗୋଳ ବସଷ୍ଟାଣ୍ଡରେ ହେବ ଅତ୍ୟାଧୁନିକ ବିଶ୍ୱନାଥ ପଣ୍ଡିତ ପାଠାଗାର [caption id="attachment_11156" align="alignnone" width="300"] News by Padmalochan Mishra (Cuttack)[/caption] #କଟକ(ଏନ୍‌.ଏମ୍‌.): କଟକ ସହରର ଯୁବପୀଢ଼ି, ଛାତ୍ରଛାତ୍ରୀ ତଥା ବିଭିନ୍ନ କ୍ଷେତ୍ରରେ ନିଯୁକ୍ତି ଆଶାୟୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଖୁସିର ଖବର ଦେଇଛନ୍ତି । କଟକର ବିଶ୍ୱନାଥ ପଣ୍ଡିତ କେନ୍ଦ୍ରୀୟ ପାଠାଗାର ସିଏମସି ଦ୍ୱାରା ପରିଚାଳିତ ହେଉଥିବାବେଳେ ନୂତନ ବସଷ୍ଟାଣ୍ଡ କଟକ ନେତାଜୀ ବସ ଟର୍ମିନାଲ…

ଗମ୍ଭୀର ହେଉଛି ଇସ୍ରାଏଲ- ପାଲେଷ୍ଟାଇନ ଲଢ଼େଇ: ଇସ୍ରାଏଲ ସହ ବିମାନ ସେବା ବାତିଲ କଲା ଭାରତ, ସତର୍କ କଲା ନୂଆଦିଲ୍ଳୀ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ

ଗମ୍ଭୀର ହେଉଛି ଇସ୍ରାଏଲ- ପାଲେଷ୍ଟାଇନ ଲଢ଼େଇ: ଇସ୍ରାଏଲ ସହ ବିମାନ ସେବା ବାତିଲ କଲା ଭାରତ, ସତର୍କ କଲା ନୂଆଦିଲ୍ଳୀ

ଗମ୍ଭୀର ହେଉଛି ଇସ୍ରାଏଲ- ପାଲେଷ୍ଟାଇନ ଲଢ଼େଇ: ଇସ୍ରାଏଲ ସହ ବିମାନ ସେବା ବାତିଲ କଲା ଭାରତ, ସତର୍କ କଲା ନୂଆଦିଲ୍ଳୀ #ନୂଆଦିଲ୍ଳୀ(ଏଜେନ୍ସି): ଇସ୍ରାଏଲରେ ଚାଲିଥିବା ଘମାଘୋଟ ଲଢ଼େଇ ଯୋଗୁ ସ୍ଥିତି ବେହେଲା ହୋଇଛି । ପାଲାଷ୍ଟାଇନ ଗାଜାରୁ ହମାସ ଆତଙ୍କବାଦୀମାନେ ଇସ୍ରାଏଲରେ ଆକ୍ରମଣ କରି ରକ୍ତର ହୋଲି ଖେଳିଛନ୍ତି । ଇସ୍ରାଏଲ ମଧ୍ୟ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରି କାଉଣ୍ଟର ଆଟାକ ଆରମ୍ଭ କରି ଦେଇଛି । ଏହି ଲଢ଼େଇରେ…

ପ୍ରଶ୍ନପତ୍ର ଲିକ୍ ନେଇ ବୋର୍ଡ଼ ଅସହାୟ: ଦଶମ ଷାଣ୍ମାସିକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣା, କ୍ରାଇମବ୍ରାଞ୍ଚରେ ମାମଲା
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ପ୍ରଶ୍ନପତ୍ର ଲିକ୍ ନେଇ ବୋର୍ଡ଼ ଅସହାୟ: ଦଶମ ଷାଣ୍ମାସିକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣା, କ୍ରାଇମବ୍ରାଞ୍ଚରେ ମାମଲା

ପ୍ରଶ୍ନପତ୍ର ଲିକ୍ ନେଇ ବୋର୍ଡ଼ ଅସହାୟ: ଦଶମ ଷାଣ୍ମାସିକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣା, କ୍ରାଇମବ୍ରାଞ୍ଚରେ ମାମଲା [caption id="attachment_4032" align="alignnone" width="300"] News by Padmalochan Mishra (Cuttack)[/caption] #କଟକ(ଏନ୍‌.ଏମ୍‌.): ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଏବେ ଅସୁରକ୍ଷିତ ହୋଇପଡ଼ିଥିବା ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି । ବୋର୍ଡ଼ ପକ୍ଷରୁ ପ୍ରତ୍ୟେକ ପରୀକ୍ଷା ପାଇଁ ସ୍ୱଚ୍ଛତା ରକ୍ଷା କରିବା ଏବଂ ପ୍ରଶ୍ନପତ୍ର ଲିକ୍ ନହେବା…

ବିଦ୍ୟାଳୟସ୍ତରୀୟ ସାମାଜିକ ଅଡିଟ୍ କାର୍ଯ୍ୟକ୍ରମ ନିମନ୍ତେ ପଞ୍ଚାୟତିରାଜ ବିଭାଗର ଅଡିଟ୍ ୟୁନିଟ୍ ସହ ବୁଝାମଣାପତ୍ର ସ୍ୱାକ୍ଷରିତ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବିଦ୍ୟାଳୟସ୍ତରୀୟ ସାମାଜିକ ଅଡିଟ୍ କାର୍ଯ୍ୟକ୍ରମ ନିମନ୍ତେ ପଞ୍ଚାୟତିରାଜ ବିଭାଗର ଅଡିଟ୍ ୟୁନିଟ୍ ସହ ବୁଝାମଣାପତ୍ର ସ୍ୱାକ୍ଷରିତ

ବିଦ୍ୟାଳୟସ୍ତରୀୟ ସାମାଜିକ ଅଡିଟ୍ କାର୍ଯ୍ୟକ୍ରମ ନିମନ୍ତେ ପଞ୍ଚାୟତିରାଜ ବିଭାଗର ଅଡିଟ୍ ୟୁନିଟ୍ ସହ ବୁଝାମଣାପତ୍ର ସ୍ୱାକ୍ଷରିତ [caption id="attachment_11145" align="alignnone" width="300"] News by B.Mishra (BBSR)[/caption] #ଭୁବନେଶ୍ୱର(ଏନ୍‌.ଏମ୍‌.): ସମଗ୍ର ଶିକ୍ଷା ଯୋଜନା ଅଧୀନରେ ବିଦ୍ୟାଳୟସ୍ତରୀୟ ସାମାଜିକ ଅଡିଟ୍ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବା ପାଇଁ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସାମାଜିକ ଅଡିଟ୍ ୟୁନିଟ୍ (ଓସାଟ୍‌) ସହ ବୁଝାମଣାପତ୍ର ସ୍ୱାକ୍ଷର କରି ଓଡ଼ିଶା ରାଜ୍ୟ ଏକ…